Home Left

ଏଟିଏମ୍‌ରୁ ସାନିଟାଇଜର ଚୋରିକଲେ ଯୁବକ, ଭିଡିଓ ଭାଇରାଲ

କରୋନା (କୋଭିଡ-୧୯) ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏଥିରୁ ରକ୍ଷାପାଇବା ପାଇଁ ସମସ୍ତେ ମାସ୍କ ଏବଂ ହ୍ୟାଣ୍ଡ୍‌ ସାନିଟାଇଜର ବ୍ୟବହାର କରୁଛନ୍ତି। ତେଣୁ ବର୍ତ୍ତମାନ ମାସ୍କ ଏବଂ ସାନିଟାଇଜରର ଚାହିଦା ବହୁ ମାତ୍ରାରେ ବଢ଼ିଯାଇଛି। ଏପରିକି ହସ୍ପିଟାଲ କର୍ମଚାରୀଙ୍କୁ ମଧ୍ୟ…

ରକ୍ତଦାନ କରି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ବରଗଡ଼ ଅଫିସ୍‌,୩୦।୩- ବରଗଡ଼ ବ୍ଲକ ଖଣ୍ଡହଥା ଗ୍ରାମର ଶହୀଦ୍‌ ରଞ୍ଜନ ଦାଶଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଛି। ନିଷ୍ଠା ପରିବାର ପକ୍ଷରୁ ହୋଇଥିବା ଏହି କାର୍ଯ୍ୟକ୍ରମରେ ଗ୍ରାମବାସୀ ଏବଂ ଶହୀଦଙ୍କ ପରିବାର ଲୋକେ ଶହୀଦ୍‌ ସ୍ମାରକୀପୀଠକୁ ଆସି ଶ୍ରଦ୍ଧାଞ୍ଜଳି ଅର୍ପଣ…

ବ୍ରିଟେନରେ ୬ ମାସ ପର୍ଯ୍ୟନ୍ତ ବଢିପାରେ ଲକ୍‌ଡାଉନ୍‌ ଅବଧି

ଲଣ୍ଡନ,୩୦।୩: ବ୍ରିଟେନରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି। ଏଠାରେ ଗୋଟିଏ ଦିନରେ ଶହ ଶହ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେବେ ଗୋଟିଏ ଦିନରେ ଶହ ଶହ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ରବିବାର ଏଠାରେ ୨୪୩୩ ନୂଆ ରୋଗୀଙ୍କୁ…

ଲକ୍‌ଡାଉନ୍‌: ଘରକୁ ଫେରୁଥିବା ବ୍ୟକ୍ତିଙ୍କ ଶେଷ କଥା, ଯଦି ନେବାକୁ ଆସିପାରିବ ତେବେ ଆସ…

ଆଗ୍ରା,୩୦।୩: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ବର୍ତ୍ତମାନ ସାରା ଦେଶରେ ୨୧ ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ରେ ଜରୁରୀ ସେବା ଜାରି ରହିଥିବା ବେଳେ ଅନ୍ୟ କାର୍ଯ୍ୟପନ୍ଥା ସବୁ ବନ୍ଦ ରହିଛି। କାର୍ଯ୍ୟ ବନ୍ଦ ହୋଇଯିବାରୁ ଶ୍ରମିକମାନଙ୍କ…

ଛତିଶଗଡ଼ ସୀମାନ୍ତ ରାସ୍ତାକୁ ସିଲ୍‌ କଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୩୦।୩-କରୋନା ସଂକ୍ରମଣକୁ ପ୍ରତିହତ ଉଦ୍ଦେଶ୍ୟରେ ସାମାଜିକ ଦୂରତା ବଜାୟ ରଖିବାରେ ଜନ ଚେତନା ବଢ଼ିବାରେ ଲାଗିଛି । ଏହି କ୍ରମରେ ବାହ୍ୟ ଅଞ୍ଚଳରୁ ନିଜ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଗୁଡ଼ିକରେ ପ୍ରବେଶ ଅବରୋଧ କରୁଛନ୍ତି । ସୋମବାର ବରଗଡ଼…

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ ସହ ଚୁକ୍ତି ବୃଦ୍ଧି କଲେ ଏରିକ୍‌ ପାର୍ଟାଲୁ

ବେଙ୍ଗାଲୁରୁ,୩୦। ୩ (ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌ ) କ୍ଲବ ବେଙ୍ଗାଲୁରୁ ଏଫ୍‌ସି ସହିତ ଅଷ୍ଟ୍ରେଲିଆ ମିଡ୍‌ଫିଲ୍ଡର ଏରିକ୍‌ ପାର୍ଟାଲୁ ଚୁକ୍ତି ବଢାଇଛନ୍ତି। ଆଗାମୀ ୨ ବର୍ଷ ପାଇଁ ସେ ଚୁକ୍ତି ବୃଦ୍ଧି କରିଛନ୍ତି। ଫଳରେ ପାର୍ଟାଲୁ ୨୦୨୧-…

୯ ହଜାର ଡାକ୍ତର, ନର୍ସ କରୋନା ସଂକ୍ରମିତ: ଧ୍ୟାନର ସାହାରା ନେଲା ସ୍ପେନ୍‌ ହସ୍ପିଟାଲ!

ମ୍ୟାଡ୍ରିଡ୍‌,୩୦।୩: କରୋନା ସଂକ୍ରମଣ ଏବେ ଇଟାଲୀ ଓ ଆମେରିକାରେ ଅଧିକ ପରିମାଣରେ ଦେଖାଦେଇଥିବା ବେଳେ ସ୍ପେନ ମଧ୍ୟ କିଛି ପଛରେ ନାହିଁ। ଏବେ ସ୍ପେନରେ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ଥିବା ଜଣାପଡିଛି। ଏବେସୁଦ୍ଧା ସ୍ପେନରେ କରୋନା ସଂକ୍ରମଣରେ…

ଚଳିତ ସପ୍ତାହରେ ଅଲିମ୍ପିକ୍ସର ନୂଆ ତାରିଖ ଘୋଷଣା ହୋଇପାରେ: ଆୟୋଜକ

ଟୋକିଓ,୩୦।୩ (ଏଏଫପି)- କୋଭିଡ-୧୯ ଆତଙ୍କ କାରଣରୁ ୨୦୨୦ ଟୋକିଓ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଐତିହାସିକ ନିଷ୍ପତ୍ତି ନେଇଛି। ତେବେ ଚଳିତ ସପ୍ତାହରେ ଅଲିମ୍ପିକ୍ସର ନୂଆ ତାରିଖର ଘୋଷଣା ହୋଇପାରେ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।…

କରୋନା ଭାଇରସ ମୁକାବିଲାରେ ସାହାଯ୍ୟ କରିବାକୁ ଆଇଓଏର ପ୍ରତିଶ୍ରୁତି

ନୂଆଦିଲ୍ଲୀ, ୩୦।୩ (ପି.ଟି.): ଦେଶ ତଥା ସାରା ବିଶ୍ୱରେ କରୋନା ଭାଇରସ ଆତଙ୍କ ଚାଲୁ ରହିଥିବା ବେଳେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ଏହାର ମୁକାବିଲାରେ ସହାୟତା କରିବା ପାଇଁ ଆଗକୁ ଆସିଛି। ଦେଶରେ ସ୍ବାସ୍ଥ୍ୟ ସଙ୍କଟ ଦେଖା ଦେଇଥିବା ବେଳେ…

ଦର ବୃଦ୍ଧି ସ୍ବୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): କରୋନା (କୋଭିନ୍‌-୧୯) ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଦେଶକୁ ୨୧ ଦିନ ଲକ୍‌ଡାଉନ୍‌ କରାଯାଇଛି। ତେବେ ଏହି ଲକ୍‌ଡାଉନ୍‌ ସମୟରେ ଫାଇଦା ଉଠାଉଛନ୍ତି କିଛି ଅସାଧୁ ବ୍ୟବସାୟୀ। କିଛି ଗ୍ରୋସରୀ…

କରୋନା ମାଧ୍ୟମରେ ପ୍ରକୃତି ଦେଇଛି ଆଗତ ବିପଦର ସଚେତନତା ବାର୍ତ୍ତା

ଓ୍ବାଶିଂଟନ,୩୦।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୯ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ସେହିପରି ମୃତ୍ୟୁ ସଂଖ୍ୟା ୩୩ ହଜାର ଟପିଛି। ତେବେ କରୋନା ଭଳି ମହାମାରୀ ମାଧ୍ୟମରେ ପୃଥିବୀ ଉପରେ ଥିବା…

ଯଦି ଶାହରୁଖ ରାଜି ହୋଇଥାଆନ୍ତେ..

ଥରେ ମନେପକାନ୍ତୁ ନା ସୁପରହିଟ୍‌ ଫିଲ୍ମ ‘ସ୍ଲମ୍‌ଡଗ୍‌ ମିଲିୟନେୟାର’କୁ। ଅନିଲ କପୁରଙ୍କ ଅଭିନୀତ ଏହି ଫିଲ୍ମଟି ଦର୍ଶକଙ୍କୁ ବେଶ୍‌ ପ୍ରଭାବିତ କରିଥିଲା। କିନ୍ତୁ ଏହାର କଳାକାର ଚୟନ ସମୟରେ ଏହି ଭୂମିକା ପାଇଁ ଆଉ ଜଣଙ୍କ ନାମ ବିଚାରକୁ ନିଆଯାଇଥିଲା। ଏପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri