ଲକ୍ଡାଉନ୍ ସ୍ଥିତି: ତେଲେଙ୍ଗାନାରେ ଫସିଛନ୍ତି ୫୦ ଓଡ଼ିଆ ଶ୍ରମିକ
ବିନିକା,୨୬।୩(ଡି.ଏନ୍.ଏ.): କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବାରୁ ଦେଶରେ ପ୍ରଧାନମନ୍ତ୍ରୀ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଫଳରେ ହାଇଦ୍ରାବାଦ ତେଲେଙ୍ଗାନାରେ ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳ ତଥା ପଡ଼ୋଶୀ ବଲାଙ୍ଗୀର ଜିଲାର ୫୦ରୁ ଅଧିକ ଯୁବକ ଫସି ରହିଛନ୍ତି। ସୁବର୍ଣ୍ଣପୁର…
କରୋନା ମୁକାବିଲା: ଗାଁ ରାସ୍ତା ସିଲ୍ କଲେ ଯୁବକ
ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ଅପେକ୍ଷା ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ ରହିଥିବା ଦେଖିବାକୁ ମିଳୁଛି । ଶାସନ ଥାନା ବହିଦାରନୂଆଁପାଲି ଗ୍ରାମକୁ ଯୁବକମାନେ ସିଲ୍ କରିଦେଇଛନ୍ତି । ଗାଁ…
କରୋନା ମୁକାବିଲା: ଏସ୍ସିବିରେ ହେବ ୭୦୦ ଶଯ୍ୟା, ୫୦ ଆଇସିୟୁ
କଟକ ଅଫିସ,୨୬ା୩:କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ରାଜ୍ୟର ଏହି ସର୍ବବୃହତ ଚିକିତ୍ସାଳୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପ୍ରାକ୍ ସତର୍କତା ଦୃଷ୍ଟିକୋଣରୁ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବା…
ରାୟଗଡ଼ାରେ ଫସିଛନ୍ତି ୧୮ ତୀର୍ଥଯାତ୍ରୀ
ରାୟଗଡ଼ା ଅଫିସ,୨୬।୩: ଛତିଶଗଡ଼ର ୧୮ ତୀର୍ଥଯାତ୍ରୀ ଗତ ୧୨ ତାରିଖରେ ଛତିଶଗଡ଼ର ମାହାସାମୁଦ୍ର ଜିଲାର ନାନ୍ଦଗାଓଁରୁ ତୀର୍ଥ ଯାତ୍ରା ଆରମ୍ଭ କରିଥିଲେ। ୨୨ ତାରିଖରେ ସେମାନଙ୍କ ଫେରିବା ପାଇଁ ଟିକେଟ ମଧ୍ୟ ହୋଇଥିଲା। ହେଲେ ବିଶ୍ୱବ୍ୟାପୀ କାୟା ବିସ୍ତାର କରିଥିବା ମହାମାରୀ…
ଗରମ, ଆର୍ଦ୍ର ଜଳବାୟୁରେ କୋଭିଡ-୧୯ ସଂକ୍ରମଣ ହେବ ଧୀର
ଓ୍ବାଶିଂଟନ,୨୬।୩: ଗରମ ଓ ଆର୍ଦ୍ର ଜଳବାୟୁରେ କରୋନା ଭାଇରସ ସଂକ୍ରମଣ ଧୀରେ ହେବ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ଏସିଆରେ ଥିବା ଦେଶ ଗୁଡିକରେ କରୋନା ସଂକ୍ରମଣକୁ ନେଇ କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି। ଆମେରିକାର ମାସାଚୁସେଟସ୍ ଇନଷ୍ଟିଚ୍ୟୁଟ ଅଫ୍…
ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ସାମାଜିକ ଦୂରତା ପାଇଁ ପଦକ୍ଷେପ
ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ମୁକାବିଲା ନେଇ ସମ୍ବଲପୁର ମହାନଗର ନିଗମ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ଗୁରୁବାର ସକାଳେ ପନିପରିବା ବଜାର ଯେମିତି ଗୋଲବଜାର, ବୈଦ୍ୟନାଥ ଛକ, କମଳିବଜାର, ଅଇଁଠାପାଲି, ଧନୁପାଲି, ଗୋବିନ୍ଦତୋଲା, ଫାୟାରଷ୍ଟେଶନ ବିଭିନ୍ନ ସ୍ଥାନରେ ବ୍ୟାପକ…
ଚାଷୀ ଚିନ୍ତା ବଢାଇଛି କରୋନା
ବାଲିଗୁଡା ୨୬ା୩(ଡି.ଏନ୍.ଏ.)- କରୋନା ପ୍ରଭାବରେ ଚାଷୀ ମଧ୍ୟ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି। ଶ୍ରମିକ ମିଳୁ ନ ଥିବାରୁ ଚାଷୀ ଫସଲ ଅମଳ କରିପାରୁନାହିଁ। ବାଲିଗୁଡା ଅଞ୍ଚଳରେ ପନିପରିବା ସହିତ ବାଦାମ, ମୁଗ, ବିରି, ହରଡ଼ ଭଳି ଡାଲିଜାତୀୟ ଫସଲ ଅମଳ…
ଅଲିମ୍ପିକ୍ସ ୨୦୨୧: କୋଚ୍ମାନଙ୍କ କାର୍ଯ୍ୟକାଳ ବଢାଇବ ଭାରତ
ନୂଆଦିଲ୍ଲୀ,୨୬।୩(ପି.ଟି.)- ୨୦୨୦ ଟୋକିଓ ଅଲିମ୍ପିକ୍ସ ପରେ ଯେଉଁ କୋଚ୍ମାନଙ୍କ କାର୍ଯ୍ୟକାଳ ଶେଷ ହେବାର ଥିଲା ସେମାନଙ୍କ ଚୁକ୍ତି ମିଆଦ ବୃଦ୍ଧି କରାଯିବ। ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବାକୁ ଅନ୍ତଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ନିଷ୍ପତ୍ତି ନେବା ପରେ କୋଚ୍ମାନେ ଦାୟିତ୍ୱରେ ରହିବା…
କେରଳରେ ଫସିଛନ୍ତି ଗଞ୍ଜାମର ୫ଶହରୁ ଉର୍ଦ୍ଧ୍ୱ ଶ୍ରମିକ
ଶେରଗଡ଼,୨୬ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ବିଭିନ୍ନ ବ୍ଲକର ୫୦୦ରୁ ଉର୍ଦ୍ଧ୍ୱ ଶ୍ରମିକ କେରଳର ମାଙ୍ଗଅଭିରେ ଫସି ରହିଛନ୍ତି। କରୋନା ଯୋଗୁ ଲକ୍ଡାଉନ ପରେ ସେମାନଙ୍କ ଅବସ୍ଥା ଜଟିଳ ହୋଇ ପଡିଛି। ଗତ ୧୨ଦିନ ହେଲା ସେମାନଙ୍କୁ ଠିକ୍ରେ ଖାଇବାକୁ ମିଳୁନାହିଁ। ସେମାନେ କାମ…
୨ଦିନ ପ୍ରବଳ ଖରା, ୨୯ରେ ଝଡ଼ବର୍ଷା
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ଲୋକଙ୍କ ମନରେ ଭୟ ଥିବାବେଳେ ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯାଇଛି। ପ୍ରଚଣ୍ଡ ଖରା ଯୋଗୁ ରାଜ୍ୟର କେତେକ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ସେଲସିୟସକୁ ଛୁଇଁଲାଣି। ଆସନ୍ତା ଦୁଇଦିନ ତାତି ଆହୁରି ବଢ଼ିବ…
କରୋନା ନିୟମ ମାନିବାକୁ ଶପଥ ପାଠ
ରାଇକିଆ୨୬ା୩(ଡି.ଏନ୍.ଏ.)- କରୋନା କୁ ନେଇ ସବୁଠି ସଚେତନତାକୁ ପ୍ରାଥମିକତା ଦିଆ ଯାଉଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ସମ୍ପର୍କିତ ସଚେତନତାକୁ ବ୍ୟାପକ କରାଯାଇଛି। ଗ୍ରାମାଞ୍ଚଳରେ ଯେପରି ବାହାର ରାଜ୍ୟରୁ ଫେରୁଥିବା ଲୋକେ ସଚେତନ ହୋଇ ପାରିବେ ସେନେଇ ଦୃଷ୍ଟି ଦିଆ…
କୋଭିଡ-୧୯ ପାଇଁ ପ୍ରଭାବଶାଳୀ ହୋଇପାରେ ପ୍ରାୟ ୭୦ଟି ଔଷଧ
ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ଏହାର ଚିକିତ୍ସାକୁ ନେଇ ଚାଲିଛି ଗବେଷଣା। ନିକଟରେ କେତେଜଣ ବିଦେଶୀ ଓ ଆଉ କେତେଜଣ ଭାରତୀୟ ଗବେଷକଙ୍କ ଏକ ଟିମ୍ କରୋନା ଚିକିତ୍ସା ପାଇଁ ପ୍ରାୟ ୬୯…
Archives


