Home Left

ମୁମ୍ବାଇରେ ଗୋଟିଏ ଦିନରେ ୨୧୮ କରୋନା ପଜିଟିଭ ଚିହ୍ନଟ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ ବେଳକୁ ବେଳ ତାଣ୍ଡବ ରଚି ଚାଲିଛି। ଗୋଟିଏ ଦିନରେ ଏଠାରେ ଶହ ଶହ ଲୋକ କରୋନାରେ ପୀଡ଼ିତ ହେବା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ମିଳିଥିବା ସୂଚନା ଅନୁଯାୟୀ, କେବଳ ମୁମ୍ବାଇରେ ଗୋଟିଏ…

ନେପାଳ ସୀମାଦେଇ କରୋନା ସଂକ୍ରମଣ ପାଇଁ ଚାଲିଛି ଯୋଜନା !

ନୂଆଦିଲ୍ଲୀ,୧୦।୪: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ତଥା ସମସ୍ତ ରାଜ୍ୟ ସରକାର ଚେଷ୍ଟା ଚଳାଇଛନ୍ତି। ହେଲେ ଏହି ସମୟରେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବିହାରର…

ଭଲ ଖବର: ସାଙ୍ଗଲି ଜିଲାରେ ୨୬ କରୋନା ସଂକ୍ରମିତଙ୍କ ମଧ୍ୟରୁ ସୁସ୍ଥ ହେଲେ ୨୪

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ କାୟା ବିସ୍ତାର କରିଥିବା ବେଳେ ଏବେ ସେଠାକାର ସାଙ୍ଗଲି ଜିଲାରୁ ଆସିଛି ଖୁସି ଖବର। ଉକ୍ତ ଜିଲାରେ ୨୬ କରୋନା ସଂକ୍ରମିତଙ୍କ ମଧ୍ୟରୁ ଏବେସୁଦ୍ଧା ୨୪ ଜଣ ସୁସ୍ଥ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୨୨…

ଶିକାରୀ ଗୁଳିରେ ଆହତ ହରିଣ ଉଦ୍ଧାର

ସୋରଡା,୧୦ା୪(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ବନାଞ୍ଚଳ ଖାରିକୋଟି ଜଙ୍ଗଲରୁ ଶିକାରୀ ଗୁଳିରେ ଗୁରୁତର ହୋଇ ଦୌଡୁଥିବା ଏକ ମାଈ ହରିଣକୁ ବନ ବିଭାଗ କର୍ମଚାରୀ ଶୁକ୍ରବାର ଉଦ୍ଧାର କରିଛନ୍ତି। ସୋରଡା ପ୍ରାଣୀଧନ ଚିକିତ୍ସକ ଡାକ୍ତର ପ୍ରକାଶ ବିଶାଳ ୨ ଘଣ୍ଟା ଧରି…

ରକ୍ତଦାନ କଲେ ଜିଲାପାଳ

ବାରିପଦା ଅଫିସ, ୧୦ା୪- କରୋନାକୁ ନେଇ ଲକଡାଉନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ରକ୍ତଦାନ କାର୍ଯ୍ୟକ୍ରମ ହୋଇପାରୁ ନାହିଁ। ଫଳରେ ଜିଲାରେ ଥିବା ବ୍ଲଡ ବ୍ୟାଙ୍କରେ ରକ୍ତର ଅଭାବ ଦେଖାଦେଇଛି। ଏହାକୁ ଦୂର କରିବା ପାଇଁ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ…

ଲକ୍‌ଡାଉନ୍‌ ସମୟରେ ଗ୍ରାମରକ୍ଷୀଙ୍କୁ ମାଡ଼: ଯୁବକ ଗିରଫ

ସଜନାଗଡ଼, ୧୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଧୀନ ରାଧାକିଶୋରପୁର ପଞ୍ଚାୟତ ପରିବା ମାର୍କେଟ୍‌ରେ ବିନା କାରଣରେ ଜଣେ ଯୁବକ ବାଇକ୍‌ ନେଇ ଯାଉଥିବାରୁ ପୋଲିସ ତାଙ୍କୁ ଅଟକାଇଥିଲା। ଉକ୍ତ ଯୁବକ ଏଥିରେ ଉତ୍ତେଜିତ ହୋଇ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ରାଧାକିଶୋରପୁର…

ଜିଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗରେ ଅଗ୍ନିକାଣ୍ଡ

ବାଲେଶ୍ୱର ଅଫିସ,୧୦।୪-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଶିଶୁ ବିଭାଗର ଦ୍ୱିତୀୟ ମହଲାରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଅଗ୍ନିକାଣ୍ଡ ହୋଇଥିଲା। ସର୍ଟସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି। ପ୍ରଥମ ଓ ଦ୍ୱିତୀୟ ମହଲାରେ ଥିବା ରୋଗୀଙ୍କୁ ତୁରନ୍ତ…

ଦୁଇ ଶିଶୁକନ୍ୟା କରୋନାରେ ଆକ୍ରାନ୍ତ: ୪୨ ନଂ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ

ଭୁବନେଶ୍ୱର, ୧୦ା୪(ବ୍ୟୁରୋ): ରାଜ୍ୟରେ ୨ ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ୬ଟି ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେଥିରେ ରାଜ୍ୟରେ ପ୍ରଥମ ଥର ପାଇଁ ଦୁଇ ଶିଶୁ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ରାଜ୍ୟର ୪୨ ନଂ କରୋନା ଆକ୍ରାନ୍ତଙ୍କ…

ବିଶ୍ୱର ଏକମାତ୍ର ନେତା ଭାବେ ମୋଦିଙ୍କୁ ଟୁଇଟରରେ ଫଲୋ କରୁଛି ହ୍ବାଇଟ ହାଉସ

ନୂଆଦିଲ୍ଲୀ,୧୦।୪: ଆମେରିକା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ଅଫିସିୟାଲ ଟୁଇଟର ହ୍ୟାଣ୍ଡେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫଲୋ କରୁଛି। ଏବେ ବିଶ୍ୱର ଏକମାତ୍ର ନେତାଭାବେ ମୋଦିଙ୍କୁ ହ୍ବାଇଟ ହାଉସ୍‌ ଫଲୋ କରୁଥିବା ଜଣାପଡିଛି। ସୂଚନାଯୋଗ୍ୟ, ଭାରତ ଆମେରିକାକୁ ୨ ଦିନ ପୂର୍ବରୁ ହାଡ୍ରୋକ୍ସିକ୍ଲୋରୋକୁଇନ୍‌ ଦେଇଥିବାରୁ…

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଯୁବକଙ୍କର ବିଭିନ୍ନ ଅଙ୍ଗ କାମ କରିବା ବନ୍ଦ…

ପଞ୍ଜାବରେ ମେ’ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ଚଣ୍ଡିଗଡ଼,୧୦।୪: ଦେଶରେ ତଥା ପଞ୍ଜାବରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନର ଅବଧି ଓ କର୍ଫ୍ୟୁକୁ ମେ’ ୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଓଡ଼ିଶା ପରେ ଦ୍ୱିତୀୟ ରାଜ୍ୟଭାବେ ପଞ୍ଜାବ ଲକ୍‌ଡାଉନ ଅବଧିକୁ…

ଦେଶରେ ଏପର୍ଯ୍ୟନ୍ତ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ: ୧୬,୦୦୨ ଟେଷ୍ଟରୁ ମାତ୍ର ୨ ପ୍ରତିଶତ ପଜିଟିଭ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ଏହା ୬ ହଜାର ଅତିକ୍ରମ କରି ସାରିଲାଣି। ସେହିପରି କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ୨ଶହ ଛୁଇଁଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri