ଶ୍ରୀଜଗନ୍ନାଥ ମହାପ୍ରଭୁ କରୋନା ରିଲିଫ୍ ଫଣ୍ଡ
ପୁରୀ ଅଫିସ, ୩୧ା୩: କରୋନା ପାଇଁ ଏବେ ସବୁଠି ହାହା କାର। ଏହାର ମୁକାବିଲା ପାଇଁ ଦେଶକୁ ଲକ୍ଡାଉନ କରାଯାଇଛି। ଏଥିପାଇଁ ଜନସାଧାରଣଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିଲାଗି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଦାନଦେବା ପାଇଁ ଆହ୍ବାନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ…
ବାହାର ରାଜ୍ୟରୁ ସହାୟତା ପାଇଁ ଆସିଛି ୪,୭୦୦ କଲ୍:ଅସ୍ଥାୟୀ ଶିବିରରେ ରହିଛନ୍ତି ୧୮ହଜାର ଅଣଓଡ଼ିଆ ଶ୍ରମଜୀବୀ
ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ଲକ୍ଡାଉନ୍ରେ ରାଜ୍ୟ ବାହାରେ ଫସିଥିବା ଓଡ଼ିଆମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଭୁବନେଶ୍ୱରରେ ୨୦ ଲାଇନ୍ ବିଶିଷ୍ଟ ଏକ ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରୁଛି। ଏହି କଣ୍ଟ୍ରୋଲରୁମ୍ ସହ ଯୋଗାଯୋଗ ପାଇଁ ହେଲ୍ପଲାଇନ ନଂ.୦୬୭୪-୨୩୯୨୧୧୫ ଓ…
ଶ୍ରୀମନ୍ଦିରରେ ଚୈତ୍ର ଗୁଣ୍ଡିଚା
ପୁରୀ ଅଫିସ,୩୧ା୩: ଶ୍ରୀମନ୍ଦିରରେ ସୋମବାର ଅନୁଷ୍ଠିତ ହୋଇଯାଇଛି ଚୈତ୍ର ଗୁଣ୍ଡିଚା। ଚୈତ୍ରମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥିରେ ଏହି ପର୍ବ ପାଳନ କରାଯାଇଥାଏ। ଏହି ଅବସରରେ ସୂର୍ଯ୍ୟମନ୍ଦିରରୁ ସୂର୍ଯ୍ୟଦେବ ଏକ ସ୍ବତନ୍ତ୍ର ରଥରେ ବସି ଭିତର ବେଢା ପରିକ୍ରମା କରିଥିଲେ। ଶ୍ରୀମନ୍ଦିରରେ…
ଶ୍ରୀମନ୍ଦିରର ଅନ୍ତରୀଣ ବଜେଟ
ପୁରୀ ଅଫିସ,୩୧ା୩: କରୋନା ଯୋଗୁ ଚଳିତବର୍ଷ ଶ୍ରୀମନ୍ଦିର ବଜେଟ ବିଳମ୍ବ ହୋଇଛି। ସୋମବାର ଅର୍ଥ ସବ୍ କମିଟି ବୈଠକରେ ୨୦୨୦-୨୧ ଆର୍ଥିକବର୍ଷ ଲାଗି କେବଳ ଅନ୍ତରୀଣ ବଜେଟ୍ ଆଗତ ହୋଇଛି। ସମସ୍ତ ସଦସ୍ୟଙ୍କ ସହମତି କ୍ରମେ ଏହାକୁ ଆଇନ ବିଭାଗକୁ ପଠାଯିବ।…
ପାରଦ ଟପିଲା ୪୦ ଡିଗ୍ରୀ: ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍ସିୟସକୁ ଟପିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋମବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୩୯.୫,…
ଅସ୍ଥାୟୀ ଆଶ୍ରୟସ୍ଥଳ ଦେଇଛି ଆହାର
କେନ୍ଦୁଝର, ୩୧ା୩ (ନରେଶ ପଟ୍ଟନାୟକ)-କରୋନା ପାଇଁ ସମଗ୍ର ବିଶ୍ୱ ବର୍ତ୍ତମାନ ଆତଙ୍କିତ ଅବସ୍ଥାରେ। ଏହା ଚାରିଆଡ଼େ ତାହାର କାୟା ବିସ୍ତାର କରିବାରେ ଲାଗିଛି। ସମଗ୍ର ବିଶ୍ୱରେ କରୋନା ସଂକ୍ରମଣରେ ୩୪ହଜାରରୁ ଊର୍ଦ୍ଧ୍ୱ ମୃତ୍ୟୁବରଣ କରିଥିବାବେଳେ ଭାରତରେ ମୃତ୍ୟୁ ସଂଖ୍ୟା ୨୯ରେ ପହଞ୍ଚିଛି।…
ଟିଭିଏସ୍ ଗ୍ରୁପ୍ କମ୍ପାନୀ ଦେଲା ୨୫ କୋଟି
ନୂଆଦିଲ୍ଲୀ,୩୧। ୩: କରୋନା ବିରୋଧୀ ଲଢେଇରେ ଟିଭିଏସ୍ ଗ୍ରୁପ୍ ସାମିଲ ହୋଇଛି। ଗ୍ରୁପ୍ ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର୍ସ ପାଣ୍ଠିକୁ ୨୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କୋଭିଡ୍-୧୯ ବିରୋଧରେ ସମସ୍ତେ ଏକାଠି ହୋଇ ଲଢ଼ିବାର ସମୟ ଆସିଛି ବୋଲି ଟିଭିଏସ୍ ମୋଟର…
ଆକ୍ସନ ପ୍ଲାନ୍ ଆରମ୍ଭ କରିବ ହକି ଇଣ୍ଡିଆ
ନୂଆଦିଲ୍ଲୀ, ୩୧।୩- ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି(ଆଇଓସି) ପକ୍ଷରୁ ଟୋକିଓ ଅଲିମ୍ପିକ୍ସ ପାଇଁ ନୂଆ ତାରିଖ ଘୋଷଣା ପରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳ ସେହି ଅନୁସାରେ ନିଜକୁ ପ୍ରସ୍ତୁତ କରିବା ପାଇଁ ସଜବାଜ ହୋଇଛି। ନୂଆ ତାରିଖ ଅନୁସାରେ…
କ୍ଷେତରେ ନଷ୍ଟ ହେଉଛି ଟମାଟୋ: ଚାଷୀ ମୁଣ୍ଡରେ ଚଡ଼କ
ଠାକୁରମୁଣ୍ଡା,୩୦ା୩(ଡି.ଏନ୍.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଭାରତରେ ଲକ୍ଡାଉନ ହୋଇଥିବାରୁ ଚାଷୀମାନଙ୍କ ଉପରେ ଏହାର ପ୍ରଭାବ ପଡ଼ିଛି। ବିଶେଷ କରି ଟମାଟୋ ଚାଷୀମାନଙ୍କର ଅବସ୍ଥା ସଙ୍ଗୀନ ହୋଇପଡ଼ିଛି। ଲକ୍ଡାଉନ ଯୋଗୁ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ…
ଆନନ୍ଦପୁର ଷ୍ଟାଡିୟମରେ ଖୋଲିଲା ପରିବା ବଜାର
ଆନନ୍ଦପୁର,୩୦।୩(ସ୍ବ.ପ୍ର.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପୌରପରିଷଦ ପକ୍ଷରୁ ଆନନ୍ଦପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃଦ୍ଧି ପାଇଥିବା ପରିବା ବଜାରକୁ ନିୟନ୍ତ୍ରଣ କରିବା ପାଇଁ ଏହାକୁ ସାମୁହିକ ଭାବେ ଷ୍ଟାଡିୟମ ପରିସରକୁ ସ୍ଥାନାନ୍ତର କରାଯାଇଛି।…
୨୧ ଦିନିଆ ଅନ୍ଲାଇନ୍ ପାଠପଢ଼ା କ୍ୟାମ୍ପ
ବାଲେଶ୍ୱର ଅଫିସ,୩୦।୩- ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଘୋଷଣା ହେବା ପରେ ଛାତ୍ରୀଛାତ୍ରଙ୍କ ପାଠ ପଢ଼ା ଆପାତତଃ ଠପ୍ ହୋଇଯାଇଛି। ଲକ୍ଡାଉନ୍ ବେଳେ ଘରେ ବସି ଦିନ ବିତାଉଥିବା ଛାତ୍ରୀଛାତ୍ରଙ୍କୁ ଶିକ୍ଷାରେ ମନୋନିବେଶ ପାଇଁ କଳାସଂସ୍କୃତି ଅନୁଷ୍ଠାନ ‘ନାଚ୍’ ପକ୍ଷରୁ…
ଟୋକିଓ ଅଲିମ୍ପିକ୍ସ ପାଇଁ ନୂଆ ତାରିଖ ଘୋଷଣା
ଟୋକିଓ, ୩୦ା୩ (ଏ.ପି)- ଟୋକିଓ ଅଲିମ୍ପିକ୍ସ ଆସନ୍ତା ବର୍ଷ ଜୁଲାଇ ୨୩ରେ ଆରମ୍ଭ ହେବ। ଆୟୋଜକଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। କରୋନା ଭାଇରସ୍ କାରଣରୁ ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଗେମ୍ସକୁ ୨୦୨୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଥିଲା। କହିବା ବାହୁଲ୍ୟ…
Archives


