Home Left

ମଦ ବେପାରୀଙ୍କୁ ଧରି ପୋଲିସ ଜିମା ଦେଲେ ମହିଳା

ବେଗୁନିଆପଡା,୧ା୪(ଡି.ଏନ.ଏ.)- ବେଗୁନିଆପଡ଼ା ଫାଣ୍ଡି ଚନ୍ଦନପୁର ପଞ୍ଚାୟତର ମୁଣ୍ଡୁଳ ଗ୍ରାମରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦେଶୀ ମଦ ଜବତ କରି ମଦ ବେପାରୀଙ୍କୁ ପୋଲିସ ଜିମା ଦେଇଛନ୍ତି। ଗତ ୨ ମାସ ତଳେ ଏହି ଗ୍ରାମରେ ମଦ ବନ୍ଦ କରିବା ପାଇଁ…

ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ହୋଟେଲ ଗଣପତି

ବରଗଡ଼ ଅଫିସ୍‌,୧।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି । ଏହି ପରିସ୍ଥିତିରେ ଅସହାୟ ପରିବାର ଲୋକେ ଭୋକଶୋଷର ସମ୍ମୁଖୀନ ହୋଇଛନ୍ତି । ଏହାକୁ ହୃଦୟଙ୍ଗମ କରି ବରଗଡ଼ର ହୋଟେଲ ଗଣପତି ପକ୍ଷରୁ…

ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ

ଭଞ୍ଜନଗର,୧।୪(ଡି.ଏନ.ଏ.)- କରୋନା ଯୋଗୁ ସରକାରଙ୍କ ପକ୍ଷରୁ ବୁଧବାର ଉତ୍କଳ ଦିବସ ପାଳନ କରାଯାଇନାହିଁ। କିନ୍ତୁ ଭଞ୍ଜନଗର ବାର୍‌ ଆସୋସିଏଶନ, ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ପ୍ରମୁଖ ସ୍ଥାନରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ହାତଗଣତି ଲୋକଙ୍କୁ ନେଇ ଏହି ଦିବସ ପାଳିତ ହୋଇଥିବା…

୨୨ ସାଧାରଣ ଗାଡି କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭାଇରସ ସନ୍ଦିଗ୍ଧଙ୍କୁ ହସ୍ପିଟାଲ ଓ ଆଇସୋଲେଶନ ସେଣ୍ଟରକୁ ନେବାକୁ ଗାଡି ଚାଳକ ଅମଙ୍ଗ ହୋଇଥାନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲାପ୍ରଶାସନ ଓ ପରିବହନ ବିଭାଗ ଏକ ଅଭିନବ ପଦକ୍ଷେପ ନେଇ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ କରାଯାଇଛି।…

ଅନ୍ଧବିଶ୍ୱାସ: ୧୨ ଘଣ୍ଟା କୀର୍ତ୍ତନ କଲେ ଗାଁ ମାଡ଼ିବନି କରୋନା, ଜଣେ ଗିରଫ

ଗୋଷାଣୀ,୧ା୪(ଡି.ଏନ୍‌.ଏ.): ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ବିଶେଷକରି ଗୁଜବ ଓ ଅନ୍ଧବିଶ୍ୱାସ ଠାରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ କରାଯାଉଛି। ଏଭଳି କାର୍ଯ୍ୟ କଲେ ଗିରଫ କରାଯିବ ବୋଲି ମଧ୍ୟ…

କରୋନା ଭାଇରସ୍‌: ମେଡିକାଲ ଷ୍ଟାଫ୍‌ ଓ ସଫେଇ କର୍ମଚାରୀଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଦିଲ୍ଲୀରେ କରୋନା ଭାଇରସ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବା ମେଡିକାଲ ଷ୍ଟାଫ୍‌ଙ୍କଠାରୁ ଆରମ୍ଭ କରି ସଫେଇ କର୍ମଚାରୀମାନଙ୍କ ପାଇଁ ଦିଲ୍ଲୀ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଯଦି କରୋନା ଯୁଦ୍ଧରେ କୌଣସି କର୍ମଚାରୀଙ୍କ ମୃତ୍ୟୁ ହୋଇଯାଏ ତେବେ ଦିଲ୍ଲୀ ସରକାର…

ମଦ ସହ ବାଇକ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ,୧।୪- ଲକ୍‌ଡାଉନ ପରେ ବଦବିକ୍ରି ଉପରେ ସରକାର କଟକଣା ଜାରି କରିଛନ୍ତି। ଅନ୍ୟପଟେ ଏହାକୁ ଖାତିରି ନ କରି ଚୋରା ବେପାରୀ ବିଦେଶୀ ମଦ ଚାଲାଣ କରୁଛନ୍ତି। ବୁଧବାର ବଡି ଭୋରରୁ ପୋଲିସ ବେଆଇନ ମଦଚାଲାଣ ବେଳେ ୨ ଜଣଙ୍କୁ…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୧୦୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ

ମାଲକାନଗିରି,୧ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ଯୋଗୁ ସରକାରଙ୍କ ସମେତ ପୋଲିସ ଓ ପ୍ରଶାସନର ଚିନ୍ତା ବଢ଼ୁଛି। ହେଲେ ଏଭଳି ପରିସ୍ଥିତିରେ ମଧ୍ୟ ଲୋକେ ସଚେତନ ହେଉନାହାନ୍ତି। ଲକ୍‌ଡାଉନ୍‌ ଘୋଷଣା ପରଠାରୁ ବିଭିନ୍ନ ମାଧ୍ୟମରେ ଲୋକଙ୍କୁ ବୁଝାଯାଉଛି। ତଥାପି ଲୋକେ…

ସହଯୋଗର ହାତ ବଢାଉଛନ୍ତି ସ୍ବେଚ୍ଛାସେବୀ

ରାଇକିଆ,୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ ବାହାରୁ ଆସି ରାଇକିଆ ବ୍ଲକରେ ଅଟକି ଯାଇଥିବା ଶ୍ରମିକଙ୍କ ଚିନ୍ତା ବଢ଼ିଛି। କାମ ବନ୍ଦ ପରେ ଗଜପତିରୁ ଆସିଥିବା ଶ୍ରମିକ ଗଁାକୁ ଫେରି ପାରିନାହାନ୍ତି। ସେହିପରି ମଧ୍ୟ ପ୍ରଦେଶର କେତେଜଣ ଶ୍ରମିକ ମଧ୍ୟ ଫେରିପାରିନାହାନ୍ତି। ଏମାନଙ୍କୁ ସହଯୋଗର…

ସମ୍ବଲପୁର-ସୋନପୁର ସୀମାକୁ ସିଲ୍‌ କଲା ଧମା ପୋଲିସ

ଧମା, ୧।୪ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ କୋଭିଡ- ୧୯ ସୁରକ୍ଷା କଡାକଡିକୁ ନେଇ କରାଯାଇଥିବା ନିଷ୍ପତ୍ତି ପରେ ସମସ୍ତ ରାଜ୍ୟ ଓ ଜିଲା ସୀମାକୁ ସିଲ କରାଯାଇଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଓ କୋଭିଡ- ୧୯ ତଥା ମେଡିକାଲ ସେବା ଛଡା…

କରୋନା ସନ୍ଦେହ: ସୁରାଟ ଫେରନ୍ତା ଏମ୍‌କେସିଜିରେ ଭର୍ତ୍ତି

ବ୍ରହ୍ମପୁର ଅଫିସ,୧ା୪- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି ହୋଇଛି। ଅନ୍ୟପଟେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ଗାଙ୍ଗପୁର ଅଞ୍ଚଳର ଜଣେ ସୁରାଟ ଫେରନ୍ତା ଏମ୍‌କେସିଜିରେ ଭର୍ତ୍ତି ହୋଇଛନ୍ତି।…

ଚଢ଼ା ଦରରେ ସାମଗ୍ରୀ ବିକି ୨୭ ବ୍ୟବସାୟୀ ଗିରଫ

ଝାରସୁଗୁଡା ଅଫିସ,୧ା୪-ଝାରସୁଗୁଡା ସହର ଶୁକର ବଜାର ଡେଲି ମାର୍କେଟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ା ଦରରେ ବିକ୍ରୟ କରୁଥିବା ଅଭିଯୋଗ ହେବା ପରେ ପ୍ରଶାସନ ବୁଧବାର ଏଠାରେ ଚଢ଼ାଉ କରିଛି। ଝାରସୁଗୁଡା ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri