ପ୍ରବେଶପଥ ବନ୍ଦ କରିଦେଲେ ଗ୍ରାମବାସୀ
ବରଗଡ଼ ଅଫିସ୍,୨୭।୩-ଘାତକ କରୋନା ଭୂତାଣୁ(କୋଭିଡ୍-୧୯)ଏବେ ସାରାବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ଭୂତାଣୁ ସଂକ୍ରମଣ ଗୋଟିଏ ଦେଶରୁ ଅନ୍ୟଦେଶକୁ ବ୍ୟାପୁଥିବାବେଳେ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହି ଭୂତାଣୁକୁ ଦମନ କରିବା ପାଇଁ…
ଲୋକଙ୍କୁ ଦିଆଯାଉଛି କରୋନା ବର୍ଗର
ହାନୋଇ,୨୭।୩- ସମଗ୍ର ବିଶ୍ୱରେ କୋଭିଡ-୧୯ ଆତଙ୍କ ଖୋଳାଇଛି। ଫଳରେ କରୋନାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଏହି ଭୟକୁ ଦୂର କରି ଲୋକଙ୍କ ମନୋବଳ ବଢ଼ାଇବା ପାଇଁ ଭିଏତନାମାର ରୋଷେୟା ହୋଙ୍ଗ ତୁଙ୍ଗ ଏକ ଅଭିନବ ପ୍ରୟାସ କରିଛନ୍ତି।…
କରୋନା ଭାଇରସ: ସାଇବାବା ସଂସ୍ଥାନ ଟ୍ରଷ୍ଟ ଦାନ କଲା ୫୧ କୋଟି ଟଙ୍କା
ସିରିଡି,୨୭।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବେଳକୁ ବେଳ ବଢିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ଏବେ ସମସ୍ତେ ଏକାଠି ହୋଇଛନ୍ତି। ମହାରାଷ୍ଟ୍ର ଓ କେରଳରେ ସବୁଠାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏହି କରୋନା…
କୋଭିଡ-୧୯: ଦରମା କାଟିବ ବାର୍ସିଲୋନା
ବାର୍ସିଲୋନା,୨୭।୩(ଏଏଫ୍ପି): କରୋନା ଭାଇରସ୍ ବଶ୍ୱରେ ମହାମାରୀ ରୂପ ନେଇଥିବାରୁ ଆର୍ଥିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ହାଇପ୍ରୋଫାଇଲ ଫୁଟବଲ କ୍ଲବ ବାର୍ସିଲୋନା ଦରମା କାଟିବାକୁ ନିଷ୍ପତ୍ତି ନେବ ବୋଲି କହିଛି। ତେବେ ସ୍ପେନର ଏହି ଜଣାଶୁଣା କ୍ଲବ ସବୁ କର୍ମଚାରୀ କିମ୍ବା…
ଲକ୍ଡାଉନ୍ରେ ଫସିଥିଲେ ସ୍ବାମୀ: ୯ ମାସର ଗର୍ଭବତୀ ସ୍ତ୍ରୀ ଭିଡିଓ ପ୍ରସ୍ତୁତ କରି ମାଗିଲେ ପୋଲିସର ସହାୟତା, ଫଟୋ ଭାଇରାଲ
ଲକ୍ଷ୍ନୌ: କରୋନା ଭୂତାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଲୋକେ ପରିବାର ସହ ଘରେ ରହିବାକୁ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। କିନ୍ତୁ କିଛି ଲୋକ ବାହାରକୁ କାମ କରିବାକୁ ଯାଇ ଲକ୍ଡାଉନ୍ରେ ଫସି ଯାଇଛନ୍ତି। ଏପରି ଏକ…
୧୧୨ ଡାଏଲ କଲେ ପୋଲିସ ପହଞ୍ଚାଉଛି ଖାଦ୍ୟ
ନୋଏଡ଼ା,୨୭।୩- ଯଦି କାହା ଘରେ ଖାଦ୍ୟପେୟର କୌଣସି ଅସୁବିଧା ଅଛି ତେବେ ୧୧୨ ଡାଏଲ କଲେ କିଛି ସମୟ ପରେ ଖାଦ୍ୟ ପହଞ୍ଚାଇବ ପୋଲିସ। ଲକ୍ଡାଉନ ସମୟରେ ବଜାର ସହର ସବୁ ବନ୍ଦ ରହିଥିବାରୁ ଅନେକ ଗରିବ ଶ୍ରେଣୀର ଲୋକ ପ୍ରଭାବିତ…
୨୦୨୧ ଅଲିମ୍ପିକ୍ସ: ସ୍ଥାନ ବଜାୟ ରଖିବେ ଯୋଗ୍ୟ ଆଥଲେଟ୍
ପ୍ୟାରିସ୍, ୨୭।୩(ଏଏଫ୍ପି): କୋଭିଡ-୧୯ ସଂକ୍ରମଣ ଲାଗି ୨୦୨୦ ଟୋକିଓ ଅଲିମ୍ପିକ୍ପ ସ୍ଥଗିତ ରହିଛି ଓ ଗୋଟିଏ ବର୍ଷ ଘୁଞ୍ଚିଯାଇଛି। ତେବେ ଏହା ସତ୍ତ୍ୱେ ଯେଉଁ ଆଥଲେଟ୍ମାନେ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସେମାନେ ସ୍ଥାନ ବଜାୟ ରଖିବେ। ଅର୍ଥାତ୍…
କୋଭିଡି-୧୯: ଆରୋଗ୍ୟ ଲାଭ କଲେ କଲମ୍ବିଆ ସାଇକ୍ଳିଷ୍ଟ
ବୋଗୋଟା,୨୭।୩ (ଏଏଫପି): ସାରା ବିଶ୍ୱରେ କାରୋନା ଭାଇରସର ଆତଙ୍କ ଜାରି ରହିଥିବାବେଳେ କଲମ୍ପିଆର ଜଣେ ସାଇକ୍ଲିଷ୍ଟ ଏଥିରୁ ଆରୋଗ୍ୟ ଲାଭ କରିଛନ୍ତି। ୨୫ ବର୍ଷୀୟ ଫର୍ଣ୍ଣାଣ୍ଡୋ ଗାଭିରିଆ କରୋନା ଭାଇରସରୁ ମୁକ୍ତ ହୋଇଛନ୍ତି ବୋଲି କହିଛନ୍ତି। ୟୁନାଇଟେ ଆରବ ଏମିରେଟ୍ସ (ୟୁଏଇ)…
ତୀର୍ଥ ଫେରନ୍ତା ୬ ଜଣ ବୟସ୍କ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି
ବନ୍ତ,୨୭।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ତୀର୍ଥରୁ ଫେରିଥିବା ୬ ଜଣ ବୟସ୍କ ତୀର୍ଥଯାତ୍ରୀଙ୍କୁ ଭର୍ତ୍ତି କରାଯାଇଛି । ସମସ୍ତ ଯାତ୍ରୀ ଛୟାଳସିଂ, ଗଣିଜାଙ୍ଗ ଓ ଷେଣ୍ଢତିରା ପଞ୍ଚାୟତର ବୋଲି ଜଣାଯାଇଛି।…
ହିତାଧିକାରୀଙ୍କୁ ଘରେ ଦିଆଗଲା ଭତ୍ତା ଟଙ୍କା
ବନ୍ତ,୨୭।୩(ଡି.ଏନ୍.ଏ.): କରୋନା ଲାଗି ସାରା ଦେଶ ଲକ୍ଡାଉନ୍ ଘୋଷଣା ହୋଇଥିବା ବେଳେ ହିତାଧିକାରୀଙ୍କୁ ଘରେ ଭତ୍ତା ଟଙ୍କା ପ୍ରଦାନ କରାଯିବା ନେଇ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଥିଲା । ଏ ନେଇ ଭଦ୍ରକ ଜିଲା ବନ୍ତ ବ୍ଲକ ବଡ଼ବର୍ଚ୍ଚିକୟଁ । ପଞ୍ଚାୟତର…
ସୋସିଆଲ୍ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ
ମାଲକାନଗିରି,୨୭ା୩(ଡି.ଏନ୍.ଏ): ମହାମାରୀ କୋଭିଡ୍-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ତେଣୁ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା ପାଇଁ ଯଥାସମ୍ଭବ ପଦକ୍ଷେପ ନେଉଛନ୍ତି।…
ତାମିଲନାଡ଼ୁରେ ଫସିଛନ୍ତି ମାଲକାନଗିରିର ୧୦ ଶ୍ରମିକ
କୋରୁକୋଣ୍ଡା,୨୭ା୩(ଡି.ଏନ୍.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍ ଅନ୍ତର୍ଗତ ପୁରୁଣା ଚିମଟାପାଲି ଏବଂ ଏମଭି-୫୦ ଗ୍ରାମର ୧୦ ଶ୍ରମିକ ତାମିଲ୍ନାଡ଼ୁରେ ଫସିଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ୩ ମହିଳା ମଧ୍ୟ ରହିଛନ୍ତି। କାମ କରିବା ପାଇଁ ଏମାନେ ତାମିଲ୍ନାଡ଼ୁ ଯାଇଥିବାବେଳେ କରୋନା ଯୋଗୁ…
Archives


