ଡବ୍ଲ୍ୟୁଏଚ୍ଓ ମୁଣ୍ଡରେ ଦୋଷ ଲଦିଲେ ଟ୍ରମ୍ପ୍
ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଚାଇନା ପକ୍ଷ ନେଇ କରୋନା ମହାମାରୀର ରାଜନୀତୀକରଣ କଲେ ବୋଲି ଟ୍ରମ୍ପ୍ ଅଭିଯୋଗ କରିଛନ୍ତି।…
ଦାଦନଙ୍କୁ ସ୍ମୃତି ଇରାନୀଙ୍କ ସହାୟତା ଖବର ଗୁଜବ: ପି. ବିଜୟନ୍
ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏହା ଏକ ମିଛ ଖବର ଓ ଗୁଜବ ବୋଲି…
୨୦୯ ଦେଶ କଲବଲ
ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୫ ଲକ୍ଷ ୫୦ ହଜାର ଛୁଇଁଲାଣି। ଗୁରୁବାର ୩୨ ହଜାର ଲୋକ କରୋନା…
‘ସଂକ୍ରମିତଙ୍କ ପ୍ରକୃତ ସଂଖ୍ୟା ୪ ଗୁଣ ଅଧିକ’
ବେଙ୍ଗାଲୁରୁ,୧୦।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯେତିକି ବୋଲି ଦର୍ଶାଯାଉଛି ସେମାନଙ୍କ ପ୍ରକୃତ ସଂଖ୍ୟା ତହିଁରୁ ଅନୂ୍ୟନ ୪ ଗୁଣ ଅଧିକ। ସ୍କୁଲ, କଲେଜଗୁଡ଼ିକ ଅଧିକ ବିପଜ୍ଜନକ ଅଞ୍ଚଳ, ଯେଉଁଠି ସଂକ୍ରମଣ ବୃଦ୍ଧିପାଇବାର ଆଶଙ୍କା ରହିଛି। ଏଭଳି ହାଇ ରିସ୍କ ଏରିଆଗୁଡ଼ିକୁ…
ସବୁ ସ୍ବାସ୍ଥ୍ୟକେନ୍ଦ୍ରର ଜାତୀୟକରଣ ହେଉ
ନୂଆଦିଲ୍ଲୀ,୧୦।୪(ପି.ଟି.): କରୋନା ମହାମାରୀରୁ ଦେଶ ମୁକ୍ତ ନ ହେବା ପର୍ଯ୍ୟନ୍ତ ସମସ୍ତ ସ୍ବାସ୍ଥ୍ୟସେବା କେନ୍ଦ୍ରକୁ ଜାତୀୟକରଣ କରିବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର ହୋଇଛି। ମହାମାରୀର ମୁକାବିଲା ଲାଗି ଭାରତରେ…
ମାଡ଼ୁଛି ରୋଗ, ଗଡ଼ୁଛି ମୁଣ୍ଡ
ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିଲେ ହେଁ ସ୍ଥିତିରେ ସୁଧାର ଆସିପାରୁ ନାହିଁ। କ୍ରମଶଃ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ସହ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗୁରୁବାର ଦେଶରେ ପୁଣି…
ଅସୁସ୍ଥ ବୃଦ୍ଧାଙ୍କୁ ରାସ୍ତାରେ ଛାଡ଼ି ପଳାଇଲା ଆମ୍ବୁଲାନ୍ସ
ଜଗତ୍ସିଂହପୁର ଅଫିସ,୧୦ା୪: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସ୍ସିବି) ମେଡିକାଲ କଲେଜ ପରିସରରୁ ଅସୁସ୍ଥ ଥିବା ଜଣେ ଗରିବ ବୃଦ୍ଧାଙ୍କୁ ତାଙ୍କ ଗାଁରେ ଛାଡିବାକୁ ଆସିଥିବା ଏକ ବେସରକାରୀ ଆମ୍ବୁଲାନ୍ସ ଜଗତ୍ସିଂହପୁର ସହର ରାସ୍ତା ପାର୍ଶ୍ୱରେ ଛାଡି ପଳାଇଛି। ସମ୍ପୃକ୍ତ ବୃଦ୍ଧା ହେଲେ ଜଗତ୍ସିଂହପୁର…
କରୋନା ୫୦ କୋଟି ଲୋକଙ୍କୁ ଗରିବ କରିପାରେ
ଲଣ୍ଡନ,୧୦।୪: କରୋନା ଭାଇରସ୍ ଏବେ ପୃଥିବୀର ୨୦୯ ରାଷ୍ଟ୍ରକୁ ବ୍ୟାପି ୮୩ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଲାଣି। ଏହା ବିଶ୍ୱ ଅର୍ଥନୀତି ଉପରେ ନକାରାତ୍ମକ ପ୍ରଭାବ ପକାଇଥିବାରୁ ଆଗାମୀ ଦିନରେ ପ୍ରାୟ ୫୦ କୋଟି ଲୋକ ଗରିବ ହୋଇଯାଇପାରନ୍ତି…
କିପରି ଉଠାଇବେ ଇପିଏଫ୍ ଟଙ୍କା
ନୂଆଦିଲ୍ଲୀ,୧୦।୪: କରୋନା ଜନିତ ଲକ୍ଡାଉନ ବେଳେ ଯଦି ଆପଣ ଆର୍ଥତ୍କ ସମସ୍ୟାର ସମ୍ମୁଖୀନ ହେଉଥାନ୍ତି, ତେବେ ଆପଣଙ୍କର କର୍ମଚାରୀ ଭବିଷ୍ୟନିଧି (ଇପିଏଫ୍)ରୁ ଟଙ୍କା ଉଠାଇପାରିବେ। ଏଥିପାଇଁ ସରକାର ଗତମାସ ୨୬ ତାରିଖରେ ଘୋଷଣା କରିଥିଲେ। ଏ ନେଇ ଇପିଏଫ୍ ଆକାଉଣ୍ଟରୁ ଟଙ୍କା…
କରୋନା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ଜିଲାପାଳ
ପୁରୀ ଅଫିସ/କୋଣାର୍କ (ଡି.ଏନ୍.ଏ.),୧୦ା୪: କରୋନା ମୁକାବିଲା ନେଇ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରସ୍ତୁତି କେମିତି ରହିଛି ତାହାର ସମୀକ୍ଷା କରିଛନ୍ତି ପୁରୀ ଜିଲାପାଳ ବଲୱନ୍ତ ସିଂ। ଗୁରୁବାର ଜିଲାପାଳ କରୋନା ସଚେତନତା ସମ୍ପର୍କିତ ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଅସ୍ତରଙ୍ଗ ଓ କାକଟପୁର…
କଳାହାଣ୍ଡି ଜିଲାରେ ଦ୍ୱିତୀୟ କରୋନା ପଜିଟିଭ୍ ଚିହ୍ନଟ: ପ୍ରଥମ ଚିହ୍ନଟଙ୍କ ସହ ସେ ଖେଳିଥିଲେ କ୍ରିକେଟ୍
ଧର୍ମଗଡ଼,୧୦ା୪(ଡି.ଏନ୍.ଏ.): ରାଜ୍ୟରେ ଗୁରୁବାର ମଧ୍ୟରାତ୍ରିରେ ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ କଳାହାଣ୍ଡି ଜିଲାର ଜଣେ ବୋଲି ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଅଧିକାରୀ ଜଗୁଲାଲ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ୨ଜଣ କରୋନା…
ସେବା କାର୍ଯ୍ୟରେ ସାମିଲ ପ୍ରଭାତଙ୍କ ଟିମ୍: ସ୍ବାସ୍ଥ୍ୟସେବା ଲୋଡ଼ୁଥିବା ଲୋକଙ୍କୁ ବଢାଉଛନ୍ତି ସହାୟତାର ହାତ
କଟକ ଅଫିସ,୧୦ା୪: ଲକ୍ଡାଉନ ବଳବତ୍ତର ଥିବାରୁ ସାଧାରଣରେ ଯାତାୟାତ ବନ୍ଦ ହୋଇଯାଇଛି । ବିନା କାରଣରେ ଲୋକଙ୍କୁ ରାସ୍ତାରେ ବୁଲୁଥିବା ଦେଖିଲେ ପୋଲିସ ଜରିମାନା ଲଦିବା ସହ ଗାଡ଼ି ଜବତ କରି ନେଉଛି। ଏଭଳି ସ୍ଥିତିରେ କଟକର ୮ଜଣ ଯୁବକ ସ୍ବାସ୍ଥ୍ୟସେବା…
Archives


