ଉତ୍ତରପ୍ରଦେଶରେ ଫସିଛନ୍ତି ଗଞ୍ଜାମର ୧୪ ତୀର୍ଥଯାତ୍ରୀ, ଉଦ୍ଧାର ପାଇଁ ବିଧାୟକଙ୍କୁ ଗୁହାରି
ଗଞ୍ଜାମ,୨୭ା୩(ଡି.ଏନ.ଏ.)- ଉତ୍ତରପ୍ରଦେଶରେ ଗଞ୍ଜାମର ୧୪ ଜଣଙ୍କ ସମେତ ଓଡିଶାର ମୋଟ ୫୧ ତୀର୍ଥଯାତ୍ରୀ ଫସି ରହିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଏନ୍ଏସି ଦାମୋଦରପୁର ଗ୍ରାମର ୧୨ ଓ ଛତ୍ରପୁର ବ୍ଲକ ଅଗସ୍ତିନୂଆଗଁାର ୨ ଜଣ ମହିଳା ରହିଛନ୍ତି। ଅନ୍ୟମାନେ ପୁରୀ ଓ…
ଦେଖାଦେଲାଣି ଷ୍ଟେଜ୍-୩ ଆଶଙ୍କା, ସାମାଜିକ ସଂକ୍ରମଣକୁ ନେଇ ଅଧିକ ସତର୍କ ହେବାକୁ ପଡ଼ିବ: ବାଗ୍ଚୀ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତ ବାଗ୍ଚୀ। ଏବେ ଷ୍ଟେଜ୍ ୩ ସମ୍ଭାବନା ଦେଖାଯାଉଥିବା ସେ କହିଛନ୍ତି। ପୂର୍ବରୁ…
ରାପ୍ ସଙ୍ଗ୍ ମାଧ୍ୟମରେ ସଚେତନ କରୁଛନ୍ତି ସାର୍ଥକ
ଜୟପୁର,୨୭ା୩(ନି.ପ୍ର.) : ରାପ୍ ସଙ୍ଗ୍ ମାଧ୍ୟମରେ ଟ୍ରାଫିକ୍ ସଚେତନତା ବାର୍ତ୍ତା ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା କୋରାପୁଟ ଜିଲା ଜୟପୁର ସହରର ସାର୍ଥକ ସାହୁ ଏବେ ପୁଣି ଲୋକଙ୍କ ମନ ଜିଣିଛନ୍ତି। କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବାରୁ ସେ ନିଜ…
ଜରୁରୀ ସେବାରେ ନିୟୋଜିତ ପୋଲିସଙ୍କୁ ସମ୍ମାନ: ଉତ୍ପାଦିତ କ୍ଷୀର ପୋଲିସକୁ ପ୍ରଦାନ କଲେ ଗୋପାଳ
ବନ୍ତ,୨୭ା୩(ଡି.ଏନ୍.ଏ.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ତେବେ ଏଭଳି ପରିସ୍ଥିତିରେ ଜରୁରୀ ସେବାରେ ନିୟୋଜିତ ଥିବା ଅଧିକାରୀ କିମ୍ବା କର୍ମଚାରୀଙ୍କୁ ହୃଦୟରୁ ସମ୍ମାନ ଜଣାଇଛନ୍ତି ଭଦ୍ରକ ଜିଲା…
ବାହାର ରାଜ୍ୟକୁ କାମ କରିବାକୁ ଯାଇ ଗାଁକୁ ଫେରିଲେ ୩୨୨ ଜଣ: ୧୪ ଦିନ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ
ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୩୨୨ ଜଣ ଗୁରୁବାର ସନ୍ଧ୍ୟାରେ ଗାଁକୁ ଫେରିଛନ୍ତି। ସେମାନେ ପଡ଼ୋଶୀ ରାଜ୍ୟ ବାଙ୍ଗାଲୋର ଓ ଚେନ୍ନାଇରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ବ୍ଲକ ପ୍ରଶାସନ ପକ୍ଷରୁ ସେମାନଙ୍କୁ ୧୪ ଦିନ ନିଜ ନିଜ ଘରେ…
ପରଲୋକରେ ବିଶିଷ୍ଟ ଚିତ୍ରକାର: ଶୋକ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୨୭।୩: ବିଶିଷ୍ଟ ଚିତ୍ରକାର, ଲେଖକ ତଥା ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିବା ସତୀଶ ଗୁଜରାଲଙ୍କର ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ନିଧନ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲ। ଦୀର୍ଘ ଦିନରୁ ସେ…
ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ପରିବାର
ବରଗଡ଼ ଅଫିସ୍,୨୭।୩- ପରିବାରରେ କାହାକୁ କରୋନା ଭାଇରସ୍ ସଂକ୍ରମଣ କରି ନାହିଁ । କେହି ପରିବାର ସଦସ୍ୟ ରାଜ୍ୟ କିମ୍ବା ଦେଶ ଫେରନ୍ତା ନୁହଁନ୍ତି । ତଥାପି ଗତ ୨୨ତାରିଖରୁ ପରିବାର ସବୁ ସଦସ୍ୟ ହୋମ କ୍ବାରେଣ୍ଟାଇନରେ ରହିଛନ୍ତି । ଏଭଳି…
ରେପୋ ରେଟ୍ କମାଇଲା ଆର୍ବିଆଇ: ୩ ମାସ ଋଣ କିସ୍ତି ବନ୍ଦ
ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ ହ୍ରାସ କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଶୁକ୍ରବାର…
ବ୍ୟବସାୟୀ ବଢ଼ାଉଛନ୍ତି ଖାଉଟି ସାମଗ୍ରୀ ଦର: ସାଧାରଣରେ ଅସନ୍ତୋଷ
ଗୁଡଭେଲା,୨୭।୩(ଡି.ଏନ୍.ଏ.): କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ସହରରେ ମାନ୍ଦା ଅବସ୍ଥା ଦେଖିବାକୁ ମିଳୁଛି। ଖାଉଟି ସାମଗ୍ରୀ, ଔଷଧ, ପନିପରିବା ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। ଏହାର ସୁଯୋଗ ନେଇ କିଛି ବ୍ୟବସାୟୀ ବୁଧବାରଠାରୁ ଖାଉଟି…
ଆଳୁ ପିଆଜ ଗୋଦାମରେ ଚଢ଼ାଉ: ବିଲ୍, ଭାଉଚର ଦେଖାଇ ପାରିଲେନି ବ୍ୟବସାୟୀ
ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ସହରର କେତେଜଣ ଅସାଧୁ ବେପାରୀ ସେମାନଙ୍କ କଳାବେପାର ଆରମ୍ଭ କରିଦେଇଛନ୍ତି। ଆଳୁ, ପିଆଜ, ଚାଉଳ, ତେଲ, ଡାଲି, ପନିପରିବା ମୂଲ୍ୟକୁ ଅହେତୁକ ବୃଦ୍ଧି ଓ ଗଚ୍ଛିତ କରି ରଖିଥିବା ଅଭିଯୋଗ ପରେ ଜିଲା ପ୍ରଶାସନ ଓ…
ଆମେରିକୀୟଙ୍କ ପ୍ରବେଶକୁ ମେକ୍ସିକୋର ବିରୋଧ
ମେକ୍ସିକୋ ସିଟି,୨୭ା୩(ପି.ଟି.): ମେକ୍ସିକୋ ନାଗରିକମାନଙ୍କ ପ୍ରବେଶକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଜୋର୍ଦାର ବିରୋଧ କରିଆସୁଥିଲେ। ମେକ୍ସିକୀୟମାନଙ୍କ ଯୋଗୁ ଆମେରିକାରେ ଅର୍ଥନୈତିକ ଓ ସାମାଜିକ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ କରି ସେମାନଙ୍କ ପ୍ରବେଶ ବନ୍ଦ ଲାଗି ଟ୍ରମ୍ପ୍ ସୀମାରେ ପାଚେରି…
ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ମହାପାତ୍ର
ଭଦ୍ରକ ଅଫିସ,୨୭।୩: ରାଜ୍ୟ ସରକାର ୧୯ଟି ଜିଲାରେ ଅଧିକ ଜଣେ ଲେଖାଏ ଅତିରିକ୍ତ ଜିଲାପାଳ (ରାଜସ୍ବ) ପଦବୀ ସୃଷ୍ଟି କରି ନିଯୁକ୍ତି ପ୍ରଦାନ କରିଛନ୍ତି। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ ହୋଇଥିଲା। ଏହି…
Archives


