କାର୍ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର
ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଏମାନଙ୍କୁ ବଡ଼ ବଡ଼ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ୁଛି। କାରଣ…
ଉତ୍ତରପ୍ରଦେଶରେ ୧୫ଟି ଜିଲାର ହଟ୍ସ୍ପଟ୍ ହେବ ସିଲ୍
ଲକ୍ଷ୍ନୌ,୮।୪: ମହାମାରୀ କରୋନା ସାରା ଦେଶରେ ସଙ୍କଟ ସୃଷ୍ଟି କରିଛି। ଦେଶର ବିଭିନ୍ନ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ କରୋନା ଭାଇରସ୍ରେ ୫୧୯୪ଜଣ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୧୪୯ଜଣଙ୍କର ମୃତ୍ୟୁ…
ସଙ୍ଗରୋଧ ଗୃହକୁ ଗଲେ ୧୦ ଟ୍ରକ୍ ଚାଳକ
କୁଆଁରମୁଣ୍ଡା,୮।୪ (ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ଯମୁନାନାକି ଛକରେ ୨ ଦିନ ଧରି ଅଟକି ରହିଥିବା ଟ୍ରକ୍ ଚାଳକମାନଙ୍କୁ ସଙ୍ଗରୋଧ ଗୃହକୁ ପଠା ଯାଇଛି। ସ୍ଥାନୀୟ ପଦ୍ମପୁର ପଞ୍ଚାୟତ ସରପଞ୍ଚ ବିଜୟଲକ୍ଷ୍ମୀ କାଲୋ ଏମାନଙ୍କୁ…
ଅମାନିଆଙ୍କ ପାଇଁ କଠୋର
ସମ୍ବଲପୁର,(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶକୁ ଲକଡାଉନ କରି କେତେକ କଟକଣା ଘୋଷଣା କରାଯାଇଛି । ହେଲେ କେତେକ ଏହାକୁ ମାନୁ ନାହାନ୍ତି। ଏଣୁ ଜିଲାରେ ଅମାନିଆଙ୍କୁ ସାବାଡ କରିବା ପାଇଁ ପୋଲିସ ଓ ଜିଲା ପ୍ରଶାସନ କଠୋର ଅଭିମୁଖ୍ୟ…
୨ ଝିଅଙ୍କ ପରେ ପ୍ରଯୋଜକ କରୀମ କରୋନାରେ ଆକ୍ରାନ୍ତ
ମୁମ୍ବାଇ,୮।୪: ମହାମାରୀ କରୋନା ଭାଇରସ୍ ସାରା ଦେଶରେ ଆତଙ୍କ ଖେଳାଇଛି। କରୋନା କବଳରୁ ସାଧାରଣଙ୍କଠାରୁ ଆରମ୍ଭ କରି ବଲିଉଡ୍ ସେଲିବ୍ରିଟି ପର୍ଯ୍ୟନ୍ତ କେହି ଏଥିରୁ ବର୍ତ୍ତି ପାରୁନାହାନ୍ତି। ପୂର୍ବରୁ ବଲିଉଡ୍ ଗାୟିକା କନିକା କପୁର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏବେ…
ଲକ୍ଡାଉନ୍ ବେଳେ ମାଲ୍ ପରିବହନରେ ବାଧା ନାହିଁ, ବ୍ୟବସାୟୀ ୧୦୦ ଡାଏଲ୍ କରିପାରିବେ: ସିପି
ଭୁବନେଶ୍ୱର,୮।୪(ବ୍ୟୁରୋ): ଛୋଟ ବ୍ୟବସାୟୀଙ୍କ ଗାଡ଼ିକୁ ତଳିଆ ପୋଲିସ କର୍ମଚାରୀ ଛାଡ଼ୁ ନ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏ ନେଇ ଏକ ଟୁଇଟ୍ କରି ସେ କହିଛନ୍ତି, ଲକ୍ଡାଉନ୍ ବେଳେ ମାଲ୍ ପରିବହନ ପ୍ରସଙ୍ଗରେ କୌଣସି…
ସିମନବାଡ଼ିରେ କୁଆପଥର ବୃଷ୍ଟି
ଦାରିଙ୍ଗବାଡ଼ି,୮ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସମେତ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନରେ ପ୍ରବଳ କୁଆପଥର ବୃଷ୍ଟି ହୋଇଛି । ବର୍ଷା ଯୋଗୁ ଏକାଧିକ ଲୋକଙ୍କ ଆଜବେଷ୍ଟସ୍ ନଷ୍ଟ ହେବା ସହ ପବନରେ ମଧ୍ୟ କିଛି ଲୋକଙ୍କ ଘରଦ୍ୱାର…
ଅଭିନେତ୍ରୀ ଶେଫାଳୀଙ୍କ ଫେସ୍ବୁକ୍ ଆକାଉଣ୍ଟ୍ ହ୍ୟାକ୍ : କରୋନାରେ ଆକ୍ରାନ୍ତ ଥିବା ଏଥିରେ ସୂଚନା
ମୁମ୍ବାଇ : ହଲିଉଡ୍ ପରେ ଏବେ ବଲିଉଡ୍ରେ କରୋନା ଭାଇରସ୍ ନିଜର କାୟା ବିସ୍ତାର କରିଚାଲିଛି। ପୂର୍ବରୁ ଅଭିନେତ୍ରୀ କନିକା କପୁର ଏବଂ ପ୍ରଯୋଜକ କରୀମ ମୋରାନୀଙ୍କ ଝିଅ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ ଶେଫାଳୀ ଶାହଙ୍କ ସୋସିଆଲ ଆକାଉଣ୍ଟରେ…
ଗଞ୍ଜାମରେ ସମସ୍ତ ଘରକୁ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିବ ଟିମ୍
ଛତ୍ରପୁର, ୮ା୪(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଘର ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥାବସ୍ଥା ଏକ ଟିମ୍ ପଚାରି ବୁଝିବ। କରୋନା ଜନିତ ଲକ୍ଷଣ ଦେଖାଗଲେ ଏସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗକୁ ଉକ୍ତ ଟିମ୍ ଜଣାଇବେ। ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଆଣି…
ଆସନ୍ତା ସପ୍ତାହରୁ ଆଇଏଲ୍ଏସ୍ରେ ହେବ କରୋନା ଟେଷ୍ଟ
ଭୁବନେଶ୍ୱର,୮।୪(ବ୍ୟୁରୋ): ଭୁବନେଶ୍ୱର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ(ଆଇଏଲ୍ଏସ୍)ରେ କରୋନା ଟେଷ୍ଟ କରାଯିବ। ଏନେଇ ଅନୁମତି ମିଳିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଆଇଏଲ୍ଏସ୍ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରୁ କରୋନା ଟେଷ୍ଟ କରାଯିବା ନେଇ ସେ ସ୍ପଷ୍ଟ କରିଛନ୍ତି। ରାଜ୍ୟ…
ଟ୍ରମ୍ପ୍ଙ୍କୁ ପଚାରିଲେ ଥରୁର୍: ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ତ ନେଲ; ପ୍ରତିଷେଧକ ଟୀକା ପ୍ରଥମେ ଆମକୁ ଦେବ ତ !
ନୂଆଦିଲ୍ଲୀ,୮।୪: କରୋନା ମୁକାବିଲା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଅନୁରୋଧ ରକ୍ଷାକରି ଭାରତ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ଟ୍ୟାବଲେଟ୍ ପଠାଇଛି। ଏନେଇ କଂଗ୍ରେସ ପକ୍ଷରୁ ଶଶି ଥରୁର୍ ଟ୍ରମ୍ପ୍ଙ୍କୁ ଏକ ପ୍ରଶ୍ନ ପଚାରିଛନ୍ତି। ଶଶି ଟୁଇଟ୍ କରି କହିଛନ୍ତି ଯେ, ଆମଠାରୁ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍…
ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ: ଲକ୍ଡାଉନ୍ ଯୋଗୁ ପହଞ୍ଚି ପାରିଲେନି ପୁଅ !
ଚନ୍ଦୌଲି,୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ଚନ୍ଦୌଲିର ବବୁରୀ ଅଞ୍ଚଳରେ ବାସ କରୁଥିବା ସନ୍ତୋଷ ଜୟସ୍ବାଲ୍ଙ୍କର ଜିଲା ହସ୍ପିଟାଲରେ ହୃଦ୍ଘାତରେ ମୃତ୍ୟୁ ଘଟିଥିଲା। ଲକ୍ ଡାଉନ୍ ଯୋଗୁ…
Archives


