Home Left

ଉପଜିଲାପାଳଙ୍କ ଚଢ଼ାଉ, ମଦ ଜବତ

ଅନୁଗୋଳ ଅଫିସ୍‌, ୪ା୪- ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଶୁକ୍ରବାର ରାତିରେ ମହୀଧରପୁର, ବନ୍ତଳା ଓ ସୀମାନ୍ତ କଂସରା ଅଞ୍ଚଳରେ ଚଢ଼ାଉ କରିଛନ୍ତି । ଏହି ସମୟରେ ବଜାରର ସ୍ଥିତି ପରଖିବା ସହ ଲକଡାଉନବେଳେ କିଛି ଢାବା ବେଆଇନ ଭାବେ ଖୋଲାଥିବା…

ବାଜପେୟୀଙ୍କ କବିତା ମାଧ୍ୟମରେ ଦୀପ ଜଳାଇବାକୁ ଆହ୍ୱାନ ଦେଲେ ମୋଦି

ନୂଆଦିଲ୍ଲୀ,୪।୪: କରୋନା ଭାଇରସ ସହ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି।ରବିବାର ରାତି ୯ଟା ୯ ମିନିଟରେ ସମସ୍ତେ ବିଜୁଳି ବତୀ ଲିଭାଇ ଦୀପ ଅବା ମହମବତୀ ଜାଳିବାକୁ ମୋଦି କହିଛନ୍ତି। ଶନିବାର ମୋଦି ଟୁଇଟ କରି ପୁଣିଥରେ ଦେଶବାସୀଙ୍କୁ…

କରୋନା ସଂକ୍ରମିତଙ୍କ ମୃତ୍ୟୁରେ ରାଷ୍ଟ୍ରୀୟ ଶୋକ ପାଳନ କଲା ଚାଇନା

ବେଜିଂ,୪।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନାରେ ଏବେ ପ୍ରାୟ ୬୦ ହଜାର ଲୋକଙ୍କ ଜୀବନ ଗଲାଣି। ତେବେ ଚାଇନାରେ କରୋନା ସହ ଲଢ଼ି ପ୍ରାୟ ୩,୩୦୦ ଲୋକଙ୍କ ଜୀବନ ଯାଇଥିବା…

ସାନିଟାଇଜ୍‌ ହେଲା ବମିଖାଲ ଅଞ୍ଚଳ

କଟକ ରୋଡ,୪।୪(ଡି.ଏନ୍‌.ଏ): ରାଜଧାନୀର ବମିଖାଲ ଅଞ୍ଚଳରୁ ଶକୁବ୍ରାର ୩ଟି କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସେଠାରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ୩୧ ଓ ୩୩ ନମ୍ବର ଓ୍ବାର୍ଡରେ ସାନିଟାଇଜ୍‌ ଆରମ୍ଭ କରାଯାଇଛି। ପୂର୍ବାହ୍ନରେ ସକାଳ ୯ଟାରେ ଅଗ୍ନିଶମ ବିଭାଗ…

ବରଗଡ଼ରେ ଫସିଛନ୍ତି ଛତିଶଗଡର ୩୦ ଶ୍ରମିକ

ବରଗଡ଼ ଅଫିସ୍,୪।୪- ଘାତକ କରୋନା(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ ଡାଉନ କଟକଣା ଲାଗୁ ହୋଇଛି। ଏଭଳି ପରିସ୍ଥିତିରେ ବରଗଡ଼କୁ କର୍ମ ଅନ୍ବେଷଣରେ ଆସିଥିବା ଛତିଶଗଡ଼ର ୩୦ ଶ୍ରମିକ ଫସି ରହିଛନ୍ତି । ସେମାନଙ୍କ ମଧ୍ୟରେ ୫ଶିଶୁ ଏବଂ…

ଡାକ୍ତର, ନର୍ସଙ୍କ ସମେତ କ୍ୱାରାଣ୍ଟାଇନକୁ ଗଲେ ୧୦୮ ଜଣ

ନୂଆଦିଲ୍ଲୀ,୪।୪, ଡ଼ରାଇଲାଣି କରୋନା। ଏବେ ଏହା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶନିବାର ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ କର୍ତ୍ତୃପକ୍ଷ ଡାକ୍ତର, ନର୍ସ ଓ ହସ୍ପିଟାଲର ଅନ୍ୟ କର୍ମଚାରୀଙ୍କ ସମେତ ୧୦୮ ଜଣଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦେଇଥିବା ଜଣାପଡିଛି। କୁହାଯାଉଛି ହସ୍ପିଟାଲକୁ ଅନ୍ୟ…

କରୋନା ନେଲା ୩୬ ବର୍ଷ ବୟସ୍କ ଯୁବକଙ୍କ ଜୀବନ

ଭୋପାଳ, ୪ ।୪: ଭାରତରେ ପ୍ରତି ଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଶନିବାର ୬ ଜଣଙ୍କ ମୃତ୍ୟୁ ଘଟିଛି । ସେଥିମଧ୍ୟରୁ ମଧ୍ୟପ୍ରଦେଶରେ ୩ ଜଣ ଏବଂ ରାଜସ୍ଥାନ-କର୍ନାଟକରେ ଜଣେ ଜଣେ ଲୋକଙ୍କ୍ ମୃତ୍ୟୁ ଘଟିଛି…

ଜିଲା ମୁଖ୍ୟ ଚିକିତ୍ସାଳୟରେ ହେବ କୋଭିଡ-୧୯ ହସ୍ପିଟାଲ

ସମ୍ବଲପୁର,୪।୪(ବ୍ୟୁରୋ): ସମ୍ବଲପୁର ଜିଲା ସଦର ଡାକ୍ତରଖାନାରେ କୋଭିଡ-୧୯ ହସ୍ପିଟାଲ ଅସ୍ଥାୟୀ ଭାବେ ଖୋଲିବାକୁ ଜିଲାପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ କ୍ରମେ ଜିଲା ପ୍ରଶାସନ ପ୍ରଥମେ ବୁର୍ଲା ଭିସୁଟ, ଶାସନର ସିଲିକନ୍‌ କଲେଜ ଓ ଅନ୍ୟ ଦୁଇଟି ଘରୋଇ…

ସହର ସାନିଟାଇଜ଼ ଆରମ୍ଭ

ଢେଙ୍କାନାଳ ଅଫିସ, ୪।୪- କରୋନା ସଂକ୍ରମଣରୁ ସହରବାସୀଙ୍କୁ ସୁରକ୍ଷାଦେବା ଲାଗି ଢେଙ୍କାନାଳ ପୌରସଂସ୍ଥାରେ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ଗଣେଶବଜ଼ାର ଠାରୁ ସହରର ପ୍ରମୁଖ ରାସ୍ତାରେ ବିଶୋଧନ ସିଞ୍ଚନ କରାଯାଇଛି।…

ଅଶ୍ବିନୀ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ଯାଜପୁର ଜିଲାର ସଂକ୍ରମିତ

ଯାଜପୁର ଟାଉନ, ୪।୪(ଡି.ଏନ. ଏ.)-ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବ୍ରହ୍ମବରଦାର ୩ କିମି ପରିଧି ଅଞ୍ଚଳକୁ ସିଲ କରି ଦିଆଯାଇଛି। ଶନିବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଜରୁରୀକାଳୀନ ବୈଠକରେ ଏହି ନିଷ୍ପତ୍ତି…

ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ

କାଳିଆପାଣି,୪।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ ଏକମାତ୍ର ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ। ଯାଜପୁରରେ ପ୍ରଥମ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଏହକ୍ରମରେ ଶନିବାର…

ସଟ୍‌ଡାଉନ୍‌ ପରିସୀମା ବଢିଲା

ଭଦ୍ରକ ଅଫିସ, ୪।୪- ଭଦ୍ରକ ପୌରାଞ୍ଚଳ ସମେତ ଆଖପାଖ ଗାଁ ରେ ୪୮ଘଣ୍ଟିଆ ସଟ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଶୁକ୍ରବାର ରାତିରେ ଭଦ୍ରକର ଦୁଇ ଜଣ କରୋନା ରୋଗୀ ଚି଼ହ୍ନଟ ହେବାପରେ ଚରମ୍ପା ନିକଟସ୍ଥ ଏରେଇଁ ପଂଚାୟତ ଅଞ୍ଚଳ କୁ ମଧ୍ୟ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri