ପୋଲିସଙ୍କୁ ମାଗଣାରେ ଚା, ବିସ୍କୁଟ୍ ବାଣ୍ଟିଲେ ଧୀରେନ
ଭୁବନେଶ୍ୱର,୨୯ା୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣରୁ ରୋକିବା ଲାଗି ସାରା ଦେଶରେ ୨୧ଦିନିଆ ଲକ୍ଡାଉନ ଘୋଷଣା କରାଯାଇଛି। ଫଳରେ ଦୋକାନ, ବଜାର ସବୁ ବନ୍ଦ ରହିଛି। ଏହି ସମୟରେ ଜନସାଧାରଣଙ୍କୁ ଘରେ ରହିବାକୁ ନିବେଦନ କରାଯାଇଥିବାବେଳେ ପୋଲିସ, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଖବରଦାତାମାନଙ୍କୁ…
ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା
ରାଇକିଆ,୨୯।୩(ଡି ଏନ ଏ)- କନ୍ଧମାଳ ଜିଲା ରାଇକିଆ ବ୍ଲକ ବଡ଼ବରବା ପଞ୍ଚାୟତର ଖଜୁରିଖମନ ଗ୍ରାମରେ ଶନିବାର ରାତି ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ୪ବଖରା ଘର ପୋଡ଼ି ଯାଇଛି। ରାଇକିଆ ଠାରୁ ପାଖାପାଖି ୩୫ କିମି ଦୂର ଏବଂ ଯୋଗାଯୋଗ ସୁବିଧା…
କରୋନା ସଂକ୍ରମିତଙ୍କୁ ଭିଟାମିନ୍-ସି: ଚାଇନା-ଆମେରିକାରେ ମିଳିଲା ସଫଳତା !
ବେଜିଂ,ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବାରେ କେଉଁ ଔଷଧ ସଫଳ ହେଉ ନ ଥିବାବେଳେ ଏବେ ଭିଟାମିନ୍-ସିର ଉପଯୋଗ ବେଶ୍ ସଫଳ ରହିଛି। ଚାଇନା ଏବଂ ଆମେରିକାର ଗବେଷକ ଏସମ୍ପର୍କରେ ସୂଚନା ଦେଇଛନ୍ତି।…
କରୋନା ସହାୟତା: କେଏସ୍ସିଏ ଦାନ କଲା ଏକ କୋଟି ଟଙ୍କା
ନୂଆଦିଲ୍ଲୀ,୨୯।୩(ପି.ଟି.)- କୋଭିଡ-୧୯ ମୁକାବଲା ପାଇଁ କର୍ନାଟକ କ୍ରିକେଟ ଆସୋସିଏଶନ (କେଏସ୍ସିଏ) ରବିବାର ଏକ କୋଟି ଟଙ୍କା ଦାନ କରିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କେଏସ୍ସିଏ ୫୦ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରିଛି। ଆସୋସିଏଶନ କର୍ନାଟକ ମୁଖ୍ୟମନ୍ତ୍ରୀ ରିଲିଫ୍ ପଣ୍ଡକୁ…
କରୋନା ସହାୟତା: ଏକ ଲକ୍ଷ ଟଙ୍କା ଦାନ କଲେ ଶରଦ କୁମାର
ନୂଆଦିଲ୍ଳୀ, ୨୯।୩(ପି.ଟି.)- ଡବଲ ଏସିଆନ ପାରା ଗେମ୍ସ ହାଇ ଜମ୍ପ ଚାମ୍ପିୟନ ଶରଦ କୁମାର କରୋନା ଭାଇରସ ମୁକାବିଲା ପାଇଁ ଏକ ଲକ୍ଷ ଟଙ୍କା ଦାନ କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଏହି ଅର୍ଥ ପ୍ରଦାନ କରିଛନ୍ତି। ବିହାରର ଏହି…
ସ୍ପିନ୍ ବିପକ୍ଷରେ ଚାପେଲଙ୍କ ସର୍ବକାଳୀନ ଶ୍ରେଷ୍ଠ ଇନିଂସ ତାଲିକାରେ ଲକ୍ଷ୍ମଣଙ୍କ ୨୮୧
ମେଲବୋର୍ନ,୨୯।୩(ପି.ଟି.)- ବିଶ୍ୱସ୍ତରୀୟ ସ୍ପିନ୍ ବୋଲିଂ ବିପକ୍ଷରେ ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଇଆନ ଚାପେଲ ତାଙ୍କ ଦୁଇଟି ସର୍ବକାଳୀନ ଶ୍ରେଷ୍ଠ ତଥା ଫେଭରାଇଟ୍ ଇନିଂସ ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଏଥିରେ ସେ ଭାରତୀୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଭିଭିଏସ୍ ଲକ୍ଷ୍ମଣ ୨୦୦୧ରେ ଇଡେନ…
ବିହାରରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା
ପାଟନା,୨୯।୩: କରୋନା ଭାଇରସ କବଳରେ ସାରା ଦେଶ। ଆସାମକୁ ବାଦ୍ ଦେଲେ ପ୍ରାୟ ସବୁ ରାଜ୍ୟରେ କରୋନା ପଜିଟିଭ ରୋଗୀ ଚିହ୍ନଟ କରାଯାଇଥିବା ବେଳେ ଏବେ ବିହାରରେ ଏମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ସୁଦ୍ଧା ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା…
ଏମ୍କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ ଭର୍ତ୍ତି
ବ୍ରହ୍ମପୁର ଅଫିସ ,୨୯ା୩ – ବିଶ୍ୱବ୍ୟାପୀ ଆତଙ୍କର କାରଣ ପାଲଟିଥିବା କରୋନା ଭୂତାଣୁର ପ୍ରକୋପ ଏବେ ଭାରତ ଉପରେ ଧୀରେ ଧୀରେ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ବଡ ମେଡିକାଲରେ ଦିନକୁ ଦିନ କରୋନା ସନ୍ଦିଗ୍ଧ ପୃଥକୀକରଣ କକ୍ଷରେ ଭର୍ତ୍ତି ହେଉଛନ୍ତି। ଶନିବାର…
ଶ୍ରମିକଙ୍କୁ ସହୟତା କଲା ଆନନ୍ଦପୁର ପ୍ରଶାସନ
ଆନନ୍ଦପୁର,୨୯। ୩(ସ୍ବ.ପ୍ର.)- କରୋନା ପାଇଁ ସମଗ୍ର ଅଞ୍ଚଳ ଲକ୍ ଡାଉନ୍। ଏହା ଦ୍ୱାରା ଶ୍ରମିକମାନେ କାମଧନ୍ଦା ନ ପାଇ ନିରାଶ ହେଉଛନ୍ତି। ଭାଇରସ୍ର ଭୟାବହତାକୁ ଦୃଷ୍ଟିରେ ରଖି ଶ୍ରମିକମାନେ ପରିସ୍ଥିତିର ମୁକାବିଲା କରିବା ପାଇଁ ପଛଘୁଞ୍ଚା ଦେଇନାହାନ୍ତି। ରବିବାର ଏଭଳି ଏକ…
କରୋନା ସମ୍ପର୍କିତ ଭିଡିଓ ଭାଇରାଲ କରି ଜଣେ ଗିରଫ
ବଡବିଲ, ୨୯।୩ (ସ୍ବ.ପ୍ର.)-ଦେଶବ୍ୟାପୀ କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। କରୋନାକୁ ପ୍ରତିହତ କରିବାକୁ ସରକାର ବିଭିନ୍ନ ପଦକ୍ଷେପମାନ ନେଉଥିଲାବେଳେ ୨୧ ଦିନ ପାଇଁ ଦେଶବ୍ୟାପୀ ଲକ ଡାଉନ ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଭୁଲ ତଥ୍ୟ…
୪୧ ଅସ୍ଥାୟୀ ହାଟ କରିବ ବିଏମ୍ସି
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ୨୧ଦିନିଆ ଲକଡାଉନ ଘୋଷଣା ପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ନିରନ୍ତର ସେବା ଯୋଗାଇବା ପାଇଁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦେଇଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)କୁ ଜନସାଧାରଣଙ୍କ ସେବା ଓ ସୁବିଧାକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ନୂଆ…
ଗ୍ରୀଷ୍ମ ପ୍ରବାହ ଯୋଗୁ ଭାରତରେ କମିବ କରୋନା ସଂକ୍ରମଣର ପ୍ରଭାବ !
ଓ୍ବାଶିଂଟନ,୨୯।୩: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବରୁ ଏହାକୁ ନେଇ ବିଶ୍ୱବାସୀ ଭୟଭୀତ ହୋଇଯାଇଛନ୍ତି। ନିକଟରେ କେମ୍ବ୍ରିଜର ମାସାଚୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜିର ଏକ ଅଧ୍ୟୟନ କହିଛି ଭାରତରେ ଆଗାମୀ ଦିନରେ କରୋନା ସଂକ୍ରମଣର ପ୍ରଭାବ କମିଯାଇପାରେ। ଉକ୍ତ…
Archives


