ବେଆଇନ ଇଟାଭାଟି ବନ୍ଦ କଲା ପ୍ରଶାସନ
ରେଢାଖୋଲ,୩।୪(ଡି.ଏନ.ଏ.)-ମହାମାରୀ କରୋନା ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହାର ମୁକାବିଲା ପାଇଁ ଭାରତ ସମେତ ବିଭିନ୍ନ ଦେଶ ଲାଗି ପଡିଛନ୍ତି। ଭାରତରେ ଏହାର ମୁକାବିଲା ଲାଗି କେନ୍ଦ୍ର ସରକାର ସମଗ୍ର ଦେଶକୁ ଲକ୍ ଡାଉନ କରିଛନ୍ତି। ଏଭଳି ସମୟରେ…
କୋଭିଡ-୧୯: ସିନିୟର ପିଜିଏ ଚାମ୍ପିୟନଶିପ୍ ବାତିଲ
ଲସ୍ ଏଞ୍ଜେଲ୍ସ,୩।୪(ପି.ଟି.)- କରୋନା ଭାଇରସ୍ ଏବେ ସାରା ବିଶ୍ୱରେ ମହାମାରୀର ରୂପ ନେଇଥିବାରୁ ଆସନ୍ତା ମାସରେ ଆୟୋଜନ ହେବାକୁ ଥିବା ପ୍ରଫେସ୍ନାଲ ଗଲ୍ଫର୍ସ ଅସୋସିଏଶନ (ପିଜିଏ) ଚାମ୍ପିୟନ୍ଶିପ୍ ବାତିଲ ହୋଇଛି। ଏହି ଚାମ୍ପିୟନଶିପ୍ ମେ’ ୧୯ରୁ ୨୪ ତାରିଖ ମଧ୍ୟରେ ଆୟୋଜନ…
ଦୀପ ଜଳାଇବା ସମୟରେ ଥାଳି ଭଳିି ଭୁଲ ନ ଦୋହରାଇବାକୁ ପରାମର୍ଶ ଦେଲେ ମୋଦି
ନୂଆଦିଲ୍ଲୀ,୩।୪: ସାରା ଦେଶ ମହାମାରୀ କରୋନା ଭାଇରସ୍ ବିରୋଧରେ ଲଢ଼େଇ ଜାରି ରଖିଛି। କରୋନା ଭାଇରସ୍କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଜାରି ରହିଛି। ଶୁକ୍ରବାର ଲକ୍ଡାଉନ୍ର ନବମ ଦିନ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଲକ୍ଡାଉନ୍ ମାନୁନାହାନ୍ତି ଲୋକେ, ସାଧାରଣରେ ଅସନ୍ତୋଷ
ଦାରିଙ୍ଗବାଡ଼ି,୩ା୪(ଡି.ଏନ୍.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏଥିପାଇଁ ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିବିଶେଷଙ୍କୁ ନିଜ ଘରେ ସଙ୍ଗରୋଧ ହୋଇ ରହିବାକୁ ପରାମର୍ଶ ଦିଆଯିବା ସହ ବିଭିନ୍ନ ଦୋକାନ, ବ୍ୟାଙ୍କ ପ୍ରତିଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟରେ ସାମାଜିକ…
କରୋନା ଯୋଗୁ ପନିପରିବା ଚାଷୀ ପ୍ରଭାବିତ, ଋଣ ଛାଡ଼ ଦାବି
ଗଞ୍ଜାମ, ୩।୪(ଡି.ଏନ୍.ଏ.): କରୋନା (କୋଭିଡ-୧୯) ସଂକ୍ରମଣକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ l ଏଥିପାଇଁ ସମସ୍ତ ଦୋକାନ ବଜାର, ହୋଟେଲ ଆଦି ବନ୍ଦ ରହିଛି। ଏହି ସମୟରେ ବିଶେଷ ଭାବେ ପନିପରିବା ଚାଷୀ ପ୍ରଭାବିତ ହେଉଛନ୍ତି। ଚଳିତ ବର୍ଷ ସବୁ…
ନିୟୋଜିତ ହେବେ ଅବସରପ୍ରାପ୍ତ ସେନା କର୍ମଚାରୀ
ନୂଆଦିଲ୍ଲୀ,୩ା୪(ପି.ଟି.): କରୋନା ମହାମାରୀର ମୁକାବିଲା ପାଇଁ ଦେଶବ୍ୟାପୀ ଲକ୍ଡାଉନ ହୋଇଥିବାବେଳେ ଆବଶ୍ୟକସ୍ଥଳେ ରାଜ୍ୟ ଓ ଜିଲା ପ୍ରଶାସନକୁ ସହାୟତା କରିବା ଲାଗି ଅବସରପ୍ରାପ୍ତ ସେନା କର୍ମଚାରୀ(ଇଏସ୍ଏମ୍)ମାନଙ୍କୁ ନିୟୋଜିତ କରାଯିବ। ଗୁରୁବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହା ଘୋଷଣା କରାଯାଇଛି। ଅବସରପ୍ରାପ୍ତ ସେନା…
୧୦ଲକ୍ଷ ଟପିବ ସଂକ୍ରମିତଙ୍କ ସଂଖ୍ୟା: ଡବ୍ଲ୍ୟୁଏଚ୍ଓ
ଜେନେଭା,୩ା୪: ଦିନକୁ ଦିନ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାରରୁ ଅଧିକ ଥିବାବେଳେ ମୃତକଙ୍କ ସଂଖ୍ୟା ୪୭ ହଜାର ୨୦୫ ଛୁଇଁଛି। ୧ ଲକ୍ଷ ୯୪ ହଜାରରୁ ଅଧିକ…
ଜମିରେ ଜୀବନ
ଜାଲନା: କରୋନା ଭାଇରସ୍ ବିରୋଧୀ ଲଢ଼େଇରେ ସାମିଲ ହୋଇଛି ଭାରତ। ମହାମାରୀ ପାଲଟିଥିବା ଏହି ଭାଇରସ୍ ସଂକ୍ରମଣ ଦ୍ରୁତଗତିରେ ମାଡ଼ି ଚାଲିଥିବାବେଳେ ଏହାକୁ ଅଟକାଇବା ଲାଗି କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଦେଶକୁ ଲକ୍ଡାଉନ୍ କରିଦେଇଛନ୍ତି। ତଥାପି କେଉଁଠି, କେତେବେଳେ ଆଉ କାହା…
ଶେନ୍ଜେନ୍ରେ ବିଲେଇ, କୁକୁର ଖାଇବାକୁ ବାରଣ
ଶେନ୍ଜେନ୍,୩ା୪: ଚାଇନାର ଦକ୍ଷିଣାଞ୍ଚଳ ସହର ତଥା ଟେକ୍ନୋଲୋଜିର ହବ୍ କୁହାଯାଉଥିବା ଶେନ୍ଜେନ୍ରେ ବିଲେଇ ଓ କୁକୁରଙ୍କ ମାଂସ ଖାଇବା ଉପରେ ନିଷେଧାଦେଶ ଜାରି କରାଯାଇଛି। ଆସନ୍ତା ମେ ୧ରୁ ଏହା କାର୍ଯ୍ୟକାରୀ ହେବ। ଚାଇନାର ଉହାନ ସହରରୁ କରୋନା ଭାଇରସ୍ ସଂକ୍ରମଣ…
୯ ଦେଶରେ ନାହାନ୍ତି କରୋନା ସଂକ୍ରମିତ
ନୂଆଦିଲ୍ଲୀ,୨ା୪: କରୋନାକୁ ନେଇ ବିଶ୍ୱବାସୀ ଏବେ ଚିନ୍ତାରେ। ୧୯୯ରୁ ଊର୍ଦ୍ଧ୍ୱ ରାଷ୍ଟ୍ର ଏହି କରୋନା କବଳରେ ରୁନ୍ଧି ହୋଇ ଲଢ଼େଇ ଜାରି ରଖିଛନ୍ତି। ତେବେ ୯ଟି ଦେଶ ଆଶ୍ଚର୍ଯ୍ୟଜନକ ଭାବେ ଏଥିରୁ ବାଦ୍ ପଡିଛନ୍ତି। ଜନ୍ ହପ୍କିନ୍ସ ବିଶ୍ୱବିଦ୍ୟାଳୟ କରୋନା ସମ୍ପର୍କରେ…
ବିଭିନ୍ନ ଦେଶରେ ଭିନ୍ନ ନିୟମ
କରୋନା ସମଗ୍ର ବିଶ୍ୱରେ କାୟା ମେଲାଇଛି। ଏହାକୁ ରୋକିବାର ଏକମାତ୍ର ଉପାୟ ହେଲା ସାମାଜିକ ଦୂରତା। ତେଣୁ ଅଧିକାଂଶ ଦେଶରେ ଏବେ ଲକ୍ଡାଉନ୍ ଘୋଷଣା କରାଯାଇଛି। ହେଲେ ସବୁ ଦେଶରେ ଲକ୍ଡାଉନ୍ ନିୟମ ସମାନ ନୁହେଁ। ଏହାକୁ ସଫଳ କରିବା ପାଇଁ…
ଦାଦନଙ୍କ ସମସ୍ୟା ସମାଧାନ କର
ନୂଆଦିଲ୍ଲୀ,୩ା୪(ଆଇଏଏନ୍ଏସ୍): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦାଦନ ଶ୍ରମିକମାନଙ୍କର ଆପତ୍ତି ଅଭିଯୋଗର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପ୍ରୀତି…
Archives


