Home Left

ଆଜିଠୁ ଡୋନର ପଞ୍ଜୀକରଣ, ସ୍କ୍ରିନିଂ, କାଉନସେଲିଂ

କଟକ ଅଫିସ,୧୭।୭:ରାଜ୍ୟରେ ସଙ୍କଟାପନ୍ନ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବୁଧବାରଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି। ସଂଗୃହୀତ ହୋଇଥିବା ୮ ୟୁନିଟ୍‌ ପ୍ଲାଜ୍‌ମାରୁ ଗୋଟିଏ ପ୍ୟାକେଟ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କୁ ଦିଆଯାଇଛି। ଆଉ ୪ ଜଣ ରୋଗୀଙ୍କ…

ଗୋଟିଏ ଭୁଲ୍‌ ଯୋଗୁ ହେଲେ ମାଲାମାଲ୍‌

ସମସ୍ତେ ଜାଣନ୍ତି ଯେ ଯଦି ଜଣେ ବ୍ୟକ୍ତି ଲଟେରୀ ଜିତନ୍ତି ତେବେ ତାଙ୍କୁ ଭାଗ୍ୟଶାଳୀ କୁହାଯାଏ କିନ୍ତୁ ଯଦି ଭୁଲ ଟିକେଟରେ ଲଟେରୀ ଜିତେ ତେବେ ତାଙ୍କୁ ଭାଗ୍ୟବାନ କୁହାଯିବ। ଏଭଳି ଏକ ଘଟଣା ଘଟିଛି ଆମେରିକାର ମିଚିଗାନରେ। ଜଣେ ବ୍ୟକ୍ତିଙ୍କୁ…

ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୭୧କୁ ବୃଦ୍ଧି

ଗୁଆହାଟୀ,୧୭ା୭(ଆଇଏଏନ୍‌ଏସ୍‌):ଆସାମରେ ବନ୍ୟା ସ୍ଥିତି ସଙ୍ଗିନ୍‌ ରହିଛି। ଗୁରୁବାର ଆଉ ୫ ଜଣଙ୍କ ମୃତ୍ୟୁ ଘଟିବା ଫଳରେ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୭୧ରେ ପହଞ୍ଚତ୍ଛି। ୨୭ ଜିଲାରୁ ପ୍ରାୟ ୪୦ ଲକ୍ଷ ଲୋକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଏହାବ୍ୟତୀତ ବନ୍ୟାରେ ୭୬…

ଭାଜପା ଶିବିରକୁ ଯାଇପାରନ୍ତି ଝାଡ଼ଖଣ୍ଡ କଂଗ୍ରେସ ବିଧାୟକ

ରାଞ୍ଚତ୍,୧୭ା୭:(ଆଇଏଏସ୍‌ଏସ୍‌):ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ରାଜନୈତିକ ସଙ୍କଟ ପରେ ଏବେ ଝାଡ଼ଖଣ୍ଡର କଂଗ୍ରେସ ବିଧାୟକମାନେ ଭାଜପା ଶିବିରକୁ ଡେଇଁପାରନ୍ତି ବୋଲି ଆଶଙ୍କା ସୃଷ୍ଟି ହୋଇଛି। ଭାଜପା ଏବେ କଂଗ୍ରେସର କେତେଜଣ ବିଧାୟକଙ୍କୁ ନିଜ ପଟକୁ ନେବା ଲାଗି ଉଦ୍ୟମ ଚଳାଇଥିବା ବରିଷ୍ଠ କଂଗ୍ରେସ…

ମାନବ ଶରୀରରେ ଦ୍ୱିତୀୟ କୋଭିଡ୍‌ ଟିକା ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୧୭ା୭:ଭାରତର ଦ୍ୱିତୀୟ କୋଭିଡ୍‌ ଟିକା ଜିକୋଭ-ଡିର ମାନବ ଶରୀରରେ ପରୀକ୍ଷା ଆରମ୍ଭ ହୋଇଛି। ଜାଇଡସ୍‌ କାଡିଲା କମ୍ପାନୀ ଦ୍ୱାରା ପ୍ରସ୍ତୁତ ଏହି ଟିକା ପାଇଁ ବାୟୋଟେକ୍‌ନୋଲୋଜି ବିଭାଗ ଆଂଶିକ ପାଣ୍ଠି ଯୋଗାଇଛି। ପ୍ରଥମ କୋଭିଡ୍‌ ଟିକା କୋଭାକ୍ସିନ୍‌ ଭାରତ ବାୟୋଟେକ୍‌ ପକ୍ଷରୁ…

‘ମାଇଁ ଲର୍ଡ’ ନୁହେଁ, ‘ସାର୍‌’ ସମ୍ବୋଧନ କର

କୋଲକାତା,୧୭ା୭(ପି.ଟି.):କଲିକତା ହାଇକୋର୍ଟ ମୁଖ୍ୟ ବିଚାରପତି ଟିବିଏନ୍‌ ରାଧାକ୍ରିଷ୍ଣନ୍‌ ବିଚାର ବିଭାଗୀୟ ବ୍ୟବସ୍ଥାରେ ଏକ ନୂଆ ପରମ୍ପରା ଆରମ୍ଭ କରିଛନ୍ତି। ତାଙ୍କୁ ‘ମାଇଁ ଲର୍ଡ’ କିମ୍ବା ‘ଲର୍ଡଶିପ୍‌’ ପରିବର୍ତ୍ତେ ‘ସାର୍‌’ ସମ୍ବୋଧନ କରିବା ପାଇଁ ପଶ୍ଚିମବଙ୍ଗ ଓ ଆଣ୍ଡାମାନର ନ୍ୟାୟିକ ଅଧିକାରୀମାନଙ୍କୁ ଜଷ୍ଟିସ୍‌…

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା ଚିହ୍ନିତ ଜଳସେଚନ ନାଳକୁ କେତେକ ଚାଷୀ ଅବରୋଧ କରିଛନ୍ତି। ଫଳରେ ଚାଷଜମିରୁ ବାଙ୍ଗୋରପଦୀ ମାଇନର…

୩୦ ପରିବାରକୁ ମିଳିଲା ବିଜୁଳି

ବଇଣ୍ଡା, ୧୭ା୭(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଜାମୁଖୋଳ ଗ୍ରାମରେ ବୁଧବାର ୩୦ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହାକୁ ନେଇ ସମ୍ପୃକ୍ତ ପରିବାର ଲୋକେ ଖୁସି ବ୍ୟକ୍ତି କରିଛନ୍ତି। ସୂଚନାଯୋଗ୍ୟ ଯେ, ସୌଭାଗ୍ୟ ଯୋଜନାରେ ସାମିଲ ହୋଇ…

ମାତ୍ର ୨୦ ପ୍ରତିଶତଙ୍କୁ ଅନ୍‌ଲାଇନ୍‌ ଶିକ୍ଷା

ଅନୁଗୋଳ ଅଫିସ, ୧୭।୭ – ମହାମାରୀ କରୋନା ଯୋଗୁ ସ୍କୁଲରେ ପଡ଼ିଛି ତାଲା। ୪ ମାସ ହେଲା ଘରେ ବସିଛନ୍ତି ଛାତ୍ରୀଛାତ୍ର। ଏପରି ସ୍ଥିତିରେ ନୂଆ ଶିକ୍ଷାବର୍ଷ ଆରମ୍ଭରୁ ପ୍ରଭାବିତ ହୋଇଥିବା ପାଠପଢ଼ାକୁ ଆଗେଇ ନେବା ପାଇଁ ସରକାରଙ୍କ ପକ୍ଷରୁ ଅନ୍‌ଲାଇନ୍‌ରେ…

ନେଗେଟିଭ୍‌ ପରେ ପାକିସ୍ତାନ ଦଳରେ କାଶିଫ୍‌

ଲଣ୍ଡନ,୧୬ା୭ (ଏ.ପି.)-ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)ର ପ୍ରୋଟୋକଲ୍‌ ଅନୁସାରେ ବାମହାତୀ ସ୍ପିନର କାଶିଫ ଭଟ୍ଟିଙ୍କର ଦୁଇଥର କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ୍‌ ଆସିବାପରେ ବର୍ତ୍ତମାନ ଓରସେଷ୍ଟରଠାରେ ଥିବା ପାକିସ୍ତାନ କ୍ରିକେଟ ଦଳରେ ଯୋଗଦେବା ଲାଗି ତାଙ୍କୁ ଅନୁମତି ମିଳିଛି। ଆସନ୍ତା…

ଯୁବତୀଙ୍କ ଅଶୀଳ ଭିଡିଓ ଭାଇରାଲ ପରେ…

ଜଳନ୍ଧର, ୧୬।୭- ପଞ୍ଜାବର ଜଳନ୍ଧରରୁ ଜଣେ ବିବାହିତ ଯୁବକ କୌଣସି କାରଣରୁ ତାଙ୍କ ପ୍ରେମିକାଙ୍କ ଅଶୀଳ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିଦେଇଥିଲେ। ଏହି ଘଟଣାରେ ଯୁବତୀଙ୍କ ପରିବାର ଲୋକ ପ୍ରତିଶୋଧ ପରାୟଣ ହୋଇ ଯୁବକଙ୍କ ଘରେ ପଶି ଭଙ୍ଗାରୁଜା କରିବା…

ଶୌଚାଳୟ ନ ଥିବାରୁ ମାସକରେ ଶାଶୁଘର ଛାଡ଼ିଲେ ୧୬ ବୋହୁ

ଲକ୍ଷ୍ନୌ, ୧୬।୭- ସ୍ବଚ୍ଛ ଭାରତ ମିଶନ ଆଧାରରେ ଗ୍ରାମ ଓ ସହର ସବୁଠାରେ ଶୌଚାଳୟ ନିର୍ମାଣ ହୋଇଥିବା ଉତ୍ତର ପ୍ରଦେଶ ସରକାର ଦାବି କରୁଛନ୍ତି। କିନ୍ତୁ ବାସ୍ତବତା ଏହା ବାହାରେ। ଯାହାର ସଦ୍ୟତମ ଉଦାହରଣ ଉତ୍ତର ପ୍ରଦେଶ କୁଶୀନଗର ଜିଲାରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?