Home Left

ଘରେ ପାଳନ ହେଲା ଓଡ଼ିଶା ଦିବସ

ଭୁବନେଶ୍ୱର,୨।୪(ବ୍ୟୁରୋ): ସ୍ବତନ୍ତ୍ର ପ୍ରଦେଶ ଗଠନ ହେବାର ୮୫ ବର୍ଷରେ ପଦାର୍ପଣ କରିଛି ଓଡ଼ିଶା। ଏହି ପରିପ୍ରେକ୍ଷୀରେ ପ୍ରତିବର୍ଷ ଏପ୍ରିଲ ୧ରେ ରାଜ୍ୟ ତଥା ବାହାରେ ମହାଆଡ଼ମ୍ବରରେ ପାଳନ ହେଉଥିବା ଉତ୍କଳ ଦିବସ (ଓଡ଼ିଶା ଦିବସ) ଏଥର କିନ୍ତୁ କରୋନା ଲକ୍‌ଡାଇନ୍‌ ପାଇଁ…

ଆଇନଜୀବୀଙ୍କୁ ମିଳିବ ଆର୍ଥିକ ସହାୟତା

କଟକ ଅଫିସ୍‌,୨।୪: କରୋନା ଯୋଗୁ ସାରା ରାଜ୍ୟରେ କୋର୍ଟଗୁଡ଼ିକ ବନ୍ଦ ରହିଛି। ଫଳରେ ବହୁ ଆଇନ୍‌ଜୀବୀ ସାମୟିକ ଭାବେ ଜୀବିକା ହରାଇଛନ୍ତି। ବିଶେଷକରି କନିଷ୍ଠ ଆଇନ୍‌ଜୀବୀମାନେ ପ୍ରଭାବିତ ହୋଇଛନ୍ତି। ଏଣୁ କ୍ଷତି ସହୁଥିବା ଆଇନ୍‌ଜୀବୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ନିଷ୍ପତ୍ତି…

ଭେଣ୍ଡିଂ ଜୋନ୍‌ରେ ଜଳିଗଲା ୮ ଦୋକାନ

ଭୁବନେଶ୍ୱର,୨।୪ (ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏଜି ଛକ ନିକଟ ଭେଣ୍ଡିଂଜୋନ୍‌ରେ ବୁଧବାର ରାତି ପ୍ରାୟ ୯ଟାରେ ନିଆଁ ଲାଗି ୮ ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିବାରୁ ସେଠାରେ ଥିବା ଅନ୍ୟ ୧୫ ଦୋକାନ ବର୍ତ୍ତି…

ନିରାଡ଼ମ୍ବରରେ ଜନ୍ମଦିନ ପାଳିବେ ପ୍ରଭୁ ଶ୍ରୀରାମ

ଭୁବନେଶ୍ୱର,୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଛି ରାଜ୍ୟର ସମସ୍ତ ମଠ, ମନ୍ଦିର ଓ ମସ୍‌ଜିଦ। ଏଭଳିସ୍ଥଳେ ଗୁରୁବାର ହେଉଛି ପବିତ୍ର ରାମନବମୀ। ସର୍ବସାଧାରଣଙ୍କ ପାଇଁ ସମସ୍ତ ମନ୍ଦିର ଦ୍ୱାର ବନ୍ଦ ରହିଥିବାବେଳେ ଠାକୁରଙ୍କର କେବଳ ନୀତିକାନ୍ତି କରାଯାଉଛି। ତେଣୁ ପ୍ରତିବର୍ଷ ଧୂମ୍‌ଧାମ୍‌ରେ…

ସାନିଟାଇଜ ସହ ଭୂତାଣୁନାଶକ ଧୂଆଁ ସ୍ପ୍ରେ

ଭୁବନେଶ୍ୱର, ୨।୪ (ବ୍ୟୁରୋ)/ କଟକରୋଡ, (ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ବିଶୋଧନ କାର୍ଯ୍ୟକ୍ରମ। ବୁଧବାର ଦ୍ୱିତୀୟ ଦିନରେ ହାଇପୋକ୍ଲୋରାଇଡ୍‌ ମିଶା ପାଣିରେ ରାସ୍ତାଘାଟ ବଜାର, କଲୋନୀ ଆଦିକୁ ସାନିଟାଇଜ୍‌ କରାଯାଇଥିବାବେଳେ ଭୂତାଣୁନାଶକ ଧୂଆଁ…

ଅଟୋ, ଟ୍ରକ୍‌ ଚାଳକଙ୍କ ପରିବାରରେ ଭାଳେଣି

ଭୁବନେଶ୍ୱର,୨।୪ (ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ୨୧ ଦିନିଆ ଲକ୍‌ଡାଉନ୍‌ ବିଶେଷକରି ନିମ୍ନ ଓ ମଧ୍ୟବିତ୍ତଙ୍କ ପାଇଁ କାଳ ହୋଇଛି। ଗାଡିମୋଟର ଚଳାଚଳ ବନ୍ଦ ଯୋଗୁ ଅଟୋ ଚାଳକମାନେ ଘରେ ହାତବାନ୍ଧି ବସିଛନ୍ତି। ପ୍ରତିଦିନ ଅଟୋରୁ ହେଉଥିବା ରୋଜଗାରରେ…

ମାଲ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତଟ ରେଳପଥ ୨୦୧୯-୨୦ ଆର୍ଥିକ ବର୍ଷରେ ୨୦୦.୮୫ ମିଲିଅନ୍‌ ଟନ୍‌ ମାଲ୍‌ ପରିବହନ କରି ରେକର୍ଡ଼ କରିଛି। ପୂର୍ବ ଆର୍ଥିକବର୍ଷ ଅର୍ଥାତ୍‌ ୨୦୧୮-୧୯ରେ ପରିହବନ ହୋଇଥିବା ୧୯୧.୭୬ ମିଲିୟନ ଟନ୍‌ଠାରୁ ଏହା ୪.୭୩ ପ୍ରତିଶତ ଅଧିକ ରହିଛି। ସେହିଭଳି ୨୦୧୯-୨୦ବର୍ଷରେ…

ଓଡ଼ିଶା ଦିବସ: ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭାଷା ଭିତ୍ତିରେ ୧୯୩୬ ମସିହା ଏପ୍ରିଲ ପହିଲାରେ ସ୍ବତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଅତୀତର ଏହି ଗୌରବର ସ୍ମୃତି ଚାରଣ କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୧ରେ ଉତ୍କଳ ତଥା ଓଡ଼ିଶା ଦିବସ ପାଳନ ହୋଇ ଆସୁଛି। ହେଲେ ସାରା…

ନିବେଶକଙ୍କ ୩.୨୦ ଲକ୍ଷ କୋଟି ଘାଟା

ନୂଆଦିଲ୍ଲୀ, ୨।୪: ୨୦୨୦-୨୧ ଆର୍ଥତ୍କ ବର୍ଷର ପ୍ରଥମ ଦିନରେ ଦେଶର ପୁଞ୍ଜି ବଜାର କାରବାର କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ କାରବାର ନିମ୍ନରେ ରହିବା ଯୋଗୁ ନିବେଶକମାନେ ୩.୨୦ ଲକ୍ଷ କୋଟି ଟଙ୍କା କ୍ଷତି ସହିଛନ୍ତି। ଏହି…

ଅଣ ସବ୍‌ସିଡି ଏଲ୍‌ପିଜି ୬୧.୫ ଟଙ୍କା କମିଲା

ନୂଆଦିଲ୍ଲୀ, ୨।୪: ବୁଧବାର ଦେଶ ମଧ୍ୟରେ ଅଣ ସବସିଡି ଏଲ୍‌ପିଜି ଦର ସିଲିଣ୍ଡର ପିଛା ୬୧.୫ ଟଙ୍କା ହ୍ରାସ ଘଟିଛି। ଅନ୍ତର୍ଜାତୀୟ ବଜାରରେ ଦର କମିବା ଯୋଗୁ ଏଭଳି ହ୍ରାସ ଘଟିଥିବା ଜଣାପଡିଛି। ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଏହା ଦ୍ୱିତୀୟ ଥରର…

ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨।୪(ବ୍ୟୁରୋ): ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରୀ ଏବଂ ଅନ୍ୟାନ୍ୟ ସଂସ୍ଥା ମିଳିତ ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ୧୭ ଗୋଷ୍ଠୀ ବେତାର କେନ୍ଦ୍ର ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ହେଲେ ଭଦ୍ରକ ଜିଲା…

କରୋନା ପରୀକ୍ଷା ଲାଗି କିଟ୍‌ ଦିଅ

ଭୁବନେଶ୍ୱର, ୨।୪(ବ୍ୟୁରୋ): ସରକାର ରାଜ୍ୟରେ କୋଭିଡ୍‌-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ମଧ୍ୟ ନିୟମିତ ବ୍ୟବଧାନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ଆବଶ୍ୟକ ପରାମର୍ଶ ଦେଉଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri