Home Left

ମହାଶିବରାତ୍ରିରୁ ଉତ୍ତର ଦିଗକୁ ଗତି କରିବେ ବୁଧ ଗ୍ରହ: ଏହି ୩ ରାଶିର ଭଲ ହେବ ନା ଖରାପ, ଜାଣନ୍ତୁ…

ବୈଦିକ ଜ୍ୟୋତିଷରେ, ବୁଧ ଗ୍ରହ ହେଉଛି ବୁଦ୍ଧି, ବାଣୀ, ତର୍କ, ଗଣିତ, ବ୍ୟବସାୟ ଏବଂ ଯୋଗାଯୋଗ ପାଇଁ ଦାୟୀ। ଏହା ଜଣେ ବ୍ୟକ୍ତିଙ୍କ ବିଶ୍ଳେଷଣାତ୍ମକ କ୍ଷମତା, ନିଷ୍ପତ୍ତି ଗ୍ରହଣ ଏବଂ ବ୍ୟବସାୟିକ ବୁଦ୍ଧିକୁ ପ୍ରଭାବିତ କରେ। ଏହା ଦେଖାଯାଇଛି ଯେ ଯେତେବେଳେ…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର, ନିବେଶ, ପର୍ୱ ଏବଂ ବିବାହ ପାଇଁ) ବହୁତ ଅଧିକ। ତେଣୁ, ଭାରତ ଏହାର…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ ଗ୍ରହଣ କରି ଏହି ନୋଟିସ୍‌ ହୋଇଛି। ନେତାଜୀ ଜୟନ୍ତୀ କାର୍ଯ୍ୟକ୍ରମରେ ଦେବାଶିଷଙ୍କୁ ଡକାଯାଇ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ ଦି’ ଓଳି ଉପାସ ରହୁଥିବା ଗଣେଶ ଏତେ ବଡ ରୋଗରୁ କେମତି ମୁକ୍ତି…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧିନ ଚାରଗୋଠ ଗ୍ରାମ ନିକଟସ୍ଥ ପୋଖରୀ ପାର୍ଶ୍ୱରେ ଥିବା…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ ଅଗଷ୍ଟରେ ଆରମ୍ଭ ହେବାର ଥିଲା। ମଙ୍ଗଳବାର, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଇ ଲୋକମାନଙ୍କୁ ଚାକିରି ଦେବାର ଲୋଭ ଦେଖାଉଥିଲେ। ଏପରିକି ସେମାନଙ୍କଠାରୁ ଲକ୍ଷାଧିକ ଟଙ୍କା…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି। ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଉଠା ଦୋକାନୀଙ୍କ ପାଇଁ ଥଇଥାନ ପାଇଁ…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ ଗତକାଲି ଯାଜପୁର କୁଆଖିଆରୁ ଗିରଫ କରିଛି। ଗତକାଲି ବିଳମ୍ବିତ ରାତିରେ କଟକ ସାଇବର…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ ରହମାନଙ୍କ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ସାଧାରଣ ନିର୍ବାଚନରେ ଏକ ବଡ଼ ବିଜୟ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି ଦେଇଥିଲେ । ଶନିବାର ସକାଳ ୮ଟାରେ ଯୁବକ ଜଣଙ୍କ ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ…

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର ବୀରମିତ୍ରପୁର ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବିହାର ଭାଗଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?