Home Left

ଲକ୍‌ଡାଉନ୍‌ ନିୟମ ପାଳନ କରାଇବାକୁ ରାସ୍ତାକୁ ଓହ୍ଲାଇଲେ ଯମରାଜ

କୁର୍ନୁଲ,୧।୪: କରୋନା ଭାଇରସ୍‌କୁ ନେଇ ସାରା ଦେଶରେ ଆତଙ୍କ ଖେଳିଯାଇଛି। କରୋନା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ ଥିବା ବେଳେ ଏଥିରୁ ବର୍ତ୍ତିବା ପାଇଁ କେବଳ ସାମାଜିକ ଦୂରତ୍ୱ ଏକମାତ୍ର ଉପାୟ। ଫଳରେ କରୋନାକୁ ବ୍ୟାପିବାରୁ ରୋକିବା ପାଇଁ…

ନିଜାମୁଦ୍ଦିନ୍‌ ଧର୍ମସଭାରେ ଥିଲେ କୋରାପୁଟର୨

ଜୟପୁର,୧ା୪(ନି.ପ୍ର./ଡି.ଏନ୍‌.ଏ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ ଧର୍ମସଭାରେ ଦେଶବିଦେଶରୁ ଲୋକ ଯୋଗଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହି ସଭାରେ ଓଡ଼ିଶାର ୧୫ଜଣ ଯୋଗ ଦେଇଥିବାବେଳେ କୋରାପୁଟ ଜିଲାର ଜୟପୁର ଏବଂ କୋଟପାଡ଼ ଅଞ୍ଚଳର ୨ ବ୍ୟକ୍ତି…

କରୋନା ନେଇ ଗୁଜବ ପ୍ରଚାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

ଭୁବନେଶ୍ୱର,୧।୪(ବ୍ୟୁରୋ): ଦେଶ, ସମାଜ ଏବଂ ରାଜ୍ୟ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ଆଗାମୀ ଦିନରେ କରେନା ସହ ଲଢ଼ିବା ପାଇଁ ପ୍ରତିଟି ବୁନ୍ଦା ସାହସ, ଶକ୍ତି ବଜାୟ ରଖିବାକୁ ପଡ଼ିବ। ହେଲେ କିଛି ଦାୟିତ୍ୱହୀନ ବ୍ୟକ୍ତି ଗୁଜବ ସୃଷ୍ଟି…

କରୋନାକୁ ହରାଇ ଘରକୁ ଫେରିଲେ ଯୁବକ

ପାଟନା,୧।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳାଇଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ବିହାରରୁ ଏକ ଖୁସିଖବର ସାମ୍ନାକୁ ଆସିଛି। ପାଟନାର ନାଳନ୍ଦା ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏନ୍‌ଏମ୍‌ସିଏଚ୍‌)ରେ ଜଣେ…

ଆସନ୍ତା ଦୁଇ ସପ୍ତାହ ଗୁରୁତ୍ୱପୂର୍ଣ୍ଣ, କରୋନାଠାରୁ ୧୫ ଦିନର ମହଲତ ଛଡ଼ାଇ ଆଣିବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ୨୦୦ ଦେଶରେ କରୋନାର ଚିହ୍ନଟ ହୋଇଥିବା ବେଳେ ବୁଧବାର ଅପରାହ୍ନ ୩ଟା ସୁଦ୍ଧା ଏହା ୨୦୩ଟି ଦେଶ ଏବଂ ୨ ଜାହାଜରେ ପହଞ୍ଚିଲାଣି। ବିଶ୍ୱସ୍ତରରେ ମଙ୍ଗଳବାର…

ଚାଇନାରେ ବିନା ଲକ୍ଷଣରେ ୧୫୪୧ କରୋନା ପଜିଟିଭ୍‌

ବେଜିଂ,୧।୪: ଚାଇନାର ଉହାନରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭାଇରସ୍‌କୁ ନେଇ ପ୍ରଥମ ଥର ପାଇଁ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଏହି ତଥ୍ୟ ଅନୁସାରେ ବ୍ୟକ୍ତିଙ୍କଠାରେ କରୋନାର କୌଣସି ଲକ୍ଷଣ ନ ଦେଖାଦେଇ ମଧ୍ୟ ରିପୋର୍ଟରେ ପଜିଟିଭ୍‌ ଆସୁଥିବା…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ସୋର ବିଧାୟକ

ବାହାନଗା,୧ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ବିଧାନସଭା ନିିର୍ବାଚନ ମଣ୍ଡଳୀର ବିଧାୟକ ପର୍ଶୁରାମ ଧଡ଼ା ବିଶ୍ୱ ମହାମାରୀ କରୋନା ଭାଇରସର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩ମାସର ଦରମା ୧ ଲକ୍ଷ ୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେହିପରି…

ମଦ ବେପାରୀଙ୍କୁ ଧରି ପୋଲିସ ଜିମା ଦେଲେ ମହିଳା

ବେଗୁନିଆପଡା,୧ା୪(ଡି.ଏନ.ଏ.)- ବେଗୁନିଆପଡ଼ା ଫାଣ୍ଡି ଚନ୍ଦନପୁର ପଞ୍ଚାୟତର ମୁଣ୍ଡୁଳ ଗ୍ରାମରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦେଶୀ ମଦ ଜବତ କରି ମଦ ବେପାରୀଙ୍କୁ ପୋଲିସ ଜିମା ଦେଇଛନ୍ତି। ଗତ ୨ ମାସ ତଳେ ଏହି ଗ୍ରାମରେ ମଦ ବନ୍ଦ କରିବା ପାଇଁ…

ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ହୋଟେଲ ଗଣପତି

ବରଗଡ଼ ଅଫିସ୍‌,୧।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି । ଏହି ପରିସ୍ଥିତିରେ ଅସହାୟ ପରିବାର ଲୋକେ ଭୋକଶୋଷର ସମ୍ମୁଖୀନ ହୋଇଛନ୍ତି । ଏହାକୁ ହୃଦୟଙ୍ଗମ କରି ବରଗଡ଼ର ହୋଟେଲ ଗଣପତି ପକ୍ଷରୁ…

ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ

ଭଞ୍ଜନଗର,୧।୪(ଡି.ଏନ.ଏ.)- କରୋନା ଯୋଗୁ ସରକାରଙ୍କ ପକ୍ଷରୁ ବୁଧବାର ଉତ୍କଳ ଦିବସ ପାଳନ କରାଯାଇନାହିଁ। କିନ୍ତୁ ଭଞ୍ଜନଗର ବାର୍‌ ଆସୋସିଏଶନ, ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ପ୍ରମୁଖ ସ୍ଥାନରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ହାତଗଣତି ଲୋକଙ୍କୁ ନେଇ ଏହି ଦିବସ ପାଳିତ ହୋଇଥିବା…

୨୨ ସାଧାରଣ ଗାଡି କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭାଇରସ ସନ୍ଦିଗ୍ଧଙ୍କୁ ହସ୍ପିଟାଲ ଓ ଆଇସୋଲେଶନ ସେଣ୍ଟରକୁ ନେବାକୁ ଗାଡି ଚାଳକ ଅମଙ୍ଗ ହୋଇଥାନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲାପ୍ରଶାସନ ଓ ପରିବହନ ବିଭାଗ ଏକ ଅଭିନବ ପଦକ୍ଷେପ ନେଇ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ କରାଯାଇଛି।…

ଅନ୍ଧବିଶ୍ୱାସ: ୧୨ ଘଣ୍ଟା କୀର୍ତ୍ତନ କଲେ ଗାଁ ମାଡ଼ିବନି କରୋନା, ଜଣେ ଗିରଫ

ଗୋଷାଣୀ,୧ା୪(ଡି.ଏନ୍‌.ଏ.): ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ବିଶେଷକରି ଗୁଜବ ଓ ଅନ୍ଧବିଶ୍ୱାସ ଠାରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ କରାଯାଉଛି। ଏଭଳି କାର୍ଯ୍ୟ କଲେ ଗିରଫ କରାଯିବ ବୋଲି ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri