କୋଭିଡ-୧୯: ପୂର୍ବତନ ଇଂଲଣ୍ଡ ଫୁଟ୍ବଲର ହଣ୍ଟର ହସ୍ପିଟାଲରେ ଭର୍ତ୍ତି
ଲଣ୍ଡନ,୧୦।୪ (ଏଏଫ୍ପି)- ପୂର୍ବତନ ଇଂଲଣ୍ଡ ଫୁଟବଲର ତଥା ଲିଡ୍ସ ଡିଫେଣ୍ଡର ନର୍ମାନ ହଣ୍ଟର କରୋନା ଭାଇରସ ସଂକ୍ରମଣ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କର ଚିକିତ୍ସା କରାଯାଉଛି। ୭୬ ବର୍ଷୀୟ ହଣ୍ଟର ୧୫ ବର୍ଷର କ୍ୟାରିୟରରେ ୭୨୬ଟି ମ୍ୟାଚ୍ ଖେଳିଥିଲେ।…
ଖେଳାଳିଙ୍କୁ ପାଉଣା ଦେଲା ବିସିସିଆଇ: କଷ୍ଟକର ସମୟରେ କାହାକୁ ଅଣଦେଖା କରାଯିବନି
ନୂଆଦିଲ୍ଲୀ, ୧୦।୪ (ପି.ଟି.)- କୋଭିଡ୍-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କିନ୍ତୁ ଦାୟିତ୍ୱରେ ହେଳା କରିନାହିଁ। କେନ୍ଦ୍ରୀୟ ଚୁକ୍ତିଭୁକ୍ତ ସବୁ ଖେଳାଳିଙ୍କୁ ବିସିସିଆଇ କ୍ୱାର୍ଟର୍ଲି ବା ତ୍ରୟମାସିକ ପାଉଣା ପ୍ରଦାନ କରିଛି। କେବଳ…
ରାଜଧାନୀର ୧୭ ଘରୋଇ ହସ୍ପିଟାଲରେ ହୋଇପାରିବ ଫ୍ଲୁ ପରୀକ୍ଷଣ: ବାଗ୍ଚୀ
ଭୁବନେଶ୍ୱର,୧୦।୪(ବ୍ୟୁରୋ): କୋଭିଡ୍ ଯୁଦ୍ଧରେ ରାତିଦିନ ଏକ କରି କାମ କରୁଥିବା ପ୍ରତ୍ୟେକ ଲାବରେଟୋରୀ କର୍ମଚାରୀ, ଟେକ୍ନିସିଆନ୍ ଏବଂ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିର କୃତଜ୍ଞତା ଜ୍ଞାପନ କରିଛନ୍ତି। ଟାଟା ଷ୍ଟିଲ୍ର ସହାୟତାରେ ବ୍ରହ୍ମପୁରଠାରେ ୨୦୦ ଶଯ୍ୟା ଏବଂ ୧୫ ଆଇସିୟୁ…
ୟାମିଙ୍କୁ ପସନ୍ଦ ଏମିତି ଜୀବନସାଥି
ମୁମ୍ବାଇ: ବଲିଉଡ୍ ବିୟୁଟି ୟାମି ଗୌତମ ଇନଷ୍ଟାଗ୍ରାମ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କ ସହ କଥା ହେଉଥିବା ବେଳେ ଏମିତି କିଛି କଥା କହିଛନ୍ତି ଯାହା ଏବେ ଚର୍ଚ୍ଚାକୁ ଆସିଛି। ବିଶେଷ ଭାବେ ଏହି ଇଣ୍ଟରାକ୍ସନ ସମୟରେ ସେ କହିଛନ୍ତି ତାଙ୍କୁ କେମିତିକା…
ମାସ୍କ ପିନ୍ଧିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ଲୋକଙ୍କୁ କରାଯାଉଛି ସଚେତନ
ହିଳିକାଟୁ,୧୦ା୪(ଡି.ଏନ୍.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇଁ ଲୋକଙ୍କୁ ମୁହଁ ଓ ନାକକୁ ମାସ୍କ କିମ୍ବା କପଡ଼ାରେ ଘୋଡ଼ାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି। ବାହାରେ ମାସ୍କ ନ ଥିବା ବ୍ୟକ୍ତିଙ୍କ ଠାରୁ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ରହିଛି। ତେବେ କେତେକ ବ୍ୟକ୍ତି…
ସାଧାରଣରେ ପରିଣତ ହେଲାଣି କରୋନା କଟକଣା ଉଲ୍ଲଂଘନ: ରାଶନ ବଣ୍ଟନ ସମୟରେ ରହୁନି ସାମାଜିକ ଦୂରତ୍ୱ, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
ବରଗଡ଼ ଅଫିସ୍,୧୦।୪: କରୋନା(କୋଭିଡ୍-୧୯) ଭୂତାଣୁକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ମାତ୍ର ବିଭିନ୍ନ ସ୍ଥାନରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖିବାକୁ ମିଳିଛି । ପରିବା ବଜାର, ତେଜରାତି, ମାଛ, ମାଂସ ଦୋକାନରେ ଏହା…
କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ…
ଲକ୍ଡାଉନ୍ ବଢ଼ାଇଛି ଦାଦନ ପରିବାରର ଦୁଃଖ: କ୍ଷୀର ବଦଳରେ ଚିନି ପାଣି ପିଇ ଶିଶୁପୁତ୍ର ଅସୁସ୍ଥ, ସ୍ବେଚ୍ଛାସେବୀଙ୍କ ପ୍ରଚେଷ୍ଟା ପରେ ମାଗଣାରେ ଚିକିତ୍ସା କଲେ ଡାକ୍ତର
ବରଗଡ଼ ଅଫିସ୍,୧୦।୪: ଲକ୍ ଡାଉନ୍ ପରେ ଦାଦନ ଶ୍ରମିକଙ୍କ ସମସ୍ୟା ବଢ଼ି ଯାଇଛି । ସେମାନଙ୍କ ସାଙ୍ଗରେ ରହିଥିବା ପିଲାଛୁଆଙ୍କ ଅବସ୍ଥା ଆହୁରି ବିପନ୍ନ ହୋଇ ପଡ଼ିଛି । ଛତିଶଗଡ଼ରୁ ବରଗଡ଼କୁ ଦାଦନ ଖଟିବା ପାଇଁ ଆସିଥିବା ଜଣେ ମହିଳା ଶ୍ରମିକ…
ଲକ୍ଡାଉନ୍ରେ ସ୍ବାମୀଙ୍କ ସହ ଭାରତୀଙ୍କ ନୂଆ ଶୋ’: ହମ୍, ତୁମ୍ ଔର କ୍ୱାରାଣ୍ଟାଇନ
ମୁମ୍ବାଇ: କରୋନା ଭାଇରସ୍ ସହ ମୁକାବିଲା ପାଇଁ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲକ୍ଡାଉନ୍ ଯୋଗୁ ସମସ୍ତ ଟିଭି ସିରିୟଲ୍, ଶୋ’ ଓ ଫିଲ୍ମର ଶୁଟିଂ ବନ୍ଦ ରହିଛି। ଏହି ସମୟରେ ଟିଭିରେ ପୁରୁଣା ଶୋ’କୁ ପୁନଃ ପ୍ରସାରଣ କରାଯାଉଛି। ଇତିମଧ୍ୟରେ…
ଏମକେସିଜିରେ ପୁଣି ୩ କରୋନା ସନ୍ଦିଗ୍ଧ ଭର୍ତ୍ତି
ବ୍ରହ୍ମପୁର ଅଫିସ ,୧୦।୪: କରୋନା ଭାଇରସ ଆତଙ୍କ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଡାର ମୁକାବିଲା ଲାଗି ସରକାର ସାରା ଦେଶରେ ଲକ୍ ଡାଉନ ଜାରି କରିଛନ୍ତି। ଅନ୍ୟପଟେ ଦିନକୁ ଦିନ କରୋନା ପୋଜେଟଭ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର…
ଅଲିମ୍ପିକ୍ସ ଘୁଞ୍ଚିବା ପରେ ପ୍ରସ୍ତୁତି ପାଇଁ ସମୟ ମଳିଛି: ଇର୍ଫାନ
ମୁମ୍ବାଇ, ୧୦।୪(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ୨୦୨୦ ଅଲିମ୍ପିକ୍କୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ଏ ନେଇ ରେସ୍ ଓ୍ବାକର କେ.ଟି. ଇର୍ଫାନଙ୍କ କୌଣସି ଅଭିଯୋଗ ନାହିଁ। ବରଂ ଏହା ପ୍ରସ୍ତୁତି ପାଇଁ ପର୍ଯ୍ୟାପ୍ତ ସମୟ ସୃଷ୍ଟି କରିଛି ବୋଲି…
ସାମାଜିକ ଦୂରତା ରକ୍ଷା ଲାଗି ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର
ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା ରକ୍ଷା…
Archives


