ଏମିତି ଏକ ଦେଶ, ଯେଉଁଠି କରୋନା ପାଇଁ ନାହିଁ କୌଣସି ପ୍ରତିବନ୍ଧକ
ମହାମାରୀ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଏଥିରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଲକ୍ଷାଧିକ ଲୋକେ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ କେତେକ ଦେଶର ସରକାର ଲକ୍ଡାଉନ୍ ଘୋଷଣା ମଧ୍ୟ କରିଛନ୍ତି।…
ରାଜ୍ୟରେ ତୃତୀୟ: ଗଞ୍ଜାମରେ ୭ଦିନରେ କାର୍ଯ୍ୟକ୍ଷମ ହେବ କୋଭିଡ୍-୧୯ ହସ୍ପିଟାଲ
ଛତ୍ରପୁର,୨୮ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଥିବା ଟାଟା ମେମୋରିଆଲ ହସ୍ପିଟାଲକୁ କୋଭିଡ -୧୯ ହସ୍ପିଟାଲରେ ପରିଣତ କରାଯିବ। ସପ୍ତାହକ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହେବ। ପୂର୍ବରୁ ରାଜ୍ୟ ସରକାର ୨ଟି ଘରୋଇ ହସ୍ପିଟାଲରେ କୋଭିଡ -୧୯ ହସ୍ପିଟାଲ କରିବାକୁ ଚୁକ୍ତି କରିଛନ୍ତି। ଟାଟା…
ଭୁବନେଶ୍ୱରର ୧୨ ହୋଟେଲରେ ଅଛନ୍ତି ୧୫, ହୋମ କ୍ୱାରାଣ୍ଟାଇନ୍ରେ ୧୦୦୦ ସନ୍ଦିଗ୍ଧ
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଭୁବନେଶ୍ୱର ତଥା ବାହାରୁ ଆସୁଥିବା ନାଗରିକଙ୍କ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କ୍ୱାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସହରର କେତେକ ହୋଟେଲ ଏବଂ ବିଭିନ୍ନ ସରକାରୀ କୋଠାକୁ ଚୟନ କରାଯାଇଛି। ଏଥିସହ…
କୋଭିଡ- ୧୯: ୨୦ ଲକ୍ଷ ଟଙ୍କା ଦାନ କଲା ମୋହନ ବାଗାନ
କୋଲକାତା,୨୮।୩ (ପି.ଟି.)- କରୋନା ଭାଇରସ ମହାମାରୀ ବିରୋଧରେ ଚାଲିଥିବା ଲଢେଇ ପାଇଁ ଆଇ- ଲିଗ୍ ଚାମ୍ପିୟନ ମୋହନ ବାଗାନ କ୍ଲବ ୨୦ ଲକ୍ଷ ଟଙ୍କା ଦାନ କରିଛି। ଏହି ଅର୍ଥ ପଶ୍ଚିମବଙ୍ଗ ଷ୍ଟେଟ୍ ଇମର୍ଜେନ୍ସି ରିଲିଫ୍ ପଣ୍ଡକୁ ଦିଆଯାଇଛି ବୋଲି ମୋହନ…
ଚାଇନାରୁ ଫେରିଥିବା ଛାତ୍ରଙ୍କ ଅନୁଭୂତି ଶୁଣିଲେ ମୋଦି
ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ଉହାନରୁ ଫେରିଥିବା ଜଣେ ଛାତ୍ରଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଥିବା ଜଣାପଡିଛି। ଉକ୍ତ ଛାତ୍ର ଜଣଙ୍କ ହେଲେ ଜମ୍ମୁ-କଶ୍ମୀର କାସକୁଟ ବନିହାଲର ନିଜାମୁର ରେହେମାନ। ସେ ଚାଇନାର ଉହାନ ସହରରେ ରହୁଥିବା ବେଳେ…
କରୋନା ପ୍ରତିହତ ପାଇଁ ଗାଁର ପ୍ରବେଶ ପଥକୁ ବନ୍ଦ କଲେ ଯୁବଗୋଷ୍ଠୀ
ବିଜେପୁର, ୨୮।୩(ଡି.ଏନ୍.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାମାଜିକ ଦୂରତା ନିହାତି ଆବଶ୍ୟକ। ଏହାକୁ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ସମଗ୍ର ଦେଶରେ ୨୧ଦିନିଆ ଲକ୍ଡାଉନ ଘୋଷଣା କରିଛନ୍ତି। ଫଳରେ ଗାଁଠୁ ସହର ସବୁଠି ଖାଁ ଖାଁ। ଜରୁରୀ କାମ ନ…
ରବିବାର ସକାଳ ୬ରୁ ୭ଟା ଯାଏ ବନ୍ଦ ରହିବ ହେଲ୍ପଲାଇନ୍ ୧୦୪
ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ବିଶ୍ୱ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ବିଷୟରେ କୌଣସି ପ୍ରକାରର ସହାୟତା ପାଇଁ ରାଜ୍ୟ ସରକାର ପକ୍ଷରୁ ହେଲ୍ପ ଲାଇନ ୧୦୪ ନମ୍ବର ଜାରି କରାଯାଇଛି। ଯେ କେହି ବି ନିଜ ସ୍ବାସ୍ଥ୍ୟ ସମ୍ପର୍କରେ ଥଣ୍ଡା, ଜ୍ୱର, କାଶ କିମ୍ବା କରୋନା…
କରୋନା ଭାଇରସ: ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଲା ଇଟାଲୀର ଭୋ ସହର
ରୋମ,୨୮।୩: କରୋନା ଭାଇରସ ଏବେ ଇଟାଲୀର ମେରୁଦଣ୍ଡକୁ ଭାଙ୍ଗି ଦେଇଛି କହିଲେ ଚଳେ। ଏବେ ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୯ହଜାର ଅତିକ୍ରମ କରିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୮୬ ହଜାରରୁ ଊର୍ଦ୍ଧ୍ୱ ହେଲାଣି। ଏହି କରୋନା ଭାଇରସ ଏବେ…
ତେଲେଙ୍ଗାନାରେ ଫସିଛନ୍ତି ୩ ଓଡ଼ିଆ ଶ୍ରମିକ
ବନ୍ତ,୨୮ା୩(ଡି.ଏନ୍.ଏ.)-କରୋନା ପାଇଁ ସମଗ୍ର ଦେଶ ଲକ୍ ଡାଉନ୍ ହୋଇଥିବା ବେଳେ ବିମାନ, ରେଳ ଓ ବସ ସେବା ବନ୍ଦ ରହିଛି ା ଫଳରେ ଦେଶ ଓ ରାଜ୍ୟ ବାହାରେ ଥିବା ଲୋକେ ଘରକୁ ଫେରିବାରେ ସମସ୍ୟା ଦେଖାଯାଇଛି ା ଏପରିପ୍ରେକ୍ଷୀରେ ଭଦ୍ରକ…
କରୋନାରୁ ଆରୋଗ୍ୟ ହେଲେ ୧୦୧ ବର୍ଷୀୟ ବୃଦ୍ଧ
ରୋମ୍,୨୮।୩- କରୋନା ମହାମାରୀରେ ଇଟାଲୀ ସର୍ବାଧିକ ପ୍ରଭାବିତ ଦେଶ। ଏହି ଦେଶରେ କରୋନା ସଂକ୍ରମଣ ଯୋଗୁ ୯ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରୁ କିନ୍ତୁ ଆରୋଗ୍ୟ ଲାଭ କରିଛନ୍ତି ଜଣେ ୧୦୧ ବର୍ଷୀୟ ବୃଦ୍ଧ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି…
କାମ କରିବାକୁ ଯାଇ ପଶ୍ଚିମବଙ୍ଗରେ ଫସି ରହିଛନ୍ତି ଶ୍ରମିକ: ଘରକୁ ଫେରାଇ ନେବାକୁ ଜିଲାପାଳଙ୍କୁ ଅନୁରୋଧ
ଆରଡ଼ି,୨୮।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଓ ଧୁଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ଗ୍ରାମର ୫ ଶ୍ରମିକ ଓ ଜଣେ ନାବାଳକ ପଶ୍ଚିମବଙ୍ଗ କାମ କରିବାକୁ ଯାଇ ସେଠାରେ ଫସି ରହିଛନ୍ତି। ସେମାନେ ହେଲେ ସତ୍ୟରଞ୍ଜନ ବେହେରା, ମାନସ ମଲ୍ଲିକ, ସୁବ୍ରତ…
କରୋନା ପ୍ରଭାବ: ଖାଦ୍ୟ ସଙ୍କଟରେ ଯାଯାବର ପରିବାର
କେନ୍ଦୁଝର, ୨୮ା୩ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ପାଇଁ ଲକ ଡାଉନ ଘୋଷଣା, ଅନେକ ଜନଜୀବନକୁ ବ୍ୟତିବ୍ୟସ୍ତ କରିପକାଇଛି। ଲକ ଡାଉନ୍ ଘୋଷଣା ହେବା ପରେ ପ୍ଲାଷ୍ଟର ଅଫ ପ୍ୟାରିଶରେ ମୂର୍ତ୍ତି ଗଢି ଏବଂ ବଜାରରେ ବିକି ପେଟପୋଷୁଥିବା ରାଜସ୍ଥାନରୁ ଆସି ଏଠାରେ…
Archives


