Home Left

ଇପିଏଫ୍‌ ଉଠାଣ ନେଇ ଶ୍ରମ ମନ୍ତ୍ରଣାଳୟର ଅନୁମତି

ନୂଆଦିଲ୍ଲୀ,୩୦। ୩: ଲକ୍‌ଡାଉନ ସମୟରେ ଲୋକଙ୍କୁ ଆଶ୍ୱସ୍ତି ଦେବା ଲାଗି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(ଇପିଏଫ୍‌) ପାଣ୍ଠିରୁ ଉଠାଣ ନେଇ ହିତାଧିକାରୀଙ୍କୁ ଶ୍ରମମନ୍ତ୍ରଣାଳୟ ଅନୁମତି ପ୍ରଦାନ କରିଛି। ଏବେ ଇପିଏଫଓର ୬ କୋଟି ହିତାଧିକାରୀ ଅଛନ୍ତି। ଗତ ସପ୍ତାହରେ ୧.୭ ଲକ୍ଷ କୋଟି…

ନିଜ ରେକର୍ଡ ଭାଙ୍ଗିଥିଲେ ବୀରେନ୍ଦ୍ର

ଅନ୍ତର୍ଜାତୀୟ କ୍ରିକେଟରେ ରେକର୍ଡ ସୃଷ୍ଟି କରିବା ଏବଂ କିଛି ବର୍ଷ ବ୍ୟବଧାନରେ ସମାନ ଦିନରେ ନିଜ ରେକର୍ଡକୁ ନିଜେ ଭଙ୍ଗ କରିବା। ଏପରି ଏକ ତାରିଖ ସହ ଯୋଡ଼ିହୋଇ ରହିଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ।…

ଖୋଲା ରହିବ ସବୁ ବ୍ୟାଙ୍କ ଶାଖା

ନୂଆଦିଲ୍ଲୀ,୩୦। ୩: ଲକ୍‌ଡାଉନ ସମୟରେ ସବୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଶାଖା ଖୋଲାରହିବ। ବ୍ୟାଙ୍କିଙ୍ଗ ସେବାରେ ଲୋକମାନଙ୍କୁ ଯେଭଳି କୌଣସି ଅସୁବିଧା ନ ଆସେ ସେ ଦିଗରେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବ୍ୟାଙ୍କିଙ୍ଗ ସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗ…

ଜାହାଜ କଣ୍ଟେନର ରହିଣି ଶୁଳ୍କ ଆଦାୟ ହେବନି

ନୂଆଦିଲ୍ଲୀ,୩୦। ୩: ମାର୍ଚ୍ଚ ୨୨ରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ବନ୍ଦରଗୁଡିକରେ କଣ୍ଟେନର ରହଣି ଶୁଳ୍କ ଆଦାୟ ନ କରିବା ଲାଗି କେନ୍ଦ୍ର ଜାହାଜ ମନ୍ତ୍ରଣାଳୟ ପକ୍ଷରୁ ବନ୍ଦରଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ଦରଗୁଡିକରେ ମାଲ ପରିବହନକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି…

ମାସ୍କ, ସାନିଟାଇଜର ଉପଲବ୍ଧତା ନିଶ୍ଚିତ କର: ଏନ୍‌ପିପିଏ

ନୂଆଦିଲ୍ଲୀ,୩୦। ୩: ମାସ୍କ, ଗ୍ଲୋଭ ଏବଂ ସାନିଟାଇଜର ଉପଲବ୍ଧତା ନିଶ୍ଚିତ କରାଇବା ଲାଗି ନ୍ୟାଶନାଲ ଫାର୍ମାସିଟିକାଲ ଅଥରିଟି (ଏନ୍‌ପିପିଏ) ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ନିର୍ଦ୍ଦେଶ ଦେଇଛି। କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ ଘୋଷଣା ହୋଇଥିବାରୁ ଏହି ସାମଗ୍ରୀଗୁଡିକର…

ବକ୍ସରଙ୍କ ପାଇଁ ଅନ୍‌ଲାଇନ୍‌ କୋଚିଂ

ନୂଆଦିଲ୍ଲୀ, ୩୦ା୩ (ପି.ଟି.)-ଅଲିମ୍ପିକ୍ସରେ ଭାଗ ନେବାକୁଥିବା ବକ୍ସର ମାନଙ୍କ ଲାଗି ଅନ୍‌ଲାଇନ୍‌ କୋଚିଂ ବ୍ୟବସ୍ଥା ସୋମବାରଠାରୁ ଆରମ୍ଭ ହେବ। କୋଭିଡ୍‌-୧୯ ଯୋଗୁ ଦେଶରେ ଜାତୀୟ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ବକ୍ସରମାନଙ୍କ ଟ୍ରେନିଂକୁ ଏହା ପ୍ରଭାବିତ କରିଛି। ଏଥିସହିତ ବକ୍ସରମାନଙ୍କ ମାନସିକ ଅବସ୍ଥାରେ…

ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଦେଲେ ଅଚ୍ୟୁତ

ଭଞ୍ଜନଗର,୨୯।୩(ଡି.ଏନ.ଏ)-କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ କରୋନା ମୁକାବିଲା ପାଇଁ ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥରୁ କନ୍ଧମାଳକୁ ୧ କୋଟି ୧୦ଲକ୍ଷ, ବୌଦ୍ଧକୁ ୭୦ ଲକ୍ଷ, ଗଞ୍ଜାମକୁ ୩୫ ଲକ୍ଷ ଓ ନୟାଗଡ଼ ଜିଲାକୁ ୩୫…

ମନଇଚ୍ଛା ପାସ୍‌ ବଣ୍ଟନ କରୁଛି ବ୍ଲକ ପ୍ରଶାସନ: ସରପଞ୍ଚଙ୍କ ସ୍ବାମୀଙ୍କୁ ସରପଞ୍ଚ ମାନ୍ୟତା

ଜୁନାଗଡ,୨୯।୩(ଡି.ଏନ୍‌.ଏ): କୋଭିଡ-୧୯ ପାଇଁ ରାଜ୍ୟରେ ଲକ୍‌ଡାଉନ ହୋଇଛି। ଜରୁରୀକାଳୀନ ସେବା ପାଇଁ ପଞ୍ଚାୟତ ଓ ବ୍ଲକ କର୍ମଚାରୀଙ୍କୁ ଭେଇକିଲ ପାସ୍‌ ଦିଆଯାଉଛି। ଏହି ପାସ୍‌ଗୁଡିକ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ମନଇଚ୍ଛା ଦିଆଯାଉଥିବା ଅଭିଯୋଗ ହେଉଛି। ଏକାଧିକ ଲୋକ…

ରାଜପଥ ପାର୍ଶ୍ୱରେ ଖୋଲିବ ଢାବା, ଗ୍ୟାରେଜ: ନିର୍ଦ୍ଦେଶ ଦେଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ, ୨୯।୩-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକଡାଉନ ଘୋଷଣା କରାଯାଇଛି। ଏହାକୁ ନଜରରେ ରଖି ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କ ସୁବିଧା ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଇଛି । ରାଜ୍ୟ ବାହାରୁ ଆସୁଥିବା ମାଲବାହୀ ଗାଡିଗୁଡ଼ିକର…

କରୋନା କଟକଣା ବେଳେ ଚାଲିଛି ଜୁଆଖେଳ: ଧରାପଡିଲେ ୪

ରୂପ୍‌ସା, ୨୯।୩(ଡି.ଏନ.ଏ.)-କରୋନା କଟକଣା ସତ୍ତ୍ୱେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଛମନଖୁଣ୍ଟା ଅଞ୍ଚଳରେ ଗାଁ ପୋଖରୀ ହୁଡ଼ାରେ ଅବାଧରେ ଜୁଆ ଖେଳ ଚାଲିଥିବା ଅଭିଯୋଗ ହୋଇଥିଲା। ଶନିବାର ରାତିରେ ପୋଲିସ ଚଢ଼ାଉ କରି ଜୁଆ ଆଡ୍ଡାରୁ ୪ଜଣଙ୍କୁ ଗିରଫ କରିବା ସହ…

ବାହାର ରାଜ୍ୟରେ ଫସିଛନ୍ତି ମୟୂରଭଞ୍ଜର ଶତାଧିକ ଯୁବକ

ବାରିପଦା ଅଫିସ, ୨୯ା୩- ମୟୂରଭଞ୍ଜ ଜିଲାର ବିିଭିନ୍ନ ଅଞ୍ଚଳରୁ ଅନ୍ୟ ରାଜ୍ୟକୁ କାମ କରିବାକୁ ଯାଇଥିବା ଶତାଧିକ ଯୁବକ ଲକଡାଉନ ଯୋଗୁଁ ଫସି ରହିଛନ୍ତି। ଉଦ୍ଧାର ପାଇଁ ସେମାନେ ଭିଡ଼ିଓ ପୋଷ୍ଟ କରି ଆକୁଳ ନିବେଦନ କରିଛନ୍ତି। ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ…

ସହଯୋଗ ମାଗିଲେ ଦିଲୀରେ ଅଟକି ରହିଥିବା ଶ୍ରମିକ

ସମ୍ବଲପୁର,୨୮।୩ (ବ୍ୟୁରୋ)- ସମ୍ବଲପୁର ଜିଲା ମେଘପାଳ ଗ୍ରାମଞ୍ଚାତୟର ୩୦ ଶ୍ରମିକ ଦିଲୀରେ ଫସି ରହିଛନ୍ତି । ଉଦ୍ଧାର ଲାଗି ସେମାନେ ସୋସିଆଲ ମିଡିଆରେ ରାଜ୍ୟ ସରକାରଙ୍କ ସହଯୋଗ ଭିକ୍ଷା କରିଛନ୍ତି । ଲକଡାଉନ ୨୧ ଦିନ ପର୍ଯ୍ୟନ୍ତ ଚାଲିବ । ଇତିମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri