Home Left

ଲକ୍‌ଡାଉନ୍‌ରେ ସ୍ବାମୀଙ୍କ ସହ ଭାରତୀଙ୍କ ନୂଆ ଶୋ’: ହମ୍‌, ତୁମ୍‌ ଔର କ୍ୱାରାଣ୍ଟାଇନ

ମୁମ୍ବାଇ: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ସମସ୍ତ ଟିଭି ସିରିୟଲ୍‌, ଶୋ’ ଓ ଫିଲ୍ମର ଶୁଟିଂ ବନ୍ଦ ରହିଛି। ଏହି ସମୟରେ ଟିଭିରେ ପୁରୁଣା ଶୋ’କୁ ପୁନଃ ପ୍ରସାରଣ କରାଯାଉଛି। ଇତିମଧ୍ୟରେ…

ଏମକେସିଜିରେ ପୁଣି ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୦।୪: କରୋନା ଭାଇରସ ଆତଙ୍କ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଡାର ମୁକାବିଲା ଲାଗି ସରକାର ସାରା ଦେଶରେ ଲକ୍‌ ଡାଉନ ଜାରି କରିଛନ୍ତି। ଅନ୍ୟପଟେ ଦିନକୁ ଦିନ କରୋନା ପୋଜେଟଭ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର…

ଅଲିମ୍ପିକ୍ସ ଘୁଞ୍ଚିବା ପରେ ପ୍ରସ୍ତୁତି ପାଇଁ ସମୟ ମଳିଛି: ଇର୍ଫାନ

ମୁମ୍ବାଇ, ୧୦।୪(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ୨୦୨୦ ଅଲିମ୍ପିକ୍‌କୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ଏ ନେଇ ରେସ୍‌ ଓ୍ବାକର କେ.ଟି. ଇର୍ଫାନଙ୍କ କୌଣସି ଅଭିଯୋଗ ନାହିଁ। ବରଂ ଏହା ପ୍ରସ୍ତୁତି ପାଇଁ ପର୍ଯ୍ୟାପ୍ତ ସମୟ ସୃଷ୍ଟି କରିଛି ବୋଲି…

ସାମାଜିକ ଦୂରତା ରକ୍ଷା ଲାଗି  ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର

ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍‌ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା ରକ୍ଷା…

ସଚିନ, କୋହଲିଙ୍କୁ କ୍ଲାର୍କଙ୍କ ପ୍ରଶଂସା

ମେଲବୋର୍ନ,୧୦।୪ (ପି.ଟି.): ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପ୍ରଶଂସାରେ ଶତମୂଖ ହୋଇଛନ୍ତି ମାଇକେଲ କ୍ଲାର୍କ। ସେହିପରି ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ସଚିନ୍‌ଙ୍କ ଭଳି ଜଣେ ମହାନ ବ୍ୟାଟ୍ସମ୍ୟାନ ବୋଲି କ୍ଲାର୍କ କହିଛନ୍ତି। ଏହି ଦୁଇ ଖେଳାଳିଙ୍କ ଟେକ୍‌ନିକ୍‌ ଅସାଧାରଣ।…

ଗଞ୍ଜାମରେ ବୁଲୁଛି ୪୪ ସ୍ବତନ୍ତ୍ର କୋଭିଡ୍‌ ଆମ୍ବୁଲାନ୍ସ: ଚିହ୍ନଟ ପରେ ସନ୍ଦିଗ୍ଧଙ୍କୁ ଅଣାଯାଉଛି ହସ୍ପିଟାଲ, ଚାଳକଙ୍କୁ ଦିଆଯାଇଛି ସ୍ବତନ୍ତ୍ର ପିପିଇ କିଟ୍‌

ଛତ୍ରପୁର,୧୦।୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କୁ ଘରୁ ହସ୍ପିଟାଲକୁ ନେବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ବର୍ତମାନ ଜ଼ିଲାରେ ୪୪ଟି କୋଭିଡ୍‌ ଆମ୍ବୁଲାନ୍ସ ବୁଲୁଛ। ଖବର ପାଇ ଘରୁ କରୋନା ସଂଦିଗ୍ଧଙ୍କୁ ଉକ୍ତ…

ଜୁନ୍‌ ୧୦ ପର୍ଯ୍ୟନ୍ତ ବଢିଲା ସ୍କଟିଶ ଫୁଟବଲ୍‌ ସସ୍‌ପେନ୍‌ଶନ

ଗ୍ଲାସ୍‌ଗୋ, ୧୦।୪(ଏଏଫ୍‌ପି): ଭୋଭିଡ-୧୯ ମହାମାରୀ ପାଇଁ ସ୍କଟଲାଣ୍ଡ ଫୁଟବଲ୍‌ ପ୍ରଭାବିତ ହୋଇଛି। ଏହି କାରଣରୁ ସ୍କଟିଶ ଫୁଟବଲ ସେସେନର ସସ୍‌ପେନ୍‌ଶନକୁ ଜୁନ୍‌ ୧୦ ତାରିଖକୁ ବୃଦ୍ଧି କରାଯାଇଛି। ମାର୍ଚ୍ଚ ୧୩ ତାରିଖରେ ଲିଗ୍‌ ଫୁଟବଲକୁ ବନ୍ଧ କରିଯାଇଥିଲା। ପରେ ଏହାକୁ ଏପ୍ରିଲ…

ଏନ୍‌ବିଏ ଖେଳାଳି ପୂରା ଦରମା ପାଇବେ

ଓ୍ବାଶିଂଟନ,୧୦।୪ (ଏଏଫପି): କୋଭିଡ-୧୯ ମହାମାରୀ ସତ୍ତ୍ୱେ ଏନ୍‌ବିଏ ଖେଳାଳିମାନେ ଏପ୍ରିଲ ୧୫ ତାରିଖରେ ପୂରା ପାଉଣା ପାଇବେ ବୋଲି ଆମେରିକୀୟ ଗଣମାଧ୍ୟମଗୁଡିକ ସୂଚନା ଦେଇଛନ୍ତି। ତେବେ କରୋନା ଭାଇରସ୍‌ ସଂକ୍ରମଣ ପାଇଁ ଲିଗ୍‌ ଶଟ୍‌ ଡାଉନ ରହୁଥିବାରୁ ଭବିଷ୍ୟତରେ ପାଉଣା କଟାଯାଇପାରେ…

ଏହି ଔଷଧର ମୂଲ୍ୟ ସୁନାଠାରୁ ଅଧିକ

ହିମାଳୟ ଅଞ୍ଚଳରେ ଏକ ବିଶେଷ ପ୍ରକାରର ଔଷଧ ମିଳିଥାଏ। ଅନ୍ତର୍ଜାତୀୟ ବଜାରରେ ଏହା କିଲୋଗ୍ରାମ ପ୍ରତି ୬୦ ଲକ୍ଷ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି ଔଷଧ ଭାରତ, ନେପାଳ ଏବଂ ଚାଇନାର କେତେକ ଅଞ୍ଚଳରେ ମିଳିଥାଏ ଏହା ହିମାଳୟରେ ସ୍ବାସ୍ଥ୍ୟ…

ମିଳିଲା ଅନୁମତି: ବ୍ରହ୍ମପୁର ଏମ୍‌କେସିଜିରେ ହେବ କୋଭିଡ-୧୯ ଟେଷ୍ଟ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍‌ଆର୍‌ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ ଭାବେ କଟକ ଏସ୍‌ସିବି ପରେ ଏମ୍‌କେସିଜିରେ କରୋନା ଟେଷ୍ଟ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ…

ଲକ୍‌ଡାଉନ୍‌ ବୃଦ୍ଧିକୁ ଗଜପତି ମହାରାଜାଙ୍କ ସ୍ବାଗତ

ପୁରୀ ଅଫିସ, ୧୦।୪: ବିଶ୍ୱ ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଅବଧି ଆସନ୍ତା ୧୪ ତାରିଖରେ ସରୁଥିବା ବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ…

ମୋଟର ଚାଳକଙ୍କୁ ସହାୟତା ପାଇଁ ଦାବିପତ୍ର ପ୍ରଦାନ

ରାଇକିଆ,୧୦।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର। ଏ ନେଇ ଗାଡ଼ି ଚଳାଚଳ ବନ୍ଦ ରହିଛି। ଗାଡ଼ି ଚଳାଚଳ ବନ୍ଦ ଯୋଗୁ ମୋଟର ଚାଳକମାନେ ବେରୋଜଗର ହୋଇ ଘରେ ବସିରହିଛନ୍ତି। ଏଭଳି ସଙ୍କଟମୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri