ଛୋଟ ପିଲାଙ୍କୁ ଖାଦ୍ୟ ବାଣ୍ଟିଲେ ଆଶାକର୍ମୀ
ବିଞ୍ଝାରପୁର,୬।୪(ଡି.ଏନ.ଏ): ସ୍ବଳ୍ପ ଦରମା ସତ୍ତ୍ୱେ ବିଞ୍ଝାରପୁର ବ୍ଲକ ଘଣ୍ଟିଆଳି ପଞ୍ଚାୟତ ଲେଙ୍କାସାହିର ଆଶାକର୍ମୀ ତିଳୋତ୍ତମା ବେହେରା ନିଜସ୍ବ ଉଦ୍ୟମରେ ଗ୍ରାମର ବିଭିନ୍ନ ପରିବାରରେ ଥିବା ଛୋଟ ପିଲାଙ୍କ ପାଇଁ ଖାଦ୍ୟ ସାମଗ୍ରୀ ବଣ୍ଟନ କରିଛନ୍ତି। ଲକ୍ଡାଉନ ଯୋଗୁ ଉକ୍ତ ଗାଁରେ ଗରିବ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୪ ସରପଞ୍ଚ ଦେଲେ ୩ ମାସର ଭତ୍ତା
ସୋନପୁର,୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୋନପୁର ବ୍ଳକର ସମସ୍ତ ୧୪ପଞ୍ଚାୟତର ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ ୭୮ହଜାର ୯୬୦ଟଙ୍କା ପ୍ରଦାନ କରିଛନ୍ତି। ବିଶିମୁଣ୍ଡା ସରପଞ୍ଚ ମଧୁସୂଦନ ଓତା ସୁବର୍ଣ୍ଣପୁର ପିଡି ଡିଆରଡିଏ…
ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍ ନିୟମ
ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍ଡାଉନ ନିୟମ ମାନୁନାହାନ୍ତି। ପୋଲିସ ଆସିଲେ ଗଁ। ରାସ୍ତାର ବିଭିନ୍ନ ଛକ ଜନଶୂନ୍ୟ ହୋଇଯାଇଛି, ଗଲା ପରେ…
ରକ୍ତ ଅଭାବ ଦୂର ପାଇଁ ପୋଲିସ, ସ୍ବେଚ୍ଛାସେବୀ ଆୟୋଜନ କଲେ ଶିବିର
ସୋନପୁର, ୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଗତ ୨୪ତାରିଖ ମଧ୍ୟରାତ୍ରରୁ ସାରା ଦେଶରେ ଲକ୍ଡାଉନ ଘୋଷଣା ହୋଇଛି। ଜରୁରି କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସ୍ଥିତିରେ ସୁବର୍ଣ୍ଣପୁର ଜିଲାରେ ସ୍ବେଚ୍ଛାକୃତ ରକ୍ତଦାନ…
ଗୁଜୁରାଟରେ ଫସିଛନ୍ତି ବରଗଡ଼ର ୨୮ଶ୍ରମିକ
ବରଗଡ଼ ଅଫିସ୍,୬।୪: ରାଜ୍ୟ ବାହାରକୁ କର୍ମ ଅନ୍ବେଷଣରେ ଯାଇ କିଛି ରୋଜଗାର ଆଶା ରଖିଥିଲେ । ମାତ୍ର ଲକ୍ ଡାଉନ୍ ନୁହେଁ, ସଟ୍ ଡାଉନ କଟକଣା ଲାଗୁ ହେବାରୁ ଗୁଜୁରାଟର ଜାମନଗର ଦାରେଦ୍ ଅଞ୍ଚଳରେ ବରଗଡ଼ ଜିଲାର ଶ୍ରମିକମାନେ ଫସି ରହି…
କରୋନା ସଚେତନତା କଲା ଭ୍ରାମ୍ୟମାଣ ଗାଡି
ଖପ୍ରାଖୋଲ, ୬ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପୁତୁଲାମହୁଲ ଗାଁରେ ବ୍ଲକ ପ୍ରଶାସନ ଏବଂ ସ୍ବେଚ୍ଛାସେବୀ ଅନୁଷ୍ଠାନ ବିକଳ୍ପର ମିଳିତ ଉଦ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କରୋନାରୁ କିଭଳି ରକ୍ଷା ମିଳି ପାରିବ ସେ…
ଡେଲିମାର୍କେଟ ଭିଡ ବଢାଉଛି ସଂକ୍ରମଣ ଭୟ
ବଲାଙ୍ଗୀର ଅଫିସ, ୬ା୪: ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ସଂକ୍ରମିତ ଯୁବକଙ୍କୁ ଚିହ୍ନଟ କରାଯାଇଛି। ଏହା ଜଣାପଡିବା ପରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାରେ କରୋନା ସଂକ୍ରମଣ ଆତଙ୍କ ଦେଖାଦେଇଛି। ଅଧିକାଂଶ ଲୋକେ ଭୟଭୀତ ହୋଇପଡିଛନ୍ତି। ଅପରପକ୍ଷରେ ପୋଲିସ ଟିମ୍…
ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ମାରୱାଡି ଯୁବାମଞ୍ଚ ସଭାପତି ଶିତଲ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ଗ୍ରାମର ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ ପ୍ରଦାନ କରାଯାଇଛି। ଲକଡାଉନ ଯୋଗୁଁ ଗରିବ ଲୋକେ ରୋଜଗାର ହରାଇ ସମସ୍ୟାରେ ରହିଛନ୍ତି। ଏହାକୁ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ମାସର ଦରମା ଦେଲେ ସରପଞ୍ଚ
ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରପଞ୍ଚ ପ୍ରବୀଣ ଅଗ୍ରୱାଲ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ ମାସର ଦରମା ଚେକ ଆକାରରେ ଖପ୍ରାଖୋଲ ତହସିଲଦାର ନିରଞ୍ଜନ ନାଏକଙ୍କ ଜରିଆରେ ପ୍ରଦାନ କରିଛନ୍ତି। ସେହିପରି ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ…
ଦୁର୍ଦ୍ଦିନରେ ନିର୍ମାଣ ଶ୍ରମିକ, କ୍ଷୁଦ୍ର ବ୍ୟବସାୟୀ: ସହାୟତାକୁ ଚାହିଁ ରହିଛନ୍ତି ୧.୩୭ ଲକ୍ଷ ନିର୍ମାଣ ଶ୍ରମିକ
ଯାଜପୁର ଅଫିସ, ୬ା୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବାବେଳେ ଲକ୍ଡାଉନ୍ ଓ ଶଟ୍ଡାଉନ୍ କଟକଣା ଯୋଗୁ ଅନେକଙ୍କୁ ଖାଦ୍ୟ ଚିନ୍ତା ଘାରିଛି। ବହୁ ଲୋକ ରୋଜଗାର ହରାଇଛନ୍ତି। ବିଶେଷକରି ନିର୍ମାଣ ଶ୍ରମିକ ଓ କ୍ଷୁଦ୍ର ବ୍ୟବସାୟୀମାନେ ବହୁଳ ଭାବେ…
କନିକାଙ୍କ ପରେ ବଲିଉଡ୍ର ଆଉ ଜଣେ କରୋନା ପଜିଟିଭ୍
ମୁମ୍ବାଇ,୬।୪: ସାରା ଦେଶରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ବଲିଉଡ୍ ଗାୟିକା କନିକା କପୁର ସୁସ୍ଥ ହୋଇ ଘରକୁ ଫେରିବା ପରେ ବଲିଉଡ୍ ଇଣ୍ଡଷ୍ଟ୍ରିର ଆଉ…
ସାମ୍ନାକୁ ଆସିଲା ମୁଲାୟମ୍ ସିଂହଙ୍କ ବାୟୋପିକ୍ର ଟିଜର
ମୁମ୍ବାଇ: ବଲିଉଡ୍ରେ ଏବେ ବାୟୋପିକ୍ର ଟ୍ରେଣ୍ଡ ଚାଲିଛି। ଖେଳାଳିଙ୍କଠାରୁ ଆରମ୍ଭ କରି ରାଜନୀତିଜ୍ଞଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଜୀବନି ଉପରେ ପ୍ରଯୋଜକମାନେ ଏବେ ଫିଲ୍ମ ତିଆରି କରିବାକୁ ଇଛା ପ୍ରକାଶ କରୁଛନ୍ତି। ଇତିମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ନେତା…
Archives


