Home Left

ଲକ୍‌ଡାଉନ: ସହରର ବିଭିନ୍ନ ସାହି ମୁଖ୍ୟରାସ୍ତାକୁ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୮।୩: କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ଜାରି ହୋଇଥିବା ଲକ୍‌ ଡାଉନକୁ ସଫଳ କରିବାକୁ ଶନିବାରଠାରୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଛକସ୍ଥାନ ସମେତ ବିଭିନ୍ନ ସାହିର ମୁଖ୍ୟ ପ୍ରବେଶ…

ଗାଁଠୁ ସହର ସବୁଠି କରୋନା ଭୟ: ଜୀବିକା ଆଗରେ ପଡ଼ିଛି ଫିକା

ରାଇକିଆ,୨୮।୩(ଡି.ଏନ୍‌.ଏ.): ଗାଁଠାରୁ ସହର ସବୁଠି କରୋନା ଭୟ। ଦୋକାନ ବଜାର ବନ୍ଦ। ରାସ୍ତାଘାଟ ଶୂନଶାନ୍‌ । ଘରୁ ପଦାକୁ ବାହାରିବାକୁ କଡ଼ା କଟକଣା। କେବଳ ସକାଳ ୭ରୁ ୧୧ଟା ମଧ୍ୟରେ ରାଶନ ସାମଗ୍ରୀ, ଔଷଧ, ପନିପରିବା ପାଇଁ କିଛି ଘଣ୍ଟାର କୋହଳ…

ପ୍ରାଣୀ ଅଙ୍ଗରୁ ଚାଲିଛି ଔଷଧ ପ୍ରସ୍ତୁତି ପ୍ରୟାସ

ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ବିଶ୍ୱର ଅନେକ ଦେଶକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ହଜାର ହଜାର ଲୋକଙ୍କ ଜୀବନ ଗଲାଣି। ଭୂତାଣୁର ମୂଳ ଉତ୍ସ ଆଜି…

୫ ସନ୍ଦିଗ୍ଧଙ୍କ ରକ୍ତ, ସ୍ବାବ ପରୀକ୍ଷା ପାଇଁ ଗଲା

ସମ୍ବଲପୁର,୨୮।୩ (ବ୍ୟୁରୋ)-ସମ୍ବଲପୁର ଜିଲାର ୫ କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଓ ସ୍ବାବ୍‌ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି ା ସେମାନଙ୍କୁ ବୁର୍ଲା ଭିମ୍‌ସାରର ଆଇସୋଲେଶନ ସେଣ୍ଟରରେ ରଖାଯାଇଛି ା ଆବଶ୍ୟକ ମେଡିକାଲ ପରୀକ୍ଷା ସହିତ ଭୁବନେଶ୍ୱରରୁ ରିପୋର୍ଟ ଆସିବା ପରେ…

ନକଲି ବିଦେଶୀ ମଦ ଜବତ, ୨ ଗିରଫ

ଭଦ୍ରକ ଅଫିସ, ୨୮।୩: ଭଦ୍ରକ ଜିଲା ରାଣୀତାଲ ଛକ ନିକଟରୁ ଶନିବାର ସକାଳେ ଭଦ୍ରକ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨ ନକଲି ବିଦେଶୀ ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାଣୀତାଲର ଦିଲ୍ଲୀପ ମଲିକ ଓ ଅଶୋକ…

ବରଦାନ ସାବ୍ୟସ୍ତ ହୋଇପାରେ ଆଣ୍ଟିବଡିଜ୍‌

ନ୍ୟୁୟର୍କ: କରୋନା ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ରୋଗୀଙ୍କ ବ୍ଲଡ୍‌ ପ୍ଲାଜ୍‌ମା କ’ଣ ଏହି ମହାମାରୀ ସହ ଲଢ଼ିବାରେ ସହାୟକ ହେବ? କରୋନାର ଭୟାବହତା ଆଗରେ ବିଶ୍ୱବାସୀ ଅସହାୟ ହୋଇପଡ଼ିଥିବାବେଳେ ଏପରି ଏକ ପ୍ରଶ୍ନ ଏବେ ଦେଖାଇଛି ଆଶାର କିରଣ। ନ୍ୟୁୟର୍କର…

ଗୃହପାଳିତ, ବୁଲା ପଶୁପକ୍ଷୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ସମ୍ବଲପୁର, ୨୮।୩ (ବ୍ୟୁରୋ)-ଗୃହପାଳିତ ପଶୁପକ୍ଷୀ ଯଥା ଗାଈ, ଗୋରୁ, କୁକୁର, ପାରା, ବିଲେଇ, ଶୁଆଙ୍କ ପାଇଁ ପ୍ରଶାସନ ବ୍ୟବସ୍ଥା କରିଛି । ଜିଲା ପ୍ରାଣୀଧନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ସହ ଏକ ହ୍ବାଟ୍‌ଅପ୍‌ ନମ୍ବର ରହିଛି । ଗୃହପାଳିତ ପଶୁ…

‘ଏବେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା’

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ରୋଗୀ ଚିହ୍ନଟ ହେବା ପରେ ଗୋଷ୍ଠୀ ବା ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ଆଗରୁ କେବଳ ବିଦେଶରୁ ଆସୁଥିବା ବ୍ୟକ୍ତି କରୋନା ସଂକ୍ରମଣର ଶିକାର ହେଉଥିଲେ। କିନ୍ତୁ ଏବେ ଦିଲ୍ଲୀ, ହରିୟାଣାରୁ ଫେରୁଥିବା ବ୍ୟକ୍ତି…

କରୋନା ଭାଇରସ: ପାଖରେ ବସିଲେ ହୋଇପାରେ ୬ମାସ ଜେଲ

ସିଙ୍ଗାପୁର,୨୮।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାଗ୍ରସ୍ତ। ଏଥିରୁ ମୁକୁଳିବାକୁ ସମସ୍ତେ ବାଟ ଖୋଜୁଥିବା ବେଳେ ଏପଟେ କିନ୍ତୁ ଏହା ବଢି ବଢି ଚାଲିଛି। ଚାଇନା ପରେ ଏବେ ଇଟାଲୀ ଓ ଆମେରିକାରେ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଏହା…

ଦୈନିକ ୪ ଘଣ୍ଟା ଖୋଲିବ ସବୁ ଆର୍‌ଟିଓ

ଭୁବନେଶ୍ୱର, ୨୮ା୩(ବ୍ୟୁରୋ): ଲକ୍‌ଡାଉନ ସମୟରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) ଦୈନିକ ୪ ଘଣ୍ଟା ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ରାଜ୍ୟରେ ୩ ଅତିରିକ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ମଧ୍ୟ ଖୋଲାଯିବ। ଖୋର୍ଦ୍ଧା, ବଡ଼ବିଲ ଏବଂ ରାଇରଙ୍ଗପୁରର…

ଲୋକଙ୍କ ଘରେ ଜିନିଷ ପହଞ୍ଚାଇବ ହୋମ୍‌ଭେରି ପୋର୍ଟାଲ

ସମ୍ବଲପୁର,୨୮।୩(ବ୍ୟୁରୋ)-ଲକ୍‌ଡାଉନ ଘୋଷଣା ହେବା ପରେ ସମ୍ବଲପୁର ଜିଲାରେ ଦୋକାନ ବଜାରଗୁଡିକ ବନ୍ଦ ରହିଛି। ମହାନଗର ନିଗମ ପକ୍ଷରୁ ଶୁକ୍ରବାରଠାରୁ କିରାନା ସାମଗ୍ରୀ ଏବଂ ଔଷଧ ହୋମ ଡେଲିଭରି ଆରମ୍ଭ ହୋଇଛି । ହୋମଭେରି ନାମରେ ଏକ ପୋର୍ଟାଲ ପ୍ରଶାସନ ପକ୍ଷରୁ ଆରମ୍ଭ…

ଜୟଦେବ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପ୍ରତିଷ୍ଠିତ ଓଡ଼ିଆ ଫିଲ୍ମ, ଟେଲିଭିଜନ, ରେଡିଓ ଓ ମଞ୍ଚ କଳାକାର ଜୟଦେବ ଦାସ ଆଉ ନାହାନ୍ତି। ଶୁକ୍ରବାର ଭୋର୍‌ ୪ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲରେ ସେ ଚିରଦିନ ପାଇଁ ଆଖି ବୁଜିଛନ୍ତି। ତାଙ୍କୁ ୬୦ବର୍ଷ ହୋଇଥିଲା। ସେ ଅସୁସ୍ଥ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri