Home Left

ବାହାର ରାଜ୍ୟର ଲୋକଙ୍କ ପାଇଁ ଗଞ୍ଜାମରେ ଅତିଥି ଟ୍ରାନ୍‌ଜିଟ୍‌ କ୍ୟାମ୍ପ୍‌

ଛତ୍ରପୁର,୯ା୪(ଡି.ଏନ୍‌.ଏ.): ବାହାର ରାଜ୍ୟର ଶ୍ରମିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅତିଥିଙ୍କ ମର୍ଯ୍ୟାଦା ଦିଆଯାଇଛି। ଏମାନଙ୍କ ରହିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅତିଥି ଟ୍ରାନ୍‌ଜିଟ୍‌ କ୍ୟାମ୍ପ ଖୋଲାଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ନିମନ୍ତେ…

ଲାଇଭ୍‌ ଭିଡିଓ ମାଧ୍ୟମରେ ହେଲା ଅନ୍ତିମ ସଂସ୍କାର

ହରିୟାଣା,୯।୪: ଲକ୍‌ଡାଉନ୍‌ ଶବ୍ଦ କେହି କେହି ଆଗରୁ ଶୁଣି ନ ଥିବା ବେଳେ ଏବେ କିନ୍ତୁ ଏହା ସମସ୍ତଙ୍କ ପାଇଁ ଏକ ପରିଚିତ ଶବ୍ଦ ପାଲଟି ଯାଇଛି। ଏହାର ଅର୍ଥ ମଧ୍ୟ ସମସ୍ତେ ହୁଏତ ଭାଲଭାବେ ବୁଝି ସାରିବେଣି। କରୋନା ଭାଇରସ…

କରୋନା ମୁକାବିଲା: ଟେଲି ମେଡିସିନ ସେବା ଯୋଗାଉଥିବା ଡାକ୍ତରଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, ଖୁବ୍‌ଶୀଘ୍ର ରାଜ୍ୟରେ ୧ ଲକ୍ଷ ରାପିଡ୍‌ ଟେଷ୍ଟିଂ ସୁବିଧା

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ର ପରୀକ୍ଷା ଏବଂ ଚିକିତ୍ସା ଲାଗି ସରକାର ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଖୁବ୍‌ଶୀଘ୍ର ଏକାସହିତ ୧ଲକ୍ଷ ରାପିଡ୍‌ ଟେଷ୍ଟିଂ ସୁବିଧା କରିବା ଲାଗି ପଦକ୍ଷେପ ନିଆଯାଉଛି। ଯେଉଁ ଡାକ୍ତରମାନେ ଅନୁରୋଧ ରକ୍ଷା କରି ଟେଲି-ମେଡିସିନ…

କରୋନା ସଂକ୍ରମିତଙ୍କ ଚିକିତ୍ସା ଫଳରେ ଏଠି ଅବହେଳିତ ହେଉଛନ୍ତି କ୍ୟାନସର ରୋଗୀ !

ଲଣ୍ଡନ,୯।୪: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ କେତେ ଗୁଡିଏ ଦେଶରେ ଏହି ମହାମାରୀର ସଂକ୍ରମଣ ଫଳରେ ଦିନକୁ ଶହ ଶହ ଲୋକଙ୍କ ଜୀବନ ଯାଉଛି। ଏହି ଦେଶମାନଙ୍କ ମଧ୍ୟରୁ ବ୍ରିଟେନ ଅନ୍ୟତମ। ଏଠାରେ…

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ

କଣ୍ଟାପଡ଼ା,୯ା୪(ଡି.ଏନ୍‌.ଏ.) : ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱ ଏକମାତ୍ର ବିକଳ୍ପ ହୋଇଥିବାରୁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ସାଧାରଣ ଲୋକଙ୍କୁ ସହଯୋଗ ପାଇଁ ସରକାରଙ୍କ ଉପରେ ଆର୍ଥତ୍କ ବୋଝପଡୁଛି। ଏପରିସ୍ଥଳେ ବିଭିନ୍ନ…

ଲକ୍‌ଡାଉନ୍‌ ସମୟରେ ଜାରି ରହିବ କୃଷି, ମନରେଗା କାର୍ଯ୍ୟ; ସାମାଜିକ ଦୂରତ୍ୱ ରକ୍ଷା ଉପରେ ଦିଆଯିବ ଗୁରୁତ୍ୱ

ଭୁବନେଶ୍ୱର,୯।୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାଯାଇଥିବା ୨୧ ଦିନିଆ ଲକ୍‌ଡାଉନ୍‌ ଅବଧି ଆସନ୍ତା ଏପ୍ରିଲ ୧୪ ତାରିଖରେ ଶେଷ ହୋଇଥାନ୍ତା। ହେଲେ ଏହାକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ବସିଥିବା କ୍ୟାବିନେଟ ବୈଠକରେ…

ଲକ୍‌ଡାଉନ୍‌ରେ ଘରୁ ବାହାରିବା କେତେ ବିପଦଜ୍ଜନକ: ଶର୍ଟ ଫିଲ୍ମ ଜରିଆରେ ଲୋକଙ୍କୁ ସୂଚିତ କଲେ ଭାଇଜାନ

ମୁମ୍ବାଇ: କରୋନା ଭାଇରସ୍‌କୁ ରୋକିବା ପାଇଁ ସରକାର ଯଥାସମ୍ଭବ ପ୍ରଚେଷ୍ଟା ଚଳାଇଛନ୍ତି। ଏଥିପାଇଁ ସୁରକ୍ଷା ଦୃଷ୍ଟିରୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବାକୁ ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହା ସତ୍ତ୍ୱେ…

ଆମେରିକାର ଋଣ ସୁଝାଇଲା ଭାରତ: ଗହମ ବଦଳରେ ଦେଲା ଔଷଧ

ନୂଆଦିଲ୍ଲୀ,୯।୪: ସମୟ ପ୍ରତି ମୁହୂର୍ତ୍ତରେ ବଦଳି ଚାଲିଛି। ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକା ଆଜି କରୋନା କବଳରେ ପଡି ଯେମିତି ବହୁ ପଛକୁ ଚାଲି ଯାଇଛି। କରୋନା ସଂକ୍ରମଣରେ ଆମେରିକାରେ ପ୍ରତିଦିନ ହଜାର ହଜାର ଲୋକଙ୍କ ମୃତ୍ୟୁ ଏବେ ଚିନ୍ତାର କାରଣ…

ଗୋଟିଏ ଦିନରେ ଆମେରିକାରେ ୧,୯୭୩ ଜଣଙ୍କ ମୃତ୍ୟୁ; ୩୩ ହଜାର ନୂଆ ସଂକ୍ରମିତ ଚିହ୍ନଟ

ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧,୯୭୩ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ଏଠାରେ ୩୩ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା…

ଜୁନ୍‌ ୧୭ ଯାଏ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗୁରୁବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଏପ୍ରିଲ ୩୦ ଯାଏ ରାଜ୍ୟରେ ଲକ୍‌ଡାଉନ୍‌ ସମୟସୀମା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହ ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ…

ଇନ୍ଦୋରରେ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଇନ୍ଦୋର,୯।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କରୋନା ଯୋଦ୍ଧା ମଧ୍ୟ ସଂକ୍ରମିତ ହେଉଛନ୍ତି। ବିଭିନ୍ନ ରାଜ୍ୟରେ କେତେକ ଡାକ୍ତର, ନର୍ସ ଓ ପୋଲିସ କର୍ମୀ ସଂକ୍ରମିତ ହେଉଥିବା ନଜିର…

ମୋଦିଙ୍କୁ ‘ଟେରିଫିକ୍‌’ ବୋଲି କହିଲେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ‘ଟେରିଫିକ୍‌’ ବୋଲି କହିଛନ୍ତି। ଭାରତ ପକ୍ଷରୁ ଆମେରିକାକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଇ ଦିଆଯାଇଥିବାରୁ ଟ୍ରମ୍ପ ମୋଦିଙ୍କର ଏହି ସାହାଯ୍ୟକୁ ନେଇ ତାଙ୍କୁ ଟେରିଫିକ୍‌ ବୋଲି କହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri