Home Left

ଧୀରେ ଧୀରେ ସମୁଦ୍ରରେ ବୁଡ଼ୁଛି କାନ୍‌ସାଇ ଏୟାରପୋର୍ଟ

ଟୋକିଓ: ଜାପାନର କାନ୍‌ସାଇ ଅନ୍ତର୍ଜାତୀୟ ବିମାନବନ୍ଦର (କେଆଇଏକ୍ସ) ଏବେ ଏକ ଗମ୍ଭୀର ସଙ୍କଟର ସମ୍ମୁଖୀନ ହେଉଛି। ଓସାକା ଉପସାଗରର ମଧ୍ୟଭାଗରେ ୨ଟି କୃତ୍ରିମ ଦ୍ୱୀପ ଉପରେ ନିର୍ମିତ ଏହି ବିମାନବନ୍ଦର କ୍ରମାଗତ ଭାବେ ସମୁଦ୍ରରେ ବୁଡ଼ିବାକୁ ଲାଗିଛି। ରିପୋର୍ଟ ଅନୁଯାୟୀ, ଏହି ଦ୍ୱୀପର…

ଅକ୍ଟୋବର ସୁଦ୍ଧା ପ୍ରଥମ ଡେଙ୍ଗୁ ଟିକାର ୩ୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣ ପାଇଁ ପଞ୍ଜୀକରଣ

ନୂଆଦିଲ୍ଲୀ, ୧୪ା୭: ଭାରତୀୟ ଚିକିତ୍ସା ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ଜଣେ ବୈଜ୍ଞାନିକଙ୍କ ସୂଚନା ଅନୁଯାୟୀ, ପାନାସିଆ ବାୟୋଟିକ୍‌ ଦ୍ୱାରା ବିକଶିତ ଦେଶର ପ୍ରଥମ ସ୍ବଦେଶୀ ଡେଙ୍ଗୁ ଟିକା ‘ଡେଙ୍ଗିଅଲ’ର ତୃତୀୟ ପର୍ଯ୍ୟାୟ କ୍ନିନିକାଲ ପରୀକ୍ଷଣରେ ପ୍ରାୟ ୧୦,୫୦୦ ଅଂଶଗ୍ରହଣକାରୀଙ୍କ ପଞ୍ଜୀକରଣ ଆସନ୍ତା ଅକ୍ଟୋବର…

ମହାରାଷ୍ଟ୍ରରେ ତୀବ୍ର ହେଉଛି ଭାଷା ବିବାଦ

ପାଲଘର,୧୪ା୭: ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ଏବଂ ରାଜ୍‌ ଠାକ୍‌ରେଙ୍କ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) କର୍ମୀମାନେ ରାଜ୍ୟର ପାଲଘର ଜିଲାରେ ଜଣେ ଆପ୍ରବାସୀ ଅଟୋରିକ୍ସା ଡ୍ରାଇଭରଙ୍କୁ ସର୍ବସମ୍ମୁଖରେ ମାଡ଼ ମାରିଛନ୍ତି। ଏହି ଘଟଣା ରାଜ୍ୟରେ ଭାଷା ପ୍ରସଙ୍ଗକୁ ନେଇ ଚାଲିଥିବା…

ତ୍ରିପୁରା ଛାତ୍ରୀ ଦିଲ୍ଲୀରୁ ସପ୍ତାହେ ହେଲା ନିଖୋଜ

ନୂଆଦିଲ୍ଲୀ,୧୪ା୭: ଦିଲ୍ଲୀ ୟୁନିଭର୍ସିଟିରେ ପଢ଼ୁଥିବା ତ୍ରିପୁରାର ସ୍ନେହା ଦେବନାଥ(୧୯) ସପ୍ତାହେ ହେଲା ନିଖୋଜ ଅଛନ୍ତି। ଦିଲ୍ଲୀ ପୋଲିସ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଜୋର୍‌ଦାର ତଲାସି ଅଭିଯାନ ଚଳାଇଥିଲେ ମଧ୍ୟ ଖୋଜଖବର ମିଳୁ ନ ଥିବାରୁ ତାଙ୍କ ନିଖୋଜ ରହସ୍ୟ ଘେରରେ ରହିଛି।…

ଏଇ ଭାରତରେ

ବର୍ତ୍ତମାନ ଶ୍ରବଣ କୁମାରଙ୍କ ଭଳି ମାତାପିତାଙ୍କୁ ଭକ୍ତି ପ୍ରଦର୍ଶନ କଥା ଭାବିଲେ ଅସମ୍ଭବ ମନେହୁଏ। କିନ୍ତୁ ଏଭଳି ଭକ୍ତି ପ୍ରଦର୍ଶନ କରି ଉଦାହରଣ ସାଜିଛନ୍ତି ଉତ୍ତରପ୍ରଦେଶ ବୁଲନ୍ଦସହରର ସିକନ୍ଦରାବାଦ ଅଞ୍ଚଳର ଚାରି ପୁଅ ଓମକାର, ସନି, ନୀରଜ ଓ ହେମନ୍ତ। ଏମାନେ…

ଶ୍ୟାମଳ ପୃଥିବୀର ସ୍ବପ୍ନ

କୃତିକ ସମ୍ପଦରେ ଭରପୂର ଆମ ପ୍ରକୃତି। ମୃତ୍ତିକା, ଜଳ, ଉଦ୍ଭିଦ, ଜୀବଜନ୍ତୁ, ଖଣିଜ ଦ୍ରବ୍ୟ ଇତ୍ୟାଦି ଏହାର ଅନ୍ତର୍ଭୁକ୍ତ। ଆଦିମାନବ ଏହାର ସମ୍ପୂର୍ଣ୍ଣ ବ୍ୟବହାର ଶିକ୍ଷା କରି ନ ଥିଲା। ଶିକ୍ଷା ଓ ସଭ୍ୟତାର ଉନ୍ନତି ହେବା ସଙ୍ଗେ ସଙ୍ଗେ ମଣିଷ…

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୪ା୭(ସୁନିତ୍‌ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ।…

ମହାମହିମଙ୍କୁ ସ୍ବାଗତମ୍‌

ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଜନ୍ମମାଟି ଓଡ଼ିଶା ଗସ୍ତରେ ଆସିବେ। ଓଡ଼ିଶା ମାଟିରେ ପାଦ ଦେବାର ଅବ୍ୟବହିତ ପୂର୍ବରୁ ଭାରତବର୍ଷର ଏହି ମହାନ୍‌ ବିଭୂତିଙ୍କୁ ଓଡ଼ିଶାର ଏହି ପବିତ୍ର ମାଟିକୁ ହୃଦୟର ସହ ସ୍ବାଗତ କରୁଛି। ସାଢ଼େ ୪…

ବିହାର ଭୋଟର ତାଲିକାରେ ନେପାଳୀ, ବାଂଲାଦେଶୀ: ସେପ୍ଟେମ୍ବରରେ ଆସିବ ଚୂଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୧୩ା୭: ବିହାରରେ ଭୋଟର ତାଲିକା ସଂଶୋଧନ ପାଇଁ ଘରକୁ ଘର ଯାଞ୍ଚ ଚାଲିଥିବା ବେଳେ ନିବର୍ର୍ାଚନ କମିଶନ(ଇସି)ଙ୍କ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ବହୁସଂଖ୍ୟାରେ ବାଂଲାଦେଶୀ, ନେପାଳୀ ଏବଂ ମ୍ୟାନ୍‌ମାର ଲୋକଙ୍କୁ ଚିହ୍ନଟ କରିଛନ୍ତି। ଏନେଇ ଇସିଙ୍କ ପକ୍ଷରୁ ରବିବାର ସୂଚନା ଦିଆଯିବା ସହ…

ଆଦିବାସୀଙ୍କ ମହାମେଳି

ନୂଆପଡ଼ା,୧୩।୭(ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ନେଗୀପାଲି ଗାଁ ଠାରେ ରବିବାର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ଆଦିବାସୀ ମହାମେଳି ଅନୁଷ୍ଠିତ ହୋଇଯାଇଛି। ସଂଘ ଜିଲା ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ଅଧ୍ୟକ୍ଷତାରେ ସଭା ଆୟୋଜିତ ହୋଇଥିଲା।…

ବଡ଼ ଧରଣର ଅଗ୍ନିକାଣ୍ଡ: ପୋଡ଼ିଗଲା କୋଟି କୋଟି ଟଙ୍କାର ଯନ୍ତ୍ରପାତି

ତାଳଚେର,୧୩।୭(ମନୋଜ ନନ୍ଦ): MCLର ତାଳଚେର କୋଲଫିଲଡ୍ସ ଅନ୍ତର୍ଗତ ଭରତପୁର(ବଉଳପୁର) ସାଇଲୋରେ ରବିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର ଯନ୍ତ୍ରପାତି ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି। ଉପଯୁକ୍ତ ରକ୍ଷଣା ବେକ୍ଷଣ ଅଭାବରୁ ଏଭଳି ଘଟିଲା ବୋଲି…

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ

ବେହେରା,୧୩।୭(ଭୂପେଶ ତିୱାରୀ)-କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଅଁଲାଜୋର ଗ୍ରାମର ଜଣେ ଯୁବକ ଦାଦନ ଶ୍ରମିକ ଭାବେ କାମ କରିବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ଚେନ୍ନାଇକୁ ଯାଉଥିବା ବେଳେ ଆନ୍ଧ୍ରପ୍ରଦେଶର ବିଜୟନଗରମଠାରେ ନିଖୋଜ ହୋଇଥିବା ନେଇ ଧର୍ମଗଡ଼ ଥାନାରେ ଅଭିଯୋଗ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri