କରୋନା ସଚେତନତା ପାଇଁ ନିଜ ଘୋଡ଼ାକୁ ଭାଇରସ ଭଳି ରଙ୍ଗେଇଲେ ପୋଲିସ
କୁର୍ନୁଲ,୩୧।୩: କରୋନା ଭାଇରସର ସଂକ୍ରମଣରୁ ବଞ୍ଚିବାକୁ ସାରା ବିଶ୍ୱ ସଂଘର୍ଷ କରୁଥିବା ବେଳେ ସରକାରୀ ସ୍ତରରେ ଏହାକୁ ନେଇ ଆମ ଦେଶରେ ମଧ୍ୟ ସଚେତନତା ସୃଷ୍ଟି କରାଯାଉଛି। ଆନ୍ଧ୍ର ପ୍ରଦେଶର ଜଣେ ପୋଲିସକର୍ମୀ କରୋନା ସଚେତନତା ପାଇଁ ଏକ ଭିନ୍ନ ଉପାୟ…
ଫ୍ରାନ୍ସ୍ରେ କରୋନାର ମୃତ୍ୟୁ ତାଣ୍ଡବ: ମହଙ୍ଗା ପଡ଼ିଲା ଚର୍ଚ୍ଚର ସାମୁହିକ ପ୍ରାର୍ଥନା
ପ୍ୟାରିସ୍,୩୧।୩: କରୋନା ସଂକ୍ରମଣ ଯୋଗୁ ଫ୍ରାନ୍ସ୍ରେ ମୃତ୍ୟୁର ତାଣ୍ଡବ ଜାରି ରହିଛି। ଇତିମଧ୍ୟରେ ଏଠାରେ ମୃତ୍ୟୁ ସଂଖ୍ୟା ୩,୦୨୪ ଛୁଇଁଛି। ଗୋଟିଏ ଦିନରେ ଏଠାରେ ୪୧୮ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଦେଶରେ ୨୦,୯୪୬ ସଂକ୍ରମିତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ…
ସ୍ମାର୍ଟ କିଚେନ ଟିପ୍ସ
ବ୍ୟସ୍ତବହୁଳ ଜୀବନରେ କିପରିଭାବେ ଶୀଘ୍ର ରୋଷେଇ ଘର କାମ ସାରିବେ ସେଇ ଲକ୍ଷ୍ୟରେ ସମସ୍ତେ କାମ କରିଥାନ୍ତି। ଏକ୍ଷେତ୍ରରେ ଆପଣଙ୍କୁ ସ୍ମାର୍ଟ କିଚେନ ଟିପ୍ସ ସମ୍ପର୍କରେ ଜାଣି ରଖନ୍ତୁ… ଅଟା ଚକଟି ସାରିବା ପରେ ହାତରେ କିଛି ରଫାଇନ୍ ତେଲ କିମ୍ବା…
ଲକ୍ଡାଉନ୍: କିପରି ଚାଲିଛି ପରିବାର
କରୋନା କଟକଣା ବଢ଼ାଇଛି ଜଞ୍ଜାଳ। ଘରେ ଏବେ ପରିବାରର ସବୁ ସଦସ୍ୟ। ଏ ସମୟରେ ବଢ଼ିଛି ଗୃହିଣୀଙ୍କ କାମ। ନିତିଦିନିଆ କାମ ସାଙ୍ଗକୁ ପିଲା ଓ ଅନ୍ୟ ସମସ୍ତଙ୍କର ଖବର ବି ବୁଝିବାକୁ ପଡୁଛି । ଏ ସମ୍ପର୍କରେ କେତେକ ଗୃହିଣୀ…
ପିଏମ୍ କେୟାର୍ସ ଫଣ୍ଡକୁ ୫୦୦କୋଟି ଦାନ କଲା ରିଲାଏନ୍ସ
ନୂଆଦିଲ୍ଲୀ,୩୧।୩: କରୋନା ସହ ମୁକାବିଲା ପାଇଁ ଦେଶର ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରି ମଙ୍ଗଳବାର ପିଏମ୍ କେୟାର୍ସ ଫଣ୍ଡକୁ ୫୦୦କୋଟି ଟଙ୍କା ଦାନ କରିବ ବୋଲି ଘୋଷଣା କରିଛି। ଏହାପୂର୍ବରୁ ରିଲାଏନ୍ସ ପକ୍ଷରୁ କୋଭିଡ୍-୧୯ର ରୋଗୀଙ୍କ ଚିକିତ୍ସା…
କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ: ମଙ୍ଗଳ ଆଳତୀ ଦର୍ଶନ ପାଇଁ ସାକ୍ଷୀଗୋପାଳ ମନ୍ଦିରରେ ଭିଡ଼
ସାକ୍ଷୀଗୋପାଳ, ୩୧।୩(ଡି.ଏନ୍.ଏ): କରୋନା କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ। ସକାଳୁ ସକାଳୁ ମଙ୍ଗଳ ଆଳତୀ ଦର୍ଶନ ପାଇଁ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ବାର ସମ୍ମୁଖରେ ସ୍ଥାନୀୟ ଶ୍ରଦ୍ଧାଳୁ ନିୟମିତ ଭିଡ଼ ଲଗାଉଛନ୍ତି। ପାଳିଆ ସେବକଙ୍କ ଛଡ଼ା ଅନ୍ୟ କୌଣସି ବ୍ୟକ୍ତିଙ୍କ…
ବିପଦ ସାଜିଛନ୍ତି ଯାଞ୍ଚରୁ ବର୍ତ୍ତିଥିବା ସୌଦି ଫେରନ୍ତା
ଚେନ୍ନାଇ,୩୧ା୩(ପି.ଟି.): କରୋନା ମୁକାବିଲା ଲାଗି ଦୁବାଇର ସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ ଶନିବାର ନଇଫ୍ ସହରରେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରୁଥିବାବେଳେ ସେଠାରୁ କେରଳ ଫେରିଥିବା ଯାତ୍ରୀ ସଂକ୍ରମଣର ବାହକ ହୋଇଥିବା ରାଜ୍ୟର ସ୍ବାସ୍ଥ୍ୟ ଅଧିକାରୀମାନେ ଆଶଙ୍କା ବ୍ୟକ୍ତ କରୁଛନ୍ତି।…
କୋଭିଡ୍ କଣ୍ଟ୍ରୋଲ ରୁମ୍ ଖୋଲିଲେ ସୋନିଆ
ନୂଆଦିଲ୍ଲୀ,୩୧ା୩ (ଆଇଏଏନ୍ଏସ୍): କୋଭିଡ୍-୧୯ ସମ୍ପର୍କରେ ରାଜ୍ୟ ସଂଗଠନଗୁଡ଼ିକ ସହ ସମନ୍ବୟ ରକ୍ଷା କରି ମାନବୀୟ ସହାୟତା ଯୋଗାଇବା ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏକ କଣ୍ଟ୍ରୋଲ ରୁମ୍ ଖୋଲିଛନ୍ତି। ଏଆଇସିସି ମୁଖ୍ୟାଳୟରେ ଖୋଲାଯାଇଥିବା କେନ୍ଦ୍ରୀୟ କଣ୍ଟ୍ରୋଲ ରୁମ୍ରେ ଏମ୍ପି ରାଜୀବ…
ହାତପାଣ୍ଠିରୁ ପିଏମ୍-କେୟାର୍ସକୁ ଦେଲେ ୩୫ ଏମ୍ପି
ନୂଆଦିଲ୍ଲୀ,୩୧ା୩(ପି.ଟି.): କରୋନା ମୁକାବିଲା ଲାଗି ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କ ଅନୁରୋଧକ୍ରମେ ୩୫ ଜଣ ଏମ୍ପି ସେମାନଙ୍କ ହାତପାଣ୍ଠି (ଏମ୍ପି ଲାଡ୍ସ)ରୁ ୧ କୋଟି ଲେଖାଏ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଠିତ ପିଏମ୍-କେୟାରର୍ସ ପାଣ୍ଠିକୁ ଦେବା ଲାଗି ମଞ୍ଜୁରୀ ପ୍ରଦାନ କରିଛନ୍ତି।…
ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଲା : ୨ରେ ରଥକାଠ ଚିରଟ ଅନୁକୂଳ
ପୁରୀ ଅଫିସ,୩୧ା୩: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ସୋମବାର ପୁରୀରେ ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚତ୍ଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୨୧ ଖଣ୍ଡ କାଠ ଆସିଛି। ଏଥିରେ…
ଯୋଗ ଭିଡିଓ ଶେୟାର କଲେ ମୋଦି
ନୂଆଦିଲ୍ଲୀ,୩୧ା୩ (ଆଇଏଏନ୍ଏସ୍): ଲକ୍ଡାଉନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜକୁ ଫିଟ୍ନେସ ରଖିବା ପାଇଁ ନେଉଥିବା ପଦକ୍ଷେପ ସମ୍ପର୍କରେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଅନେକ ବର୍ଷ ଧରି ଯୋଗ ତାଙ୍କ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଥିବା ସେ କହିଛନ୍ତି। ଅନେକ…
ବଢ଼ି ନ ପାରେ ଲକ୍ଡାଉନ ଅବଧି
ନୂଆଦିଲ୍ଲୀ,୩୧ା୩(ପି.ଟି.): ଦେଶରେ ଗତ ମଙ୍ଗଳବାରଠାରୁ ଲାଗୁ ହୋଇଥିବା ୨୧ ଦିନିଆ ଲକ୍ଡାଉନ ସମୟସୀମା ବୃଦ୍ଧି ପାଇପାରେ ବୋଲି ଗୁଜବ ପ୍ରଚାରିତ ହେଉଥିବାବେଳେ ସେଭଳି ଯୋଜନା ନ ଥିବା ସୋମବାର ସରକାର ସ୍ପଷ୍ଟ କରିଛନ୍ତି। ଲକ୍ଡାଉନ ସମୟ ବୃଦ୍ଧି ନେଇ କେତେକ ଗଣମାଧ୍ୟମରେ…
Archives


