Home Left

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର ଜାରି ହେବାକୁ ଯାଉଛି। ଗତ କିସ୍ତି (୨୧ତମ) ନଭେମ୍ବର ୧୯, ୨୦୨୫ରେ ପ୍ରଦାନ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି): ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି । ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟରେ ବୁଡ଼ିଯାଇଥିଲେ ପାଞ୍ଚଜଣ ପର୍ଯ୍ୟଟକ। ତେବେ…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ କନିକା ରାଜାଙ୍କ ଦ୍ବାରା ପହିଲି ଘର୍ଷଣ ଲାଗି କରା…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା ଯୋଜନାରେ ବିଛା ଯାଇଥିବା ପାଣି ପାଇପ୍‌ ଫାଟି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର ମିହିର ପ୍ରଧାନ । ସେ ଶିକ୍ଷାକେନ୍ଦ୍ରର ହଷ୍ଟେଲରେ ରହି ପଢ଼ୁଥିବା ବେଳେ ଆଉ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ୍ତ କରିବା ପାଇଁ…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ ହେଉଛି । ଶୈବପୀଠ ମଧ୍ୟରୁ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ବଟେଶ୍ୱର,…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା ସାମ୍ନାକୁ ଆସିଛି। ଜୀବିତ ଥାଇ ମଧ୍ୟ ସରକାରୀ କାଗଜପତ୍ରରେ ‘ମୃତ’ ସାଜିଥିବା ସାବିତ୍ରୀ…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପରେ ସେ ନ୍ୟୁଜିଲ୍ୟାଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି। ନ୍ୟୁଜିଲ୍ୟାଣ୍ଡ ଟିମ ମ୍ୟାନେଜମେଣ୍ଟ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ। ଇଶାନଙ୍କ ଜେଜେବାପା ଅନୁରାଗ ପାଣ୍ଡେ ଏକ ସାକ୍ଷାତକାରରେ ଇଶାନଙ୍କ ପସନ୍ଦ ଓ ବିବାହ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ ବେହେରାଙ୍କ ସ୍ତ୍ରୀ ରଞ୍ଜୁସ୍ମିତା ଗୁରୁତର ହୋଇ ପଡ଼ିଛନ୍ତି। ତାଙ୍କ ଶରୀରର ୪୦ ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?