Home Left

ନଗଦ ଉପଲବ୍ଧରେ ହେବନି ଅସୁବିଧା

ନୂଆଦିଲ୍ଲୀ, ୨୯। ୩: ବର୍ତ୍ତମାନ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଯାଇଛି। ବ୍ୟାଙ୍କ ଜରୁରିକାଳୀନ ସେବା ମଧ୍ୟରେ ରହିଥିବାରୁ ଶାଖାଗୁଡିକୁ ବନ୍ଦ କରାଯାଇନାହିଁ। ବର୍ତ୍ତମାନ ଲକ୍‌ଡାଉନ ଯୋଗୁ ବଜାରରେ ନଗଦ ଉପଲବ୍ଧତା ବାଧାପ୍ରାପ୍ତ ହେବାର…

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କୁ ଉଠ୍‌ବସ୍‌ କଲା ପୋଲିସ

ବିନିକା,୨୯ା୩(ଡି.ଏନ୍‌.ଏ.) ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ। ବିନା କାରଣରେ ରାସ୍ତାକୁ ଆସୁଥିବା ଯୁବକଙ୍କୁ ଉଠ୍‌ବସ କରିଛି। ବିନିକା-ସୋନପୁର ମୁଖ୍ୟରାସ୍ତାର ଡଭଲା ଛକରେ ଶନିବାର ଏପରି ଦୃଶ୍ୟ…

ଭୋକିଲା, ଗରିବଙ୍କୁ ମିଳିଲା ୨ ଓଳି ରନ୍ଧା ଖାଦ୍ୟ

ସୋନପୁର,୨୯।୩(ନି.ପ୍ର.) ସୁବର୍ଣ୍ଣପୁର ସହରରେ ଶନିବାର ଆହାର କେନ୍ଦ୍ର ପକ୍ଷରୁ ଭୋକିଲା ପେଟକୁ ଦୁଇ ଓଳି ଅନ୍ନ ଯୋଗାଇବା ଅଭିଯାନ ଆରମ୍ଭ ହୋଇଛି । ବାହାରେ ବୁଲୁଥିବା ଅସହାୟଙ୍କ ହାତ ସାବୁନରେ ଧୋଇ ଦେବା ସହ ମଧ୍ୟାହ୍ନରେ ଓ ରାତିରେ ଭୋଜନ ଦିଆଯାଇଛି…

ନିରାଶ୍ରୟଙ୍କୁ ବଣ୍ଟାଗଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୨୯।୩ – ଲକ୍‌ଡାଉନ କଟକଣା ଲାଗୁ କରାଯିବା ପରେ ସବୁଠାରୁ ବେଶି ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଅସହାୟ। ମୂଲ ମଜୁରି କରି ଚଳୁଥିବା ଶତାଧିକ ପରିବାର ଦିନକୁ ଦୁଇଓଳି ଖାଇବା ପାଇଁ ସଂଘର୍ଷ କରୁଛନ୍ତି। ସେମାନେ ଦୟନୀୟ…

କ୍ୱାରାଣ୍ଟାଇନ୍‌ରେ ରହିଲେ କର କ୍ଲିନିକରୁ ଫେରିଥିବା ରୋଗୀ

ବେଗୁନିଆପଡ଼ା,୨୮ା୩(ଡି.ଏନ୍‌.ଏ.): ରାଜ୍ୟରେ ଚିହ୍ନଟ ହୋଇଥିବା ତୃତୀୟ କରୋନା ପଜିଟିଭ ରୋଗୀ ଭୁବନେଶ୍ୱରସ୍ଥିତ କର କ୍ଲିନିକକୁ ଆସିଥିବା ଜଣାପଡ଼ିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଖୋଜାଚାଲିଛି l ଇତିମଧ୍ୟରେ ଦୁର୍ଘଟଣାରେ ଆହତ ବେଗୁନିଆପଡ଼ା ଅଞ୍ଚଳର ଜଣେ ବ୍ୟକ୍ତି ଉକ୍ତ କ୍ଲିନିକରେ ଚିକିତ୍ସିତ…

ମୁମ୍ବାଇ ଗ୍ରାଉଣ୍ଡ୍ସମ୍ୟାନମାନଙ୍କୁ ୮ଲକ୍ଷ ଟଙ୍କା ଦାନ

ମୁମ୍ବାଇ, ୨୮ା୩ (ପି.ଟି.): କୋଭିଡ୍‌-୧୯ ଲକ୍‌ଡାଉନ୍‌ ଯୋଗୁ ମୁମ୍ବାଇର ବିଭିନ୍ନ ଖେଳପଡ଼ିଆରେ କାର୍ଯ୍ୟରତ ଗ୍ରାଉଣ୍ଡ୍ସମ୍ୟାନମାନେ କଠିନ ପରିସ୍ଥିତି ଦେଇ ଗତି କରୁଛନ୍ତି। ସେମାନଙ୍କୁ ସହାୟତା ପାଇଁ ୮ଟି ମୁମ୍ବାଇ ପ୍ରିମିୟର ଲିଗ୍‌ (ଏମ୍‌ପିଏଲ୍‌) ଦଳର ମାଲିକ ପ୍ରତ୍ୟେକ ୧ଲକ୍ଷ ଟଙ୍କା ଲେଖାଏଁ…

୮ ଓ୍ବେଷ୍ଟହାମ୍‌ ଖେଳାଳିଙ୍କ ନିକଟରେ କରୋନା ଲକ୍ଷଣ

ଲଣ୍ଡନ,୨୮ା୩ (ଏଏଫ୍‌ପି): କରୋନା ଭାଇରସ୍‌ ଲକ୍ଷଣ ଦେଖାଦେବାରୁ ଓ୍ବେଷ୍ଟହାମ୍‌ର ୮ଖେଳାଳି ପୃଥକ୍‌ ବାସରେ ରହିଛନ୍ତି। ଫୁଟ୍‌ବଲ କ୍ଲବର ଭାଇସ୍‌ ଚେୟାରଓମ୍ୟାନ କାରେନ ବ୍ରାଡି ସୂଚନା ଦେଇଛନ୍ତି। ମହାମାରୀର ଶିକାର ହେବାରେ ଓ୍ବେଷ୍ଟହାମ୍‌ ହେଉଛି ସଦ୍ୟତମ ପ୍ରିମିୟର ଲିଗ୍‌ କ୍ଲବ। ଆର୍ସେନାଲ ମ୍ୟାନେଜର…

ଫେରିନାହାନ୍ତି ଶତାଧିକ ଦାଦନ ଶ୍ରମିକ: ସୁରଟରେ ପ୍ରବାସୀ ଓଡ଼ିଆ ସଙ୍ଗଠନର ସହାୟତା

ଭଞ୍ଜନଗର,୨୮।୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରି ସ୍ଥିତିରେ ଭଞ୍ଜନଗର ଅଞ୍ଚଳର ଶତାଧିକ ଦାଦନ ଶ୍ରମିକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ଓଡ଼ିଆମାନେ ଯେଭଳି ସୁରକ୍ଷିତ ରହିବେ ସେ ନେଇ ମୁଖ୍ୟମନ୍ତ୍ରୀ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ…

ହୋମ କ୍ୱାରାଣ୍ଟାଇନ୍‌ରେ ଜିଲାର ୪,୭୭୩ ଜଣ

ଫୁଲବାଣୀ ଅଫିସ, ୨୮ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନ ମଧ୍ୟ ଜାଗ୍ରତ ଅଛି। ରାଜ୍ୟ ଏବଂ ଜିଲା ବାହାରୁ ଆସିଥିବା ଲୋକଙ୍କ…

ଆମ୍ବୁଲାନ୍ସରେ ଯାତ୍ରୀ ବୋହି ଫଶିଲେ, ଡ୍ରାଇଭର ଗଣିଲେ ଜରିମାନା

ଭଦ୍ରକ ଅଫିସ, ୨୮ା୩: କରୋନାରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଏବେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବସ୍‌, ଟ୍ରେନ୍‌, ଅଟୋ ସବୁ ବନ୍ଦ ଥିବାରୁ ଗାଁ ବାହାରେ ରହୁଥିବା ଲୋକେ ଘରକୁ ଫେରିବାକୁ ସୁବିଧା ନ ପାଇ…

ନିରାଶ୍ରୟଙ୍କୁ ଦିଆଗଲା ରନ୍ଧାଖାଦ୍ୟ ଆଳୁ, ପିଆଜ ବିକ୍ରି କଲା ୧୪ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ,୨୮।୩: -କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଦୋକାନ ବଜାର ସବୁ ବନ୍ଦ ହୋଇଯାଇଥିବାରୁ ନିରାଶ୍ରୟ, ଅସହାୟ ଓ ଭିକାରୀମାନେ ଖାଇବାକୁ ନ ପାଇ ବହୁତ ହଇରାଣ ହେଉଛନ୍ତି। ଏହାକୁ ନଜରରେ ରଖି…

ମହିଳା ଛିଙ୍କି ଦେବାରୁ ଦୋକାନୀ ଫିଙ୍ଗିଦେଲେ ୨୬ ଲକ୍ଷ ଟଙ୍କାର ଖାଦ୍ୟ ସାମଗ୍ରୀ

ଓ୍ବାଶିଂଟନ୍‌: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏନେଇ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକେ ଘରେ ରହୁଛନ୍ତି। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପଡ଼ିଲେ ଘରୁ ବାହାରକୁ ଯିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। କରୋନାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri