Home Left

କରୋନା ମୁକାବିଲା: ଗବେଷଣା ଟିମ୍‌ରେ ଓଡ଼ିଆ ଡାକ୍ତର ଦିଗମ୍ବର ବେହେରା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନା ମୁକାବିଲାରେ ସାରା ମାନବ ସମାଜ ଅହରହ ଉଦ୍ୟମ ଜାରି ରଖିଛି। ଭାରତ ସମେତ ବିଶ୍ୱର ଅନ୍ୟାନ୍ୟ ଦେଶ ନିଜ ନିଜର ସାମର୍ଥ୍ୟ ଅନୁସାରେ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି କ୍ରମରେ ଇଣ୍ଡିଆନ୍‌ କାଉନସିଲ ଅଫ୍‌ ମେଡିକାଲ…

‘କୋଭିଡ୍‌-୧୯ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ ନୁହେଁ’: ଗଣମାଧ୍ୟମକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି। କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେବା ସମୟରେ ଜନସାଧାରଣଙ୍କୁ କିଛି ନା କିଛି ନୂଆ ପରାମର୍ଶ ଦେଉଛନ୍ତି। ଏହିକ୍ରମରେ…

ଦୁଇ ଚକିଆ ଗାଡ଼ି କଟକଣା କୋହଳ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୧୦ା୪: କରୋନା ଭୂତାଣୁର ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଗାଡ଼ି ଚଳାଚଳ ଉପରେ ଅନେକ ପ୍ରକାର କଟକଣା ରହିଛି। ଫଳରେ ପରିବା ଏବଂ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ଲୋକମାନେ ହଇରାଣ ହେଉଛନ୍ତି। ଦୁଇ…

ଆସିପାରେ ଲକ୍ଷେ କୋଟିର ଆଉ ଏକ ପ୍ୟାକେଜ

ନୂଆଦିଲ୍ଲୀ,୧୦।୪: ସରକାର ଆଗାମୀ ଦିନରେ ଦ୍ୱିତୀୟ ପ୍ରୋତ୍ସାହନ ପ୍ୟାକେଜ ଆଣିବା ନେଇ ସମ୍ଭାବନା ରହିଛି। ଏହି ପ୍ୟାଜେକ ୧ ଲକ୍ଷ କୋଟି ଟଙ୍କାର ହେବା ନେଇ ଅନୁମାନ କରାଯାଇଛି। କରୋନା ଯୋଗୁ ଏବେ ଦେଶର ଶିଳ୍ପ ଜଗତ ସହ କ୍ଷୁଦ୍ର ଶିଳ୍ପ…

ନିବେଶକଙ୍କ ସମ୍ପତ୍ତି ୩.୯୮ ଲକ୍ଷ କୋଟି ବଢିଲା

ନୂଆଦିଲ୍ଲୀ,୧୦।୪: ଗୁରୁବାର ଭାରତୀୟ ଶେୟାର ବଜାରରେ କାରବାର ଉନ୍ନତ ରହିବା ଯୋଗୁ ନିବେଶକଙ୍କ ସମ୍ପତ୍ତି ୩.୯୮ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଥିବା ଜଣାପଡିଛି। ସରକାର ଦ୍ୱିତୀୟ ପ୍ରୋତ୍ସାହନ ପ୍ୟାକେଜ ପ୍ରଦାନ କରିବା ନେଇ ନିବେଶକଙ୍କ ମନରେ ଆଶା ଦୃଢୀଭୂତ ହୋଇଥିବାରୁ…

ଫେବୃୟାରୀରେ ଶିଳ୍ପ ଉତ୍ପାଦନ ବୃଦ୍ଧି

ନୂଆଦିଲ୍ଲୀ,୧୦।୪: ଚଳିତ ବର୍ଷ ଫେବୃୟାରୀ ମାସରେ ଦେଶର ଶିଳ୍ପ ଉତ୍ପାଦନ ୪.୫% ବୃଦ୍ଧି ଘଟିଛି। ଖଣି ,ମାନୁଫାକଚରିଂ ଏବଂ ବିଦ୍ୟୁତ୍‌ ଉତ୍ପାଦନ କ୍ଷେତ୍ରରେ ଉନ୍ନତି ଆସିବା ଯୋଗୁ ଏଭଳି ସ୍ଥିତି ଦେଖାଯାଇଥିବା ସରକାର ଗୁରୁବାର ଜାରି କରିଥିବା ଡାଟାରୁ ଏହା ସାମ୍ନାକୁ…

୧୮% କମିଲା ଇନ୍ଧନ ବ୍ୟବହାର

ନୂଆଦିଲ୍ଲୀ,୧୦।୪: କୋଭିଡ-୧୯ ଲାଗି ସାରା ଦେଶରେ ଇନ୍ଧନ ଚାହିଦା ମାର୍ଚ୍ଚ ମାସରେ ୧୮% ଖସିଛି। ଏହା ଗୋଟିଏ ଦଶନ୍ଧି ମଧ୍ୟରେ ସବୁଠାରୁ ବଡ ଧରଣର ହ୍ରାସ ବୋଲି କୁହାଯାଇଛି। ଏବେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଥିବାରୁ ଏଭଳି ସ୍ଥିତି…

ଜନଧନ ଖାତାରେ ମହିଳାଙ୍କୁ ମିଳିବ ୧୦୦୦ ଟଙ୍କା

ନୂଆଦିଲ୍ଲୀ,୧୦।୪: ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ଖାତା ଖୋଲିଥିବା ମହିଳାଙ୍କୁ କେନ୍ଦ୍ର ସରକାର ଏପ୍ରିଲରେ ବ୍ୟାଙ୍କ ଖାତାରେ ସିଧାସଳଖ ୫୦୦ ଟଙ୍କା ପ୍ରଦାନ କରିଛନ୍ତି। ଆଉ ୨ କିସ୍ତିରେ ଏହି ଆକାଉଣ୍ଟଧାରୀଙ୍କୁ ସରକାର ୧୦୦୦ ଟଙ୍କା ପ୍ରଦାନ କରିବେ। ଯଦି ଟଙ୍କା ଉଠାଣ…

ଗୁଡ୍‌ଫ୍ରାଇଡେ ଚର୍ଚ୍ଚରେ ପାଳନ ନ କରିବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଖ୍ରୀଷ୍ଟ ସମ୍ପ୍ରଦାୟ ପକ୍ଷରୁ ଗୁଡ୍‌ ଫ୍ରାଇଡେ ପାଳନ ହୋବାକୁ ଥିଲା ା ଏହାକୁ ଚର୍ଚ୍ଚ ପରିସରରେ ନ କରିବା ପାଇଁ ବିଭିନ୍ନ ଚର୍ଚ୍ଚ ଗୁଡ଼ିକୁ ପରାମର୍ଶ ଦିଆଯାଇଛି ା କନ୍ଧମାଳ ଜିଲାପାଳ ଡ. ବୃନ୍ଦା…

ମତ୍ସ୍ୟଜୀବୀଙ୍କୁ ପେଟ ଚିନ୍ତା

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ ଘୋଷଣା ପରେ ଲୋକମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ହୋଇଛି। ଶ୍ରମିକ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ସମସ୍ତ ଶ୍ରେଣୀର ପରିବାର ଉପରେ ଏହାର ପ୍ରଭାବ ପଡିଛି। ଏଥିରୁ ବାଦ୍‌ ପଡିନାହାନ୍ତି…

ଭାରତରେ ଅଟକିଛନ୍ତି ଚେନ୍ନାଇ ସିଟି କୋଚ୍‌

ଚେନ୍ନାଇ, ୯ା୪ (ପି.ଟି.): କୋଭିଡ୍‌-୧୯ ମହାମାରୀ ପାଇଁ ବର୍ତ୍ତମାନ ପାଇଁ ବିମାନ ସେବାକୁ ବନ୍ଦ ରଖାଯାଇଥିବାରୁ ଚେନ୍ନାଇନ ସିଟି ଫୁଟ୍‌ବଲ ଟିମ୍‌ର ସିଙ୍ଗାପୋରିଆନ କୋଚ୍‌ ଆକବର ନାଓ୍ବାସ୍‌ ନିଜ ଦେଶକୁ ଯାଇପାରୁ ନାହାନ୍ତି। କରୋନା ଭାଇରସ୍‌ ବ୍ୟାପିବାକୁ ରୋକିବା ଲାଗି ସମଗ୍ର…

ଦୁବାଇ ହୋମ୍‌ ମାରାଥନରେ ଭାଗ ନେଲେ ୭୪୯ ଧାବକ

ଦୁବାଇ, ୯ା୪ (ପି.ଟି.):ବିଶ୍ୱର ପ୍ରଥମ ‘ମାରାଥନ ଆଟ୍‌ ହୋମ୍‌’ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ଟି ଦେଶର ୭୪୯ଜଣ ଧାବକ ଭାଗ ନେଇଥିଲେ। ପ୍ରତିଯୋଗୀମାନଙ୍କୁ ନିଜ ଘରେ ଥାଇ ୪୨,୧୯୫ କିଲୋମିଟର ଦୌଡ଼ିବାକୁ ପଡ଼ିଥିଲା। ଅଂଶଗ୍ରହଣକାରୀଙ୍କ ମଧ୍ୟରୁ ୫୬୨ ପୁରୁଷ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri