Home Left

ମାସ୍କ ଯୋଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମସ୍ତେ ମାସ୍କ ପିନ୍ଧିବା ପାଇଁ ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି। ଫଳରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତତ୍ପର ହୋଇପଡ଼ିଛି। ବିଭାଗର ସଚିବ ନିକୁଞ୍ଜ ଧଳଙ୍କ…

କରୋନା ଛୁଟିକୁ ନେଇ ଚିନ୍ତାରେ ଶିକ୍ଷା ବିଭାଗ: ଦଶମ ପିଲାଙ୍କୁ ମିଳିପାରେ ଅନ୍‌ଲାଇନ ଶିକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ବିଶ୍ୱବ୍ୟାପୀ ମହାମାରୀର ରୂପ ନେଇଥିବା କରୋନା ବର୍ତ୍ତମାନ ସବୁକିଛି ଓଲଟପାଲଟ କରିଦେଇଛି। ସାଧାରଣ ଅବସ୍ଥା ଦେଇ କିଛି ଗତି କରୁନାହିଁ। ଏହାକୁ ରୋକିବା ଲାଗି ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଦେଶକୁ ଲକ୍‌ ଡାଉନ ଘୋଷଣା କରିଦିଆଯାଇଛି। ଆଗକୁ…

ଥଣ୍ଡା, କାଶ ପାଇଁ ଘରେ ବସି ନେବେ ଡାକ୍ତରଙ୍କ ପରାମର୍ଶ

ପୁରୀ ଅଫିସ,୬ା୪: କରୋନାର ମୁକାବିଲା ପାଇଁ ଦିନକୁ ଦିନ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। କିପରି ଏହି ପ୍ରାଣଘାତୀ ଭୂତାଣୁ ନ ବ୍ୟାପିବ ସେଥିଲାଗି ସରକାରଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ଉଦ୍ୟମ ଚଳାଇଛନ୍ତି। ପୁରୀ ଜିଲା…

ସରକାରୀ ଅଧିକାରୀ,କର୍ମଚାରୀଙ୍କୁ ଜିଲାପାଳଙ୍କ ଚେତାବନୀ: ଅନୁପସ୍ଥିତ ରହିଲେ ନିଲମ୍ବନ

ପୁରୀ ଅଫିସ,୬ା୪: ବିଶ୍ୱ ମହାମାରୀ କରୋନା ସହିତ ଲଢୁଛି ବିଶ୍ୱ। କିପରି ଏହାକୁ ମୁକାବିଲା କରାଯାଇପାରିବ ତାହାକୁ ନେଇ ସମସ୍ତେ ଚିନ୍ତିତ। ଦିନକୁ ଦିନ ଅଧିକ ଉଗ୍ର ହେଉଛି କରୋନା। ରାଜ୍ୟରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚତ୍ଲାଣି। ଏଭଳି ଘଡ଼ିସନ୍ଦି…

ବମିଖାଲରେ ତ୍ୱରାନ୍ବିତ ହେବ ବିଶୋଧନ, ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଏହି ଅଞ୍ଚଳରେ ୩ ଜଣଙ୍କଠାରେ କରୋନା ପଜେଟିିଭ ଚିହ୍ନଟ ହୋଇଥିବାବେଳେ ରବିବାର ଗୋଟିଏ ଦିନରେ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଯାହାକି ଭୁବନେଶ୍ୱର ମହାନଗର ନିଗମ…

ପ୍ୟାକେଜ ନେଇ ବିଚାର କରୁଛନ୍ତି ସରକାର

ନୂଆଦିଲ୍ଲୀ, ୬।୪: କରୋନା ଯୋଗୁ ବିଗିଡିଥିବା ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଫେରାଇ ଆଣିବା ଲାଗି ସରକାର ଯୋଜନା କରୁଛନ୍ତି। ଏଥି ଲାଗି ଏକ ଅର୍ଥନୈତିକ ପ୍ୟାକେଜ ଅର୍ଥ ବ୍ୟବସ୍ଥା ଲାଗି ଆସିବ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ବରିଷ୍ଠ ଅଧିକାରୀ…

ଏପ୍ରିଲ ୩୦ଯାଏ ନଏଡାରେ ୧୪୪ ଧାରା ଜାରି: ସ୍କୁଲ ଫି’ ଦେୟ ଉପରେ ରୋକୋ ଲଗାଇଲେ ଜିଲାପାଳ

ନଏଡା,୫।୪: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ସହ ସାମାଜିକ ଦୂରତାକୁ ବଜାୟ ରଖିବା ପାଇଁ ଗୌତମବୁଦ୍ଧ ନଗରର ଜିଲା ପ୍ରଶାସନ ପକ୍ଷରୁ ରବିବାର ବଡ଼ ନିଷ୍ପତ୍ତି ନିଆଯାଇଛି। ଏଠାରେ ଜାରି କରାଯାଇଥିବା ୧୪୪ ଧାରାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି…

ଲିଭିଲା ବିଜୁଳି, ଜଳିଲା ଦୀପ

ବାଲେଶ୍ୱର ଅଫିସ, ୫ା୪- କରୋନା ମହାମାରୀର ମୁକାବିଲା କରି ବିଜୟୀ ହେବା ଉଦ୍ଦେଶ୍ୟରେ ରବିବାର ରାତି ୯ଟାରୁ ୯ ମିନିଟ୍‌ ଯାଏ ଦେଶବାସୀଙ୍କୁ ବିଜୁଳି ବନ୍ଦ କରି ଦୀପ, ମହମବତୀ, ଟର୍ଚ୍ଚଲାଇଟ ଲଗାଇବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଥିଲେ। ବାଲେଶ୍ୱର ଜିଲାବାସୀ…

ସନ୍ଦିଗ୍ଧଙ୍କ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ଜିଲାରେ ଥିବା କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଭୁବନେଶ୍ୱର ପଠାଯାଇଥିଲା। ବିଶେଷକରି ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରୁ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା ଜିଲାର ୩୧ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ବେଳେ ସେମାନଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରବିବାର ସୁଦ୍ଧା…

ପ୍ରବେଶ ପଥ ଜଗିଛନ୍ତି ଗ୍ରାମବାସୀ

ଛେଣ୍ଡିପଦା,୫। ୪(ସ୍ବ.ପ୍ର.)- କରୋନା ସଂକ୍ରମଣରୁ ଗଁ।କୁ ସୁରକ୍ଷା ଦେବାକୁ ଛେଣ୍ଡିପଦା ବ୍ଲକ କଣଲୋଇ ଗ୍ରାମବାସୀ ପ୍ରବେଶ ପଥରେ ଜଗିବସିବା ସହ ସ୍ବଚ୍ଛତା ଓ ସାମାଜିକ ଦୂରତା ରକ୍ଷା ପାଇଁ ଲୋକଙ୍କୁ ସଚେତନ କରୁଛନ୍ତି। ଏପରି କି ଅତି ଜରୁରୀ କାମରେ ବାହାରକୁ…

ଗୋରୁଙ୍କ ସାହାରା ସାଜିଛନ୍ତି ରୁକେଶ

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ସହରରେ ଥିବା ବୁଲା ଗୋରୁମାନେ ଖାଇବାକୁ ପାଉ ନ ଥିବା ବେଳେ ସେମାନଙ୍କ ସାହାରା ସାଜିଛନ୍ତି ସ୍ଥାନୀୟ ଯୁବକ ରୁକେଶ ରୋଷନ। ଗତ ୪ ଦିନ ହେବ ସେ ସହରରେ ବୁଲୁଥିବା ଷଣ୍ଢ, ଗୋରୁଙ୍କୁ ପନିପରିବା…

ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସମ୍ପର୍କରେ ଗ୍ରାମାଞ୍ଚଳ ବାସିନ୍ଦାଙ୍କୁ ସଚେତନ କରାଇବା ନିମନ୍ତେ ଏକ ବୈଠକ ରବିବାର କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଜଳଧର ସାହୁଙ୍କ ସଭାପତିତ୍ୱରେ ଏହି ବୈଠକରେ ସ୍ବସ୍ଥ୍ୟକର୍ମୀ ସସ୍ମିତା ସାହୁ, ନାରାୟଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri