Home Left

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ଟୁଇନ୍‌ ସିଟିରୁ ପ୍ରାୟ ୨ ହଜାର ଗାଡ଼ି ଜବତ

ଭୁବନେଶ୍ୱର, ୬।୪(ବ୍ୟୁରୋ): କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଆହୁରି କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାର ୪୮ ଘଣ୍ଟିଆ ସଡ୍‌ଡାଉନ୍‌ କରିଥିଲେ। ସଟ୍‌ଡାଉନ୍‌ ଉଠିଯାଇଥିଲେ ମଧ୍ୟ ଲକ୍‌ଡାଉନ୍‌ ଜାରି ରହିଛି। ତେବେ…

କରୋନା ସନ୍ଦିଗ୍ଧଙ୍କ ସେବାରେ ନିୟୋଜିତଙ୍କୁ ପିପିଇ କିଟ୍‌ ଦେବ ପ୍ରଶାସନ: ପ୍ରସ୍ତୁତ କରୁଛନ୍ତି ମହିଳା ସଂଘ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କ ସଂସ୍ପର୍ଶରେ ଆସି ସେବା କରୁଥିବା ବ୍ୟକ୍ତିଙ୍କୁ ପିପିଇ (ବ୍ୟକ୍ତିଗତ ସୁରକ୍ଷା ଇକ୍ୟୁପ୍‌ମେଣ୍ଟ) କିଟ୍‌ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯିବ। କରୋନା ସଂକ୍ରମଣ ରୋକିବା ଲାଗି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ସନ୍ଦିଗ୍ଧଙ୍କୁ ଚିହ୍ନଟଠାରୁ…

ନିୟମ ଫାଙ୍କି ଠିକାଦାର ଗିରଫ

ନୂଆଗାଁ, ୬।୪ (ଡି.ଏନ.ଏ.) ଦେଶରେ ଲକ୍‌ ଡାଉନ ଯୋଗୁ କଟକଣା ଲାଗିଛି। ଏହି ସମୟରେ ନିର୍ମାଣ କାମ ମଧ୍ୟ ବନ୍ଦ ରହିଛି। ହେଲେ ସୁନ୍ଦରଗଡ଼ ଜିଲା ନୂଆଗାଁରେ ରବିବାର ରାତିରେ ଜଣେ ଠିକାଦାର ଏହି ନିୟମ ନ ମାନିବା ତାଙ୍କ ପାଇଁ…

ସଙ୍ଗରୋଧ କେନ୍ଦ୍ରରୁ ଲୁଚି ପଳାଇଲେ ଯୁବକ

ବଡଗାଁ, ୬।୪ (ଡି.ଏନ.ଏ.)-ସୁନ୍ଦରଗଡ ଜିଲା ବଡଗାଁ ବ୍ଲକ ଅନ୍ତର୍ଗତ ବରଙ୍ଗାକଛାର ଗ୍ରାମର ସ୍କୁଲରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରରୁ ରବିବାର ସନ୍ଧ୍ୟାରେ ଜଣେ ଯୁବକ ପାଚେରୀ ଡେଇଁ ପଳାଇଛନ୍ତି। ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ଜନପ୍ରତିନିଧିମାନେ ତାଙ୍କୁ ପୁଣି କେନ୍ଦ୍ରକୁ ଆଣିଥିଲେ…

ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠି, ପ୍ରଧାନମନ୍ତ୍ରୀ କେୟାରସ୍‌ ଫଣ୍ଡକୁ ୩୪.୨ ଲକ୍ଷ ଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର, ୬।୪ (ବ୍ୟୁରୋ): କୋଭିଡ୍‌-୧୯ର ମୁକାବିଲା ପାଇଁ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ଯୋଗାଇବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହି କ୍ରମରେ ରାଜନେତାଙ୍କଠାରୁ ଆରମ୍ଭ କରି ଶିଳ୍ପପତି, କ୍ରୀଡାବିତ୍‌, ଫିଲ୍ମ ତାରକା, ଜନପ୍ରତିନିଧି, ସାମାଜିକ ସଂଗଠନ ଏବଂ…

ଅଙ୍ଗନଓ୍ବାଡି, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସଂଗ୍ରହ ହେଲା ୨୨୫୦ ଏନ୍‌-୯୫ ମାସ୍କ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କ୍ଷେତ୍ରରେ କାମ କରୁଥିବା ଅଙ୍ଗନଓ୍ବାଡି କର୍ମୀ ଓ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ୩.୮୫ ଲକ୍ଷ ଟଙ୍କାର (୨୨୫୦ଟି) ଏନ୍‌-୯୫ ମାସ୍କ ସୋମବାର ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଛି। ଏଭଳି…

୧୧୬୧ ଜଣଙ୍କ ୧୪ ଦିନିଆ ଆଇସୋଲେଶନ ଅବଧି ସରିଲା

ଶେରଗଡ଼,୬ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକକୁ ଗତ ୨୨ ତାରିଖ ପୂର୍ବରୁ ରାଜ୍ୟ ବାହାରୁରୁ ୧୧୬୧ ଜଣ ବ୍ୟକ୍ତି ଫେରିଥିଲେ। ବ୍ଲକ ପ୍ରଶାସନ ଜାଣିବା ପରେ ଗ୍ରାମପଞ୍ଚାୟତ ନୋଡାଲ ଅଧିକାରୀ ଓ ପଞ୍ଚାୟତ ଗ୍ରାମ ସେବକ, ସରପଞ୍ଚଙ୍କ ଜରିଆରେ ସମସ୍ତ ୧୧୬୧ଜଣଙ୍କୁ ନିଜ ଘରେ…

ଲକ୍‌ଡାଉନ କଟକଣା ଉଲ୍ଲଘଂନ: ୧୨ ମାମଲା, ୨ ହଜାର ଜରିମାନା

ଶେରଗଡ଼,୬ା୪(ଡି.ଏନ୍‌.ଏ.)- ଶେରଗଡ଼ ପୋଲିସ ଲକ୍‌ଡାଉନ ସମୟରେ ପାଟ୍ରୋଲିଂ କଡାକଡି କରିଛି। ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଶେରଗଡ଼ ବଜାର ଛକ ଓ ଚାରି ଛକରେ ପାଟ୍ରୋଲିଂ ଜାରି ରଖିଛନ୍ତି। ରବି ଓ ସୋମବାର ପାଟ୍ରୋଲିଂ ଟିମ୍‌ କାମ ନ ଥାଇ…

କଟକ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ୧୯; ସମସ୍ତ ରିପୋର୍ଟ ନେଗେଟିଭ୍‌ : ଜିଲାପାଳ

କଟକ ଅଫିସ,୬।୪: କଟକ ସହରର ପ୍ରଥମ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୯ଜଣ ଆସିଥିବା ପ୍ରାରମ୍ଭିକ ପର୍ଯ୍ୟାୟରେ ଜଣାପଡ଼ିଛି। ସେମାନଙ୍କ ନମୂନା ସଂଗ୍ରହ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ଥିବା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ସୋମବାର କହିଛନ୍ତି। ତେବେ ବର୍ତ୍ତମାନ…

ଲକ୍‌ଡାଉନ୍ ସମୟରେ ୯୦ ପ୍ରତିଶତ କମିଛି ହତ୍ୟା-ବଳାତ୍କାର ଭଳି ମାମଲା

ନୂଆଦିଲ୍ଲୀ,୬ ।୪: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ ଘୋଷଣା କରାଯାଇଛି । ତେବେ ଏହି ସମୟରେ ହତ୍ୟା-ବଳାତ୍କାର ଭଳି ମାମଲାରେ ୯୦ ପ୍ରତିଶତ କମ୍ ସଂଖ୍ୟା ଦେଖାଯାଇଛି ବୋଲି କହିଛି ଦିଲ୍ଲୀ…

କରୋନା ମୁକାବିଲା: ବମିଖାଲରେ ବଢ଼ିଲା ସାନିଟାଇଜ୍‌ ବ୍ୟବସ୍ଥା

କଟକରୋଡ, ୬।୪ (ଡି.ଏନ୍‌.ଏ.): ରାଜଧାନୀ ଭୁବନେଶ୍ୱରର କେତେକ ଅଞ୍ଚଳରେ କରୋନା ଭୂତାଣୁ ବ୍ୟାପିବା ନେଇ ସାନିଟାଇଜ ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ରବିବାର ବମିଖାଲ ଅଞ୍ଚଳରେ ଗୋଟିଏ ଦିନରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଅଗ୍ନିଶମ ବିଭାଗ ଓ…

ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନା ପଜିଟିଭ

ଲକ୍ଷ୍ନୌ,୬ ।୪: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । କାନାଡାରୁ ଆସିଥିବା ଜଣେ ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନାରେ ସଂକ୍ରମିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri