ମୋଦିଙ୍କ କାର୍ଯ୍ୟକୁ ଡବ୍ଲ୍ୟୁଏଚ୍ଓ ମୁଖ୍ୟଙ୍କ ପ୍ରଶଂସା
ନୂଆଦିଲ୍ଲୀ, ୩ା୪: ବିଶ୍ୱବ୍ୟାପୀ କରୋନା ଆତଙ୍କ ଜାରି ରାହିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଛି। ଅଦ୍ୟାବଧି ବିଶ୍ୱରେ କରୋନା ଭାଇରସ୍ ଜନିତ ମୃତ୍ୟୁସଂଖ୍ୟା ୪୯ ହଜାର ଟପିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ପାଖାପାଖି ପହଞ୍ଚିଲାଣି। ଭାରତରେ ସ୍ଥିତି କ୍ରମଶଃ…
ଚାଇନାକୁ ପ୍ରଶଂସା କଲେ ଟ୍ରମ୍ପ
ଓ୍ବାଶିଂଟନ, ୩ା୪: କରୋନା ଭାଇରସ୍ ସ୍ଥିତି ବିଶ୍ୱରେ ଉଦ୍ବେଗଜନକ ରହିଥିବା ବେଳେ ଚାଇନାରେ ଏହା କେତେକାଂଶରେ ନିୟନ୍ତ୍ରଣାଧୀନ ରହିଛି। ପୂର୍ବାପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା ସେଭଳି ଆଉ ନାହିଁ। ଫଳରେ ଚାଇନା ଅନ୍ୟ କରୋନା ଭାଇରସ୍ ସଂକ୍ରମିତ ଦେଶଗୁଡ଼ିକୁ ସହଯୋଗ କରିବା ଲାଗି…
ମୃତ୍ୟୁସଂଖ୍ୟା ୫୦ ହଜାର ଟପିଲା
ଓ୍ବାଶିଂଟନ/ଲଣ୍ଡନ/ପ୍ୟାରିସ୍, ୩ା୪: ମହାମାରୀ କରୋନା ଭାଇରସ୍ ବିଶ୍ୱବ୍ୟାପୀ କାୟାବିସ୍ତାର କରିବାରେ ଲାଗିଛି। ପରିସ୍ଥିତି କ୍ରମଶଃ ଭୟଙ୍କର ହୋଇପଡ଼ିଛି। ବିଶ୍ୱର ୨୦୩ ଦେଶକୁ ସଂକ୍ରମିତ ହୋଇଥିବା ଏହି ଭୂତାଣ ଯୋଗୁ ଅଦ୍ୟାବଧି ୫୦,୬୯୧ ଜୀବନ ଗଲାଣି। ୯ ଲକ୍ଷ ୯୧ ହଜାର ଲୋକ…
ତେଜିଲା ଲକ୍ଡାଉନ୍ ରାଜନୀତି
ନୂଆଦିଲ୍ଲୀ,୩ା୪(ପି.ଟି.): ମହାମାରୀ କରୋନା ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ଲକ୍ଡାଉନ୍ ଗୁରୁବାର ନବମ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ଜୋର୍ ଧରିଛି ରାଜନୀତି। ବିନା କୌଣସି ପ୍ରସ୍ତୁତିରେ ଲକ୍ଡାଉନ୍…
ରେଭେନ୍ଶାରେ ଅନ୍ଲାଇନରେ ପାଠପଢ଼ା
କଟକ ଅଫିସ,୩।୪: ଅନ୍ଲାଇନରେ ଚାଲିଛି ପାଠପଢା। ଅଧ୍ୟାପକମାନେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଛାତ୍ରୀଛାତ୍ରଙ୍କର କ୍ଲାସ ନେଉଛନ୍ତି। ସାରା ଦେଶରେ ଲକ୍ଡାଉନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନରେ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ପାଠପଢା ବନ୍ଦ ରହିଛି। ଏହାକୁ ଦୃଷ୍ଟିରେ ରଖି ରେଭେନ୍ଶା ବିଶ୍ୱବିଦ୍ୟାଳୟ…
୫ ପ୍ରତିଶତ ଲୋକ ଲକ୍ଡାଉନ୍ ନିୟମ ମାନୁନାହାନ୍ତି
ଭୁବନେଶ୍ୱର,୩।୪(ବ୍ୟୁରୋ): ଶୃଙ୍ଖଳିତ ଓ ବ୍ୟବସ୍ଥିତ ରହି ଲକ୍ଡାଉନ୍ର ଅବଶିଷ୍ଟ ସମୟକୁ ସଫଳ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଲକ୍ଡାଉନ୍ର ପ୍ରଥମ ସପ୍ତାହରେ ହୋଇଥିବା ଭୁଲ୍ର ପୁନରାବୃତ୍ତି ନ କରି ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ଘରେ ରହି…
ଜେଲରେ ଭିଡ଼
କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କୋର୍ଟ କାର୍ଯ୍ୟ ସୀମିତ। ଫଳରେ କେନ୍ଦ୍ରାପଡ଼ା ସବ୍ଜେଲରେ ବିଚାରାଧୀନ କଏଦୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାରେ ମୋଟ ୧୯୦ ଜଣ କଏଦୀଙ୍କ ରହିବା ବ୍ୟବସ୍ଥା ଥିବାବେଳେ ଇତିମଧ୍ୟରେ ଏହି ସଂଖ୍ୟା ୨୨୦ରୁ ଊର୍ଦ୍ଧ୍ୱ ହୋଇଛି।…
ପୂର୍ବତଟ ରେଳପଥର ୨୬୧ କୋଚ୍ ହେବ ଆଇସୋଲେଶନ ସେଣ୍ଟର
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଭାଇରସ୍ କୋଭିଡ୍-୧୯ ବିରୋଧରେ ଲଢେଇ ପାଇଁ ଭାରତୀୟ ରେଳପଥ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ପରିବହନଠାରୁ ଆରମ୍ଭ କରି ଅସହାୟଙ୍କୁ ଖାଦ୍ୟ ଯୋଗାଇବା ସହ ମାସ୍କ ଓ ସାନିଟାଇଜର ଯୋଗାଣ ଉପରେ ଗୁରୁତ୍ୱ ଦେଇଛି।…
ଓଡ଼ିଆଙ୍କ ସମସ୍ୟା ବୁଝିବାକୁ କର୍ନାଟକ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲକ୍ ଡାଉନ କାରଣରୁ କର୍ନାଟକ ଓ ମହାରାଷ୍ଟ୍ରରେ ଓଡିଆ ଲୋକମାନେ ଅଟକି ରହିଥିବାବେଳେ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରୁପ୍ପା ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ…
ଆହୁରି ୩ ସଂସ୍ଥାରେ ପରୀକ୍ଷା ପାଇଁ ଅନୁମତି ମାଗିଲା ରାଜ୍ୟ: ୫୦,୦୦୦ ନମୁନା ପରୀକ୍ଷା ପାଇଁ ପ୍ରସ୍ତୁତି
ଭୁବନେଶ୍ୱର,୩।୪(ବ୍ୟୁରୋ): ବ୍ୟାପକ ପରିମାଣରେ ବ୍ୟକ୍ତିବିଶେଷଙ୍କ ନମୁନା ପରୀକ୍ଷା ଦ୍ୱାରା ରାଜ୍ୟରେ କରୋନା ସମ୍ପର୍କିତ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମସ୍ତ ପଦକ୍ଷେପ ନେଉଛି। ବର୍ତ୍ତମାନ ଭୁବନେଶ୍ୱରସ୍ଥିତ ଏମ୍ସ, ଆର୍ଏମ୍ଆର୍ସି…
କରୋନା ମୁକାବିଲା: ସ୍ଥାନାନ୍ତର ହେଲେ ୯୮୯ କଏଦୀ
ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡିଶା କାରାଗାର ନିର୍ଦ୍ଦେଶାଳୟ ପକ୍ଷରୁ କୋଭିଡ-୧୯ ମୁକାବିଲା ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୯୦ ଜେଲରେ ୧୮ ହଜାର ୧୨ ଜଣ କଏଦୀ ରହିବା ପାଇଁ ବ୍ୟବସ୍ଥା ରହିଥିବାବେଳେ ଏବେ ୧୭ ହଜାର ୫୧୯ ଜଣ କଏଦୀ…
ଏଣିକି ଗୋଟିଏ ସମୟ ଖୋଲିବ ହାଟ
ଖୋର୍ଦ୍ଧା ଅଫିସ,୩।୪: ମହାମାରୀ କରୋନା ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଲୋକ ଏହାକୁ ବେଖାତିର କରି ବାହାରେ ବୁଲିବା ସହ ଅଯଥାରେ ହାଟଗୁଡ଼ିକରେ…
Archives


