Home Left

ମାଲିକଙ୍କ ଏଟିଏମରୁ ଟଙ୍କା ଚୋରି: ୨ ଗିରଫ, ଲକ୍ଷେ ୬୪ହଜାର ଟଙ୍କା ଉଦ୍ଧାର

କଣ୍ଟାପଡ଼ା,୩୧ା୩(ଡି.ଏନ୍‌.ଏ)- ମାଲିକଙ୍କ ଏଟିଏମକୁ ବ୍ୟବହାର କରି ଲକ୍ଷାଧିକ ଟଙ୍କା ଚୋରି କରିବା ଅଭିଯୋଗରେ ଓଲଟପୁର ଥାନା ପୋଲିସ ୨ଜଣଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କଣ୍ଟାପଡ଼ା ଗ୍ରାମର ଭଗବାନ ରାଉତରାୟ(୨୮) ଓ ଜିତେନ୍ଦ୍ର ବାରିକ(୨୦)। ପୋଲିସ ସେମାନଙ୍କଠାରୁ ୧,୬୪,୨୫୦ଟଙ୍କା…

ଏଠି ଡାକ୍ତରଙ୍କ ଅବସାଦ ଦୂର କରୁଛି କୁକୁର

ଓ୍ବାଶିଂଟନ,୩୧।୩: କରୋନା ଭାଇରସ ଏବେ ଇଟାଲୀ ଓ ଆମେରିକାରେ ତା’ର କାୟା ବିସ୍ତାର କରିବାରେ ଲାଗିିଛି। ଦିନକୁ ଏଠାରେ ଶହ ଶହ ଲୋକ କରୋନାରେ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ଇଟାଲୀ ଓ ଆମେରିକାରେ…

କରୋନା ଭୂତାଣୁଠାରୁ କିପରି ଦୂରେଇ ରଖେ ସାନିଟାଇଜର

ଓ୍ବାଶିଂଟନ,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ବହୁ ଲୋକ ସାନିଟାଇଜର ବ୍ୟବହାର କରିବାକୁ…

ଫିଫା ମହିଳା ବିଶ୍ୱକପ୍‌: କୋଭିଡ-୧୯ ସତ୍ତ୍ୱେ ଆୟୋଜନ କରିବାକୁ ଏଆଇଏଫ୍‌ଏଫ୍‌ ଆଶାବାଦୀ

ନୂଆଦିଲ୍ଲୀ,୩୧।୩(ପି.ଟି.): କୋଭିଡ-୧୯ର ଆତଙ୍କ ସତ୍ତ୍ୱେ ଆସନ୍ତା ନଭେମ୍ବରରରେ ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ଆୟୋଜନ କରିବାକୁ ଅଲ୍‌ ଇଣ୍ଡିଆ ଫୁଟବଲ ଆସୋସିଏଶନ (ଏଆଇଏଫ୍‌ଏଫ୍‌) ବେଶ୍‌ ଆଶାବାଦୀ ଅଛି। ସାରା ଦେଶ ତଥା ବିଶ୍ୱକପ୍‌ରେ ସବୁ ବଡ଼ବଡ଼ କ୍ରୀଡ଼ା ଇଭେଣ୍ଟ ବାତିଲ…

କୋଭିଡ- ୧୯: ୩ ଲକ୍ଷ ଟଙ୍କା ଦେଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ,୩୧।୩(ପି.ଟି.): କୋଭିଡ- ୧୯ ମୁକାବିଲା ପାଇଁ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଜଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ମଙ୍ଗଳବାର ୩ ଲକ୍ଷ ଟଙ୍କା ଦାନ କରିଛନ୍ତି। ସେ କେନ୍ଦ୍ର ଓ ହରିୟାଣା ରାଜ୍ୟ ରିଲିଫ୍‌ ପଣ୍ଡକୁ ଏହି ଅର୍ଥ ପ୍ରଦାନ…

ହାତ,ଗୋଡ଼ ବାନ୍ଧି ଲୁଟିନେଲେ ୩୦ଭରି ସୁନା ଗହଣା

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ ଟାଉନ ଥାନା ଅନ୍ତର୍ଗତ ବନ୍ଦା ଗ୍ରାମରେ ସୋମବାର ଭୋର୍‌ ପ୍ରାୟ ୫ଟାରେ ଏକ ବଡ଼ ଧରଣର ଲୁଟ୍‌ପାଟ୍‌ ହୋଇଥିବା ଅଭିଯୋଗ ହୋଇଛି । ଗ୍ରାମର ଗଙ୍ଗାରାମ ଦାଶଙ୍କ ହାତ, ଗୋଡ଼ ବାନ୍ଧି ୩ ଦୁର୍ବୃତ୍ତ ଘରେ ଥିବା ୩୦…

ଏପ୍ରିଲ ଫୁଲ୍‌କୁ ନେଇ ଗୁଜବ କଲେ ହେବ କଠୋର କର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୩୧।୩: ରାତି ପାହିଲେ ଏପ୍ରିଲ ପହିଲା ବା ଏପ୍ରିଲ୍‌ ଫୁଲ୍‌। ଏହାକୁ ନେଇ କିଏ କେତେ ଥଟ୍ଟାମଜା କରିଥାଆନ୍ତି। ହେଲେ ଏବେ ଦେଶରେ ଲକ୍‌ଡାଉନ୍‌ ସାଙ୍ଗକୁ କରୋନା ଭାଇରସକୁ ନେଇ ପରିସ୍ଥିତି ଗମ୍ଭୀର ଥିବାରୁ ଏସବୁଥିରୁ ଦୂରେଇ ରହିବାକୁ କହିଛନ୍ତି ମହାରାଷ୍ଟ୍ର…

୮୦ ବର୍ଷ ବୟସ୍କା ୫୫ ଦିନରେ ଲେଖିଲେ ୪୫ଟି ପ୍ରେମପତ୍ର

କଥାରେ ଅଛି ପ୍ରେମ କି ଜାଣେ ଜାତି ଅଜାତି ପ୍ରେମ କି ଜାଣେ ବାଧାବିଘ୍ନ। ଯେତେ ବଡ଼ ବିପଦ ଆସୁନା କାହିଁକି ସଚ୍ଚୋଟ ପ୍ରେମ ଆଗରେ ସବୁ ହାର ମାନିଥାଏ। ଏହାରି ଭିତରେ କରୋନା ଭାଇରସ୍‌କୁ ମଧ୍ୟ ହରାଇଦେଇଛି ପ୍ରେମ। ଏହି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଏସଡ଼ିସିସି ବ୍ୟାଙ୍କ ଦେଲା ୫ଲକ୍ଷ ଟଙ୍କା

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏ ନେଇ ବ୍ୟାଙ୍କର ମୁଖ୍ୟ ନିର୍ବାହୀ ଗୁରୁକୃଷ୍ଣ ଦାଶ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ଚେକ୍‌ ପ୍ରଦାନ…

ଥାନାରେ ବିବାହ କଲେ ପ୍ରେମୀଯୁଗଳ

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ ଟାଉନ ଥାନା ପରିସରରେ ମଙ୍ଗଳବାର ନିରାଡ଼ମ୍ବର ଭାବେ ଏକ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୧୭ ନଦୀପଡ଼ାର ପବିତ୍ର ସାହୁ ଅମ୍ବାପାଲିର ଲକ୍ଷ୍ମୀ ମେହେରଙ୍କୁ ଜୀବନସାଥୀଭାବେ ଗ୍ରହଣ କରିଛନ୍ତି । ବିବାହ…

ଏସ୍‌ସିବିରେ ହେବ କରୋନା ପରୀକ୍ଷା

କଟକ ଅଫିସ, ୩୧।୩: କଟକ ଏସ୍‌ସିବି ମେଡିକାଲରେ କରୋନା ଭୂତାଣୁ ପରୀକ୍ଷା କେନ୍ଦ୍ର ଖୋଲାଯିବ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁମତି ପ୍ରଦାନ କରିଥିବା ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ମଙ୍ଗଳବାର ସୂଚନା ଦେଇଛନ୍ତି। ରାଜ୍ୟର ବିଭିନ୍ନ ବେସରକାରୀ…

ହରିୟାଣାରେ ୨୨ କରୋନା ସଂକ୍ରମିତଙ୍କ ମଧ୍ୟରେ ଜଣେ ନର୍ସ

ପଞ୍ଚକୁଲା,୩୧।୩: ଭାରତରେ ବି କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଅଧିକାଂଶ ରାଜ୍ୟରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ହରିୟାଣାରେ ଏବେ ଏମାନଙ୍କ ସଂଖ୍ୟା ପହଞ୍ଚିଛି ୨୨ରେ। ସେକ୍ଟର-୬ରେ ଥିବା ହସ୍ପିଟାଲର ଜଣେ ନର୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri