୩୭୭ ଧର୍ମଗୁରୁଙ୍କ ସହ ଭିଡିଓ କନ୍ଫରେନ୍ସିଂରେ କଥା ହେଲେ ଯୋଗୀ
ଲକ୍ଷ୍ନୌ,୫।୪: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଧର୍ମଗୁରୁଙ୍କ ସହାୟତା ଲୋଡ଼ିଛନ୍ତି। ଏଥିପାଇଁ ରବିବାର ଯୋଗୀ ଆଦିତ୍ୟନାଥ ରାଜ୍ୟର ୩୭୭ ଧର୍ମଗୁରୁଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ କଥାବାର୍ତ୍ତା ହୋଇଛନ୍ତି। ଉତ୍ତରପ୍ରଦେଶର ଇତିହାସରେ ଏହା ପ୍ରଥମଥର…
ଟୋକନ ଥାଇ ମଧ୍ୟ ପଞ୍ଚାୟତ ବାହାର ଛାତ୍ରୀଛାତ୍ରଙ୍କୁ ମିଳୁନି ଚାଉଳ
ବୈପାରିଗୁଡା,୫।୪(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ ରାଜ୍ୟରେ ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରାଯାଇଛି। ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ଆବସିକ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ତେବେ ସ୍କୁଲ ବନ୍ଦ ହେବା ପୂର୍ବରୁ ପିଲାଙ୍କୁ ୩ମାସର ଚାଉଳ ଯୋଗାଇ ଦେବାକୁ…
ନିଆରା କରୋନା ସଚେତନତା ବାର୍ତ୍ତା : ଘର ଆଗରେ ‘ଅତିଥିଙ୍କୁ ମନା’ ପୋଷ୍ଟର ଲଗାଇଲେ ମହିଳା
କଟକ ଅଫିସ, ୫।୪: କରୋନା ସହ ଲଢିବାକୁ ହେଲେ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି । ଏପରିସ୍ଥଳେ କଟକର କିଛି ମହିଳା କରୋନାକୁ ନେଇ ସଚେତନ କରିବାକୁ ଭିନ୍ନ ପ୍ରୟାସ…
ଲକଡାଉନ ନିୟମ ଉଲ୍ଲଂଘନ,୧୨ବାଇକ ଜବତ କଲା ପୋଲିସ
ଜୁନାଗଡ଼,୫।୪(ଡି.ଏନ.ଏ.)- କରୋନା ଭୁତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ଭାରତରେ ଲକଡାଉନ ଜାରି ରହିଛି। ଏହାକୁ ଅମାନ୍ୟ କରୁଥିବା ବ୍ୟକ୍ତିଙ୍କ ଉପରେ ପୋଲିସ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନରେ…
ସାନିଟାଇଜ୍ ହେଲା ଆଳି ଥାନା, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର
ଆଳି, ୫।୪ (ଡି.ଏନ୍.ଏ): କୋଭିଡ୍-୧୯ ଭୂତାଣୁ ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍ ଡାଉନ୍ କରାଯାଇଥିବା ବେଳେ ବିଭିନ୍ନ ଜନଗହଳି ସ୍ଥାନ, ମେଡିକାଲ ଆଦିକୁ ବିଶୋଧିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଳି ଦମକଳ ବାହିନୀ ପକ୍ଷରୁ ରବିବାର ଆଳି ଥାନା ସମେତ…
ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ: ଭିଡିଓ ଭାଇରାଲ କରି ଜଣେ ଗିରଫ, ମୋବାଇଲ ଜବତ
ବଡ଼ବିଲ,୫।୪( ସ୍ଵ. ପ୍ର.): କରୋନା ସମ୍ପର୍କିତ ଆପତ୍ତିଜନକ ଭିଡ଼ିଓ, ମ୍ୟାସେଜ, ଫଟୋ ଆଦି ସୋସିଆଲ ମିଡିଆରେ ଭାଇରାଲକୁ ନେଇ ସରକାର କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦିନ ଏଇଭଳି ଏକ ଘଟଣାରେ ବଡ଼ବିଲ ଶ୍ରୀରାମ ନଗର ଅଞ୍ଚଳର…
ଲକ୍ ଡାଉନ୍ ନିୟମ ଭାଙ୍ଗି ୪ ଗିରଫ
କୁଆମରା, ୫।୪(ଡି.ଏନ.ଏ.): କରୋନା ମୁକାବିଲା ଲାଗି ସାରା ଦେଶରେ ଲକ୍ ଡାଉନ୍ କରାଯାଇଛି। ଏହି ସମୟରେ ଏଣେ ତେଣେ ନ ବୁଲି ଘରେ ରହିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଔଷଧ ସମେତ କେତେକ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ ବୋଲି କୁହାଯାଇଛି।…
କୁକୁଡ଼ାଖଣ୍ଡି ବ୍ଲକ: ସିଲ ହେଲା ମାଟିଆସାହି
କୁକୁଡାଖଣ୍ଡି,୫।୪(ଡି.ଏନ.ଏ.)- କୁକୁଡାଖଣ୍ଡି ବ୍ଲକ ବାଘଲଟି ପଞ୍ଚାୟତର ମାଟିଆସାହିକୁ ସିଲ କରିଛି ଜିଲା ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ତ୍ରେୟ ଭାଉ ସାହେବ। ଉକ୍ତ ଗ୍ରାମକୁ ରାଜ୍ୟ ବାହାରରୁ ୧୩୦ ଜଣ ବ୍ୟକ୍ତି ଆସିଥିବା ତହସିଲଦାର ଇପସିତା ପ୍ରିୟଦର୍ଶନୀ…
ନିଜ ଅଞ୍ଚଳକୁ ସାନିଟାଇଜ କଲେ ଯୁବଗୋଷ୍ଠୀ
ପାପଡାହାଣ୍ଡି,୫।୪(ଡି.ଏନ.ଏ.): କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ରବିବାର ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାକୁ ସାନିଟାଇଜ କରାଯାଇଛି। ଏଥିପାଇଁ ଆଗେଇ ଆସିଛନ୍ତି ସହରର କେତେକ ଯୁବଗୋଷ୍ଠୀ। ହାତରେ ବ୍ଲିଚିଂ ପାଉଡର ଓ ସ୍ପ୍ରେୟର ଧରି ସେମାନେ ଗାଁ ପରିମଳକୁ…
କରୋନା ପାଇଁ ରାସନ ସାମଗ୍ରୀ କଳାବଜ଼ାରି: ଖାଉଟି ମୁଣ୍ଡରେ ଚଡକ
ଗଞ୍ଜାମ, ୫।୪(ଡି.ଏନ୍.ଏ.): ସାରା ଦେଶରେ କରୋନା ଭୂତାଣୁ ବ୍ୟାପିବା ପରେ ଗତ ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ ଏହାକୁ ନେଇ ସମସ୍ତେ ଚିନ୍ତିତ ହୋଇପଡ଼ିଛନ୍ତି। କରୋନା ଭୂତାଣୁ ସରକାର ଓ ପ୍ରଶାସନର ନିଦ ହଜାଇ ସାରିଲାଣି। ବିଭିନ୍ନ ସ୍ତରରେ ଲୋକଙ୍କୁ ସଚେତନ…
ସନ୍ଦିଗ୍ଧ ବାଂଲାଦେଶୀ ମହିଳା କ୍ୱାରାଣ୍ଟ।ଇନରେ
ପାଟଣା,୫।୪(ସ୍ୱ.ପ୍ର.): କରୋନା ରୋଗର ସଂକ୍ରମଣକୁ ନେଇ ଏବେ ଗାଁ ଗାଁ ରେ କୋକୁଆ ଭୟ ଦେଖାଦେଇଛି। ଅଜଣା ଓ ଅଚିହ୍ନା ଲୋକକୁ ଦେଖିଲେ ଲୋକେ ପୋଲିସକୁ ଖବର ଦେଉଛନ୍ତି। କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ଶାସନକୁ ଦୁଇଦିନ…
ଲକ୍ଡାଉନ୍ରେ ଗୁଥିଙ୍କ ସହ ଦର୍ଶକଙ୍କୁ ହସାଇବେ କପିଲ
ମୁମ୍ବାଇ: ଦେଶରେ ଚାଲିଥିବା ଲକ୍ଡାଉନ୍ ପାଇଁ ଫିଲ୍ମ ଠାରୁ ଆରମ୍ଭକରି ଟିଭି ଇଣ୍ଡଷ୍ଟ୍ରି ପର୍ଯ୍ୟନ୍ତ ସବୁ ଶୁଟିଂ ବନ୍ଦ ରହିଛି। ତେଣୁ ଅଧିକାଂଶ ଚ୍ୟାନେଲରେ ପୁୁରୁଣା ଶୋ’ ପ୍ରସାରିତ ହେଉଛି। ଅନ୍ୟ ଚ୍ୟାନେଲ ପରି ଏବେ କଲର୍ସରେ ମଧ୍ୟ ପୁରୁଣା ଶୋ’…
Archives


