ଏମ୍କେସିଜିରେ ଭର୍ତ୍ତି ହେଲେ କରୋନା ସନ୍ଦିଗ୍ଧ
ବ୍ରହ୍ମପୁର ଅଫିସ,୨୭ା୩-ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଶୁକ୍ରବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କରୋନା ୱାର୍ଡର ସ୍ବତନ୍ତ୍ର କକ୍ଷରେ ରଖାଯାଇଛି। ଶନିବାର ସନ୍ଦିଗ୍ଧଙ୍କ ସ୍ବାବ୍ ଟେଷ୍ଟ ପାଇଁ ଭୁବନେଶ୍ୱର ଆରଏମ୍ଆର୍ସିକୁ ପଠାଯିବ ବୋଲି ଅଧୀକ୍ଷକ ପ୍ରଫେସର ଡ଼ା. ସନ୍ତୋଷ କୁମାର…
ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମୀକ୍ଷା କଲେ ଆର୍ଡିସି
ବ୍ରହ୍ମପୁର ଅଫିସ,୨୭ା୩-କରୋନା ସଂକ୍ରମଣର ପ୍ରତିରୋଧ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ଶୁକ୍ରବାର ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆଓ। ସିଟି ହସ୍ପିଟାଲ, ଏମ୍କେସିଜିରେ କରୋନା ସଂକ୍ରମଣ ଚିକିତ୍ସା କେନ୍ଦ୍ର ଓ ରହିବା…
ଦିଗପହଣ୍ଡିରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ
ଦିଗପହଣ୍ଡି,୨୭ା୩(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ପୁଞ୍ଜିକଁୟା ଛକରେ କରୋନା ସଚେତନତା ପାଇଁ ମାନବ ଶୃଙ୍ଖଳ କରାଯାଇଥିଲା। ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ କରୋନା ଭୟାବହତା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ।…
ନିରାଶ୍ରୟଙ୍କୁ ମିଳିଲା ରନ୍ଧାଖାଦ୍ୟ
ଆସିକା,୨୭ା୩ (ଡି.ଏନ୍.ଏ.): ଜନସାଧାରଣଙ୍କୁ ଘର ପାଖରେ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଯୋଗାଇବା ଲାଗି ଆସିକା ଏନ୍ଏସି ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ତେଜରାତି ଜିନିଷ, ପରିବା, ଫଳ, ଦୁଗ୍ଧ, ଔଷଧ, ମାଛ ମାଂସ ଏପରିକି ରନ୍ଧାଖାଦ୍ୟ ଉପଲବ୍ଧ ହେଉଥିବା ସ୍ଥାନ…
ବିଧାୟକ ହାତପାଣ୍ଠିରୁ ଦେଲେ ୨ଲକ୍ଷ
ସଜନାଗଡ଼, ୨୭।୩(ଡି.ଏନ.ଏ.)-କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେଇଥିବା ବେଳେ ଶୁକ୍ରବାର ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଶୁକ୍ରବାର ହାତପାଣ୍ଠିରୁ ୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସେ ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା,…
ପରିବା ବିକିଲେ ଏନ୍ଏସି କର୍ମଚାରୀ
ବୁଗୁଡା,୨୭ା୩(ଡି.ଏନ.ଏ.)-ବୁଗୁଡ଼ା ସହରରେ ଲୋକେ ପରିବା କିଣିବା ବେଳେ ସାମାଜିକ ଦୂରତା ବଜାୟ ରଖୁନାହାନ୍ତି। ତେଣୁ ଶୁକ୍ରବାର ଏନ୍ଏସି ପ୍ରଶାସନ ପକ୍ଷରୁ କର୍ମଚାରୀମାନେ ଗାଡିିରେ ପରିବା ନେଇ ବିକ୍ରୟ କରୁଥିବା ଦେଖାଯାଇଥିଲା। ସ୍ଥାନୀୟ ରଘୁନାଥ ସାହିରେ ନିର୍ଦ୍ଦିଷ୍ଟ ବ୍ୟବଧାନରେ ଲୋକେ ଠିଆ ହୋଇ…
ହିତାଧିକାରୀଙ୍କୁ ମିଳିଲା ୪ ମାସର ଭତ୍ତା
ଭଞ୍ଜନଗର,୨୭।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲୋକେ ଘରୁ ନ ବାହାରିବାକୁ କୁହାଯାଇଛି। ଲୋକଙ୍କ ପାଖରେ ରାଶନ, ପନିପରିବା, ଫଳ, କ୍ଷୀର, ଔଷଧ ଏବଂ ଭତ୍ତା ଯେଭଳି ପହଞ୍ଚିପାରିବ ସେ ନେଇ ଭଞ୍ଜନଗର ଏନଏସି ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଏନଏସି…
ହାଟରେ ସାମାଜିକ ଦୂରତ୍ୱ ଶିଖାଇଲେ ଏସ୍ପି
ଫୁଲବାଣୀ ଅଫିସ, ୨୭ା୩-ହାଟରେ କିଭଳି ସାମାଜିକ ଦୂରତ୍ୱ ବଜାୟ ରଖିହେବ ସେ ସମ୍ପର୍କରେ ଲୋକଙ୍କୁ କନ୍ଧମାଳ ଏସ୍ପି ପ୍ରତୀକ ଗୀତା ସିଂ ଶିଖାଇଛନ୍ତି। ହାଟପଦାରେ ପାଖାପାଖି ହୋଇ ବସୁଥିବା ବ୍ୟବସାୟୀଙ୍କୁ ଭାଗ ଭାଗ କରି ବସାଇ ହାଟର ପରିସୀମାକୁ ବୃଦ୍ଧି କରିଛନ୍ତି।…
ରାଜ୍ୟ ବାହାରୁ ଆସିଛନ୍ତି ପିଲା, ପ୍ରଶାସନକୁ ଲୁଚାଉଛନ୍ତି ଅଭିଭାବକ
ଫୁଲବାଣୀ ଅଫିସ, ୨୭ା୩-ଯଦି କେହି ଦେଶ କିମ୍ବା ରାଜ୍ୟ ବାହାରୁ ଫେରିଛନ୍ତି, ତାହାଲେ ତୁରନ୍ତ ସେମାନେ ପ୍ରଶାସନକୁ ଅବଗତ କରାଇବାକୁ ସରକାର ଏବଂ ଜିଲା ପ୍ରଶାସନର ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଏଥିରେ ବ୍ୟତିକ୍ରମ ଦେଖାଯାଇଛି। ଟିକାବାଲି ବ୍ଲକ ଶଙ୍କରାଖୋଲ…
ହାତ ଧୋଇଲା ପରେ ଗାଁକୁ ପ୍ରବେଶ ଅନୁମତି
ବଲାଙ୍ଗୀର ଅଫିସ/ଟିକ୍ରାପଡା, ୨୭ା୩ (ଡି.ଏନ୍.ଏ.): କରୋନା ମହାମାରୀକୁ ନେଇ ଗାଁ ଗାଁରେ ଏବେ ଆତଙ୍କ ସ୍ଥିତି । କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୌଣସି ଔଷଧ ନାହିଁ । ଏଭଳି ସ୍ଥିତିରେ ସାଧାରଣ ସ୍ବାସ୍ଥ୍ୟସେବାରୁ ବହୁ ଦୂରରେ ଥିବା ଗ୍ରାମବାସୀମାନେ…
ରାଜକୋଟ, ତିରୁପତିରେ ଫଶିଛନ୍ତି ୪୩ ଦାଦନ ଶ୍ରମିକ
ବଲାଙ୍ଗୀର ଅଫିସ/ଟିକ୍ରାପଡା/ଟିଟିଲାଗଡ, ୨୭ା୩ (ଡି.ଏନ୍.ଏ.):କରୋନା ଭାଇରସ୍ ସଂକ୍ରମଣ କାରଣରୁ ସମଗ୍ର ଦେଶରେ ୨୧ଦିନର ଲକ୍ ଡାଉନ୍ ଘୋଷଣା କରାଯାଇଛି ା ଏଭଳି ସମୟରେ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ଦାଦନ ଶ୍ରମିକମାନେ ଅସୁବିଧାରେ ପଡିଛନ୍ତି ା ବିଭିନ୍ନ ରାଜ୍ୟରେ ଅଟକି…
ରଗ୍ବୀ ବିଶ୍ୱକପ୍: କରୋନା ଭାଇରସ୍ ସେବାକାରୀ ଲାଗି ୨୦୨୧ମାଗଣା ଟିକେଟ
ଲଣ୍ଡନ, ୨୭ା୩ (ଏଏଫ୍ପି)-କରୋନା ଭାଇରସ୍ ବିପକ୍ଷରେ ଚାଲିଥିବା ଲଢେଇରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା କର୍ମଚାରୀଙ୍କ ପାଇଁ ୨୦୨୧ ରଗ୍ବୀ ବିଶ୍ୱକପ୍ ଦେଖିବା ଲାଗି ମାଗଣା ଟିକେଟର ବ୍ୟବସ୍ଥା କରାଯାଇଛି। ଟୁର୍ନାମେଣ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଜନ୍ ଡଟନ ଗୁରୁବାର ଏକ ଅନ୍ଲାଇନ୍…
Archives


