ଶ୍ରମିକଙ୍କୁ ସହୟତା କଲା ଆନନ୍ଦପୁର ପ୍ରଶାସନ
ଆନନ୍ଦପୁର,୨୯। ୩(ସ୍ବ.ପ୍ର.)- କରୋନା ପାଇଁ ସମଗ୍ର ଅଞ୍ଚଳ ଲକ୍ ଡାଉନ୍। ଏହା ଦ୍ୱାରା ଶ୍ରମିକମାନେ କାମଧନ୍ଦା ନ ପାଇ ନିରାଶ ହେଉଛନ୍ତି। ଭାଇରସ୍ର ଭୟାବହତାକୁ ଦୃଷ୍ଟିରେ ରଖି ଶ୍ରମିକମାନେ ପରିସ୍ଥିତିର ମୁକାବିଲା କରିବା ପାଇଁ ପଛଘୁଞ୍ଚା ଦେଇନାହାନ୍ତି। ରବିବାର ଏଭଳି ଏକ…
କରୋନା ସମ୍ପର୍କିତ ଭିଡିଓ ଭାଇରାଲ କରି ଜଣେ ଗିରଫ
ବଡବିଲ, ୨୯।୩ (ସ୍ବ.ପ୍ର.)-ଦେଶବ୍ୟାପୀ କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। କରୋନାକୁ ପ୍ରତିହତ କରିବାକୁ ସରକାର ବିଭିନ୍ନ ପଦକ୍ଷେପମାନ ନେଉଥିଲାବେଳେ ୨୧ ଦିନ ପାଇଁ ଦେଶବ୍ୟାପୀ ଲକ ଡାଉନ ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଭୁଲ ତଥ୍ୟ…
୪୧ ଅସ୍ଥାୟୀ ହାଟ କରିବ ବିଏମ୍ସି
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ୨୧ଦିନିଆ ଲକଡାଉନ ଘୋଷଣା ପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ନିରନ୍ତର ସେବା ଯୋଗାଇବା ପାଇଁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦେଇଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)କୁ ଜନସାଧାରଣଙ୍କ ସେବା ଓ ସୁବିଧାକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ନୂଆ…
ଗ୍ରୀଷ୍ମ ପ୍ରବାହ ଯୋଗୁ ଭାରତରେ କମିବ କରୋନା ସଂକ୍ରମଣର ପ୍ରଭାବ !
ଓ୍ବାଶିଂଟନ,୨୯।୩: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବରୁ ଏହାକୁ ନେଇ ବିଶ୍ୱବାସୀ ଭୟଭୀତ ହୋଇଯାଇଛନ୍ତି। ନିକଟରେ କେମ୍ବ୍ରିଜର ମାସାଚୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜିର ଏକ ଅଧ୍ୟୟନ କହିଛି ଭାରତରେ ଆଗାମୀ ଦିନରେ କରୋନା ସଂକ୍ରମଣର ପ୍ରଭାବ କମିଯାଇପାରେ। ଉକ୍ତ…
ଘରେ ରହିବାକୁ ଅମଙ୍ଗ ଲଣ୍ଡନ ଲୋକେ: ଲକ୍ଡାଉନ୍ ବଢ଼ିପାରେ ୧୨ ସପ୍ତାହ; ଖିଲାପକାରୀଙ୍କୁ ୯୩ ହଜାର ଜରିମାନା
ଲଣ୍ଡନ,୨୯।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇଂଲଣ୍ଡରେ ମଧ୍ୟ ଏହାର ପ୍ରଭାବ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି କରାଯାଇଛି। ତେବେ ଏହାକୁ ମାନିବାକୁ ଲଣ୍ଡନର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି।…
ଆମ୍ବଗଛ ମୂଳେ ୪ ପରିବାର
ବରଗଡ଼ ଅଫିସ୍,୨୯।୩-ଠାକୁରାଣୀ(ସରମଙ୍ଗଳା)ଙ୍କୁ ଧରି ସପରିବାର ଗାଁ ଗହଳିକୁ ଯାଇ ଦୁଇ ପଇସା ରୋଜଗାର କରନ୍ତି । ସେଥିରୁ ସେମାନଙ୍କ ପରିବାର ଗୁଜୁରାଣ ମେଣ୍ଟିଥାଏ । ମାତ୍ର ଲକ୍ ଡାଉନ୍ ଯୋଗୁ ରୋଜଗାର ତ ଦୂରର କଥା, ଗ୍ରାମଠାରୁ ବହୁଦୂର ପଦ୍ମପୁର ଉପଖଣ୍ଡ…
ଶେଫ୍ ପ୍ରସ୍ତୁତ କଲେ କରୋନା ବର୍ଗର: କହିଲେ ‘ଯିଏ ଡରଉଛି ତାକୁ ଖାଅ’
ହନୋଇ: ସମଗ୍ର ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ସୃଷ୍ଟି କରିଚାଲିଛି। ଏହି ପରିସ୍ଥିତିରେ ଜଣେ ବ୍ୟକ୍ତି ଏହି ଭାଇରସ୍କୁ ଖାଇବା ପାଇଁ ପରାମର୍ଶ ଦେଇଛନ୍ତି। ଶୁଣି ଡରିଗଲେ କି? ଡରିବାର କିଛି ନାହିଁ। ସତରେ ଭାଇରସ୍କୁ ଖାଇବେ ନାହିଁ। କରୋନା ନାମରେ…
ସୀମାନ୍ତରେ ପ୍ରବାସୀଙ୍କୁ ଅଟକାଅ: ହାଇକୋର୍ଟ
କଟକ ଅଫିସ,୨୯।୩: ସାରା ବିଶ୍ୱରେ ଏବେ କରୋନା ଆତଙ୍କ। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ନେଇ ଦେଶକୁ ୨୧ ଦିନ ଲକ୍ଡାଉନ୍ ଘୋଷଣା କରାଯାଇଛି। ଗରିବ ଏବଂ ଶ୍ରମିକ ଶ୍ରେଣୀୟ ଲୋକେ ଏହାଦ୍ୱାରା ପ୍ରଭାବିତ…
ଜିଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ: ଲକ୍ଷଣ ଥାଉ ବା ନ ଥାଉ ତୁରନ୍ତ କ୍ୱାରାଣ୍ଟାଇନ୍ରେ ରହିବେ ସଂକ୍ରମିତ ଅଞ୍ଚଳରୁ ଆସିଥିବା ଲୋକେ
ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ସଂକ୍ରମିତ ଦେଶ କିମ୍ବା ଅଞ୍ଚଳରୁ ଓଡ଼ିଶାକୁ ଆସିଥିବା ଲୋକମାନଙ୍କୁ ତୁରନ୍ତ କ୍ୱାରାଣ୍ଟାଇନ୍ରେୁ ରଖିବାକୁ ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ୩ଟି ଦିଗକୁ ଗୁରୁତ୍ୱ…
ସାଇକେଲରେ ଘରକୁ ଫେରିଲେ ବାହାର ରାଜ୍ୟ ଟ୍ରକ୍ ଚାଳକ
ବରଗଡ଼ ଅଫିସ୍,୨୯।୩-ମାଲ୍ ପରିବହନ କାମ ପାଇଁ ବରଗଡ଼ ସହର ଉପକଣ୍ଠ ସିମେଣ୍ଟ କାରଖାନାକୁ ଆସିଥିବା ବାହ୍ୟ ରାଜ୍ୟର କେତେକ ଟ୍ରକ୍ ଚାଳକ ହଇରାଣ ହୋଇଛନ୍ତି। ଲକ୍ ଡାଉନ୍ ପରେ ନୂଆ ସାଇକେଲ କିଣି ସେଥିରେ ନିଜ ଗ୍ରାମକୁ ଫେରଛନ୍ତି। କାରଖାନା କର୍ତ୍ତୃପକ୍ଷଙ୍କଠାରୁ…
ଅସହାୟଙ୍କୁ ଖାଦ୍ୟ ଯୋଗାଉଛନ୍ତି ପୋଲିସ ଅଧିକାରିଣୀ
ଝାରସୁଗୁଡ଼ା ଅଫିସ,୨୯ା୩: ସମଗ୍ର ଦେଶକୁ କରୋନା ମୁକାବିଲା ଲାଗି ଲକ୍ଡାଉନ୍ କରାଯାଇଛି । କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇଓଳି ଖାଇବାକୁ ମଧ୍ୟ ପାଉନାହାନ୍ତି। ସେହିପରି ରାସ୍ତା କଡ଼ରେ…
ପରିସ୍ଥିତି ନ ସୁଧୁରିଲେ ମେ’- ଜୁନ୍ରେ ବି ରିଲିଜ୍ ହେବନି ବଲିଉଡ୍ ଫିଲ୍ମ
ମୁମ୍ବାଇ,୨୯।୩: କରୋନା ଭାଇରସ କାରଣରୁ ଅକ୍ଷୟ କୁମାରଙ୍କ ‘ସୂର୍ଯ୍ୟବଂଶୀ’ ଓ ରଣବୀର ସିଂଙ୍କ ‘୮୩’ର ରିଲିଜ୍କୁ ସ୍ଥଗିତ ରଖାଯାଇଥିଲା। ହେଲେ ଏହି କରୋନା ଏବେ ଏଭଳି ପରିସ୍ଥିତି ସୃଷ୍ଟି କରିଛି ଇଦ୍ ପର୍ଯ୍ୟନ୍ତ ବି ବଲିଉଡ୍ର କୌଣସି ଫିଲ୍ମ ରିଲିଜ୍ କରାଯାଇ…
Archives


