Home Left

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ ହେଉଛନ୍ତି। ଶନିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ ‘ସଂକଳ୍ପ’ ପରିବାରର ଷଷ୍ଠ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର ନଗ୍ନଚିତ୍ରକୁ ପଦାରେ ପକାଇଛି। ଜଣେ ଜୀବିତ ବୃଦ୍ଧାଙ୍କୁ କାଗଜପତ୍ରରେ ମୃତ ସଜାଇ ଦୀର୍ଘ…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଟିମ ଇଣ୍ଡିଆ କଲମ୍ବୋରେ ପହଞ୍ଚିଛି। ମ୍ୟାଚ ପୂର୍ବରୁ ଶନିବାର ଏକ ସାମ୍ବାଦିକ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ ଭିତ୍ତିଭୂମି ବିକାଶ ପାଇଁ ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫ ବିଲିୟନ ଲୋକ ଅର୍ଥାତ୍‌ ପ୍ରତି ଚାରି ଜଣଙ୍କ ମଧ୍ୟରୁ ଜଣେ କିଛି ନା…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ ତାଙ୍କ ପରିବାର ଲୋକଙ୍କ ସହିତ ଶନିବାର ପୂର୍ବାହ୍ନରେ ଡ୍ରେସ କିଣିବା ପାଇଁ ମାର୍କେଟକୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ ଦରକାର। ଏସବୁକୁ ସଭାପତି ବିଚାରକୁ ନେଲେ ଭଲ ହେବ ବୋଲି ସେ କହିଛନ୍ତି।…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଆସି ବଳଭଦ୍ରପୁର ଗ୍ରାମରେ ଓହ୍ଲାଥିଲେ।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଦେଖାଦେଇଛି । ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଯୁବକଙ୍କ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା ଏହି ପରମ୍ପରା ଏବେ ଭାରତୀୟ ସଂସ୍କୃତିରେ ମିଶିଯାଇଛି। ସାରା ବିଶ୍ବରେ ଫେବୃଆରୀ ୧୪କୁ…

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ ଖୁସି, ପ୍ରେମ ଏବଂ ସକାରାତ୍ମକ ସମ୍ପର୍କ ଅନୁଭବ କରିବାର ସମ୍ଭାବନା ଅଛି, ଯେତେବେଳେ…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଶୁକ୍ରବାର ରାଜଗାଙ୍ଗପୁର ତଳକିପଡ଼ାର ୫୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?