ମାସ୍କ ତିଆରି କରି ଗରିବଙ୍କୁ ବାଣ୍ଟିଲେ
ଟିଟିଲାଗଡ, ୩୦।୩ (ଡି.ଏନ.ଏ.)-ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମର ମା’ କୁଦୁରକୁଣୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ମାସ୍କ ତିଆରି କରି ବିକ୍ରି କରିବା ସହିତ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ନିଃସହାୟଙ୍କୁ ମାଗଣାରେ ବଣ୍ଟନ କରାଯାଉଛି।…
ଏମ୍କେସିଜିରେ ପୁଣି ୪ କରୋନା ସନ୍ଦିଗ୍ଧ: ଗୋଟିଏ ପରିବାରର ୩
ବ୍ରହ୍ମପୁର ଅଫିସ,୩୦।୩: ବିଶବ୍ୟାପୀ ଆତଙ୍କ ସୃଷ୍ଟି କରି ଚାଲିଥିବା କରୋନା ଭୂତାଣୁକୁ ନେଇ ଦକ୍ଷିଣ ଓଡ଼ିଶାର ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ଏଠାକାର ଗୋଟିଏ ପରେ ଗୋଟିଏ ସନ୍ଦିଗ୍ଧ ଡାକ୍ତରଖାନାରେ ଭର୍ତ୍ତି ହେବାରେ ଲାଗିଛନ୍ତି। ଏମ୍କେସିଜି ମେଡିକାଲରେ ଶନିବାର ୫ ଜଣ…
କୋଭିଡ-୧୯ : ଜୁନ୍ ୩୦ ପର୍ଯ୍ୟନ୍ତ ଆଇଟିଟିଏଫ୍ ସବୁ ଇଭେଣ୍ଟକୁ ସସ୍ପେଣ୍ଡ କଲା
ନୂଆଦିଲ୍ଲୀ,୩୦।୫(ପି.ଟି.): ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍) ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ତା’ର ସବୁ ଇଭେଣ୍ଟକୁ ବାତିଲ କରିଛି। କୋଭିଡ-୧୯ ସାରା ବିଶ୍ୱରେ ମହାମାରୀର ରୂପ ନେଇଥିବାରୁ ଆଇଟିଟିଏଫ୍ ଏହି ନିଷ୍ପତ୍ତି ନେଇଛି। କେବଳ ସେତିକି ନୁହଁ ବିଶ୍ୱ ର଼୍ୟାଙ୍କିଙ୍ଗ୍କୁ…
ଗରିବ ଲୋକଙ୍କୁ ରାଶନ ସାମଗ୍ରୀ ଦେଲେ ସ୍ଥାନୀୟ ଲୋକେ
ବାମରା, ୩୦।୩ (ଡି.ଏନ.ଏ.)-ସମ୍ବଲପୁର ଜିଲା ବାମରା ସଦର ମହକୁମା ଅଞ୍ଚଳରେ ଲକ ଡାଉନ ଯୋଗୁ ଅନାହାରରେ ଥିବା ଗରିବ ପରିବାରଙ୍କୁ ସ୍ଥାନୀୟ କେତେ ଜଣ ବ୍ୟକ୍ତି ରାସନ ସାମଗ୍ରୀ ଯୋଗାଇ ଦେଇଛନ୍ତି। ପରିବାର ପ୍ରତି ୪ ଦିନର ରାସନ ସାମଗ୍ରୀ ଆକାରରେ…
କରୋନା ଭାଇରସ୍ ବିରୋଧରେ ଲଢ଼ିବା ପାଇଁ ସହାୟତାର ହାତ ବଢ଼ାଇଲେ କାର୍ତ୍ତିକ, ବାଦଶାହ
ମୁମ୍ବାଇ: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନା ଭାଇରସ୍ରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇ ପାଇଁ ବିଭିନ୍ନ…
ପ୍ରିନ୍ସ ହ୍ୟାରୀ, ମେଘନ ମାର୍କେଲଙ୍କ ସୁରକ୍ଷା ଖର୍ଚ୍ଚ ଉଠାଇବାକୁ ମନାକଲା ଆମେରିକା !
ଓ୍ବାଶିଂଟନ, ୩୦।୩: କରୋନା ସଂକ୍ରମଣର ଲଗାତାର ବୃଦ୍ଧିକୁ ଦେଖି ବ୍ରିଟେନ ରାଜ ପରିବାରର ପ୍ରିନ୍ସ ହ୍ୟାରୀ ଓ ମେଘନ ମାର୍କେଲ ନିକଟରେ କାନାଡାରୁ କାଲିଫର୍ନିଆ ଚାଲି ଆସିଥିବା କୁହାଯାଉଛି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର କହିଛନ୍ତି ଏହି…
କରୋନା ସ୍ଥିତି ଅନୁଧ୍ୟାନ କଲେ ଉପଜିଲାପାଳ
ବାମରା, ୩୦।୩ (ଡି.ଏନ.ଏ.)-ବର୍ତ୍ତମାନ କରୋନା ପାଇଁ ସାରା ଦେଶ ସମ୍ପୂର୍ଣ୍ଣ ଲକ ଡାଉନ ପରିସ୍ଥିତିରେ ଗତି କରୁଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାର ଜିଲା ପ୍ରଶାସନକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ କୁଚିଣ୍ଡା ଉପଜିଲାପାଳ ବିଶ୍ୱରଞ୍ଜନ…
ଖାଉଟି ସାମଗ୍ରୀ ଚଢା ଦର ଉପରେ ଲାଗିଲା ଅଙ୍କୁଶ
ଗୁଡଭେଲା,୩୦।୩(ଡିଏନଏ):କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ବ୍ଳକର ବିଭିନ୍ନ ଅଞ୍ଚଳର ବଜାର ବନ୍ଦ ରହିଥିବା ବେଳେ ଖାଉଟି ସାମଗ୍ରୀ, ଔଷଧ ଓ ପନିପରିବା ଦେକାନକୁ ଛାଡି ଅନ୍ୟ ସମସ୍ତ ଦେକାନ ବଜାର ବନ୍ଦ କରାଯାଇଛି ା ଏହାର ସୁଯୋଗ…
କୋଭିଡ-୧୯ ସଂକ୍ରମଣ: ପାକ୍ ସ୍କ୍ବାଶ୍ ଲିଜେଣ୍ଡ ଆଜମ ଖାନ୍ ମୃତ
କରାଚୀ, ୩୦।୩(ପି.ଟି.):ପାକିସ୍ତାନର କିମ୍ବଦନ୍ତୀ ସ୍କ୍ବାଶ୍ ଖେଳାଳି ଆଜମ ଖାନ୍ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଲଣ୍ଡନ୍ରେ ତାଙ୍କର ଦେହାନ୍ତ ହୋଇଛି। ଏ ନେଇ ତାଙ୍କ ପରିବାର ସୂଚନା ଦେଇଛି। ଆଜମ ୧୯୫୯ରୁ ୧୯୬୧ ପର୍ଯ୍ୟନ୍ତ କ୍ରମାଗତ ଭାବେ ବ୍ରିଟିଶ ଓପନ…
ଏମ୍ସ ଟ୍ରମା ସେଣ୍ଟରରେ ଚିକିତ୍ସିତ ହେବେ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୩୦।୩: କୋଭିଡ-୧୯ର ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଦେଖିବା ପରେ ଏବେ ଦିଲ୍ଲୀର ଅଲ ଇଣ୍ଡିଆ ଅନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନସେସ୍(ଏମ୍ସ)ର ଟ୍ରମା ସେଣ୍ଟର ବିଲଡିଂକୁ କୋଭିଡ-୧୯ ହସ୍ପିଟାଲରେ ପରିବର୍ତ୍ତନ କରାଯିବାକୁ ନିଷ୍ପତ୍ତ ନିଆଯାଇଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ଡିକେ…
୩ଡି ଆନିମେଟେଡ୍ ଭିଡିଓ ଶେୟାର କରି ଯୋଗ କରିବାକୁ ମୋଦିଙ୍କ ନିବେଦନ
ନୂଆଦିଲ୍ଲୀ,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଫିଟ୍ନେସ୍କୁ ନେଇ ଏକ ଭିଡିଓ ଜାରି କରିଛନ୍ତି। ଯେଉଁଥିରେ ସେ ଲୋକଙ୍କୁ ଯୋଗ କରିବାକୁ ନିବେଦନ କରିଛନ୍ତି। ସୋମବାର ମୋଦି ଟୁଇଟରରେ ନିଜର ଏକ ୩ଡି ଆନିମେଟେଡ୍ ଭିଡିଓ ଜାରି କରିଛନ୍ତି। ଏଥିରେ ଲୋକଙ୍କୁ…
ମନ୍ଦିର ପରିସରରେ ଚିକେନ କରି ଖାଇବା ପଡ଼ିଲା ମହଙ୍ଗା: ୩ ପୂଜକ କୋର୍ଟ ଚାଲାଣ
ତାଳଚେର,୩୦।୩(ନି.ପ୍ର.): ତାଳଚେରର ପ୍ରସିଦ୍ଧ ଶୈବପୀଠ ପଶ୍ଚିମେଶ୍ୱର ମନ୍ଦିର ପରିସରରେ ପୂଜକମାନେ ଚିକେନ ରୋଷେଇ କରି ଖାଇବା ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ତାଳଚେର ପୋଲିସ ୩ ଜଣ ପୂଜକଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ତାଳଚେର ଥାନାରେ କେସ୍…
Archives


