ଅଭିନେତ୍ରୀ ଶେଫାଳୀଙ୍କ ଫେସ୍ବୁକ୍ ଆକାଉଣ୍ଟ୍ ହ୍ୟାକ୍ : କରୋନାରେ ଆକ୍ରାନ୍ତ ଥିବା ଏଥିରେ ସୂଚନା
ମୁମ୍ବାଇ : ହଲିଉଡ୍ ପରେ ଏବେ ବଲିଉଡ୍ରେ କରୋନା ଭାଇରସ୍ ନିଜର କାୟା ବିସ୍ତାର କରିଚାଲିଛି। ପୂର୍ବରୁ ଅଭିନେତ୍ରୀ କନିକା କପୁର ଏବଂ ପ୍ରଯୋଜକ କରୀମ ମୋରାନୀଙ୍କ ଝିଅ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ ଶେଫାଳୀ ଶାହଙ୍କ ସୋସିଆଲ ଆକାଉଣ୍ଟରେ…
ଗଞ୍ଜାମରେ ସମସ୍ତ ଘରକୁ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିବ ଟିମ୍
ଛତ୍ରପୁର, ୮ା୪(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଘର ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥାବସ୍ଥା ଏକ ଟିମ୍ ପଚାରି ବୁଝିବ। କରୋନା ଜନିତ ଲକ୍ଷଣ ଦେଖାଗଲେ ଏସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗକୁ ଉକ୍ତ ଟିମ୍ ଜଣାଇବେ। ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଆଣି…
ଆସନ୍ତା ସପ୍ତାହରୁ ଆଇଏଲ୍ଏସ୍ରେ ହେବ କରୋନା ଟେଷ୍ଟ
ଭୁବନେଶ୍ୱର,୮।୪(ବ୍ୟୁରୋ): ଭୁବନେଶ୍ୱର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ(ଆଇଏଲ୍ଏସ୍)ରେ କରୋନା ଟେଷ୍ଟ କରାଯିବ। ଏନେଇ ଅନୁମତି ମିଳିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଆଇଏଲ୍ଏସ୍ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରୁ କରୋନା ଟେଷ୍ଟ କରାଯିବା ନେଇ ସେ ସ୍ପଷ୍ଟ କରିଛନ୍ତି। ରାଜ୍ୟ…
ଟ୍ରମ୍ପ୍ଙ୍କୁ ପଚାରିଲେ ଥରୁର୍: ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ତ ନେଲ; ପ୍ରତିଷେଧକ ଟୀକା ପ୍ରଥମେ ଆମକୁ ଦେବ ତ !
ନୂଆଦିଲ୍ଲୀ,୮।୪: କରୋନା ମୁକାବିଲା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଅନୁରୋଧ ରକ୍ଷାକରି ଭାରତ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ଟ୍ୟାବଲେଟ୍ ପଠାଇଛି। ଏନେଇ କଂଗ୍ରେସ ପକ୍ଷରୁ ଶଶି ଥରୁର୍ ଟ୍ରମ୍ପ୍ଙ୍କୁ ଏକ ପ୍ରଶ୍ନ ପଚାରିଛନ୍ତି। ଶଶି ଟୁଇଟ୍ କରି କହିଛନ୍ତି ଯେ, ଆମଠାରୁ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍…
ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ: ଲକ୍ଡାଉନ୍ ଯୋଗୁ ପହଞ୍ଚି ପାରିଲେନି ପୁଅ !
ଚନ୍ଦୌଲି,୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ଚନ୍ଦୌଲିର ବବୁରୀ ଅଞ୍ଚଳରେ ବାସ କରୁଥିବା ସନ୍ତୋଷ ଜୟସ୍ବାଲ୍ଙ୍କର ଜିଲା ହସ୍ପିଟାଲରେ ହୃଦ୍ଘାତରେ ମୃତ୍ୟୁ ଘଟିଥିଲା। ଲକ୍ ଡାଉନ୍ ଯୋଗୁ…
କରୋନା ପାଇଁ ବୃତ୍ତି ବଦଳାଇଲେ ବ୍ୟବସାୟୀ: ଶସ୍ତାରେ ଯୋଗାଉଛନ୍ତି ପନିପରିବା
ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ)- ଲକ୍ଡାଉନ କଟକଣା ପରେ ଜନସାଧାରଣ ପ୍ରଭାବିତ ହୋଇଛନ୍ତି। କେବଳ ଜନସାଧାରଣ ନୁହଁନ୍ତି ବ୍ୟବସାୟୀମାନେ ମଧ୍ୟ ବୃତ୍ତି ପରିବର୍ତ୍ତନ କରୁଥିବା ଦେଖିବାକୁ ମିଳୁଛି। ପୋଷାକ, ହୋଟେଲ, ହାର୍ଡଓ୍ବେର ଷ୍ଟୋର କରିଥିବା ବଡ ବ୍ୟବସାୟୀ ଘରେ ରହିବା ବଦଳରେ ଜନସାଧାରଣଙ୍କୁ ସହଯୋଗ କରିବା…
କୋଭିଡ-୧୯ ପାଇଁ କଳାକାରଙ୍କୁ ମିଳିବ ୪ ମାସର ଆଗୁଆ ଭତ୍ତା
ଭୁବନେଶ୍ୱର,୮।୪(ବ୍ୟୁରୋ): କଳାକାରଙ୍କୁ ମିଳିବ ଆଗୁଆ ୪ ମାସର ଭତ୍ତା। ଚଳିତ ମାସ ୧୫ ତାରିଖ ମଧ୍ୟରେ ୩୪୬୫୩ ଜଣ କଳାକାରଙ୍କୁ ମିଳିବ ଏହା ପ୍ରଦାନ କରାଯିବ। ମାର୍ଚ୍ଚରୁ ଜୁନ ପର୍ଯ୍ୟନ୍ତ ୪ ମାସର ଭତ୍ତା ଦେବାକୁ ରାଜ୍ୟ ସରକାର ବୁଧବାର ନିର୍ଦ୍ଦେଶ…
ରାସ୍ତାରେ ରବୀନାଙ୍କ ଡ୍ୟାନ୍ସ ଦେଖି ଲାଜେଇଗଲେ ଝିଅ
ମୁମ୍ବାଇ: କରୋନା ଯୋଗୁ ଏବେ ବଲିଉଡ୍ କଳାକାରମାନେ ଘରେ ସମୟ ବିତାଉଛନ୍ତି। ଏହି ସମୟରେ ପ୍ରତ୍ୟେକ କାର୍ଯ୍ୟକଳାପକୁ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଆଜିକାଲି ରବୀନା ଟଣ୍ଡନ ମଧ୍ୟ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍ ରହୁଛନ୍ତି। ସେ ଅଧିକାଂଶ ସମୟ ପରିବାର…
ମୋଟର ଚାଳକଙ୍କୁ ସହାୟତା ପାଇଁ ସଚିବଙ୍କୁ ଚିଠି
ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ.)- ଲକ୍ଡାଉନ ପରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ସ୍ତରରେ ମୋଟର ଚାଳକମାନେ ଏବେ ଘରେ ବସିଛନ୍ତି। ଗାଡ଼ିମୋଟର ବନ୍ଦ ଯୋଗୁ ମାଲିକମାନେ କିଛିଦିନ ପାଇଁ କାର୍ଯ୍ୟରୁ ନିବୃତ କରିଥିଲେ ମଧ୍ୟ ଆର୍ଥିକ ସହାୟତା ଦେଇନାହାନ୍ତି। ଫଳରେ ଚାଳକମାନେ ଗୁଜରାଣ ମେଣ୍ଟାଇବାରେ…
ପ୍ରବାସୀ ଓଡିଆ ସଙ୍ଗଠନ ପକ୍ଷରୁ ସହାୟତା
ଭଞ୍ଜନଗର,୮।୪(ଡି.ଏନ.ଏ.)- ସୁରାଟରେ ଅନେକ ଓଡିଆ ଲକ୍ଡାଉନ ପରଠୁ ଅସୁବିଧାରେ ଅଛନ୍ତି। ସେମାନଙ୍କୁ ମୁଠାଏ ଖାଇବାକୁ ସ୍ଥାନୀୟ ସରକାର ଠିକ୍ ଭାବେ ଯୋଗାଇ ଦେଉନାହିଁ। ତେଣୁ ସୁରଟସ୍ଥିତ ପ୍ରବାସୀ ଓଡିଆ ସଙ୍ଗଠନ ପକ୍ଷରୁ ଲକ୍ଡାଉନ ପରଠୁ ନିୟମିତ ଭାବେ ଗରିବ ଲୋକଙ୍କୁ ରନ୍ଧା…
କରୋନା ସଂକ୍ରମଣରେ ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ: ମୋଦି କଲେ ଶୋକ ପ୍ରକାଶ
ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: ଆମେରିକାରେ ବାସ କରୁଥିବା ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧି ବ୍ରହ୍ମା କାଞ୍ଚିବୋଟଲାଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି। ଭାରତ ଏବଂ ଆମେରିକାକୁ ନିକଟତର କରିବାରେ କାଞ୍ଚିବୋଟଲାଙ୍କର କାର୍ଯ୍ୟ…
ଯାଜପୁର ବ୍ରହ୍ମବରଦାରେ ଏପ୍ରିଲ ୧୨ ରାତି ୮ଟା ଯାଏ ବଢ଼ିଲା କଣ୍ଟେନ୍ମେଣ୍ଟ ଅବଧି
ଯାଜପୁର,୮।୪(ଡି.ଏନ୍.ଏ.): ଯାଜପୁର ଜିଲା ବ୍ରହ୍ମବରଦାରେ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯାଇଛି। ଏପ୍ରିଲ ୧୨ ରାତି ୮ଟା ଯାଏ କଣ୍ଟେନ୍ମେଣ୍ଟ ଅବଧିକୁ ଜିଲା ପ୍ରଶାସନ ବଢ଼ାଇଛି। ବ୍ରହ୍ମବରଦା ଅଞ୍ଚଳରେ ଜଣେ ନିଜାମୁଦ୍ଦିନ ଫେରନ୍ତା କରୋନାରେ ଆକ୍ରାନ୍ତ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ…
Archives


