କରୋନାରେ ବ୍ରିଟିଶ୍ ହାସ୍ୟାଭିନେତା ଏଡିଙ୍କ ମୃତ୍ୟୁ
ଲଣ୍ଡନ,୩ା୪: କରୋନା ସଂକ୍ରମଣରେ ବ୍ରିଟେନର ବର୍ଷୀୟାନ ହାସ୍ୟାଭିନେତା ଏଡି ଲାର୍ଜଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ହସ୍ପିଟାଲରେ ତାଙ୍କର ହୃଦ୍ରୋଗ ଚିକିତ୍ସା ଚାଲିଥିବାବେଳେ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିଲେ ବୋଲି ତାଙ୍କ ପୁଅ ର଼୍ୟାନ…
ବିଶୋଧନ କରାଗଲା ଦାରିଙ୍ଗବାଡ଼ି ବଜାର
ଦାରିଙ୍ଗବାଡ଼ି,୩।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବଜାର ଶିବମନ୍ଦିର ଛକ ଠାରୁ ତିନିଛକ, ଲକ୍ଷ୍ମୀବଜାର, ଚାରିଛକ, ବ୍ଲକରୋଡ଼, ମେଡିକାଲ, ବସ୍ଷ୍ଟାଣ୍ଡ ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନଠାରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ମାଧ୍ୟମରେ ଏହା କରାଯାଉଛି। ପରବର୍ତ୍ତୀ ସମୟରେ ଉକ୍ତ ବ୍ଲକର ବିଭିନ୍ନ…
ବିକାନେରରେ କର୍ଫ୍ୟୁ
ବିକାନେର,୩ା୪: ରାଜସ୍ଥାନରେ ଶୁକ୍ରବାର ୨୧ ଜଣଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରେ ଯୋଗଦେଇଥିଲେ। ଏହି ରିପୋର୍ଟ ଆସିବା ପରେ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ବିକାନେରରୁ ଯାଇ ନିଜାମୁଦ୍ଦିନ ଧର୍ମସଭାରେ…
ନିଲମ୍ବନର ସାତ ଦିନ ପରେ କାର୍ଯ୍ୟରେ ଯୋଗ ଦେଲେ ବିଧାନସଭା ଡିସ୍ପେନ୍ସନାରୀ ମେଡିକାଲ ଅଫିସର
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ(କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ନିଲମ୍ବିତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍ସନାରୀ ମେଡିକାଲ ଅଫିସର ଲଳିତ ବେହେରା ଶୁକ୍ରବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରକାଶ ଯେ, ଗତ ମାର୍ଚ୍ଚ ୧୬ରେ…
ବୈଜ୍ଞାନିକଙ୍କ ସତର୍କ ସୂଚନା: କରୋନା ଚିକିତ୍ସାରେ ମ୍ୟାଲେରିଆ ଔଷଧ ହୃତ୍ପିଣ୍ଡରେ ସମସ୍ୟା ସୃଷ୍ଟି କରିପାରେ
ନୂଆଦିଲ୍ଲୀ,୩ା୪(ପି.ଟି.): କରୋନା ଭୂତାଣୁ ବା କୋଭିଡ୍-୧୯ ଚିକିତ୍ସା ଲାଗି ମ୍ୟାଲେରିଆ ଔଷଧ ହାଇଡ୍ରୋକ୍ସକ୍ଲୋରୋକୁଇନ୍ ଏବଂ ଆଣ୍ଟିବାୟୋଟିକ୍ ଆଜିଥ୍ରୋମାଇସିନ୍ ବ୍ୟବହାର କରାଯାଉଛି। ତେବେ ଏଭଳି ଔଷଧ ସେବନ ହୃତ୍ପିଣ୍ଡ ସମସ୍ୟା ସୃଷ୍ଟି କରିପାରେ ବୋଲି ଆମେରିକାର ହୃଦ୍ବିଶେଷଜ୍ଞ ସତର୍କ କରାଇଦେଇଛନ୍ତି। ଯେଉଁ କୋଭିଡ୍-୧୯ ରୋଗୀମାନଙ୍କର…
ଦମ୍ପତି ଯାଆଁଳା ପିଲାଙ୍କ ନାଁ ରଖିଲେ କରୋନା, କୋଭିଡ୍
ରାୟପୁର,୩ା୪: ଏକ ଦମ୍ପତି ସେମାନଙ୍କ ଯାଆଁଳା ପିଲାଙ୍କ ନାମ ରଖିଛନ୍ତି କରୋନା ଏବଂ କୋଭିଡ୍। କରୋନା ଭାଇରସ୍ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଯଦି କେହି ଏପରି ନାମକରଣ କରନ୍ତି ତେବେ ନିଶ୍ଚିତ ଭାବରେ…
ଭୁବନେଶ୍ୱର, ଭଦ୍ରକ ୪୮ ଘଣ୍ଟା ସଟ୍ ଡାଉନ୍: ଔଷଧ ଦୋକାନକୁ ଛାଡ଼ି ବନ୍ଦ ରହିବ ଅନ୍ୟ ସମସ୍ତ ଦୋକାନ
ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱର, ଭଦ୍ରକ ଶୁକ୍ରବାର ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ସଟ୍ ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ଗ୍ରୋସରୀ, ଫଳ, ପରିବା, ମାଛ, ମାଂସ, ଅଣ୍ଡା, କ୍ଷୀର ଦୋକାନ ବନ୍ଦ ରହିବ। ଔଷଧ ଦୋକାନ ଖୋଲିଲେ ମଧ୍ୟ…
ପୋଲିସକର୍ମୀଙ୍କୁ ଆକ୍ରମଣ କଲେ ଆକ୍ରମଣକାରୀଙ୍କ ଉପରେ ଲାଗିବ ଏନ୍ଏସ୍ଏ: ଯୋଗୀ
ଲକ୍ଷ୍ନୌ,୩।୪: କରୋନା ଭାଇରସ୍ ସହ ମୁକାବିଲା ପାଇଁ ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ଏହି ସମୟରେ କେତେକ ସ୍ଥାନରେ ପୋଲିସକର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଆକ୍ରମଣ ହେଉଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ପରେ ଏବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…
ଅନୁରୋଧ ରଖିଲେ ତେଲେଙ୍ଗାନା ସରକାର
ପର୍ଲା, ୩।୪ (ଡି.ଏନ.ଏ)- କଳାହାଣ୍ଡି ଜିଲାର ୧୯୫ ଜଣ ଦାଦନ ଶ୍ରମିକଙ୍କୁ ତେଲେଙ୍ଗାନା ସରକାର ସହାୟତାର ହାତ ବଢାଇଛନ୍ତି। ଏମାନେ ତେଲେଙ୍ଗାନା ରାଜ୍ୟର ରାଙ୍ଗାରେଡ୍ଡି ଜିଲାର ଗାଚିବାଓଲି ଥାନା ନାନାକରମଗୁଡା ଗ୍ରାମରେ ଲକ ଡାଉନ ଯୋଗୁ ଫସି ରହିଛନ୍ତି। ଏହି ଖବର…
କୋଭିଡ-୧୯: ୭୧ ଲକ୍ଷ ଟଙ୍କା ପାଣ୍ଠି ସଂଗ୍ରହ କଲା ଆଇଓଏ
ନୂଆଦିଲ୍ଲୀ,୩।୪(ପି.ଟି.): କୋଭିଡ-୧୯ ମୁକାବିଲା ପାଇଁ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ୭୧ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ସବୁ ରାଜ୍ୟର ଅନୁବନ୍ଧିତ କ୍ରୀଡ଼ା ଆସୋସିଏଶନ ଓ ଜାତୀୟ କ୍ରୀଡ଼ା ଫେଡେରେଶନ (ଏନ୍ଏସ୍ଏଫ୍) ଗୁଡିକର ଅର୍ଥ ଦାନ କରିଛନ୍ତି। ଏହାକୁ ନେଇ…
ତୁଷୁରା ଏନ୍ଏସି ସବୁ ଡ୍ରେନ୍ରେ ବିଶୋଧକ ସିଞ୍ଚନ କରୁନି
ଗୁଡଭେଲା,୩।୪(ଡି.ଏନ.ଏ.)-ବର୍ତ୍ତମାନର ଭୟଙ୍କର କରୋନା ପରିସ୍ଥିତିର ମୁକାବିଲା କରିବା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନ୍ଏସି ପକ୍ଷରୁ ସହରକୁ ସ୍ବଚ୍ଛ ଓ ସଂକ୍ରମଣ ମୁକ୍ତ ରଖିବାକୁ ସ୍ବଚ୍ଛତା ମିଶନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ତୁଷୁରା ସହରର ସମସ୍ତ ଡ୍ରେନ୍ରେ ବିଶୋଧକ ସିଞ୍ଚନ କରିବାକୁ…
କରୋନାକୁ ହରାଇବା ପାଇଁ ‘ମେଗାପ୍ଲାନ୍’ ଉପରେ ଚର୍ଚ୍ଚା: ପ୍ରତିରକ୍ଷାମନ୍ତ୍ରୀଙ୍କ ଘରେ ବସିଲା ବୈଠକ
ନୂଆଦିଲ୍ଲୀ,୩।୪: ଦେଶରେ ମହାମାରୀ କରୋନା ଭାଇରସ୍ର ପ୍ରକୋପ ଜାରି ରହିଛି। ଶୁକ୍ରବାର ମୋଦିଙ୍କ ଭିଡିଓ ବାର୍ତ୍ତା ପରେ ଏହା ବିରୋଧରେ ମୁକାବିଲା ପାଇଁ କେନ୍ଦ୍ରୀୟ ମନ୍ତ୍ରୀମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ…
Archives


