Home Left

କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ ସଙ୍କଟରୁ ସମସ୍ତଙ୍କୁ ମୁକୁଳାଇବା ହେଉଛି ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଛନ୍ତି। ଭାରତୀୟ ଦିନିକିଆ…

୨ ମାସ ପର୍ଯ୍ୟନ୍ତ ମାଗଣାରେ ଜି-ସୋନୀ-ଷ୍ଟାର୍‌-କଲର୍ସ ଚ୍ୟାନେଲ ଦେଖିବେ ଲୋକେ: ଆଇବିଏଫ୍‌ କଲା ଘୋଷଣା

ନୂଆଦିଲ୍ଲୀ,୩୧।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ଶୁଟିଂ ହୋଇ ପାରୁନି। ତେଣୁ ଡିଡି-୧ ଏବଂ ଡିଡି-୨ରେ ଲୋକପ୍ରିୟ ଧାରାବାହିକ…

କରୋନା ସହିତ ଲଢ଼େଇ: ଗବେଷଣା ପାଇଁ ୪୦୦୦ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବିସିଜି ଟୀକା

ମେଲବୋର୍ନ,୩୧।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଇତିମଧ୍ୟରେ କୌଣସି ଔଷଧ ପ୍ରସ୍ତୁତ ହୋଇପାରି ନାହିଁ। ପ୍ରତି ଦେଶର ବୈଜ୍ଞାନିକ ଏନେଇ ଗବେଷଣା ଜାରି ରଖିଛନ୍ତି। ତେବେ ଟିବି ପାଇଁ ଦିଆଯାଉଥିବା ପ୍ରତିଷେଧକ ଟୀକା…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୨୫ ଲକ୍ଷ ଟଙ୍କା ଦାନ କଲେ ଲତା

ମୁମ୍ବାଇ,୩୧।୩: କରୋନା ଯୁଦ୍ଧରେ ଜିତିବାକୁ ସମସ୍ତଙ୍କର ଚେଷ୍ଟା ଜାରି ରହିଛି। କରୋନା ମୁକାବିଲା ପାଇଁ ବଳିଉଡ୍‌ର ବହୁ ସେଲିବ୍ରିଟି ସହଯୋଗର ହାତ ବଢାଇଥିବା ବେଳେ ମଙ୍ଗଳବାର ଏଥିରେ ସାମିଲ ହୋଇଛନ୍ତି ଭାରତରତ୍ନ ଲତା ମଙ୍ଗେସକର। ସୁର ସାମ୍ରାଜ୍ଞୀ ଲତା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ…

ନଏଡାରେ ନୂଆ ଜିଲାପାଳ ଭାବେ ନିଯୁକ୍ତ ହେଲେ ପାରା ବ୍ୟାଡମିଣ୍ଟନ ଚାମ୍ପିୟନ

ନଏଡା,୩୧।୩: ନଏଡାରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଉତ୍ତରପ୍ରଦେଶ ସରକାର ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ଏହାରି ଭିତରେ ନଏଡାକୁ କରୋନା କବଳରୁ ରକ୍ଷା କରିବା ପାଇଁ ଆଇଏଏସ୍‌ ଅଧିକାରୀ ତଥା ପାରା…

ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ବଣ୍ଟାଗଲା ରାଶନ

ରାଇକିଆ,୩୧।୩(ଡି.ଏନ୍‌. ଏ.): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ସୁରକ୍ଷା ଦୃଷ୍ଟିରୁ ପ୍ରତି ପଞ୍ଚାୟତରେ ୱାର୍ଡ ସ୍ତରରେ ରାଶନ ବଣ୍ଟନ ପାଇଁ ପଦକ୍ଷେପ ନିଆଯାଇଛି। ଲୋକେ ଯେପରି ଘର ପାଖରେ ସୁବିଧାରେ ପାଇ ପାରିବେ…

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଣ୍ଡକୁ ସହଯୋଗର ହାତ ବଢାଇ ନାନା ପାଟେକର ଦେଲେ ଭଲ ଉପଦେଶ

ମୁମ୍ବାଇ,୩୧।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାରେ। ଭାରତରେ ବି ବେଳକୁ ବେଳ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଏକେ କରୋନା ପାଇଁ ସମସ୍ତେ ସହାୟତାର ହାତ ବଢାଇଛନ୍ତି। ବଲିଉଡ୍‌ର ଭେଟେରାନ ଆକ୍ଟର ନାନା ପାଟେକର ତାଙ୍କ…

ଗୋପ ପରିବା ବଜାର ମେଳଣ ପଡ଼ିଆକୁ ସ୍ଥାନାନ୍ତର

ଗୋପ,୩୧।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ ଏବେ କରୋନାକୁ ନେଇ ଆତଙ୍କ ଲାଗି ରହିଛି। ଏ ନେଇ ରାଜ୍ୟ ସରକାର ଲୋକଙ୍କୁ ଘରେ ରହିବା ସହ ସାମାଜିକ ଦୂରତା ପ୍ରତି ଦୃଷ୍ଟି ଦେବାକୁ ଅନୁରୋଧ କରୁଛନ୍ତି। ମାତ୍ର ପୁରୀ ଜିଲା ଗୋପ ଥାନା ଅଞ୍ଚଳରେ…

ଚୈତ୍ର ମଙ୍ଗଳବାର: କରୋନାରୁ ରକ୍ଷା ଲାଗି ମା’ତାରାତାରିଣୀଙ୍କ ପୀଠରେ ହେଲା ସ୍ବତନ୍ତ୍ର ପୂଜା

ପୁରୁଷୋତ୍ତମପୁର, ୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ଚୈତ୍ର ମଙ୍ଗଳବାର ଚତୁର୍ଥ ପାଳି ଯାତ୍ରା ଅବସରରେ ଜନଶୂନ୍ୟ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମା’ ଶୀତଳାଙ୍କ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର କରୋନାକୁ…

ପଞ୍ଚମଥର ବି ବଲିଉଡ୍‌ ଗାୟିକାଙ୍କ କରୋନା ସଂକ୍ରମିତ ରିପୋର୍ଟ ଆସିଲା ପିଜିଟିଭ

ଲକ୍ଷ୍ନୌ,୩୧।୩: ବଲିଉଡ୍‌ ସିଙ୍ଗର କନିକା କପୁର କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଖବର ସମସ୍ତଙ୍କୁ ଜଣା। ତେବେ ପଞ୍ଚମଥର ବି ତାଙ୍କ ରିପୋର୍ଟ ପଜିଟିଭ ଆସିବା ତାଙ୍କ ପ୍ରଶଂସକଙ୍କୁ ଚିନ୍ତାରେ ପକାଇ ଦେଇଛି। କନିକା ଏବେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟ…

ମୀନା କୁମାରୀଙ୍କ ଜୀବନ ଥିଲା ଫିଲ୍ମ ଭଳି ଦୁଃଖଭରା: ତିନିତଲାକ୍‌ ପରେ ହଲାଲାରେ ଫେରିଥିଲେ ପ୍ରଥମ ସ୍ବାମୀଙ୍କ ପାଖକୁ

ମୁମ୍ବାଇ: ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ଅଭିନେତ୍ରୀ ମୀନା କୁମାରୀ ଝିଅ ହୋଇଥିବାରୁ ତାଙ୍କ ପିତା ତାଙ୍କୁ ନେଇ ଅନାଥାଶ୍ରମରେ ଛାଡିଆସିଥିଲେ। ସେ ୧୯୩୩ ଅଗଷ୍ଟ ୧ରେ ମୁମ୍ବାଇର ଦାଦରଠାରେ ଜନ୍ମଗ୍ରହଣ କରିଥିଲେ। ତେବେ ମା’ଙ୍କର କାନ୍ଦ ଦେଖି ଶେଷରେ ମୀନା କୁମାରୀଙ୍କୁ…

ଘରେ ବସି ମିଳିବ ଜରୁରୀ ସାମଗ୍ରୀ: ପ୍ରଶାସନ ଜାରି କଲା ହେଲ୍ପଲାଇନ୍‌ ନମ୍ବର

ନଏଡା,୩୧।୩: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାରି ଭିତରେ କରୋନା ସଙ୍କଟକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ଘଡିସନ୍ଧି ମୁହୂର୍ତ୍ତରେ ଉତ୍ତରପ୍ରଦେଶ ନଏଡାର ପ୍ରଶାସନ ଲୋକଙ୍କ ପାଇଁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri