Home Left

IND vs ENG: ଇଂଲଣ୍ଡ ଉପରେ ଲାଗିଲା ୭୪ ରନ୍‌ର ‘ପେନାଲ୍ଟି’! ସେମିଫାଇନାଲରେ ଗୋଟିଏ ଭୁଲ ପାଇଁ ହାତରୁ ମ୍ୟାଚ୍‌ ଗଲା 

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ପ୍ରଦର୍ଶନ ଦେଖିବାକୁ ମିଳିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୫୩ ରନର ଏକ ବିଶାଳ ସ୍କୋର ଛିଡ଼ା କରିଛି। ତେବେ…

ଆସାମରେ ସୁଖୋଇ-୩୦ ଯୁଦ୍ଧବିମାନ ନିଖୋଜ; ରାଡାରରୁ ସମ୍ପର୍କ ବିଚ୍ଛିନ୍ନ, କ୍ରାଶ୍‌ ହୋଇଥିବା ସନ୍ଦେହରେ…

ଗୁଆହାଟୀ,୫।୩: ଆସାମରେ ଭାରତୀୟ ବାୟୁସେନାର ଏକ ସୁଖୋଇ-୩୦ MKI (Su-୩୦ MKI) ଯୁଦ୍ଧ ବିମାନ ରାଡାରରୁ ନିଖୋଜ ହୋଇଯାଇଛି। ବିମାନଟି ସହ ବାୟୁସେନାର ସମ୍ପର୍କ ବିଚ୍ଛିନ୍ନ ହୋଇଥିବା ବେଳେ ଏପର୍ଯ୍ୟନ୍ତ ଏହାକୁ ଟ୍ରାକ୍‌ କରାଯାଇ ପାରିନାହିଁ। ଗୁଆହାଟୀ ପ୍ରତିରକ୍ଷା ପିଆର୍‌ଓଙ୍କ ସୂଚନା…

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସି ଭି ଆସନ୍ଦ ବୋଷଙ୍କ ଇସ୍ତଫା, ମମତା କହିଲେ…

କୋଲକାତା,୫।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗ ରାଜ୍ୟପାଳ ସି ଭି ଆନନ୍ଦ ବୋଷ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ସମୟରେ ସେ ନିଜର ଇସ୍ତଫା…

ବଡ଼ ଉପଲବ୍ଧି: କୋହଲିଙ୍କ ସମକକ୍ଷ ହେଲେ ସଞ୍ଜୁ ସାମସନ

ମୁମ୍ବାଇ,୫।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ୍‌ରେ ସଞ୍ଜୁ ସାମସନ ୪୨ ବଲରେ ୮୯ ରନ୍‌ କରିଥିଲେ। ଟି୨୦ ବିଶ୍ୱକପ୍‌ ନକ୍‌ଆଉଟ୍‌ ମ୍ୟାଚ୍‌ରେ ସଞ୍ଜୁ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାରେ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ସମକକ୍ଷ ହୋଇଛନ୍ତି। କୋହଲି ୨୦୧୬ ଟି୨୦…

ଭାରି ପଡ଼ିଲା ଜିଦ୍‌: ସଞ୍ଜୁ ସାମସନଙ୍କ ବୁଝାଇବା ସତ୍ତ୍ୱେ ମାନିଲେ ନାହିଁ ଅଭିଷେକ, ଘଟିଲା ଏମିତି 

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗୁରୁତ୍ୱପୂର୍ଣ୍ଣ ସେମିଫାଇନାଲରେ ଯୁବ ବ୍ୟାଟର ଅଭିଷେକ ଶର୍ମା ପୁଣିଥରେ ପ୍ରଶଂସକଙ୍କୁ ନିରାଶ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ସେ ମାତ୍ର ୭ଟି ବଲ୍‌ରୁ ୯ ରନ କରି ଆଉଟ ହୋଇଛନ୍ତି। ଚଳିତ ବିଶ୍ୱକପ୍‌ରେ ଖେଳିଥିବା ୭ଟି ଇନିଂସ…

ଛାତ୍ର ମୃତ୍ୟୁ ନେଲା ନୂଆ ମୋଡ଼: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୫ା୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ବୁଧବାର ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବର ମାହୋଲ ଥିବାବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଥିଲା। ହୋଲି ଖେଳି ସାରି ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବାକୁ ଯାଇଥିବା ଜଣେ…

ଭଞ୍ଜନଗରରେ ବଢୁଛି ତାତି, ଘୁମୁସର ବନଖଣ୍ଡର ୩ ଜଙ୍ଗଲରେ ନିଆଁ; ବଢିଲା ବନ ବିଭାଗର ଚିନ୍ତା

ଭଞ୍ଜନଗର,୫।୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ୩ ଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗିଥିଲା। ସେଗୁଡିକ ହେଲା ଭଞ୍ଜନଗର ସହର ଗାନ୍ଧୀ କୈଳାସ ପାହାଡ, କୁଲାଡ ଉପର ବାଗଦେବୀ ପାହାଡ ଏବଂ ଘୋଗଡ ଜଙ୍ଗଲ। ସେଥିମଧ୍ୟରୁ…

ଘରକୁ ଫେରିବା ନେଇ ଚିନ୍ତା ବ୍ୟକ୍ତ କଲେ ସାମି

କୋଲକାତା,୫।୩: ଆମେରିକା ଓ ଇସ୍ରାଏଲ ପକ୍ଷରୁ ଇରାନ ଉପରେ ଆକ୍ରମଣ ପରେ ଅନ୍ତର୍ଜାତୀୟ ଆକାଶ ମାର୍ଗରେ ବିମାନ ଚଳାଚଳ ନେଇ କଟକଣା ଜାରି ରହିଛି। ଫଳରେ ଓ୍ବେଷ୍ଟଇଣ୍ଡିଜ୍‌ ଦଳ ୪ରୁ ୫ ଦିନ ହେଲା ଭାରତରେ ଫସି ରହିଛି। ଏହାକୁ ନେଇ…

ଆଫଗାନିସ୍ତାନ କ୍ରିକେଟ ବୋର୍ଡର ବଡ଼ ଘୋଷଣା: ଇବ୍ରାହିମ ହେଲେ ଅଧିନାୟନ

ନୂଆଦିଲ୍ଲୀ,୫।୩: ଓପନିଂ ବ୍ୟାଟର ଇବ୍ରାହିମ ଜଦ୍ରାନଙ୍କୁ ଆଫଗାନିସ୍ତାନ ଟି୨୦ ଦଳର ଅଧିନାୟକ ଭବେ ନିଯୁକ୍ତ କରାଯାଇଛି। ଆଗାମୀ ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ ଲାଗି ଦଳ ଘୋଷଣା କରାଯିବା ଅବସରରେ ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପକ୍ଷରୁ ଏହି ଘୋଷଣା କରାଯାଇଛି। ଭାରତରେ…

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ ଉଠାଣ ସୀମା (Daily Cash Limit) ରେ ବଡ଼ ଧରଣର କାଟ କରିଛି।…

ଟେନିସ ଖେଳାଳି ସାବାଲେଙ୍କା-ଫ୍ରାଙ୍ଗୁଲିସ୍‌ଙ୍କ ନିର୍ୱନ୍ଧ ସମ୍ପନ୍ନ

ଇଣ୍ଡିଆନ ଓ୍ୱେଲ୍ସ,୫ା୩: ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଟେନିସ ଖେଳାଳି ଆରିନା ସାବାଲେଙ୍କା ଘୋଷଣା କରିଛନ୍ତି ଯେ, ତାଙ୍କର ବ୍ରାଜିଲିଆନ ବିଜନେସମ୍ୟାନ ଜର୍ଜିଅସ୍‌ ଫ୍ରାଙ୍ଗୁଲିସ୍‌ଙ୍କ ସହ ନିର୍ୱନ୍ଧ ସମ୍ପନ୍ନ ହୋଇଛି। ସାବାଲେଙ୍କା ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେଥିରେ କେତେଟି ଶବ୍ଦର ବ୍ୟବହାର…

ବିରିପୁରରେ ମାଙ୍କଡ଼ ଆତଙ୍କ: ୮ ଆହତ, ଭୟଭୀତ ଗ୍ରାମବାସୀ

ଗଞ୍ଜାମ,୫।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ବିରିପୁର ଗ୍ରାମରେ ମାଙ୍କଡ଼ ଆତଙ୍କ ଯୋଗୁଁ ଭୟଭୀତ ଅବସ୍ଥାରେ ଗ୍ରାମବାସୀ । ଗୋଟିଏ ମାଙ୍କଡ଼ ଆତଙ୍କ ଖେଳାଇଥିବା ନେଇ ଜଣାପଡିଛି । କିଛି ଦିନ ମଧ୍ୟରେ ଗ୍ରାମର ୮ଜଣକୁ କାମୁଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri