Home Left

ନିଜାମୁଦ୍ଦିନରୁ ଫେରିଛନ୍ତି ଷଷ୍ଠ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୪(ବ୍ୟୁରୋ):ରାଜ୍ୟରେ ଶୁକ୍ରବାର ଷଷ୍ଠ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ଘର କଟକ ବୋଲି ଜଣାପଡିଛି। ସେ ଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା କୋଭିଡ୍‌-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚି ସୂଚନା ଦେଇଛନ୍ତି।

୨ କର୍କଟ ପୀଡ଼ିତଙ୍କୁ ସହଯୋଗ

ବରଗଡ଼ ଅଫିସ୍‌,୩।୪-ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ଏବଂ ଗାଇସିଲେଟ ଅଞ୍ଚଳର ୨ଜଣ କର୍କଟ ପୀଡ଼ିତଙ୍କୁ ସ୍ଥାନୀୟ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍‌ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇଛନ୍ତି । ସୂଚନା ଅନୁଯାୟୀ, ବୁରୋମୁଣ୍ଡାର ଚୂଡ଼ାମଣି ପ୍ରଧାନ ଏବଂ ଗାଇସିଲେଟ୍‌…

ସାମାଜିକ ଦୂରତା ରଖିଲେ ପରିବା ବ୍ୟବସାୟୀ

ବରଗଡ଼ ଅଫିସ୍‌,୩।୪-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ କଟକଣା ଲାଗୁ ହୋଇଛି । ଏଥିରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୃଷ୍ଟିରୁ ପରିବା ବଜାରକୁ ବାଦ୍‌ ଦିଆଯାଇଛି । ସେହିପରି କରୋନା ମୁକାବିଲା ପାଇଁ ସାମାଜିକଦୂରତ୍ୱ ଅବଲମ୍ବନକୁ ଗୁରୁତ୍ୱ ଦିଆଯାଉଛି ।…

ସହର ବିଶୋଧନ କରିବାକୁ ନିଜେ ଟ୍ରାକ୍ଟର ଚଲାଇଲେ ପରିବହନ ମନ୍ତ୍ରୀ

କ୍ରିଷ୍ଣା,୩।୪: ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ଅଞ୍ଚଳକୁ ବିଶୋଧନ କରିବାକୁ ଶୁକ୍ରବାର ଏକ ଟ୍ରାକ୍ଟର ମାଧ୍ୟମରେ ସୋଡିୟମ ହାଇପୋକ୍ଲୋରାଇଡ ସିଞ୍ଚନ କରାଯାଇଥିଲା। ଏହି ସମୟରେ ଯେଉଁ ଟ୍ରାକ୍ଟରରୁ ଏହାକୁ ସିଞ୍ଚନ କରାଯିବାର ବ୍ୟବସ୍ଥା କରାଯାଇଥିଲା ତାକୁ ନିଜେ ଆନ୍ଧ୍ରପ୍ରଦେଶର ପରିବହନ ମନ୍ତ୍ରୀ ପେରନି ଭେଙ୍କଟରାମୟା…

ଭୋଜିବେଳେ ଚଢାଉ କଲା ପୋଲିସ: ୩ ବାଇକ୍‌ ସହ ଖାଦ୍ୟ ଜବତ, ନିରାଶ୍ରୟଙ୍କୁ ବଣ୍ଟାଗଲା

ଆସିକା,୩ା୪(ଡି.ଏନ୍‌.ଏ.)- ଆସିକା ଥାନା ମଙ୍ଗଳପୁର ଗ୍ରାମ ଉପକଣ୍ଠ ତୋଟାରେ ଶୁକ୍ରବାର ମଧ୍ୟାହ୍ନରେ ଭୋଜି ଚାଲିଥିବାବେଳେ ପୋଲିସ ଚଢାଉ କରିଥିଲା। ସେଠାରୁ ମାଂସ ତରକାରୀ ସହ ବିଭିନ୍ନ ରୋଷେଇ ସାମଗ୍ରୀ ଓ ୩ ବାଇକ ଜବତ କରିଛି ପୋଲିସ। ପୋଲିସକୁ ଦେଖି ଭୋଜି…

୩ଦିନରେ ପ୍ରାୟ ୪୦୦କି.ମି.ରୁ ଊର୍ଦ୍ଧ୍ୱ ସାଇକେଲ୍‌ ଚଳାଇ ଗାଁକୁ ପହଞ୍ଚିଲେ ଯୁବକ

ପାଟନା,୩।୪: କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ସମସ୍ତ ରାଜ୍ୟରେ କାମଧନ୍ଦା ବନ୍ଦ ହୋଇଯିବାରୁ ଶ୍ରମିକ ଓ ଦିନ ମଜୁରିଆଙ୍କ ପାଇଁ ଏକପ୍ରକାର ସମସ୍ୟା ସୃଷ୍ଟି ହୋଇଛି। ଲୋକଙ୍କ ପାଖରେ ପଇସା…

ଏପ୍ରିଲ ଶେଷ ବେଳକୁ କମିଯିବ କରୋନା ପ୍ରକୋପ!

ବେଜିଂ,୩।୪: ସାଉଥ୍‌ ଚାଇନା ମର୍ଣ୍ଣିଂ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଚାଇନାର ଜଣେ ବିଶେଷଜ୍ଞ ଡାକ୍ତର ଝୋଙ୍ଗ ନେନସନଙ୍କ ମତରେ ଏପ୍ରିଲ ଶେଷ ବେଳକୁ କରୋନାର ପ୍ରକୋପ କମିଯାଇପାରେ ବୋଲି କୁହାଯାଇଛି। ଏହା ସେ ଦାବି କରି ନ ଥିବା ବେଳେ…

ସାନିଟାଇଜ୍‌ ହେଲା ରାଇକିଆ ସହର

ରାଇକିଆ,୩ା୪(ଡି.ଏନ୍‌.ଏ.)- ରାଇକିଆ ସହରର ବିଭିନ୍ନ ରାସ୍ତାକୁ ଗୁରୁବାର ସନ୍ଧ୍ୟାରେ ବିଶୋଧନ କରାଯାଇଛି। ରାଇକିଆର ରାସ୍ତାଘାଟେରେ ରାସାୟନିକ ମିଶା ପାଣି ସିଞ୍ଚନ କରାଯାଇଥିଲା। ପ୍ରଥମ ପଦକ୍ଷେପ ସ୍ବରୂପ ରାଇକିଆ ମୁଖ୍ୟ ରାସ୍ତାରେ ଅଗ୍ନିଶମ ବିଭାଗ ତରଫରୁ ବିଶୋଧନ କରାଯାଇଛି। ରାଇକିଆ ମେଡିକାଲ, ଥାନା…

ଏ’ ଟିମ୍‌ର ଭାରତଗସ୍ତ ନେଇ ନ୍ୟୁଜିଲାଣ୍ଡ ଆଶାବାଦୀ

ଅକଲାଣ୍ଡ, ୩।୪(ପି.ଟି.)- କୋଭିଡ୍‌-୧୯ ସାରା ବିଶ୍ୱରେ ଆତଙ୍କ ଖେଳିଥିବା ବେଳେ ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡସି) ଏ’ ଦଳର ଭାରତ ଗସ୍ତ ନେଇ ବେଶ୍‌ ଆଶାବାଦୀ ଥିବା କହିଛି। ଅଗଷ୍ଟରେ ନ୍ୟୁଜିଲାଣ୍ଡ ଏ’ ଦଳ ଭାରତ ଗସ୍ତରେ ଆସିବ। ଏହି ଗସ୍ତ ନେଇ…

କୋଭିଡ୍‌-୧୯: ଭାରତ ଫେରନ୍ତା ଦକ୍ଷିଣ ଆଫ୍ରିକା ଖେଳାଳି ନେଗେଟିଭ୍‌

ଜୋହାନ୍ସବର୍ଗ, ୩।୪(ପି.ଟି.): ଭାରତରୁ ଅଧା ଅଧୁରା ଦିନିକିଆ ଗସ୍ତ ସାରି ସ୍ବଦେଶ ଫେରିଥିବା ସବୁ ଦକ୍ଷିଣ ଆଫ୍ରିକା କ୍ରିକେଟରମାନେ କୋଭିଡ୍‌-୧୯ ନେଗେଟିଭ ବୋଲି ଜଣାପଡିଛି। ମୋଟ ଉପରେ ସବୁ ଖେଳାଳି କରୋନ ଭାଇରସ ମୁକ୍ତ ବୋଲି ଦଳର ମୁଖ୍ୟ ମେଡିକାଲ ଅଫିସର…

ଆନ୍ଧ୍ର ପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ

ହାଇଦ୍ରାବାଦ,୩।୪: ଆନ୍ଧ୍ରପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମାର୍ଚ୍ଚ ୩୦ରେ ଜଣେ ୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ସେ କରୋନାରେ ପୀଡ଼ିତ ଥିବା କୁହାଯାଉଛି। ଏହାସହ ଉକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍‌ ଓ ହୃଦରୋଗରେ ମଧ୍ୟ…

କୋଭିଡ-୧୯: ଗୋଟିଏ ମାସ ପାଇଁ ସିଙ୍ଗାପୁର ଲକ୍‌ଡାଉନ୍‌

ସିଙ୍ଗାପୁର,୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ କବଳକୁ ନେବାକୁ ଲାଗି ପଡିଛି। କରୋନା ଭୟରେ ଏବେ ବିଶ୍ୱ ଯେମିତି ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ଏହାକୁ ଦୃଷ୍ଟିରେ ରଖି ଏବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri