Home Left

କୋଭିଡ-୧୯: ବକ୍ସର ଜୋଶୁଆଙ୍କ ସମ୍ପର୍କୀୟ ମୃତ

ଲଣ୍ଡନ,୨।୪(ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣରେ ବିଶ୍ୱ ହେଭିଓ୍ବେଟ ଚାମ୍ପିୟନ ଆନ୍ଥୋନୀ ଜୋଶୁଆଙ୍କ ଜଣେ ସମ୍ପର୍କୀୟ ବ୍ୟକ୍ତି ମୃତ୍ୟୁ ବରଣ କରିଛନ୍ତି। ବ୍ରିଟେନର ଏହି ତାରକା ବକ୍ସର ଜୋଶୁଆ ଜୁନ୍‌ରେ ନିଜର ଟାଇଟଲ ବଜାୟ ରଖିବା ପାଇଁ ଆଇବିଏଫ୍‌ ମାଣ୍ଟାଟୋରୀ ଚ୍ୟାଲେଞ୍ଜର କୁବ୍ରାଟ…

ସ୍ମାର୍ଟ ସିଟିର ଶୀର୍ଷରେ ଥିବା ଇନ୍ଦୋର ବି କରୋନା କବଳରେ

ଇନ୍ଦୋର,୨।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଥରାଇ ଦେଇଛି। ଭାରତରେ ଏହାର ଉପସ୍ଥିତି ଧୀରେ ଧୀରେ ବ୍ୟାପକ ହେବାରେ ଲାଗିଛି। ମହାରାଷ୍ଟ୍ରରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହା ଉଭୟ ରାଜ୍ୟ ଓ କେନ୍ଦ୍ର…

୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍‌ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍‌ସରେ ୫୦୦ ଓ ଅଶ୍ୱିନୀରେ ୧୨୫ ଶଯ୍ୟା ପ୍ରସ୍ତୁତ ହୋଇଛି। ଆଗାମୀ ୩ ଦିନରେ ୫ ଶହ…

ଏସିଆନ୍‌ କପ୍‌ ଫୁଟବଲ: ୨୦୨୭ ବିଡ୍‌ ଦାଖଲ ଡେଡ୍‌ଲାଇନ ଘୁଞ୍ଚିଲା

ହଂକଂ, ୨।୪(ଏଏଫ୍‌ପି): କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଏସିଆନ ଫୁଟବଲ କନ୍‌ଫେଡେରେଶନ (ଏଏଫ୍‌ସି) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି। ୨୦୨୭ ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟର ଆୟୋଜନ ନେଇ ପ୍ରିଲିମିନାରୀ ବିଡ୍‌ ଦାଖଲର ଡେଡ୍‌ ଲାଇନ୍‌ ତଥା ଶେଷ…

ଏସ୍‌ଏଚଜି ଜରିଆରେ ରନ୍ଧାଖାଦ୍ୟ ବଣ୍ଟନ

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ୨୦୯ ଜଣ ମହିଳା, ପୁରୁଷଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ଲକ୍‌ ଡାଉନ ଯୋଗୁ ପ୍ରଭାବିତ ହୋଇଥିବା ନିରାଶ୍ରୟ, ମାନସିକ ବିକାରଗ୍ରସ୍ତ ତଥା ଭିକ୍ଷାବୃତ୍ତି କରି ଜୀବନ ବିତାଉଥିବା ଲୋକମାନଙ୍କୁ ରନ୍ଧାଖାଦ୍ୟ…

ଚାଇନାକୁ ପଛରେ ପକାଇଲା ବ୍ରିଟେନ୍‌: ୧୦ ଦିନରେ ୪୦୦୦ ଶଯ୍ୟା ବିଶିଷ୍ଟ ନାଇଟେଙ୍ଗଲ୍‌ ହସ୍ପିଟାଲର ନିର୍ମାଣ ଶେଷ

ଲଣ୍ଡନ,୨।୪: କରୋନା ସଂକ୍ରମଣର ମୁକାବିଲା ପାଇଁ ଚାଇନାର ପ୍ରସ୍ତୁତିକୁ ବ୍ରିଟେନ୍‌ ପଛରେ ପକାଇ ଦେଇଛି। ଲଣ୍ଡନରେ ବ୍ରିଟେନ ସୈନ୍ୟ ବାହିନୀ ପକ୍ଷରୁ ୪୦୦୦ ଶଯ୍ୟା ବିଶିଷ୍ଟ ନାଇଟେଙ୍ଗଲ୍‌ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ମାତ୍ର ୧୦ ଦିନରେ ଶେଷ ହୋଇଛି। ପୂର୍ବରୁ ଚାଇନା…

କୋଭିଡ-୧୯: ୨ ବର୍ଷର ଦରମା ଦାନ କରିବେ ଗମ୍ଭୀର

ନୂଆଦିଲ୍ଲୀ,୨।୪(ପି.ଟି.): କୋଭିଡ-୧୯ ସଂକ୍ରମଣ ମୁକାବିଲାରେ ଏବେ କ୍ରିକେଟରରୁ ରାଜନେତା ହୋଇଥିବା ଗୌତମ ଗମ୍ଭୀର ସାମିଲ ହୋଇଛନ୍ତି। ସେ ଏବେ ପାର୍ଲାମେଣ୍ଟର ସଦସ୍ୟ ରହିଛନ୍ତି। ଏମ୍‌ପି ହିସାବରେ ସେ ତାଙ୍କର ଦୁଇବର୍ଷର ଦରମାର ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ପ୍ରଦାନ କରିବେ ବୋଲି କହିଛନ୍ତି।…

ଅଣ ଓଡ଼ିଆ ବୋଲି ଖାଇବାକୁ ମିଳୁନି

ବାମରା,୨।୪(ଡି.ଏନ.ଏ.)-ଲକ୍‌ ଡାଉନ୍‌ ପାଇଁ ବାହାର ରାଜ୍ୟର ଶ୍ରମିକ ଓଡିଶାରେ ଫସି ରହିଛନ୍ତି। ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି। ହେଲେ ବାମରା ବ୍ଳକ ଗୋବିନ୍ଦପୁର ପଞ୍ଚାୟତରେ ଅନୁସରଣ କରାଯାଉ ନାହିଁ। ଗତ ପ୍ରାୟ ୨୦ ବର୍ଷ…

ରୁଷ ରାଷ୍ଟ୍ରପତିଙ୍କ ସହ ହାତ ମିଳାଇଥିବା ଡାକ୍ତର କରୋନା ପଜିଟିଭ

ମସ୍କୋ,୨।୪: ରୁଷ ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନ ଏବେ ଆଶଙ୍କା ମଧ୍ୟରେ। କରୋନା ସଂକ୍ରମଣ ତାଙ୍କ ପର୍ଯ୍ୟନ୍ତ ପହଞ୍ଚିଥାଇ ପାରେ ବୋଲି ଏବେ ଅନୁମାନ କରାଯାଉଛି। କିଛିଦିନ ତଳେ ପୁଟିନ ଯେଉଁ ଡାକ୍ତରଙ୍କୁ ଭେଟିଥିଲେ ସେ ଏବେ କରୋନାରେ ପୀଡ଼ିତ ବୋଲି ଜଣାପଡିଛି।…

ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା ରହିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି ସମୟରେ ଲୋକମାନଙ୍କ ଗହଳି…

ବାହା ବେଳ ହୋଇନି

ଯାହା କହନ୍ତୁ ନା କାହିଁକି କ୍ୟାଟ୍ରିନାଙ୍କ ଆଇଡିଆକୁ ମାନିବାକୁ ପଡ଼ିବ। ମ୍ୟାରେଜ ନେଇ ପ୍ରଶ୍ନ କଲେ ତାହାର ଉତ୍ତର କେତେ ଚତୁରତାର ସହ ଦେବାକୁ ପଡ଼େ ତାହାର କାଇଦା ତାଙ୍କୁ ଜଣା। ଦେଖୁନାହାନ୍ତି, ନିକଟରେ ଏ ନେଇ ଏକ ପ୍ରଶ୍ନର ଉତ୍ତରକୁ…

ଇଟାଲୀରେ ୧୩ ହଜାର ଅତିକ୍ରମ କଲା କରୋନା ମୃତ୍ୟୁ ସଂଖ୍ୟା

ରୋମ,୨।୪: ନ୍ୟାଶନାଲ ସିଭିଲ ପ୍ରୋଟେକସନ୍‌ ଡିପାର୍ଟମେଣ୍ଟର ମୁଖ୍ୟ ଆଞ୍ଜେଲୋ ବୋରେଲିଙ୍କ ସୂଚନା ଅନୁଯାୟୀ, ବୁଧବାର ସୁଦ୍ଧା ଇଟାଲୀରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ୧୩,୧୫୫ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ୭୨୭ ଜଣଙ୍କ ମୃତ୍ୟୁ ହେବା ସହ ୨,୯୩୭ ନୂଆ ରୋଗୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri