ଗଞ୍ଜାମ ଜିଲା ପ୍ରଶାସନ ନଜରରେ ଭୁବନେଶ୍ବର ଫେରନ୍ତା
ଛତ୍ରପୁର,୬ା୪(ଡି.ଏନ୍.ଏ.)-ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସେଠାରୁ ଗଞ୍ଜାମ ଜିଲାକୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ଭୁବନେଶ୍ୱର ଫେରନ୍ତାଙ୍କ ଚିହ୍ନଟ କରି ତୁରନ୍ତ କ୍ୱାରାଣ୍ଟାଇନ୍ରେ ରଖିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ସମସ୍ତ ବ୍ଲକ ଉନ୍ନୟନ ଅଧିକାରୀ…
ପିଏମ୍ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ଦେଲା ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ
ଅଯୋଧ୍ୟା,୬ ।୪: କରୋନା ଭାଇସର ସହ ଲଢିବାକୁ ସମସ୍ତେ ଯେମିତି ପ୍ରସ୍ତୁତ ହେଉଛନ୍ତି । ଏ କ୍ଷେତ୍ରରେ ଏବେ ସହାୟତାର ହାତ ବଢାଇଛି ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ । କରୋନା ମୁକାବିଲା ପାଇଁ ଏହି ଟ୍ରଷ୍ଟ ସୋମବାର…
୧୪ମାସର ଶିଶୁ କରୋନା ପଜିଟିଭ୍
ଅହମଦାବାଦ,୬।୪: ଗୁଜରାଟ ଜାମନଗର ଜିଲାର ଦରେଡ ଗଁାରେ ଜଣେ ୧୪ମାସର ଶିଶୁ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି। ଜାମନଗରରେ କରୋନା ଭାଇରସ୍ ସଂକ୍ରମଣର ଏହା ପ୍ରଥମ ମାମଲା। ସୂଚନାଯୋଗ୍ୟ, ଦରେଡ ଗାଁରେ ରହୁଥିବା ଜଣେ ଶ୍ରମିକ ଦମ୍ପତିଙ୍କ ୧୪ ମାସର…
ଡରିଗଲେ ସଲମାନ !
ମୁମ୍ବାଇ: କରୋନା ଭାଇରସ ଏବେ ସମସ୍ତଙ୍କୁ ଏକ ପ୍ରକାର ଡରାଇ ଦେଇଛି । କରୋନା ଭାଇରସକୁ ନେଇ ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ କରାଯାଇଥିବା ବେଳେ ଏବେ ଯିଏ ଯେଉଁଠି ଅଛନ୍ତି ସେହିଠାରେ ହିଁ ରହିଯାଇଛନ୍ତି ।…
ସାମାଜିକ ଦୂରତ୍ୱକୁ ଗୁରୁତ୍ୱ, ଉଲ୍ଲଂଘନ କଲେ ଦୋକାନ ସିଲ୍
ଯାଜପୁର ଅଫିସ,୬ା୪: ଘାତକ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଯାଜପୁର ଜିଲାରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟ୍ଡାଉନ୍ ସଫଳ ହୋଇଛି। ଲୋକମାନେ ଏହାକୁ ସମର୍ଥନ କରି ଘରେ ରହିଥିବାରୁ ଜିଲାପାଳ ରଞ୍ଜନ କୁମାର ଦାସ ଜିଲାବାସୀଙ୍କ ଧନ୍ୟବାଦ ଜଣାଇଛନ୍ତି। ସୋମବାର…
ମା’ଙ୍କ ପ୍ରେରଣାରେ ମାସ୍କ ତିଆରି କଲେ ନର୍ସ
ସୋରଡା,୬ା୪(ଡି.ଏନ୍.ଏ.)- ସୋରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନର୍ସ ଜ୍ୟୋସ୍ନାରାଣୀ ମା’ଙ୍କ ପ୍ରେରଣାରେ ଘରେ ମାସ୍କ ତିଆରି କରୁଛନ୍ତି। ସକାଳୁ ପୋଲିସି ଥାନାର ସମସ୍ତ କର୍ମଚାରୀ, ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ମେଡିକାଲ କର୍ମଚାରୀଙ୍କୁ ସେ ଏହା ବଣ୍ଟନ କରୁଛନ୍ତି। ପ୍ରଧାନମନ୍ତ୍ରୀ, ମୂଖ୍ୟମନ୍ତ୍ରୀ, ଗଞ୍ଜାମ…
ଲକ୍ଡାଉନ୍ ପରେ ବି ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ
ନୂଆଦିଲ୍ଲୀ,୬ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କରୋନା ମହାମାରୀକୁ ନେଇ କଥା ହୋଇଛନ୍ତି । ଏହି ସମୟରେ ସେ ମନ୍ତ୍ରୀମାନଙ୍କର ଲିଡରଶିପକୁ ପ୍ରଶଂସା କରିଛନ୍ତି । ଏପଟେ ଲକ୍ଡାଉନ ପୂରଣ ହେବାକୁ…
୫ ଶିକାରୀ ଗିରଫ, ବନ୍ଧୁକ ଜବତ
ସଜନାଗଡ଼,୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରୁ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହେଉଛି। କୁଲଡ଼ିହା ବନବିଭାଗ ପକ୍ଷରୁ ରବିବାର ରାତିରେ ପାଟ୍ରୋଲିଂ ସମୟରେ ୫ ଜଣ ଶିକାରୀଙ୍କୁ ଗିରଫ କରିବା…
ଲକ୍ଡାଉନରୁ ଶଟ୍ଡାଉନ ସ୍ଥିତି ଆଣନ୍ତୁ ନାହିଁ
ଫୁଲବାଣୀ ଅଫିସ, ୬ା୪- ସମଗ୍ର ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ଏବେ ବଢ଼ି ଚାଲିଛି। କନ୍ଧମାଳ ଜିଲାବାସୀଙ୍କୁ ଏଥିରୁ ସୁରକ୍ଷା ଦେବାକୁ ଜିଲା ପ୍ରଶାସନ, ପୋଲିସ୍ ପ୍ରଶାସନ, ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ…
ଲିବିୟାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ କରୋନା ସଂକ୍ରମଣରେ ପରଲୋକ
ତ୍ରିପୋଲି,୬ ।୪: କରୋନା ସଂକ୍ରମଣ ଏବେ ବିଶ୍ୱର ପ୍ରାୟ ୨ଶହ ଦେଶକୁ କାୟା ବିସ୍ତାର କରି ସାରିଥିବା ବେଳେ ଛୋଟବଡ କେହିବି ଏଥିରୁ ବାଦ୍ ପଡୁ ନାହାନ୍ତି । ଲିବିୟାର ପୂର୍ବତନ ପ୍ରଧାନମନ୍ତ୍ରୀ ମହମ୍ମୁଦ ଜେବ୍ରିଲଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା…
ଏମ୍କେସିଜିରେ ସ୍ଥାପନ ହେଲା କରୋନା ପରୀକ୍ଷା ମେଶିନ
ବ୍ରହ୍ମପୁର ଅଫିସ,୬ା୪- ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲରେ ସୋମବାର କରୋନା ପରୀକ୍ଷା ମେଶିନ ସ୍ଥାପନ କରାଯାଇଛି। କଲିକତାରୁ ୨ ଜଣ ଇଞ୍ଜିନିୟର ସୋମବାର ସକାଳେ ଏମ୍କେସିଜି ମେଡିକାଲରେ ପହଞ୍ଚତ୍ଛନ୍ତି। ସେମାନେ ଉକ୍ତ ମେଶିନକୁ ମେଡିକାଲର ମାଇକ୍ରୋବାୟୋଲୋଜି ବିଭାଗରେ ସ୍ଥାପନ କରି…
କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲାଗୁ ହୋଇପାରେ ଭୀଲ୍ଓ୍ବାଡ଼ା ମଡେଲ
ନୂଆଦିଲ୍ଲୀ,୬।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ରାଜସ୍ଥାନର ଭୀଲଓ୍ବାଡ଼ାରେ ହୋଇଥିବା କାର୍ଯ୍ୟକ୍ରମ ଲାଗୁ କରାଯିବାକୁ ଯୋଜନା କରାଯାଉଛି। ଗତ ମାସରେ ଭୀଲଓ୍ବାଡ଼ା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ଏହାକୁ ହଟ୍ସ୍ପଟ୍ ଭାବେ ଘୋଷଣା…
Archives


