ନିଜାମୁଦ୍ଦିନ ଯାଇଥିବା ଲୋକେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ: ଡିଏମ୍ଇଟି
ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାରୁ ଫେରିଥିବା ଲୋକଙ୍କୁ ଅନୁଧ୍ୟାନ କରାଯାଉଛି। ତେବେ ଏହା ଅନ୍ୟମାନଙ୍କୁ ବ୍ୟାପିବାର ସମ୍ଭାବନା ରହିଛି। ଏଣୁ ନିଜର ପରୀକ୍ଷା କରାଇ ନିଅନ୍ତୁ। ଏପରିକି ଲୋକମାନେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ ବୋଲି…
ସମଲେଇ ମନ୍ଦିର ସାନିଟାଇଜ୍ କରିବାକୁ ପୂଜକଙ୍କ ଦାବି
ସମ୍ବଲପୁର, ୨।୪ (ବ୍ୟୁରୋ)-କରୋନା ଭୂତାଣୁ ଯୋଗୁଁ ଦୋକାନ, ବଜାର, ରାସ୍ତା ସେନିଟାଇଜ କରାଯାଉଛି। ସମ୍ବଲପୁରର ଇଷ୍ଟଦେବୀ ସମଲେଇ ମନ୍ଦିରକୁ ମଧ୍ୟ କରୋନା କଟକଣା ପୂର୍ବରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶହସ୍ରାଧିକ ଭକ୍ତମାନେ ଆସିଛନ୍ତି । ଏପରି ସ୍ଥଳେ ସମଲେଇ ମନ୍ଦିର…
ଯୁବ ରୋଗୀଙ୍କୁ ଭେଣ୍ଟିଲେଟର ଦେଇ ଆଖି ବୁଜିଲେ ୯୦ ବର୍ଷୀୟା କରୋନା ସଂକ୍ରମିତ
ବ୍ରସେଲ୍ସ,୨।୪: କରୋନା ଭାଇରସ। ଏବେ ବିଶ୍ୱରେ ବେଶ୍ ପରିଚିତ। ଏହାର ସଂକ୍ରମଣ ଏବେ ଧନୀଠାରୁ ଗରିବ ସମସ୍ତଙ୍କୁ ଭୟଭିତ କରି ରଖିଛି। ଆମେରିକା ଭଳି ଶକ୍ତିଶାଳୀ ଦେଶବି ଆଜି କରୋନା ଭାଇରସ ନିକଟରେ ଯେମିତି ଅସହାୟ ପାଲଟି ଯାଇଛି। ନିକଟରେ ବେଲଜିୟମରେ…
ନିୟମ ମାନିବାକୁ ଲୋକେ ନାରାଜ
ସମ୍ବଲପୁର, ୨।୪ (ବ୍ୟୁରୋ)- ସମ୍ବଲପୁର ସହରରେ ଲକ୍ ଡାଉନ ଲାଗି ରହିଛି । ତଥାପି ଜନସାଧାରଣ ଅନେକାଂଶରେ ନିୟମ ମାନୁ ନାହାନ୍ତି । ଘରୁ ବାହାରି ପୋଲିସକୁ ମିଛ କହି ବୁଲୁଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର ସମଲେଇ…
ରାମନବମୀକୁ ଫିକା କରିଦେଲା କରୋନା କଟକଣା
ସମ୍ବଲପୁର, ୨।୪ (ବ୍ୟୁରୋ)- କରୋନା ଭୂତାଣୁ କଟକଣା ଯୋଗୁ ସମସ୍ତ ଧାର୍ମିକ ପୀଠରେ ତାଲା ପଡିଛି । ଗୁରୁବାର ରାମନବନୀ ଅବସରରେ ପରମ୍ପରାନୁସାରେ କେବଳ ପୂଜାର୍ଚ୍ଚନା ହୋଇଛି। ବ୍ରୃକ୍ସହିଲ ରାମ ମନ୍ଦିର, କମଲିବଜାର ରାମଜୀ ଗୁଡିରେ ପୂଜକମାନେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ…
ଦଣ୍ଡନାଚ ପରିବେଷଣ ଅଭିଯୋଗ: ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ ମାମଲା
ଦିଗପହଣ୍ଡି,୨ା୪(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗଁାରେ ଗୁରୁବାର ଦଣ୍ଡଯାତ୍ରା ପରିବେଷଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ଦଣ୍ଡଯାତ୍ରା ପରିବେଷଣରେ ସମ୍ପୃକ୍ତ ଜଣେ ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ କରୋନା (କୋଭିଡ-୧୯)ମୁକାବିଲା ଆଇନ ଅବମାନନା…
ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଭତ୍ତା ଟଙ୍କା ମିଳିନି
କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ)- କରୋନାକୁ ମହାମାରି ଘୋଷଣା ହେବା ପରେ ସରକାର ବାର୍ଦ୍ଧକ୍ୟ, ବିଧବା, ମଧୁବାବୁ ପେନସନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ୪ ମାସର ଟଙ୍କା ଆଗୁଆ ଦେବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ହେଲେ ତାହାର ବ୍ୟତିକ୍ରମ ଦେଖିବାକୁ ମିଳିଛି…
କୋଠ ଟଙ୍କାକୁ ନେଇ ଗଣ୍ଡଗୋଳ: ଆକ୍ରମଣ-ପ୍ରତିଆକ୍ରମଣ ଅଭିଯୋଗ, ୨ ମାମଲା ରୁଜୁ
ଦିଗପହଣ୍ଡି,୨ା୪(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଲୋଚାପଡ଼ା ଚୈତନ୍ୟ ପ୍ରସାଦ ଗଁାରେ ଏକ ନିର୍ଦ୍ଧିଷ୍ଟ ସମ୍ପ୍ରଦାୟର କୋଠ ଟଙ୍କା ଆୟବ୍ୟୟ ହିସାବକୁ କେନ୍ଦ୍ରକରି ଉତ୍ତେଜନା ଲାଗିରହିଛି। କୋଠ ସମ୍ପତ୍ତି ଓ ଆୟବ୍ୟୟ ହିସାବ ତଦାରଖ କରୁଥିବା ରଘୁନାଥ ପାତ୍ରଙ୍କୁ ଗଁାର ପୂର୍ଣ୍ଣଚନ୍ଦ୍ର…
ଲକ୍ଡାଉନ୍ରେ ଘରେ ରହିବାକୁ ଲୋକଙ୍କୁ ବୁଝାଉଛନ୍ତି ଯମରାଜ: ବାହାରେ ବୁଲିଲେ ବାନ୍ଧିନେବ ମୃତ୍ୟୁଦୂତ !
ହାଇଦ୍ରାବାଦ୍ ,୨।୪: ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍ଡାଉନ୍ ଜାରି ହୋଇଛି। ସଚେତନତା ଅଭାବରୁ ବହୁ ଲୋକ ଏହାକୁ ଅଣଦେଖା କରି ବାହାରକୁ ବାହାରୁଛନ୍ତି। ଏଭଳି ଲୋକଙ୍କୁ ସଚେତନ କରାଇବା ଲାଗି ଆନ୍ଧ୍ରପ୍ରଦେଶ ପୋଲିସ…
ଅସ୍ଥାୟୀ କ୍ୱାରାଣ୍ଟାଇନ୍ ସେଣ୍ଟର ପରିଦର୍ଶନ କଲେ ଉପଜିଲାପାଳ
ଶେରଗଡ଼,୨ା୪(ଡି.ଏନ୍.ଏ.)- ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ବୁଧବାର ଶେରଗଡ ପରିଦର୍ଶନରେ ଆସି ବିଭିନ୍ନ ଅସ୍ଥାୟୀ କ୍ୱାରାଣ୍ଟାଇନ୍ ଶିବିର ବୁଲି ଦେଖିଥିଲେ। ବ୍ଲକର ମହାତ୍ମା ଗାନ୍ଧୀ, ବରମୁଣ୍ଡଳୀ, ମା’ କାଳୀ ଉଚ୍ଚ ବିଦ୍ୟାଳୟରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟର ବୁଲି ଦେଖିଥିଲେ। ପାଣି,…
କରୋନା ଭୟରେ ଆତ୍ମହତ୍ୟା କଲେ ସରକାରୀ କର୍ମଚାରୀ
ସାହାରନପୁର,୨।୪: କରୋନା ଭାଇରସ ଏବେ ସଂକ୍ରମିତଙ୍କୁ ଯେତିକି ଡରାଉଛି ସୁସ୍ଥ ଲୋକ ମଧ୍ୟ ଏହାକୁ ସେତିକି ଭୟ କରୁଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଉତ୍ତର ପ୍ରଦେଶର ସାହାରନପୁର ଅଞ୍ଚଳରେ। ନକୁର ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ସରକାରୀ କର୍ମଚାରୀ…
କୋଭିଡ-୧୯: ବକ୍ସର ଜୋଶୁଆଙ୍କ ସମ୍ପର୍କୀୟ ମୃତ
ଲଣ୍ଡନ,୨।୪(ଏଏଫ୍ପି)- କରୋନା ଭାଇରସ ସଂକ୍ରମଣରେ ବିଶ୍ୱ ହେଭିଓ୍ବେଟ ଚାମ୍ପିୟନ ଆନ୍ଥୋନୀ ଜୋଶୁଆଙ୍କ ଜଣେ ସମ୍ପର୍କୀୟ ବ୍ୟକ୍ତି ମୃତ୍ୟୁ ବରଣ କରିଛନ୍ତି। ବ୍ରିଟେନର ଏହି ତାରକା ବକ୍ସର ଜୋଶୁଆ ଜୁନ୍ରେ ନିଜର ଟାଇଟଲ ବଜାୟ ରଖିବା ପାଇଁ ଆଇବିଏଫ୍ ମାଣ୍ଟାଟୋରୀ ଚ୍ୟାଲେଞ୍ଜର କୁବ୍ରାଟ…
Archives


