Home Left

୩୭ ବର୍ଷରେ ସାଉଥ୍‌ ଫିଲ୍ଟ ଷ୍ଟାର୍‌ ଆଲୁ ଅର୍ଜୁନ: ଆକ୍ସନ୍‌ ସିନ୍‌ ଭାରି ପସନ୍ଦ

ଚେନ୍ନାଇ: ସାଉଥ୍‌ ଫିଲ୍ଟ ଷ୍ଟାର୍‌ ଆଲୁ ଅର୍ଜୁନ ବୁଧବାର ୩୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୩ ଏପ୍ରିଲ ୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପିଲା ଥିବାବେଳେ ସେ ଫିଲ୍ମରେ ଅଭିନୟ କରିବା ଆରମ୍ଭ କରିଥିଲେ। ଦାମୀ କାର୍‌ ଚଳାଇବା…

କରୋନା ସହାୟତା: ସତ୍ୟବାଦୀ ବ୍ଲକର ୨୬ ହଜାର ୭ଶହ ହିତାଧିକାରୀଙ୍କୁ ୧ ହଜାର ଲେଖାଏ ପ୍ରଦାନ

ସାକ୍ଷୀଗୋପାଳ, ୮।୪(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ମୋଟ ୨୪ଟି ପଞ୍ଚାୟତରେ କରୋନା ସହାୟତା ରାଶି ୧ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା, ରାଜ୍ୟ ସରକାରଙ୍କ ଖାଉଟି କଲ୍ୟାଣ ଯୋଜନା ସହିତ ଅନ୍ତଦ୍ବୟ ଅନ୍ନ…

ପ୍ରତି ପଞ୍ଚାୟତ, ୱାର୍ଡ ସ୍ତରରେ ଗଠନ ହେବ ଆର୍‌ଆର୍‌ଟି

ଖୋର୍ଦ୍ଧା ଅଫିସ,୮।୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ସଖ୍ୟା ୪୨ରେ ପହଞ୍ଚିଛି। ଏ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ଏହାର କାର୍ଯ୍ୟକୁ…

ଦେଶଦ୍ରୋହ ମାମଲାରେ ବିଧାୟକ ଗିରଫ

ଗୁଆହାଟୀ,୮ା୪: କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇ ସାମ୍ପ୍ରଦାୟିକ ମନ୍ତବ୍ୟ ଦେଇଥିବା ଆସାମର ବିଧାୟକ ଅମିନୁଲ ଇସ୍‌ଲାମଙ୍କୁ ମଙ୍ଗଳବାର ଗିରଫ କରାଯିବା ସହ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଆସାମରେ କ୍ୱାରାଣ୍ଟାଇନ ସେଣ୍ଟରଗୁଡ଼ିକ ବିପଜ୍ଜନକ ଓ ଏହାର ଅବସ୍ଥା ଅଟକ କେନ୍ଦ୍ରଠାରୁ…

ତଦନ୍ତ ପାଇଁ ମୌଲାନା ପ୍ରସ୍ତୁତ

ନୂଆଦିଲ୍ଲୀ,୮ା୪: ସାରା ଦେଶରେ କରୋନା ଭୂତାଣୁର ବିଷମଞ୍ଜି ବୁଣିଥିବା ତବଲିଘି ଜମାତ୍‌ ମରକଜ୍‌ ମୁଖ୍ୟ ମହମ୍ମଦ ସାଦ୍‌ କାନ୍ଧଲଭିଙ୍କ ବିରୋଧରେ ମାମଲା ଦାଏର ହେବା ପରଠୁ ସେ ଫେରାର ଅଛନ୍ତି। ସେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି ଏବଂ ଆସନ୍ତା ୮-୯ ଦିନରେ ସାମ୍ନାକୁ…

ହଟିଲା ହାଇଡ୍ରୋକ୍ସିକ୍ଲୋରୋକୁଇନ ରପ୍ତାନି କଟକଣା

ନୂଆଦିଲ୍ଲୀ,୮ା୪: ଆମେରିକା ସମେତ କରୋନା ଭୂତାଣୁ ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ରାଷ୍ଟ୍ରଗୁଡ଼ିକୁ ଭାରତ ଔଷଧ ଯୋଗାଇଦେବ। ଏବେ ମ୍ୟାଲେରିଆ ନିରାକରଣ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଏବଂ ପାରାସିଟାମଲ ଉପରୁ କଟକଣା ଆଂଶିକ ଉଠାଇଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଔଷଧ ଯୋଗାଇଦେବା ଲାଗି…

କଳାବଜାରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ନୂଆଦିଲ୍ଲୀ,୮।୪: ଭାରତରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିବାରେ ଲାଗିଛି। କେତେକ ସ୍ଥାନରେ ଜିନିଷ ମିଳୁ ନ ଥିବା ନଜରକୁ ଆସିଛି। ଏଭଳି ସ୍ଥିତିରେ ବ୍ୟବସାୟୀମାନେ ଜିନିଷ ହୋର୍ଡିଂକରି ରଖୁଥିବା ବେଳେ କେତେକେ ଚଢ଼ା…

ଲାଠିମାଡ଼ ପରେ ବି ସୁଧୁରିଲେନି

ଭୁବନେଶ୍ୱର,୮ା୪ (ବ୍ୟୁରୋ): ଘାତକ କରୋନା ଭାଇରସ୍‌ଠାରୁ ରକ୍ଷା ପାଇବାକୁ ହେଲେ ଘରେ ରହିବା ହିଁ ସବୁଠୁ ଓ ଏକମାତ୍ର ଭଲ ବିକଳ୍ପ। ସରକାରଙ୍କଠାରୁ ଆରମ୍ଭ କରି ପୋଲିସ ଓ ବିଭିନ୍ନ ସଂଗଠନ ଲୋକଙ୍କୁ ବାରମ୍ବାର ବୁଝାଉଛନ୍ତି। କଟକଣା ସହ କାର୍ଯ୍ୟାନୁଷ୍ଠାନ ମଧ୍ୟ…

ଚାଇନା-ରୁଷିଆ ସୀମା ସିଲ୍‌

ବେଜିଂ,୮ା୪: ଚାଇନା ଓ ରୁଷିଆ ମଧ୍ୟରେ ଥିବା ସ୍ଥଳ ସୀମାକୁ ମଙ୍ଗଳବାର ସିଲ୍‌ କରିଦିଆଯାଇଛି। ଚାଇନାର ୫୯ ନାଗରିକଙ୍କଠାରେ କରୋନା ଭାଇରସ୍‌ ଚିହ୍ନଟ ହେବା ପର ଭ୍ଲାଡିଭୋଷ୍ଟକ୍‌ ସୀମାନ୍ତ ସ୍ଥଳ ଓ ନଦୀ ବନ୍ଦର ସୀମାକୁ ଉଭୟ ପଟୁ ବନ୍ଦ କରିଦିଆଯାଇଛି।…

ଚିନ୍ତା ବଢ଼ାଇଛି ପରିବା ଦର

ଭୁବନେଶ୍ୱର, ୮ା୪(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟରେ ପନିପରିବା ରହିଛି। ଶଟ୍‌ଡାଉନ୍‌ ପରଠାରୁ ଏବେ ବଜାରରେ ସବୁଜ ପନିପରିବା ଦର ହୁ ହୁ ହୋଇ ବଢ଼ି ଚାଲିଛି। ବେପାରୀମାନେ ମନଇଚ୍ଛା ଦର ନେଉଥିଲେ ମଧ୍ୟ ସେମାନଙ୍କ ଉପରେ ଅଙ୍କୁଶ ରହୁନି। ଏପରି ଆକାଶଛୁଆଁ…

ଭୁବନେଶ୍ୱରରେ ପହଞ୍ଚିଲା ମେଡିକାଲ ସାମଗ୍ରୀ

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ବିଶ୍ୱ ମହାମାରୀ ରୂପ ନେଇସାରିଲାଣି। ରାଜ୍ୟ, ଦେଶ ତଥା ସମଗ୍ର ମାନବ ସମାଜ ଏହାର ମୁକାବିଲା କରିବା ପାଇଁ ଉଦ୍ୟମ ଅବ୍ୟାହତ ରଖିଛି। ପଞ୍ଚାୟତସ୍ତରରୁ ଆରମ୍ଭକରି ରାଜ୍ୟ ଏବଂ ରାଜ୍ୟରୁ ଜାତୀୟସ୍ତର ପର୍ଯ୍ୟନ୍ତ କରୋନା ଭୂତାଣୁ ସମ୍ପର୍କିତ ପରୀକ୍ଷାକୁ…

ରିଲିଫ୍‌ କେନ୍ଦ୍ର ସମ୍ପର୍କରେ ସୂଚନା ଦେବ ଗୁଗଲ୍‌ ମ୍ୟାପ୍‌

ନୂଆଦିଲ୍ଲୀ, ୮।୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ୍‌ ଯୋଗୁ ଘରକୁ ଫେରି ନ ପାରି ରାଜ୍ୟର ବିଭିନ୍ନ ସ୍ଥାନରେ ଦାଦନ ଶ୍ରମିକମାନେ ଅଟକି ରହିଛନ୍ତି। ଗାଡ଼ିମୋଟର ଚଳାଚଳ ବନ୍ଦ ସାଙ୍ଗକୁ ସମସ୍ତ ବଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri