Home Left

ଜଙ୍ଗଲ ଜଳୁଛି, ଗ୍ରାମବାସୀ ଭୟଭୀତ

ବଇଣ୍ଡା, ୬। ୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ସାପଘରା ପଞ୍ଚାୟତ ଲକ୍ଷ୍ମୀପୁର ଜଙ୍ଗଲରେ କିଛି ଦିନ ହେଲା ନିଆଁ ଲାଗିଛି। ଜଙ୍ଗଲ ଜଳୁଥିବାରୁ ନିକଟରେ ଥିବା ସାପଘରା, ଟେଣ୍ଟୁଲି, ରାଇନାଳୀ, ଖମାର, ବାତ୍ରାଖୋଳ, ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗ୍ରାମବାସୀଙ୍କ କହିବା ମୁତାବକ, ଜଙ୍ଗଲରେ…

ବିଶ୍ୱ ଯୁବକେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ବଇଣ୍ଡା, ୬।୪(ଡି.ଏନ.ଏ.)- ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବଣିନାଳୀ ବିଶ୍ୱ ଯୁବକେନ୍ଦ୍ର ସହାୟତାରେ କିଶୋରନଗର ବ୍ଲକର ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ରୋକିବା ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ଯୁବକେନ୍ଦ୍ରର ସଦସ୍ୟମାନେ ହଣ୍ଡପା, କଟରଙ୍ଗା, ବିଲେଇନାଳୀ, ଗାଁବଇଣ୍ଡା, ଜାମ୍ବୁନାଳୀ, ନୁନୁକାପଶି, କଣ୍ଟେଇକୁଳିଆ,…

ବ୍ରହ୍ମବରଦା ‘କଣ୍ଟେନମେଣ୍ଟ ଜୋନ’ ଘୋଷିତ

ଯାଜପୁର ଅଫିସ/ଯାଜପୁର ଟାଉନ,୬ା୪(ଡି.ଏନ.ଏ.) ଯାଜପୁର ଜିଲାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରସୁଲପୁର ବ୍ଲକର ବ୍ରହ୍ମବରଦା ଗ୍ରାମ ଏବଂ ଏହାର ୩ କି.ମି. ପରିଧି ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ଶନିବାର ସିଲ୍‌ କରାଯାଇ ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ସୋମବାର…

ସହର ଫେରନ୍ତାଙ୍କୁ ନେଇ ଚିନ୍ତା

ଭୁବନ, ୬ା୪(ସ୍ବ.ପ୍ର.):କରୋନା ସଂକ୍ରମଣର ହଟ୍‌ଜୋନ୍‌ ପାଲଟିଛି ଭୁବନେଶ୍ୱର। ସ୍ମାର୍ଟସିଟିରେ କଟକଣା ଜୋର୍‌ଦାର କରାଯିବା ପରେ ଏବେ ଗ୍ରାମାଞ୍ଚଳ ମୁହଁ। ହୋଇଛନ୍ତି ଅନେକେ। ଲକ୍‌ଡାଉନ୍‌ ସତ୍ତ୍ୱେ ସେମାନେ ବିଭିନ୍ନ ଉପାୟରେ ଘରକୁ ଫେରିବା ଆରମ୍ଭ କରିଛନ୍ତି। ଫଳରେ ଗ୍ରାମାଞ୍ଚଳରେ ଏବେ ସଂକ୍ରମଣକୁ ନେଇ…

ଆଗନ୍ତୁକଙ୍କ ଉପରେ କଡ଼ା ନଜର

କୋମାକ୍ଷାନଗର, ୬।୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବାକୁ ସତର୍କ ହୋଇଉଠିଛି କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ। ସହରାଞ୍ଚଳକୁ ଆସୁଥିବା ଆଗନ୍ତୁକଙ୍କ ଉପରେ କଡ଼ା ନଜର ରଖାଯିବା ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଉଛି। ଏ ନେଇ କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ପୂର୍ବାହ୍ନରେ…

୨୦୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କାମାକ୍ଷାନଗର, ୬।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ୨୦୦ରୁ ଊର୍ଦ୍ଧ୍ୱ ଛତିଶଗଡ଼ ଶ୍ରମିକଙ୍କ ସୋମବାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଡାକ୍ତରୀ ଦଳ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି। ଏଥିସହ ସେମାନଙ୍କୁ ସାବୁନ ବଣ୍ଟନ କରାଯିବା…

୪୦ତମ ପ୍ରତିଷ୍ଠା ଦିବସରେ କାର୍ଯ୍ୟକର୍ତ୍ତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ବ୍ୟାପୁଥିବାରୁ ସମସ୍ତ କାର୍ଯ୍ୟକର୍ତ୍ତା ସାମାଜିକ ଦୂରତା ବଜାୟ ରଖି ନିଜ ଘରେ ଦଳୀୟ ପତାକା ଉତ୍ତୋଳନ କରିବାକୁ ସୋମବାର ଭାଜପାର ୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି…

ରାଜ୍ୟର ୭ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୫୪୭ ଶଯ୍ୟା ବିଶିଷ୍ଟ ୭ଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇସାରିଛି । କଟକରେ ଅଶ୍ବିନୀ ହସ୍ପିଟାଲ, ଯାଜପୁର ଡୁବୁରୀଠାରେ ଟାଟା ହସ୍ପିଟାଲ, କେନ୍ଦୁଝର ଜିଲାର ଯୋଡ଼ାଠାରେ ଟାଟା ହସ୍ପିଟାଲ, ଖୋର୍ଦ୍ଧା ଜିଲା ଭୁବନେଶ୍ବରସ୍ଥିତ କିମ୍ସ…

ମାନିଲେନି ସାମାଜିକ ଦୂରତ୍ୱ ନିୟମ: ୨୯ ଦୋକାନୀ, ନିୟମ ଉଲ୍ଲଙ୍ଘନକାରୀ ଗିରଫ

ଭଦ୍ରକ ଅଫିସ, ୬ା୪: ସାମାଜିକ ଦୂରତ୍ୱ କଟକଣା ନିୟମକୁ ନ ମାନିବାରୁ ଭଦ୍ରକ ସହରର ବିଭିନ୍ନ ଦୋକାନକୁ ଭଦ୍ରକ ଟାଉନ ପୋଲିସ ସିଲ୍‌ କରିଛି। ଭଦ୍ରକ ସହରରେ ଶଟ୍‌ ଡାଉନ କଟକଣା ନିୟମ ରବିବାର ରାତି ୮ଟାରେ ଉଠିଥିଲା। ପୂର୍ବପରି ସହରରେ…

ସାମାଜିକ ଦୁରତ୍ୱ ପାଳନ ନ କଲେ ଦୋକାନ ହେବ ସିଲ୍‌

ବାରିପଦା ଅଫିସ,୬ା୪: ମୟୂରଭଞ୍ଜ ଜିଲାରେ ଥିବା ସମସ୍ତ ମାର୍କେଟ ଓ ଦୋକାନଗୁଡ଼ିକ ସାମଜିକ ଦୂରତ୍ୱ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଯଦି କେହି ଏହାକୁ ପାଳନ ନ କରନ୍ତି ତାହେଲେ ପୋଲିସ ଦୋକାନୀଙ୍କ ନାମରେ…

ବିନା ମାସ୍କରେ ବୁଲୁଥିବା ୭ ଜଣଙ୍କଠାରୁ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୬ା୪-କୋଭିଡ୍‌-କରୋନା ଭାଇରସ୍‌ ମୁକାବିଲା ପାଇଁ ଅଧିକ କଠୋର ହୋଇଛି ଗଞ୍ଜାମ ଜିଲା ପ୍ରଶାସନ। ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଲାଗୁ କରାଯିବା ସହ ବିନା ମାସ୍କରେ ବାହାରେ ବୁଲୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଜିଲା ପ୍ରଶାସନ ପକ୍ଷରୁ…

ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ

କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ପରିପ୍ରେକ୍ଷୀରେ କେନ୍ଦୁଝର ଜେଲରେ ଥିବା ୩୨ ଜଣ ବିଚାରାଧୀନ କଏଦୀଙ୍କୁ ଅନ୍ତରୀଣ ଜାମିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri