ସଟ୍ଡାଉନ୍ ପାଇଁ ସମସ୍ତ ଲକ୍ଡାଉନ୍ ପାସ୍ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ କଟକ ସହର ସଟ୍ ଡାଉନ୍ ରହିବ। ପୂର୍ବରୁ ଲକ୍ଡାଉନ୍ ପାଇଁ ଜାରି ହୋଇଥିବା ସମସ୍ତ…
କରୋନା ମୁକାବିଲା: ସହଯୋଗ ପାଇଁ ହାତ ଯୋଡ଼ିଲା ଝାରସୁଗୁଡ଼ା ପୋଲିସ
ଝାରସୁଗୁଡ଼ା ଅଫିସ,୩।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟକୁ ଲାକ୍ଡାଉନ କରାଯାଇଥିଲେ ମଧ୍ୟ କିଛି ଲୋକ ଏହାକୁ ଉଲ୍ଲଂଘନ କରୁଛନ୍ତି। କାର୍ଯ୍ୟାନୁଷ୍ଠାନ ନେଲେ ମଧ୍ୟ ଲୋକେ ସୁଧୁରୁ ନାହାନ୍ତି। ତେବେ ଶୁକ୍ରବାର ଝାରସୁଗୁଡା ପୋଲିସ ଲୋକଙ୍କୁ ଅଭିନବ ଉପାୟରେ…
ଏହି ସୁପରହିଟ୍ ଗୀତର ଶୁଟିଂ ସମୟରେ ଅସୁବିଧାରେ ପଡ଼ିଥିଲେ ରବୀନା
ମୁମ୍ବାଇ: ୧୯୯୪ରେ ରିଲିଜ୍ ହୋଇଥିବା ଫିଲ୍ମ ‘ମୋହରା’ ସମସ୍ତ ଦର୍ଶକଙ୍କ ନିଶ୍ଚିତ ମନେଥିବ। ଏହି ଫିଲ୍ମରେ ରବୀନା ଟଣ୍ଡନ ଏବଂ ଅକ୍ଷୟ କୁମାର ଜବରଦସ୍ତ ଅଭିନୟ କରିଥିଲେ। ଫିଲ୍ମରେ ରବୀନାଙ୍କୁ ଦର୍ଶକେ ବହୁ ପସନ୍ଦ କରିଥିଲେ। ଏହି ଫିଲ୍ମର ଏକ ଗୀତ…
ଶନିବାର ଜାତୀୟ ଶୋକ ପାଳନ କରିବ ଚାଇନା
ବେଜିଂ,୩।୪: ଚାଇନାରେ ପ୍ରଥମ କରି କରୋନା ଭାଇରସ ଦେଖାଦେଇଥିବା ବେଳେ ସେଠାରେ ତାଣ୍ଡବ ରଚିଥିଲା। ଏହି କରୋନା ଭାଇରସ ସଂକ୍ରମଣରେ ଚାଇନାରେ ୩ ମାସ ମଧ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୮୦ ହଜାର ଲୋକ ଏଥିରେ…
ଗାଁରେ ପ୍ରବେଶ ପାଇଁ ବାରଣ କରାଯିବାରୁ ନୌକାରେ କ୍ୱାରାଣ୍ଟାଇନ୍ରେ ରହିଲେ ବୃଦ୍ଧ
ମାଲଦା,୩।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍ର ପ୍ରକୋପ ଜାରି ରହିଛି। ଭାରତରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି।…
ଛତ୍ରପୁରର ୫ ଲଜ୍ ଉପରେ ଚଢ଼ାଉ, ବନ୍ଦ ନିର୍ଦ୍ଦେଶ: ଅନ୍ୟ ରାଜ୍ୟର ୭ ଜଣ ଠାବ
ଛତ୍ରପୁର,୩ା୪(ଡି.ଏନ୍.ଏ.)- ଛତ୍ରପୁରର ୫ଟି ଲଜ୍ ଉପରେ ଗୁରୁବାର ରାତିରେ ପ୍ରଶାସନର ଏକ ଟିମ୍ ଅଚାନକ ଚଢାଉ କରିଥିଲେ। ଏଥିରୁ ୨ଟି ଲଜ୍ରେ କେହି ନ ଥିବାବେଳେ ୩ଟି ଲଜ୍ରେ ୯ ଜଣ ରହୁଥିବା ଯାଞ୍ଚବେଳେ ଜଣାପଡିଥିଲା। ସେଥିମଧ୍ୟରୁ ୭ ଜଣ ଅନ୍ୟରାଜ୍ୟର…
୬ଷ୍ଠ ଆକ୍ରାନ୍ତ ଚିହ୍ନଟ ପରେ ସରକାରଙ୍କ ନିଷ୍ପତ୍ତି: କଟକ ସହର ୪୮ ଘଣ୍ଟା ସଟ୍ ଡାଉନ୍
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀ ଏବଂ ଭଦ୍ରକ ପରେ ଏବେ କଟକ ସହରକୁ ମଧ୍ୟ ୪୮ ଘଣ୍ଟିଆ ସଟ୍ ଡାଉନ୍ ଘୋଷଣା କରାଯାଇଛି। ଶୁକ୍ରବାର କଟକରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ…
କରୋନାରେ ବ୍ରିଟିଶ୍ ହାସ୍ୟାଭିନେତା ଏଡିଙ୍କ ମୃତ୍ୟୁ
ଲଣ୍ଡନ,୩ା୪: କରୋନା ସଂକ୍ରମଣରେ ବ୍ରିଟେନର ବର୍ଷୀୟାନ ହାସ୍ୟାଭିନେତା ଏଡି ଲାର୍ଜଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ହସ୍ପିଟାଲରେ ତାଙ୍କର ହୃଦ୍ରୋଗ ଚିକିତ୍ସା ଚାଲିଥିବାବେଳେ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିଲେ ବୋଲି ତାଙ୍କ ପୁଅ ର଼୍ୟାନ…
ବିଶୋଧନ କରାଗଲା ଦାରିଙ୍ଗବାଡ଼ି ବଜାର
ଦାରିଙ୍ଗବାଡ଼ି,୩।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବଜାର ଶିବମନ୍ଦିର ଛକ ଠାରୁ ତିନିଛକ, ଲକ୍ଷ୍ମୀବଜାର, ଚାରିଛକ, ବ୍ଲକରୋଡ଼, ମେଡିକାଲ, ବସ୍ଷ୍ଟାଣ୍ଡ ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନଠାରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ମାଧ୍ୟମରେ ଏହା କରାଯାଉଛି। ପରବର୍ତ୍ତୀ ସମୟରେ ଉକ୍ତ ବ୍ଲକର ବିଭିନ୍ନ…
ବିକାନେରରେ କର୍ଫ୍ୟୁ
ବିକାନେର,୩ା୪: ରାଜସ୍ଥାନରେ ଶୁକ୍ରବାର ୨୧ ଜଣଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରେ ଯୋଗଦେଇଥିଲେ। ଏହି ରିପୋର୍ଟ ଆସିବା ପରେ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ବିକାନେରରୁ ଯାଇ ନିଜାମୁଦ୍ଦିନ ଧର୍ମସଭାରେ…
ନିଲମ୍ବନର ସାତ ଦିନ ପରେ କାର୍ଯ୍ୟରେ ଯୋଗ ଦେଲେ ବିଧାନସଭା ଡିସ୍ପେନ୍ସନାରୀ ମେଡିକାଲ ଅଫିସର
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ(କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ନିଲମ୍ବିତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍ସନାରୀ ମେଡିକାଲ ଅଫିସର ଲଳିତ ବେହେରା ଶୁକ୍ରବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରକାଶ ଯେ, ଗତ ମାର୍ଚ୍ଚ ୧୬ରେ…
ବୈଜ୍ଞାନିକଙ୍କ ସତର୍କ ସୂଚନା: କରୋନା ଚିକିତ୍ସାରେ ମ୍ୟାଲେରିଆ ଔଷଧ ହୃତ୍ପିଣ୍ଡରେ ସମସ୍ୟା ସୃଷ୍ଟି କରିପାରେ
ନୂଆଦିଲ୍ଲୀ,୩ା୪(ପି.ଟି.): କରୋନା ଭୂତାଣୁ ବା କୋଭିଡ୍-୧୯ ଚିକିତ୍ସା ଲାଗି ମ୍ୟାଲେରିଆ ଔଷଧ ହାଇଡ୍ରୋକ୍ସକ୍ଲୋରୋକୁଇନ୍ ଏବଂ ଆଣ୍ଟିବାୟୋଟିକ୍ ଆଜିଥ୍ରୋମାଇସିନ୍ ବ୍ୟବହାର କରାଯାଉଛି। ତେବେ ଏଭଳି ଔଷଧ ସେବନ ହୃତ୍ପିଣ୍ଡ ସମସ୍ୟା ସୃଷ୍ଟି କରିପାରେ ବୋଲି ଆମେରିକାର ହୃଦ୍ବିଶେଷଜ୍ଞ ସତର୍କ କରାଇଦେଇଛନ୍ତି। ଯେଉଁ କୋଭିଡ୍-୧୯ ରୋଗୀମାନଙ୍କର…
Archives


