Home Left

‘ଅବହେଳିତଙ୍କୁ ମାଗଣା ଖାଦ୍ୟ ଦିଅ’

ଭୁବନେଶ୍ୱର,୨୮ା୩(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଭୟଙ୍କର ହେବାରେ ଲାଗିଛି। ଏହାକୁ ରୋକିବା ଲାଗି ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଏହି ସମୟରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତି, ଅବହେଳିତ, ଯାଯାବର ଏବଂ ଭୋକିଲା ରହୁଥିବା ଲୋକମାନଙ୍କୁ ରନ୍ଧା, ଶୁଖିଲା କିମ୍ବା ପ୍ୟାକେଟ ଖାଦ୍ୟ ଯୋଗାଇଦେବା…

ଘନଉଛି ପରିବା ସଙ୍କଟ, ଚିନ୍ତାରେ ଚାଷୀ

କଟକ ଅଫିସ/ ଆଠଗଡ଼(ସ୍ବ.ପ୍ର),୨୮ା୩:ବାଦାମବାଡ଼ି ମୁଖ୍ୟରାସ୍ତାରେ ଶୁକ୍ରବାରଠାରୁ ଖୋଲିଛି ପରିବା ହାଟ। ଛତ୍ରବଜାରରେ ମାତ୍ରାଧିକ ଜନଗହଳି ହେବାରୁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବାଦାମବାଡ଼ି ମୁଖ୍ୟ ରାସ୍ତାକୁ ଏହି ହାଟକୁ ଉଠାଇ ଅଣାଯାଇଛି। ‘ଲକ୍‌ଡାଉନ୍‌’ ବଳବତ୍ତର ଥିବାରୁ ଏହି ରାସ୍ତା ଏବେ…

ଚାଲି ଚାଲି ଗ୍ରାମକୁ ବାହାରିଲେ ୨୨ ଶ୍ରମିକ

ବାଲିଅନ୍ତା,୨୮ା୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ତାଲାବନ୍ଦର ପ୍ରଭାବ ଗରିବ ଶ୍ରେଣୀର ଶ୍ରମିକଙ୍କ ଉପରେ ପଡ଼ିଛି। ଲକଡାଉନ କଟକଣା ପରେ ରାଜଧାନୀ ଉପକଣ୍ଠ ଉତ୍ତରା ଅଞ୍ଚଳରେ ଥିବା ଏକ ଇଟାଭାଟି ବନ୍ଦ ହୋଇଯାଇଛି। ଏଥିଯୋଗୁ ଏଠାରେ…

ଭୋକିଲା ପେଟକୁ ଦାନା ଦେଉଛନ୍ତି ପୋଲିସ, ସ୍ବେଚ୍ଛାସେବୀ

ଭୁବନେଶ୍ୱର,୨୮ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଲାଗୁ ହୋଇଥିବା ଲକ୍‌ଡାଉନ୍‌ ପାଇଁ ଏବେ ରାଜଧାନୀ ସମେତ ସାରା ରାଜ୍ୟରେ ଖାଦ୍ୟ ସମସ୍ୟା ଦେଖାଦେଇଛି। ବିଶେଷକରି ଅସହାୟ, ନିରାଶ୍ରୟ ଓ ମାନସିକ ବିକାରଗ୍ରସ୍ତ ଭୋକ ଶୋଷରେ ଡହଳବିକଳ ହେଉଛନ୍ତି। ରାଜଧାନୀରେ ଏପରି ଶହଶହ…

ଆଇସିୟୁ ପାଇଁ ଏମ୍‌ପି ପାଣ୍ଠିରୁ ୧କୋଟି ଦେଲେ ଭର୍ତ୍ତୃହରି

କଟକ ଅଫିସ, ୨୮ା୩: କଟକ ଏମ୍‌ପି ଭର୍ତ୍ତୃହରି ମହତାବ ରାଜ୍ୟରେ ‘କରୋନା’ ମୁକାବିଲା ପାଇଁ ଏମ୍‌ପି ପାଣ୍ଠିରୁ ୧କୋଟି ଟଙ୍କା ଏବଂ ୩ ମାସର ଦରମା ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି। କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଆଠଗଡ଼ ମାଧପୁରଠାରେ…

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅଭିଜ୍ଞଙ୍କୁ ଆମନ୍ତ୍ରଣ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): କରୋନା ସଂକ୍ରମଣ ମାନବ ସଭ୍ୟତା ପାଇଁ ଚ୍ୟାଲେଞ୍ଜ ସଦୃଶ ହୋଇଛି। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସବୁସ୍ତରରେ ଉଦ୍ୟମ ଜାରି ରଖିଛନ୍ତି। ଏ ପରିସ୍ଥିତିରେ ଉଚ୍ଚ ମାନର ପେସାଗତ କାର୍ଯ୍ୟର ଆବଶ୍ୟକତା ରହିଥିବା ମୁଖ୍ୟ ଶାସନ ସଚିବ…

ଡ୍ରିମ୍ସ ଇଞ୍ଜିନିୟରିଂ କଲେଜରେ ହେବ ସ୍ବତନ୍ତ୍ର କରୋନା ହସ୍ପିଟାଲ

କଟକ ଅଫିସ,୨୮ା୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଗୁରୁବାର ତୃତୀୟ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଶେଷକରି କରୋନା ଆକ୍ରାନ୍ତଙ୍କ ଚିକିତ୍ସାକୁ ଦୃଷ୍ଟିରେ…

୫ ବିଦେଶ ଫେରନ୍ତାଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଶୁକ୍ରବାର ଜିଲାର ୫ଜଣ ବିଦେଶ ଫେରନ୍ତା ବ୍ୟକ୍ତିଙ୍କର ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ରିଜିଓନାଲ ମେଡିକାଲ ଗବେଷଣା କେନ୍ଦ୍ରକୁ ପଠାଯାଇଛି।…

ସାନିଟାଇଜ୍‌ ହେଲା କର କ୍ଲିନିକ୍‌

ଭୁବନେଶ୍ୱର,୨୮ା୩ (ବ୍ୟୁରୋ): ଓଡ଼ିଶାର ତୃତୀୟ କରୋନା ଭାଇରସ୍‌ ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରସ୍ଥିତ କର କ୍ଲିନିକ୍‌ରେ ଚିକିତ୍ସିତ ହୋଇଥିଲେ। ପରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ରିପୋର୍ଟ ପଜିଟିଭ୍‌ ଆସିବା ପରେ ସ୍ବାସ୍ଥ୍ୟ ବିଭାଗ କର କ୍ଲିନିକ୍‌କୁ ନ ଯିବା…

କାଟୁ କରୁନି କରୋନା କଟକଣା

କଟକ ଅଫିସ୍‌,୨୮ା୩: ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ୨୪ତାରିଖ ମଧ୍ୟରାତ୍ରିରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଲକ୍‌ଡାଉନ୍‌ ନିର୍ଦ୍ଦେଶନାମା ଜାରି ହୋଇଛି। ହେଲେ ଓଡ଼ିଶାରେ ବହୁ ଲୋକ ନିୟମିତ ଲକ୍‌ଡାଉନ୍‌କୁ…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଆବେଦନ ତାରିଖ ଘୁଞ୍ଚିବ

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି)- କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ସଂକ୍ରମଣକୁ କିପରି ରୋକାଯାଇ ପାରିବ ଏବଂ ଏଥିରୁ କିପରି ରକ୍ଷା ମିଳିବ ତାହା ଏବେ ଚିନ୍ତାର ପ୍ରମୁଖ କାରଣ ପାଲଟିଛି। ଏହାର ପ୍ରଭାବରେ…

ବିଶ୍ୱକୁ ଲାଗିବ ୩.୬ ଲକ୍ଷ କୋଟି ଡଲାର ଝଟକା

ନୂଆଦିଲ୍ଲୀ୨୮। ୩: କରୋନା ପ୍ରଭାବ ଯୋଗୁ ସାରା ବିଶ୍ୱରେ ଅଢେଇ କୋଟି ଲୋକ ରୋଜଗାର ହରାଇବେ ବୋଲି ଆଶଙ୍କା କରାଯାଇଛି। ଏହି ସମୟରେ ବିଶ୍ୱ ଅର୍ଥ ବ୍ୟବସ୍ଥାକୁ ୩.୬ ଲକ୍ଷ କୋଟି ଡଲାରର ଝଟକା ଲାଗିବ ବୋଲି ଜାତିସଂଘ ପକ୍ଷରୁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri