Home Left

କ୍ୱାରାଣ୍ଟାଇନ୍‌ରେ ସହଯୋଗ ନ କଲେ ଗୁଳି କରିବାକୁ ନିର୍ଦ୍ଦେଶ ଦେଲେ ଫିଲିପାଇନ୍ସ୍‌ ସରକାର !

ମାନିଲା,୨।୪: କରୋନା ସଂକ୍ରମଣ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ପ୍ରତିିଦିନ ବୃଦ୍ଧି ପାଉଛି। ସଂକ୍ରମିତଙ୍କୁ କ୍ୱାରାଣ୍ଟାଇନ୍‌ରେ ମଧ୍ୟ ରଖାଯାଉଛି। କରୋନା ସଂକ୍ରମଣ ରୋକିବା ପାଇଁ ଫିଲିପାଇନ୍ସ୍‌ ସରକାର ଦୃଢ଼…

ରଥକାଠ ଚିରଟ ଅନୁକୂଳ ଲାଗି ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧିଙ୍କ କଟକ ଗସ୍ତ

ପୁରୀ ଅଫିସ,୨ା୪ : ଆସନ୍ତା ଜୁନ୍‌ ୨୩ରେ ମହାପ୍ରଭୁଙ୍କ ରଥଯାତ୍ର୍ରା ଅନୁଷ୍ଠିତ ହେବ। ଅକ୍ଷୟ ତୃତୀୟାରୁ ତିନିରଥ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ଗୁରୁବାର ରଥକାଠ ଚିରଟ ଅନୁକୂଳ ପାଇଁ ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି କଟକ ଗସ୍ତ କରିଛନ୍ତି।…

ପୁଅର ନାମ ଲକ୍‌ଡାଉନ୍‌

ଲକ୍ଷ୍ନୌ: ସମଗ୍ର ବିଶ୍ୱରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ସାରା ଦେଶରୁ କରୋନା କବଳରୁ ଲୋକଙ୍କୁ ରକ୍ଷା କରିବାକୁ ସରକାର ସବୁଆଡେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିରେ ସମସ୍ତଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହି କରୋନା ଯୁଦ୍ଧବେଳେ ଏମିତି…

ସାନିଟାଇଜ୍‌ ହେଲା ସଂକ୍ରାମକ ରୋଗ ଚିକିତ୍ସାଳୟ

ପୁରୀ ଅଫିସ,୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)କୁ ସାନିଟାଇଜ୍‌ କରାଯାଇଛି। ଏହା ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର ୨ଟି…

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି: ମହାପ୍ରଭୁଙ୍କୁ ଲାଗି ହେଲା ଜେଉଡ଼ ଭୋଗ

ପୁରୀ ଅଫିସ,୨।୪: ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଜନ୍ମତିଥି। ଏଥପାଇଁଁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ବୁଧବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି ପରେ ଭିତରେ ପାଣିପଡ଼ି ଟେରା…

ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତ ହେଉଛି ନରେନ୍ଦ୍ର ପୁଷ୍କରିଣୀ

ପୁରୀ ଅଫିସ,୨।୪: ଆସନ୍ତା ୨୬ତାରିଖରେ ପ୍ରସିଦ୍ଧ ଚନ୍ଦନଯାତ୍ରା। ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ୨୧ଦିନ ଧରି ମହାପ୍ରଭୁଙ୍କ ସହ ଜଳ କ୍ରୀଡ଼ା କରିବେ ପଞ୍ଚ ମହାଦେବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ୱ…

କନଷ୍ଟେବଳଙ୍କ ବଦାନ୍ୟତା

ମୁମ୍ବାଇ,୨।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖା ବଢି ଚାଲିଥିବା ବେଳେ ଏବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ବି ସହାୟତାର ସୁଅ ଛୁଟିଛି। ଏହି କ୍ରମରେ ମହାରାଷ୍ଟ୍ରର ହେଡ କନଷ୍ଟେବଳ ବାପୁ ସାହେବ ଡାଙ୍ଗରେ ୧୦ ହଜାର ଟଙ୍କା ଦାନ…

ତହସିଲ କାର୍ଯ୍ୟାଳୟ ନିକଟରେ ଅଟକି ରହିଛି ଶତାଧିକ ଗାଡ଼ି, ଚାଳକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହୋଇଛି କି ନାହିଁ ସନ୍ଦେହ

ଗଞ୍ଜାମ,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁକୁ ନେଇ ସାରା ବିଶ୍ୱ ଏବେ ଆତଙ୍କିତ ଅବସ୍ଥାରେ ରହିଛି। ଏଥିପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି ପରିସ୍ଥିତିରେ ଗଞ୍ଜାମ ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୨୦୦ମିଟର ଦୂରରେ ବାହାର ରାଜ୍ୟରୁ ଆସିଥିବା ଶହ…

ଶ୍ରୀମନ୍ଦିରରେ ଲୋକନାଥଙ୍କ ଅଶୋକାଷ୍ଟମୀ ନୀତି

ପୁରୀ ଅଫିସ,୨।୪: ପବିତ୍ର ଚୈତ୍ର ଶୁକ୍ଳପକ୍ଷ ଅଷ୍ଟମୀକୁ ଅଶୋକାଷ୍ଟମୀ କୁହାଯାଏ। ବୁଧବାର ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଯାଇଛି। ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି। ବୁଧବାର…

କରୋନା ନା ନେଲେ ହେବ ଜେଲଦଣ୍ଡ !

ଆଶଗାବାଟ,୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ତେବେ କରୋନା ନା ନେଲେ ଜେଲଦଣ୍ଡ ଘୋଷଣା କରାଯିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। କେନ୍ଦ୍ରୀୟ ଏସିଆରେ କାସ୍ପିଆନ୍‌ ସାଗରକୂଳରେ ଥିବା…

ଭାବବିହ୍ବଳ କଲା କୁନିଝିଅଙ୍କ ନିବେଦନ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମାନି ନିଜ ନିଜ ଘରେ ସୁରକ୍ଷିତ ରହିବାକୁ ଅନୁରୋଧ କରିଛନ୍ତି ଅରୁଣାଚଳ ପ୍ରଦେଶର ଜଣେ ୯ ବର୍ଷର ଝିଅ। ହେଲେ ତାଙ୍କ ନିବେଦନ…

ରାମ ନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ରାମଙ୍କ ସଦ୍‌ଗୁଣ ଓ ବନ୍ଧୁତ୍ୱର କଥା କହିଥିବା ବେଳେ ଦେଶବାସୀଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି। ସେହିପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri